କନ୍ଧମାଳ

ବାଲିଯାତ୍ରାରେ କନ୍ଧମାଳ ହଳଦୀର ଚାହିଦା

ଦାରିଙ୍ଗବାଡି,୧୭।୧୧(ଡି.ଏନ.ଏ.): କନ୍ଧମାଳ ହଳଦୀର ଚାହିଦା ସାରା ବିଶ୍ୱରେ ରହିଛି। ଜୈବିକ ପଦ୍ଧତିରେ ଚାଷ ହୋଉଥିବା ଏହି ହଳଦୀ ବିଭିନ୍ନ ରୋଗକୁ ପ୍ରତିହତ କରୁଛି। ଫଳରେ ଏହା ଜି ଆଇ ଟ୍ୟାଗର ମାନ୍ୟତା ପାଇଥିବାରୁ ଏହାର ଚାହିଦା ଅଧିକା ରହିଥିବା କୁହାଯାଇଛି। ତେବେ…

ଛାତ୍ରାବାସରେ ଜୁନିୟରଙ୍କୁ ମାଡ଼ ଘଟଣା: ପ୍ରଶାସନର ରାତିଅଧିଆ ଯାଞ୍ଚ

ଦାରିଙ୍ଗବାଡ଼ି,୧୭ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ିରେ ଥିବା ମଙ୍ଗଳ ବିଭାଗ ଛାତ୍ରାବାସରେ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଦଶମ ଛାତ୍ରମାନେ ମାଡ଼ ମାରିବା ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ପ୍ରଶାସନ ଏବେ କଠୋର ହୋଇଛି। ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ର…

ମହୁଲରୁ ପ୍ରସ୍ତୁତ ଲଡୁର ଚାହିଦା ବଢୁଛି

ଫୁଲବାଣୀ ଅଫିସ, ୧୬ା୧୧: ମହୁଲରୁ ପ୍ରସ୍ତୁତ ଲଡୁର ଚାହିଦା ବଢ଼ୁଥିବା ତାହା ଅଳ୍ପ କେତେଜଣ ଜାଣିଥିବେ ା ମହୁଲ ଲଡୁ ନାଁ ଶୁଣିବାକୁ ଅଜବ ଲଗୁଥିଲେ ମଧ୍ୟ ଏହା ଆଦିବାସୀମାନଙ୍କ ପ୍ରିୟ ମିଷ୍ଠାନ। ମହୁଲ ଲଡୁକୁ ଆଦିବାସୀମାନେ ପୂଜାପର୍ବାଣୀ, ଭୋଜିଭାତରେ ମଧ୍ୟ…

ଦାରିଙ୍ଗବାଡିରେ ବଢୁଛି ଶୀତ, ସର୍ବନିମ୍ନ ତାପମାତ୍ରା ୧୦.୫%

ଦାରିଙ୍ଗବାଡି,୧୬।୧୧(ଡି.ଏନ.ଏ ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା ଶୀତ ବଢିବାରେ ଲାଗିଛି। ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଛି। ଏହି କ୍ରମରେ ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ବୃଦ୍ଧି ପାଇଛି। ବୁଧବାର ସକାଳ ସମୟରେ ସର୍ବନିମ୍ନ ୧୦.୫ଡିଗ୍ରୀ ତାପମାତ୍ରା…

ଜି.ଉଦୟଗିରିରେ ଶୀତ ଲହର ଜାରି

ଜି.ଉଦୟଗିରି,୧୬ା୧୧(ଡି.ଏନ.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ସହରରେ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ମଙ୍ଗଳବାର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ସେଲସିୟସ ରହିଥିବା କୃଷି ଗବେଷଣା କେନ୍ଦ୍ରର ଅଧିକାରୀ ସତ୍ୟ ନାରାୟଣ ମହାନ୍ତି କହିଛନ୍ତି। ଗତ ରବିବାର ସର୍ବନିମ୍ନ…

୫ କି.ମି. କାନ୍ଧରେ ବୁହାଗଲା ମୃତଦେହ

ଫୁଲବାଣୀ ଅଫିସ, ୧୬ା୧୧: କନ୍ଧମାଳ ଜିଲା ଫୁଲବାଣୀ ସହରଠାରୁ ମାତ୍ର ୬ କି.ମି. ଦୂର ଏକ ଗାଁକୁ ରାସ୍ତା ନ ଥିବାରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ମୃତଦେହକୁ କାନ୍ଧରେ ବୁହାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରୁ ଦେବେଶ୍ୱର କହଁର(୬୦)ଙ୍କ ମୃତଦେହକୁ କୋକେଇରେ ରଖି…

