ନୟାଗଡ଼ର ଦୁଇ ଖବରଦାତାଙ୍କ ଉପରେ ଆକ୍ରମଣକୁ ନିନ୍ଦା
ବାଲିଗୁଡ଼ା,୨୬ା୬(ଡି.ଏନ୍.ଏ.) ନୟାଗଡ଼ ଜିଲାର ଦୁଇ କାର୍ଯ୍ୟରତ ଖବରଦାତାଙ୍କ ଉପରେ ଅବକାରୀ ବିଭାଗର ଏଏସ୍ଆଇ ଆକ୍ରମଣ ଘଟଣାକୁ କନ୍ଧମାଳ ଜିଲା ଉତ୍କଳ ଖବରଦାତା ସଂଘ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଶୁକ୍ରବାର ନୟାଗଡ଼ ଜିଲା ଅବକାରୀ ବିଭାଗ ପକ୍ଷରୁ ଏକ ସରକାରୀ ମଦ…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ
ରାଇକିଆ୧୫।୬(ଡି.ଏନ୍.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା ଗ୍ରାମରେ ସଞ୍ଜୟ ପ୍ରଧାନଙ୍କ ପାର୍ଥିବ ଶରୀର ମଙ୍ଗଳବାର ସକାଳେ ପହଞ୍ଚିଥିଲା। ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ…
ଦୋକାନୀଙ୍କୁ କୋଭିଡ୍ ପରୀକ୍ଷା ବାଧ୍ୟତାମୂଳକ
ଜି.ଉଦୟଗିରି,୧୧ା୬: କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ଜି.ଉଦୟଗିର ପ୍ରଶାସନ ପକ୍ଷରୁ ଗତ ସପ୍ତାହରେ ବ୍ୟବସାୟୀମାନଙ୍କୁ କୋଭିଡ୍ ପରୀକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ହେଲେ ଏବେ ବି ବହୁ ବ୍ୟବସାୟୀ କୋଭିଡ୍ ପରୀକ୍ଷା କରିନାହାଁନ୍ତି। ଫଳରେ ସହରରେ ଦିନକୁ ଦିନ…
ଗୋରୁ ଗୋଠ ଉପରେ ବଜ୍ରପାତ
ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି। ଗୋରୁପଲ ବାରଖମା ଫାଣ୍ଡି ନିକଟରେ ଚରୁଥିବା ବେଳେ ବର୍ଷା ହେବାରୁ ଏକ ଗଛମୂଳକୁ ଆସି…
କାଳବୈଶାଖୀର ତାଣ୍ଡବ: ବଜ୍ରପାତରେ ଚାଲିଗଲା ୬ ଗୋରୁଙ୍କ ଜୀବନ
ବାଲିଗୁଡା,୧୦।୬(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ବାଲିଗୁଡ଼ା ଥାନା ବାରଖମା ପଞ୍ଚାୟତରେ ବଜ୍ରପାତରେ ୬ ଗୋରୁ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ସୂଚନା ମୁତାବକ, ବୁଧବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବାଲିଗୁଡ଼ା…
ସାବିତ୍ରୀ ଅମାବାସ୍ୟା ପାଇଁ ବଜାରରେ ପ୍ରବଳ ଭିଡ଼: ୧୮ ଦୋକାନ ସିଲ୍ କଲା ପ୍ରଶାସନ
ବାଲିଗୁଡ଼ା,୯ା୬(ଡି.ଏନ୍.ଏ.): ମହାମାରୀ କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଲକ୍ଡାଉନ୍ ଶଟ୍ଡାଉନ୍ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି। ଫଳରେ ରାଜ୍ୟରେ ବର୍ତ୍ତମାନ ସଂକ୍ରମିତଙ୍କ ସଂଖ୍ୟା କମିଛି ହେଲେ ବିପଦ ଟଳିନି। ଏଭଳି ପରିସ୍ଥିତିରେ କୋଭିଡ୍ ନିୟମ ଉଲ୍ଲଂଘନ…
ପାଇଖାନା ଟାଙ୍କିରେ ଗଲା ଜୀବନ
ଫୁଲବାଣୀ ଅଫିସ, ୩୧।୫: କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଆଲାମୀ ପଞ୍ଚାୟତ ପିଟବାରୀ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଶି କାଠ କାଢ଼ୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ…
ଶ୍ୱାସରୁଦ୍ଧ ହୋଇ ଘରମାଲିକ, ଶ୍ରମିକଙ୍କ ଜୀବନ ଗଲା
ଫୁଲବାଣୀ ଅଫିସ,୩୧ା୫: ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ ପିଟବାରି ଗାଁରେ ସୋମବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ଶ୍ୱାସରୁଦ୍ଧ ହୋଇ ଘର ମାଲିକ ଓ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ଦ୍ୱୟ ହେଲେ ସନ୍ତୋଷ କହଁର…
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ: ଅଭିଯୋଗ ପରେ ପୋଲିସର ତଦନ୍ତ ଆରମ୍ଭ
ଦାରିଙ୍ଗବାଡ଼ି,୨୯ା୫(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସୋନପୁର ପଞ୍ଚାୟତର ସରପଞ୍ଚ କେଶରସେନ ମୁଠାମାଝିଙ୍କୁ କିଛି ଦୁର୍ବୁତ୍ତ ହତ୍ୟା ଧମକ ଦେଇଥିବା ଦାରିଙ୍ଗବାଡ଼ି ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ପକ୍ଷରୁ ୮୯/୨୧ରେ ଏକ ମାମଲା ରୁଜୁ କରି ତଦନ୍ତ ଚାଲିଥିବା ଆଇଆଇସି…
୨୦ ଜଣଙ୍କ ପାଇଁ ନେଇଥିଲେ ଅନୁମତି, ଡକାଇଥିଲେ ୨ ହଜାର ଲୋକ
ଦାରିଙ୍ଗବାଡ଼ି,୨୭।୫: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ବଡ଼ିପଦର ଗାହାଡାଡି ସାହିରେ ଏକ ବିବାହ ଭୋଜିକୁ ପ୍ରଶାସନ ପକ୍ଷରୁ ଗୁରୁବାର ବନ୍ଦ କରାଯାଇଛି। କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ଆୟୋଜକଙ୍କଠାରୁ ୨୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଭୋଜି ଆୟୋଜକ କିରଣ…
ଭୋଜି ରନ୍ଧାକୁ ବନ୍ଦ କଲା ପ୍ରଶାସନ, ୫ ହଜାର ଟଙ୍କା ଜରିମାନା
ଦାରିଙ୍ଗବାଡ଼ି,୨୫।୫(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ତ୍ତମାହା ପଞ୍ଚାୟତ କେର୍କେବାଡ଼ିର ଏକ ଜଙ୍ଗଲ ପାହାଡ଼ ନିକଟରେ ଭୋଜି ଚାଲିଥିବା ଖବର ପାଇ ଦାରିଙ୍ଗବାଡ଼ି ତହସିଲଦାର କଳାକୃଷ୍ଣ ପ୍ରଧାନ ଏବଂ ଆଇଆଇସି କୌଶିକ ମାଝୀ ମିଳିତ ଚଢ଼ାଉ କରି ୫ ହଜାର ଟଙ୍କା ଜରିମାନା…
କୋଭିଡ୍ ଟେଷ୍ଟ ଭୟରେ ଗାଁ ଛାଡି ଜଙ୍ଗଲରେ ଗ୍ରାମବାସୀ
ଦାରିଙ୍ଗବାଡି,୨୩।୫: ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ବୁରାଙ୍ଗିଆ ଗ୍ରାମ ସମେତ ଆଖପାଖ ଅଞ୍ଚଳରେ କରୋନାକୁ ନେଇ ଆତଙ୍କ ଦେଖାଯାଇଛି। ଝାରମୁଣ୍ଡା ଗ୍ରାମରେ ଗତ ସପ୍ତାହରେ ଜ୍ୱରରେ ଜଣଙ୍କ ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ସେହି ପରିବାରର ଜଣେ ଓ ସାହିରୁ ଅନ୍ୟ ଜଣେ…
Archives


