୩୦ ଅଭିଯୁକ୍ତଙ୍କୁ ୨ ବର୍ଷ ଲେଖାଏ ଜେଲ
ବାଲିଗୁଡା,୨୯ା୭(ଡି.ଏନ୍.ଏ.): ବହୁଚର୍ଚ୍ଚିତ ୨୦୦୮ କନ୍ଧମାଳ ଦଙ୍ଗା ମାମଲାର ବିଚାର କରି କନ୍ଧମାଳ ଜିଲା କୋଟଗଡ଼ ପ୍ରଥମ ଶ୍ରେଣୀ ବିଚାରପତି ଅନୁରାଗ ଦେହୁରୀ ଗୁରୁବାର ରାୟ ପ୍ରକାଶ କରିଛନ୍ତି। ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ଦେହୁରୀ ୩୦ଜଣ ଅଭିଯୁକ୍ତଙ୍କୁ ୨ ବର୍ଷ…
ମହିଳା ହୋମଗାର୍ଡଙ୍କୁ ଅସଦାଚରଣ ଅଭିଯୋଗ: ଜଣେ ଗିରଫ
ରାଇକିଆ,୨୯ା୭(ଡି.ଏନ୍.ଏ.): ମହିଳା ହୋମ ଗାର୍ଡଙ୍କୁ ଅସଦାଚରଣ ଅଭିଯୋଗରେ କନ୍ଧମାଳ ଜିଲା ରାଇକିଆ ପୋଲିସ କୁନା ଦିଗାଲ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗତ ଜାନୁଆରୀ ମାସରୁ ଏ ନେଇ ରାଇକିଆ ଥାନାରେ ଅଭିଯୋଗ ହୋଇଥିବା ବେଳେ ୬ ମାସରୁ ଊର୍ଦ୍ଧ୍ୱ…
ବନ୍ଧୁକ ଦେଖାଇ ବଟି ଆଦାୟ ଅଭିଯୋଗରେ ଯୁବକ ଗିରଫ
ଦାରିଙ୍ଗବାଡ଼ି,୨୮ା୭(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଭ୍ରମରବାଡ଼ି ଅଞ୍ଚଳରେ ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ବଟି ଆଦାୟ କରୁଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏଥିସହ ତାଙ୍କ ଠାରୁ ଏକ ବନ୍ଧୁକ ଜବତ କରାଯାଇଥିବା…
ଝିଅପୁଅଙ୍କୁ ଘରୁ ଡାକି ନେଇ କୂଅକୁ ଠେଲି ଦେଲେ ମା’, ନିଜେ କଲେ ଆତ୍ମହତ୍ୟା ଉଦ୍ୟମ
ରାଇକିଆ,୧୭ା୭(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ମା’ ୯ ବର୍ଷର ଝିଅ ଏବଂ ୫ ବର୍ଷର ପୁଅକୁ କୂଅକୁ ଠେଲି ଦେଇଛନ୍ତି। ଝିଅପୁଅଙ୍କୁ ଘରୁ ଡାକି ନେଇ ରାଇକିଆ ନିକଟସ୍ଥ ଅଲିମାହା ଅଞ୍ଚଳର…
୪ ଜୀବନ ନେଲା ଦୁର୍ଘଟଣା
ଭଞ୍ଜନଗର/ବାଲିଗୁଡ଼ା,୧୦ା୭: ଗଞ୍ଜାମ ଓ କନ୍ଧମାଳ ଜିଲାରେ ବାଇକ୍ ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଗଞ୍ଜାମ ଜିଲା ଭଞ୍ଜନଗର ଖ୍ରୀଷ୍ଟିୟାନ ସାହିର ଅଭିଷେକ୍ ଗୌଡ଼, କଇଣ୍ଡିର ଆଲୋକ ସ୍ବାଇଁ ଓ କନ୍ଧମାଳ ଜିଲା ବାଲିଗୁଡ଼ା ଥାନା କୁଟିକିଆ ଅଞ୍ଚଳର…
ଦୁର୍ଘଟଣାରେ ଚାଲିଗଲା ବାପାଙ୍କ ଜୀବନ, ଗୁରୁତର ପୁଅ ମେଡିକାଲରେ
ଫୁଲବାଣୀ ଅଫିସ, ୯।୭: ଫୁଲବାଣୀ ସଦର ଥାନା ବ୍ରହ୍ମପୁର ଜାତୀୟ ରାଜପଥର ତିଲକପଡା ଛକରେ ଏକ ଟ୍ରାକ୍ଟର ସହ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାଇକ୍ ଚଳାଉଥିବା ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଅ ଗୁରୁତର ହୋଇଛନ୍ତି। ମୃତକ ହେଲେ…
ଦାଦାଙ୍କ ଜୀବନ ନେଲା ପୁତୁରା
ରାଇକିଆ,୮ା୭: କନ୍ଧମାଳ ଜିଲା ରାଇକିଆ ଥାନା ରଣବା ପଞ୍ଚାୟତ ଇରିପୁଡ଼ା ଗ୍ରାମରେ ଘଟିଛି ଏକ ହତ୍ୟାକାଣ୍ଡ । ଜମି ବିବାଦକୁ ନେଇ ପୁତୁରାର ଠେଙ୍ଗା ମାଡ଼ରେ ଦାଦାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହରି ନାୟକ। ପୋଲିସ ମୃତଦେହକୁ ଜବତ କରି…
ସ୍ତ୍ରୀଙ୍କ ମୃତଦେହକୁ ସ୍ବାମୀ ଏକାକୀ ବୋହିବା ଘଟଣା: ୨ ନିଲମ୍ବିତ, ଜଣେ ବହିଷ୍କୃତ
ଫୁଲବାଣୀ ଅଫିସ,୨।୭: କନ୍ଧମାଳ ଜିଲା ଫୁଲବାଣୀରେ ଥିବା ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ତ୍ରୀଙ୍କ ମୃତଦେହକୁ ସ୍ବାମୀ ଏକାକୀ ବୋହି ଗାଡ଼ିରେ ରଖିବା ଘଟଣାରେ ବିଭିନ୍ନ ମହଲରୁ ସମାଲୋଚନା କରାଯାଇଥିଲା। ଏ ନେଇ ସିଡିଏମ୍ ତୁରନ୍ତ ମାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତ। ଏହି ଘଟଣାରେ…
ସରକାରୀ ଜମି ହଡ଼ପ ଅଭିଯୋଗରେ ବାପା-ପୁଅ ଗିରଫ
ଦାରିଙ୍ଗବାଡ଼ି୨୮ା୬(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ବେଧଡ଼କ ଚାଲିଛି ସରକାରୀ ଜମି ହଡ଼ପ। ବିଭିନ୍ନ ସ୍ଥାନରେ ସରକାରୀ ଜମିକୁ ହଡ଼ପ କରିବା ସହ ବିକ୍ରିବଟା କରାଯାଉଥିବା ଅଭିଯୋଗ ହୋଇଆସୁଛି। ଉକ୍ତ ଅଞ୍ଚଳରେ ଜମି ବିବାଦ ଯୋଗୁ ଥାନାରେ ପ୍ରତିଦିନ ଭିଡ଼ ହେଉଥବା…
କାର୍-ବାଇକ୍ ମୁହାଁମୁହିଁ ଧକ୍କା: ୨ ଗୁରୁତର
ବାଲିଗୁଡ଼ା,୨୬ା୬(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟ ୫୯ ନମ୍ବର ଜାତୀୟ ରାଜପଥରେ ଏକ କାର୍ ସହ ମୋଟରସାଇକଲ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଦୁଇଜଣ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ବାଲିଗୁଡ଼ା ଥାନା ଭାରପ୍ରାପ୍ତ ଅଧିକାରୀ ବାବା…
ନୟାଗଡ଼ର ଦୁଇ ଖବରଦାତାଙ୍କ ଉପରେ ଆକ୍ରମଣକୁ ନିନ୍ଦା
ବାଲିଗୁଡ଼ା,୨୬ା୬(ଡି.ଏନ୍.ଏ.) ନୟାଗଡ଼ ଜିଲାର ଦୁଇ କାର୍ଯ୍ୟରତ ଖବରଦାତାଙ୍କ ଉପରେ ଅବକାରୀ ବିଭାଗର ଏଏସ୍ଆଇ ଆକ୍ରମଣ ଘଟଣାକୁ କନ୍ଧମାଳ ଜିଲା ଉତ୍କଳ ଖବରଦାତା ସଂଘ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଶୁକ୍ରବାର ନୟାଗଡ଼ ଜିଲା ଅବକାରୀ ବିଭାଗ ପକ୍ଷରୁ ଏକ ସରକାରୀ ମଦ…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ
ରାଇକିଆ୧୫।୬(ଡି.ଏନ୍.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା ଗ୍ରାମରେ ସଞ୍ଜୟ ପ୍ରଧାନଙ୍କ ପାର୍ଥିବ ଶରୀର ମଙ୍ଗଳବାର ସକାଳେ ପହଞ୍ଚିଥିଲା। ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ…
Archives


