ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ
ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ ଧାରଣ କରିଛି। ସାହିରେ ଦୀର୍ଘ ୪ ବର୍ଷ ତଳେ ଏକ ସୋଲାର ପାଣି…
ଚୁଆକୁ ପାଣି ପିଇବାକୁ ଆସିଲା କୁଟ୍ରା, ଘେରିଗଲେ କୁକୁର: ଆଉ ତା’ପରେ ଘଟିଲା..
ରାଇକିଆ,୨୨।୫-(ପ୍ରଦୀପ ବେହେରା): ଜଙ୍ଗଲରୁ ପାଣି ସନ୍ଧାନରେ ଗାଁ ନିକଟକୁ ଚାଲିଆସିଥିବା ଏକ କୁଟ୍ରାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଛି ରାଇକିଆ ବନବିଭାଗ। ପାଟଳୀ ସାହି ନିକଟ ଏକ ଚୁଆକୁ ଆସି ପାଣି ପିଉଥିବାବେଳେ କୁକୁରମାନଙ୍କ ଆକ୍ରମଣରେ କୁଟରାଟି ରକ୍ତାକ୍ତ ହୋଇଥିଲା। ସ୍ଥାନୀୟ…
ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ: କିରନ-ଆବୀଗଲ ଟପ୍ପର
ରାଇକିଆ,୨୧/୫(ପ୍ରଦୀପ ବେହେରା): ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। କନ୍ଧମାଳ ଜିଲା ରାଇକିଆ ବ୍ଲକରେ ତିନୋଟି ବିଦ୍ୟାଳୟର ଛାତ୍ରଛାତ୍ରୀ ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପରିଚାଳିତ…
ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା
ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍ଏସ୍ଡି ଉଚ୍ଚ ବିଦ୍ୟାଳୟକୁ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ରାଙ୍ଗାପାରୁ ଉଚ୍ଚ ବିଦ୍ୟାଳୟର ବବିତା ଭୋଇଙ୍କୁ ନିଯୁକ୍ତି…
ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…
ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ ଜୀବନ ସେଠି ହିଁ ଶେଷ ହୋଇଯାଇଛି। ଏଭଳି ଅଭାବନୀୟ ଘଟଣା କନ୍ଧମାଳ ଜିଲାର…
ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର
ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ ଟ୍ରଷ୍ଟ ପକ୍ଷରୁ ତହସିଲଦାର ଧୀରଜ ପାତ୍ରଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗ ପରେ…
ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା
ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ ତଥା ଓଡ଼ିଶା ପାଇଁ ଗୌରବ ଆଣିଦେଇଛି। ନୂଆଦିଲ୍ଲୀରେ ଆୟୋଜିତ ସିଆଇଆଇ ବାର୍ଷିକ ବ୍ୟବସାୟ…
ନିଜସ୍ବ ଗୃହକୁ ପ୍ରବେଶ କଲା ବଣିକ ସଙ୍ଘ: ସିମନବାଡ଼ିରେ ଗୃହ ପ୍ରତିଷ୍ଠା, ଉତ୍ସବ ସମ୍ପନ୍ନ
ଦାରିଙ୍ଗବାଡ଼ି,୧୫।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ସିମନବାଡ଼ି ମା’ ପାଟ୍ଟଖଣ୍ଡା ବଣିକ ସଙ୍ଘ ଶୁକ୍ରବାର ନିଜସ୍ବ ନୂତନ କୋଠାରେ ପ୍ରବେଶ କରିଛି। ଏହି ଅବସରରେ ଶାସ୍ତ୍ରୀୟ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା, ହୋମ-ଯଜ୍ଞ, ଅର୍ଣ୍ଣ ଯଜ୍ଞ ଓ ଦୀପ ଯଜ୍ଞ…
ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ, ଦାବିପତ୍ରରେ ଭୂମିହୀନଙ୍କୁ…
ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶୁକ୍ରବାର ଅଲ୍ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଂଘର ସଭାପତି ପ୍ରଶାନ୍ତ ପ୍ରଧାନ ଏବଂ ସମ୍ପାଦକ ନୀରଜ ପ୍ରଧାନଙ୍କ…
ନିଶା ସେବନକୁ ବିରୋଧ କଲେ ପୁଅ, କୀଟନାଶକ ପିଇଦେଲେ ବାପା: ଆଉ ତା’ପରେ…
ଦାରିଙ୍ଗବାଡି, ୧୨।୫ (ଅରୁଣ ସାହୁ):ନିଶା ସେବନ କରି ଘରକୁ ଫେରିଥିଲେ ଜଣେ ବୃଦ୍ଧ। ଆଉ ନିଶା ସେବନକୁ ପୁଅ ବିରୋଧ କରିବାରୁ ବୃଦ୍ଧ ବାପା କୀଟନାଶକ ପିଇଦେଇ ଆତ୍ମହତ୍ୟା କରିବା ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ଏଭଳି ଘଟଣା…
ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍
ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେବାକୁ ଆରମ୍ଭ କରିଛନ୍ତି। ଏହି କ୍ରମରେ ଜିଲା ପ୍ରଶାସନ, ଉପଖଣ୍ଡ…
ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ
ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ସଂଘର କର୍ମକର୍ତ୍ତାଙ୍କୁ ମିଳିଛି ପ୍ରଂଶସା। ପ୍ରକାଶ ଯେ, ଚଳିତମାସ ପ୍ରଥମ…

