କନ୍ଧମାଳ

ସଜେଇ ହେଉଛି ଇକୋରିଟ୍ରିଟ: ଡିସେମ୍ବର ପହିଲାରେ ଶୁଭାରମ୍ଭ

ଦାରିଙ୍ଗବାଡ଼ି,୨୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକଠାରେ ତୃତୀୟ ବର୍ଷ ପାଇଁ ରାଜ୍ୟ ସରକାରଙ୍କ ଇକୋରିଟ୍ରିଟ ଦାରିଙ୍ଗବାଡ଼ିଠାରେ ହେଉଛି। ଏହି ପରିପ୍ରେକ୍ଷୀରେ ନୂତନ ଜମିରେ ଚଳିତ ବର୍ଷ ଇକୋରିଟ୍ରିଟ କରାଯାଉଥିବା ବେଳେ ଯୁଦ୍ଧକାଳୀନ ଭିତ୍ତିରେ ବହୁତ କମ୍‌ ସମୟ ମଧ୍ୟରେ ଏକ ପାହାଡ଼…

ବଢ଼ିଲା ଝୁଲା ବ୍ରିଜ୍‌ର ସୁରକ୍ଷା ଚିନ୍ତା

ବାଲିଗୁଡ଼ା,୨୪।୧୧(ଡି.ଏନ.ଏ): ବାଲିଗୁଡା ଆଦିବାସୀ ଉନ୍ନୟନ ବିଭାଗ ପକ୍ଷରୁ ବୁଡୃକିଆ ପଞ୍ଚାୟତ ଓ କୁଟିକିଆ ପଞ୍ଚାୟତକୁ ଯାତାୟତ ନିମନ୍ତେ ଚିରସ୍ରୋତା ଖଡ୍‌ଗ ନଦୀ ପଡେ। ସେହି ନଦୀ ଉପରେ ବାଲିଗୁଡା ଆଦିବାସୀ ଉନ୍ନୟନ ବିଭାଗ ପକ୍ଷରୁ ଏକ ଝୁଲାବ୍ରିଜ୍‌ ୨୦୧୧ରେ ନିର୍ମାଣ କରାଯାଇ…

ବାଲିଗୁଡ଼ାରେ ୩ଦିନ ହେଲା ବନ୍ଦ ରହିଛି ଜଳ ଯୋଗାଣ, ଲୋକେ ହନ୍ତସନ୍ତ

ବାଲିଗୁଡ଼ା,୨୪।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଅଧିକାଂଶ ସମୟରେ ଜଳ ସମସ୍ୟା ଦେଖିବାକୁ ମିଳୁଛି। ଖରା, ବର୍ଷା, ଶୀତ ସବୁବେଳେ ଏହି ସମାନ ପରିସ୍ଥିତି ଉପୁଜିଛି। ବିଭାଗୀୟ ଅଧିକାରୀଙ୍କ ଦେଖା ମିଳୁ ନ ଥିବା ବେଳେ କର୍ମଚାରୀମାନଙ୍କୁ ସମସ୍ୟା…

ଦାରିଙ୍ଗବାଡିରେ ଶୀତ ଉଭାନ, ହେଉନି ପର୍ଯ୍ୟଟକଙ୍କ ଭିଡ

ଦାରିଙ୍ଗବାଡି,୨୩।୧୧(ଡି.ଏନ.ଏ.): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶୀତ ଉଦ୍ଭାନ ହୋଇଯାଇଛି। ଗତ ଏକ ସପ୍ତାହରେ ତାପମାତ୍ରା ୧୦ ଡିଗ୍ରୀରୁ ୧୫.୫ଡିଗ୍ରୀରେ ପହଞ୍ଚିଛି। ଫଳରେ ଶୀତରୁ ଟିକେ ନିସ୍ତାର ମିଳିଛି। ଚଳିତ ଥର ଶୀତ ବିଳମ୍ବରେ ଆସିଥିବା ବେଳେ…

କୁଟିଆ କନ୍ଧଙ୍କ ବିକାଶ ନାଁରେ ହରିଲୁଟ

ଫୁଲବାଣୀ ଅଫିସ, ୨୩।୧୧: କନ୍ଧମାଳ ଜିଲାରେ ଆଦିମ ଜନଜାତି (ପିଭିଟିଜି) କୁଟିଆ କନ୍ଧଙ୍କ ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ବିକାଶ ନାମରେ ଏଠି ସବୁ ଅର୍ଥ ହରିଲୁଟ କରାଯାଉଛି ା କୁଟିଆ କନ୍ଧଙ୍କ ବିକାଶ…

ଅନିର୍ଦ୍ଦିଷ୍ଟ କାଳ ଅଙ୍ଗନଓ୍ବାଡି କର୍ମୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଜି. ଉଦୟଗିରି,୨୨।୧୧(ଡି.ଏନ୍‌.ଏ.): ଜି. ଉଦୟଗିରି ଆଇସିଡିଏସ୍‌ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବିଭିନ୍ନ ଦାବି ନେଇ ଅଙ୍ଗନଓ୍ବାଡି କର୍ମୀ ଏବଂ ସହାୟିକା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି । ରାଜ୍ୟ ସରକାର ବିଭିନ୍ନ ସମୟରେ ପ୍ରତିଶ୍ରୁତି ଦେଇ ମଧ୍ୟ ଦାବି ପୂରଣ…

