କନ୍ଧମାଳ

ଭୋଜି ରନ୍ଧା ବେଳେ ପ୍ରଶାସନର ଚଢ଼ାଉ

ଦାରିଙ୍ଗବାଡ଼ି,୮।୫: ଅନୁସୂଚିତ ଜନଜାତିଙ୍କ ପାରମ୍ପରିକ କଲା ଉତ୍ସବ ଭୋଜି ଭାତର ଆୟୋଜନ ଶୁକ୍ରବାର କରାଯାଉଥିଲା। ଅପରାହ୍ନରେ ଦାରିଙ୍ଗବାଡ଼ି ତହସିଲଦାର କଳାକୃଷ୍ଣ ପ୍ରଧାନ, ଆଇଆଇସି କୌଶିକ ମାଝି ଏବଂ ସବ୍‌ଇନ୍ସପେକ୍ଟର ସୌମ୍ୟକାନ୍ତ ପଣ୍ଡା ପହଞ୍ଚି ଭୋଜି ରନ୍ଧା ବନ୍ଦ କରିଥିଲେ। ଏପରିକି ପୋଲିସ…

ରାଇକିଆରେ ଟିକା ନାହିଁ, ବରିଷ୍ଠ ନାଗରିକ ନିରାଶ

ରାଇକିଆ,୬।୫(ଡି.ଏନ୍‌.ଏ.): ପ୍ରଥମ ଡୋଜ୍‌ ଟିକା ନେବା ପରେ ଦ୍ୱିତୀୟ ଡୋଜ୍‌ ଟିକା ନେବାକୁ ହନ୍ତସନ୍ତ ହେଉଛନ୍ତି ଲୋକେ।  ପ୍ରଥମ ଡୋଜ୍‌ ଟିକା ନେବାର ପ୍ରାୟ ଦୁଇ ମାସ ବିତିଲାଣି l ଦିତୀୟ ଡୋଜ୍‌ ପାଇଁ ମେଡିକାଲ ଦୌଡ଼ି ନୟାନ୍ତ ହେଲେଣି ବରିଷ୍ଠ…

ଲକ୍‌ଡାଉନର ପ୍ରଥମ ଦିନରେ କଡ଼ାକଡ଼ି ଯାଞ୍ଚ

ରାଇକିଆ,୫।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକରେ ଲକ୍‌ଡାଉନ୍‌ର ପ୍ରଥମ ଦିନର ପ୍ରଭାବ ଦେଖିବାକୁ ମିଳିଛି । କେବଳ ଅତ୍ୟାବଶ୍ୟକ ସାମଗ୍ରୀକୁ ଛାଡ଼ିଦେଲେ ସମସ୍ତ ପ୍ରକାର ଦୋକାନ ବଜାର ବନ୍ଦ ରହିଛି । ପୋଲିସ ପକ୍ଷରୁ ପାଟ୍ରୋଲିଂକୁ କଡ଼ାକଡି କରଯାଇଛି । ବିଶେଷ…

ଘର ଆଗରେ ଫାଷ୍ଟଫୁଡ ଦୋକାନ: ପଛରେ ଚାଲିଥିଲା ଚୋରା ମଦ କାରବାର

ଦାରିଙ୍ଗବାଡ଼ି,୪।୫(ଡି.ଏନ୍‌.ଏ.): ଘର ଆଗରେ ଫାଷ୍ଟଫୁଡ ଦୋକାନ ପଛରେ ଚୋରା ଦେଶୀ ମଦକାରବାର। ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ଅଞ୍ଚଳ ବାଲାପାଙ୍ଗା ଛକରେ। ଖବରପାଇ ରାତିରେ ଉକ୍ତ ଫାଷ୍ଟଫୁଡ ଦୋକାନରେ ପୋଲିସ ଚଢ଼ାଉ କରିଥିଲା। ସେହି ସମୟରେ…

ନାବାଳିକାଙ୍କୁ ଗଣବଳାତ୍କାର

ଫୁଲବାଣୀ ଅଫିସ,୨ା୫: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହାକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ୩ ଯୁବକଙ୍କୁ ଗିରଫ କରିଛି। ଅନ୍ୟଜଣେ ଫେରାର ଅଛନ୍ତି। ଏ ନେଇ ପୋଲିସ ଏକ…

ଅଫ୍‌ଲାଇନ୍‌ରେ ପିଡିଏସ୍‌ ସାମଗ୍ରୀ ଦେବାକୁ ଦାବି

ଖଜୁରିପଡ଼ା/ବଲସକୁମ୍ପା,୧ା୫(ଡି.ଏନ.ଏ.)-ପିଡିଏସ୍‌ ସାମଗ୍ରୀ ଅଫ୍‌ଲାଇନ୍‌ ମାଧ୍ୟମରେ ଯୋଗାଇଦେବା ପାଇଁ ଶୁକ୍ରବାର ଯୋଗାଣ ସହାୟକ ସଂଘ କନ୍ଧମାଳ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଏକ ଦାବିପତ୍ର ପ୍ରଦାନ କରିଛି। କରୋନା ମହାମାରୀର ସଂକ୍ରମଣ ରୋକିବା ପାଇଁ ଏହିଭଳି ନିଷ୍ପତ୍ତି ନେବାକୁ ଅଭିଯୋଗରେ ଦର୍ଶାଯାଇଛି। ଦୀର୍ଘ ୮ବର୍ଷ…