ଖସୁଛି ପାରଦ: ଘନ କୁହୁଡ଼ିରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଜି. ଉଦୟଗିରି,୧୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ସହରରେ ୩ ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି । ମଙ୍ଗଳବାର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ସେଲ୍‌ସିୟସ ରହିଥିବା କୃଷି ଗବେଷଣା କେନ୍ଦ୍ରର ଅଧିକାରୀ ସତ୍ୟ ନାରାୟଣ ମହାନ୍ତି କହିଛନ୍ତି…

କନ୍ଧମାଳରେ ଥରାଇଲାଣି ଶୀତ

କନ୍ଧମାଳ,୧୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ଗତ ଦୁଇ ତିନି ଦିନ ହେଲା ପ୍ରବଳ ଶୀତ ଅନୁଭୁତ ହେଉଛି । ଖାଲି ଫୁଲବାଣୀ ନୁହେଁ ସମଗ୍ର ଜିଲା ଶୀତରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି । ଫଳରେ ଥଣ୍ଡାର ପ୍ରକୋପ…

ଜି.ଉଦୟଗିରିରେ ୧୦ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୧୪ା୧୧(ଡି.ଏନ.ଏ.): କନ୍ଧମାଳ ଜିଲାରେ ଶୀତର ପ୍ରକୋପ ଆରମ୍ଭ ହୋଇଛି। ରବିବାର ଜି.ଉଦୟଗିରିଠାରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସକୁ ହ୍ରାସ ପାଇଛି। ସ୍ଥାନୀୟ କୃଷି ଗବେଷଣା କେନ୍ଦ୍ର ତାପ ମାପକ ଯନ୍ତ୍ର ଦାୟିିତ୍ୱରେ ଥିବା ଅଧିକାରୀ ସତ୍ୟ ନାରାୟଣ ମହାନ୍ତି ଏହି…

ହଳଦୀପତ୍ରର ଚାହିଦା, ମିଳୁନି ଠିକ୍‌ ଦର

ଦାରିଙ୍ଗବାଡି,୧୨ା୧୧(ଡି.ଏନ.ଏ): ଆସନ୍ତା ବୁଧବାର ପାଳନ ହେବ ପ୍ରଥମାଷ୍ଟମୀ। ଏହି ପର୍ବ ଓଡ଼ିଶାରେ ବଡ ଧୂମଧାମରେ ପାଳନ ହେଉଥିବା ବେଳେ ବିଶେଷ କରି ଭୁବନେଶ୍ୱର, କଟକ, ବାଲେଶ୍ୱର ସମେତ ବିଭିନ୍ନ ଜିଲାରେ ପାଳନ କରାଯାଉଛି। ତେବେ ଏହି ପର୍ବ ପାଳନ ଅବସରରେ ପିଠା…

ବଢୁଛି ହଳଦୀପତ୍ରର ଚାହିଦା, ମିଳୁନି ସଠିକ୍‌ ଦର

ଦାରିଙ୍ଗବାଡ଼ି,୧୧ା୧୧(ଡି.ଏନ୍‌.ଏ.): ଆସନ୍ତା ବୁଧବାର ପାଳନ ହେବ ପ୍ରଥମାଷ୍ଟମୀ। ଏହି ପର୍ବ ଓଡ଼ିଶାରେ ବଡ଼ ଧୂମଧାମରେ ପାଳନ ହେଉଥିବା ବେଳେ ବିଶେଷକରି ଭୁବନେଶ୍ୱର, କଟକ, ବାଲେଶ୍ୱର ସମେତ ବିଭିନ୍ନ ଜିଲାରେ ପାଳନ କରାଯାଉଛି। ତେବେ ଏହି ପର୍ବ ପାଳନ ଅବସରରେ ପିଠା ପ୍ରସ୍ତୁତ…

ସପ୍ତମ ଶ୍ରେଣୀ ୪ ପିଲାଙ୍କୁ ପିଟିଲେ ଦଶମ ଛାତ୍ର: ଭିଡିଓ ଭାଇରାଲ

ଦାରିଙ୍ଗବାଡ଼ି,୧୦।୧୧(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ିରେ ଥିବା ମଙ୍ଗଳ ବିଭାଗର ଏକ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସରେ ୪ଜଣ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଦଶମ ଶ୍ରେଣୀ ଛାତ୍ର ମାଡ଼ ମାରୁଥିବା ଭିଡିଓ ଭାଇରାଲ ହୋଇଛି। ଏହି ଘଟଣାକୁ ନେଇ ଅଞ୍ଚଳରେ ଚାପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?