ଘର ଗ୍ରୀଲ ତାଡ଼ି ନେଲେ ଦୁର୍ବୃତ୍ତ

ଜି.ଉଦୟଗିରି,୨୦ା୧୧(ଡି.ଏନ୍‌.ଏ.): କିଛି ମାସର ବ୍ୟବଧାନ ପରେ ପୁଣି ଜି.ଉଦୟଗିରି ସହରରେ ଚୋର ଦଳ ମାତିଛନ୍ତି। ଶନିବାର ଶ୍ରୀରାମ ପଦାଠାରେ ନୂତନ ଭାବେ ନିର୍ମିତ ଏକ ସରକାରୀ ବାସଗୃହରେ ଠିକାଦାର ଏକ ଲୁହା ଗ୍ରୀଲ ଲଗାଇ ଆସିଥିଲେ। ହେଲେ ରବିବାର ସକାଳେ ଦେଖିଲା…

୧୬ ହିତାଧିକାରୀଙ୍କୁ ମିଳିଲା ଜଙ୍ଗଲ ଜମିପଟ୍ଟା

ଦାରିଙ୍ଗବାଡ଼ି,୧୯।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟ ପକ୍ଷରୁ ଶନିବାର ଜଙ୍ଗଲ ଜମିପଟ୍ଟା ବଣ୍ଟନ କରାଯାଇଛି। ଏହି ଅବସରରେ ତହସିଲଦାର ଡ. ଅଶୋକ କୁମାର ଦାସଙ୍କ ଅଧ୍ୟକ୍ଷତାରେ ବ୍ଲକ ସଭାଗୃହରେ ଏକ ମେଳାର ଆୟୋଜନ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ…

ଦୂବଘାଟି, ଟେଙ୍ଗେରୀ ଗ୍ରାମବାସୀଙ୍କୁ ଚୁଆ ଭରସା

ଫୁଲବାଣୀ ଅଫିସ, ୧୯ା୧୧: କନ୍ଧମାଳ ଜିଲା ଏକ ପାହାଡିଆ ଅଞ୍ଚଳ ହୋଇଥିବାରୁ ଏଠାରେ ପାଣିର ଘୋର ଅଭାବ। ଲୋକଙ୍କୁ ପାନୀୟ ଜଳ ଯୋଗାଇ ଦେବା ପାଇଁ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ(ଆରଡବ୍ଲ୍ୟୁଏସ୍‌ଏସ୍‌) ପକ୍ଷରୁ ବହୁ ପ୍ରକଳ୍ପ କରାଯାଇଛି। ହେଲେ…

ମାମୁଁ ଘରକୁ ବୁଲିବାକୁ ଆସି ନାବାଳିକା ଅପହରଣ: ଜଣେ ଗିରଫ

ଫୁଲବାଣୀ ଅଫିସ/ଚକାପାଦ, ୧୮ା୧୧: କନ୍ଧମାଳ ଜିଲା ଚକାପାଦ ଥାନା ପୋଲିସ ଜଣେ ଯୁବତୀଙ୍କୁ ଅପହରଣ ଏବଂ ବଳାତ୍କାର କରିବା ଅଭିଯୋଗରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ନୟାଗଡ ଜିଲା ବାଣୀଗୋଚ୍ଛା ଥାନା ଅଞ୍ଚଳର ବାସବ ନାୟକ(୨୫)। ଉକ୍ତ ଥାନା…

ଲାଞ୍ଚ ନେଇ ଭିଜିଲାନ୍ସର ଜାଲରେ ଲାଇନ୍‌ମ୍ୟାନ୍‌

ଫୁଲବାଣୀ ଅଫିସ/ଟିକାବାଲି,୧୮।୧୧: କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳର ବିଦ୍ୟୁତ ବିଭାଗର କର୍ମଚାରୀ କାଳୁ ଚରଣ ପଲେଇ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ବିଦ୍ୟୁତ୍‌ ସଂଯୋଗ କରାଇ ଦେବାକୁ ଜଣେ ଗ୍ରାହାକଙ୍କଠାରୁ ୫ ହଜାର ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଅଭିଯୁକ୍ତ ଗିରଫ

ବଲସକୁମ୍ପା,୧୭ା୧୧(ଡି.ଏନ.ଏ.): ବିବାହ ପ୍ରତିଶ୍ରୁତି ଦେଇ ଜଣେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା କରିଥିବା ଅଭିଯୋଗରେ ଗୁରୁବାର ଖଜୁରିପଡା ପୋଲିସ ଜନୈକ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ବୌଦ୍ଧ ଜିଲା ଚାରିଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?