ଆମ୍ବ ତୋଳୁଥିବା ସମୟରେ ହେଲା ବଜ୍ରପାତ: ଚାଲିଗଲା ନାବାଳିକାଙ୍କ ଜୀବନ

ଦାରିଙ୍ଗବାଡ଼ି,୨୯।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟାହ୍ନରେ କାଳବୈଶାଖୀ ପ୍ରଭାବରେ ବେହାଲ ହୋଇଛି। ବିଭିନ୍ନ ସ୍ଥାନରେ ବଜ୍ରପାତରେ ଏକାଧିକ ଲୋକଙ୍କ ବିଦ୍ୟୁତ୍‌ଚାଳିତ ସାମଗ୍ରୀ ନଷ୍ଟ ହେବା ସହ ଉକ୍ତ ବ୍ଲକ ପର୍ତ୍ତମାହା ପଞ୍ଚାୟତ ଅଞ୍ଚଳରେ ବଜ୍ରପାତରେ ଜଣେ ନାବାଳିକାଙ୍କ…

ଭିଜିଲାନ୍ସ ଜାଲରେ ତହସିଲଦାର

ରାଇକିଆ,୨୯।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ତହସିଲଦାର ଚକ୍ରଧର ପାଢ଼ୀ ଭିଜିଲାନ୍ସ ଜାଲରେ ଧରା ପଡ଼ିଛନ୍ତି। ସେ ଏକ ପଥର ବୋଝେଇ ଟ୍ରାକ୍ଟରକୁ ଛାଡ଼ିବା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଉ ଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ…

କରୋନାରେ ଆଖିବୁଜିଲେ ପୂର୍ବତନ ଏମ୍‌ପି

ଫୁଲବାଣୀ ଅଫିସ,୨୬।୪: କନ୍ଧମାଳ ଜିଲାର ପୂର୍ବତନ ଏମ୍‌ପି ସୁଗ୍ରୀବ ସିଂଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ମିଳିଥିବା ସୂଚନା ଅନୁସାରେ, ସିଂ ରବିବାର କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ର୍ତ୍ତିି ହୋଇଥିଲେ।…

୧୦ ଫୁଟର ଅହିରାଜ ଉଦ୍ଧାର

ବାଲିଗୁଡ଼ା,୨୪ା୪: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ସଗଡ଼ିଆ ସାହିରୁ ଶନିବାର ୧୦ଫୁଟର ଲମ୍ବର ଏକ ଅହିରାଜ ସାପ ବନ ବିଭାଗ ଉଦ୍ଧାର କରିଛି। କୋଟଗଡ଼ ବତାଗୁଡ଼ା ନିକଟ ସଗଡ଼ିଆ ସାହିର କିଛି ଲୋକ ବିଷଧର ଅହିରାଜକୁ ଦେଖି କୋଟଗଡ଼…

ଯବାନଙ୍କ ଗୁଳିରେ ମହିଳା ମାଓବାଦୀ ମୃତ

ଭବାନୀପାଟଣା/ଫୁଲବାଣୀ,୨୩।୪: କନ୍ଧମାଳ-କଳାହାଣ୍ଡି ସୀମାନ୍ତ ଲୁବେନଗଡ଼ ଅଞ୍ଚଳରେ ଶୁକ୍ରବାର ଯବାନ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଯବାନଙ୍କ ଗୁଳିରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, କନ୍ଧମାଳ-କଳାହାଣ୍ଡି ସୀମାନ୍ତରେ ମାଓବାଦୀମାନେ ରହିଥିବା ପୋଲିସକୁ ଖବର ମିଳିଥିଲା। ଏନେଇ ଏସ୍‌ଓଜି…

ଜାତୀୟ ରାଜପଥ ସଂପ୍ରସାରଣ ବିଳମ୍ବ ନେଇ ଉତ୍ତେଜନା

ଦାରିଙ୍ଗବାଡ଼ି,୧୭।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ସଂଯୋଗ ହୋଇଥିବା ଗୋପାଳପୁର-ରାଇପୁର ୫୯ ନଂ. ଜାତୀୟ ରାଜପଥ ସଂପ୍ରାସାରଣରେ ବିଳମ୍ବ ଏବଂ ଏହାକୁ ନେଇ ହେଉଥିବା ସମସ୍ୟାର ସମାଧାନ ପାଇଁ ଶନିବାର ସିମନବାଡ଼ିଠାରେ ରାଜପଥରେ ଠିକାସଂସ୍ଥାର ଏକାଧିକ ଗାଡ଼ିକୁ ଅଞ୍ଚଳବାସୀ ଅଟକ ରଖି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri