କନ୍ଧମାଳ

ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଲୁଟିନେଲେ ଲକ୍ଷାଧିକ ଟଙ୍କା

କୋଟଗଡ଼,୮୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଦିନ ଦ୍ବିପହରରେ ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ ଅଭିଯୋଗ ହୋଇଛି। ଏନେଇ ପେଟ୍ରୋଲ ପମ୍ପ ମାଲିକ ତୁମୁଡ଼ିବନ୍ଧ ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗ ଭିତ୍ତିକରି ପୋଲିସ ତଦନ୍ତ ଆରମ୍ଭ କରିଛି।…

ଗାଡ଼ି ଅଟକାଇ ଆହତଙ୍କୁ ହସ୍ପିଟାଲ ନେଲେ ବ୍ଲକ ଅଧ୍ୟକ୍ଷ

ଆର. ଉଦୟଗିର,୮।୧୧(ଡି.ଏନ୍‌.ଏ): ମାନବିକତା ଦେଖାଇଲେ ଗଜପତି ଜିଲା ମୋହନା ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର । ଜଣେ ଯୁବକ ଦୁର୍ଘଟଣାରେ ଆହତ ହୋଇ ରାସ୍ତାରେ ପଡ଼ି ଛଟପଟ ହେଉଥିଲେ। ଏହି ସମୟରେ ଅଧ୍ୟକ୍ଷ ଗାଡ଼ି ଅଟକାଇ ଯୁବକଙ୍କୁ ଉଦ୍ଧାର କରି ମେଡିକାଲରେ…

ବନ୍ଧୁକରୁ ଗୁଳି ଫୁଟି ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୭ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାଠାରୁ ମାତ୍ର ୨ଶହ ମିଟର ଦୂର ପଞ୍ଚାୟତ କାର୍ଯ୍ୟାଳୟଏବଂ ବ୍ଲକ କାର୍ଯ୍ୟାଳୟ ନିକଟରେ ବନ୍ଧୁକରୁ ଗୁଳି ଫୁଟି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଯୁବକ ଜଣକ କୋଟଗଡ଼ ଥାନା ଅଞ୍ଚଳର ଏଲିଅ ସୁନାମାଝି ବୋଲି ପ୍ରାଥମିକ…

ପାଣି ପାଇଁ ରାସ୍ତା ଅବରୋଧ କଲେ ମହିଳା

ଫୁଲବାଣୀ ଅଫିସ/ଟିକାବାଲି, ୭ା୧୧:କନ୍ଧମାଳ ଜିଲା ଟିକାବାଲି ମୁଖ୍ୟାଳୟରେ ପାନୀୟ ଜଳର ଘୋର ସମସ୍ୟା ା ଆଜି ଯାଏ ଲୋକଙ୍କୁ ଠିକ୍‌ ଭାବେ ପାନୀୟ ଜଳ ମିଳୁ ନାହିଁ ା ଏ ନେଇ ସ୍ଥାନୀୟ ଲୋକେ ବିଭାଗୀୟ ଅଧିକାରୀଙ୍କଠାରୁ ବ୍ଲକ ପ୍ରଶାସନ ଯାଏ…

ଯୁକ୍ତ ୨ ଛାତ୍ରଙ୍କୁ ପୋଡ଼ି ହତ୍ୟା

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୬।୧୧: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଡିଣ୍ଡିରାଗାଁ ପଞ୍ଚାୟତ ଗଞ୍ଜୁଖୋଲ ଗାଁ ନିକଟରେ ଯୁକ୍ତ ୨ ପଢୁଥିବା ଜଣେ ଛାତ୍ରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଶନିବାର ପୋଲିସ ଜବତ କରିଛି। ସେ ହେଲେ ଗୋଚ୍ଛାପଡା ଥାନା କ୍ରାଣ୍ଡିବାଲି ଗାଁର ବଉଦୁ କହଁରଙ୍କ…

ମୋହନା ଗସ୍ତରେ ମିଳିତ ଜାତି ସଂଘର ପ୍ରତିନିଧି ଦଳ

ଆର.ଉଦୟଗିରି,୪ା୧୧(ଡି.ଏନ.ଏ.): ମୋହନା ବ୍ଲକ ଜିରାଙ୍ଗ ବୌଦ୍ଧ ମନ୍ଦିରଠାରେ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୟୁରୋପ ଓ ନେଦରଲାଣ୍ଡ ଭଳି ଦେଶରୁ ଆସିଥିବା ବିଦେଶିନୀମାନେ ଯୋଗଦେଇଥିବା ବେଳେ ଗଜପତି ଜିଲାପାଳ ଲିଙ୍ଗରାଜ ପଣ୍ଡା, ଜିଲା ଶିଶୁ ସୁରକ୍ଷା ଅଧିକାରୀ…

୨ ବର୍ଷ ଥିଲା ଚାକିରି: ବହିଷ୍କୃତ ହେଲେ ଅଙ୍ଗନୱାଡି

ଫୁଲବାଣୀ ଅଫିସ, ୪ା୧୧: ଜାଲ ଶିକ୍ଷାଗତ ଯୋଗ୍ୟତା ପ୍ରମାଣପତ୍ର ଦେଇ ଚାକିରି କରିବା ଜଣେ ଅଙ୍ଗନୱାଡି କର୍ମୀଙ୍କୁ ମହଙ୍ଗା ପଡିଛି । ପ୍ରଶାସନିକ ତଦନ୍ତ ପରେ ସମ୍ପୃକ୍ତ ଅଙ୍ଗନୱାଡି କର୍ମୀଙ୍କୁ ବହିଷ୍କାର କରାଯାଇଛି । ସେ ହେଲେ ମାଧୁରୀ ପ୍ରଧାନ ।…

କନ୍ଧମାଳର ୪ ବ୍ଲକ୍‌ରେ ହେବ କଫିଚାଷ

ଫୁଲବାଣୀ ଅଫିସ,୨।୧୧: କନ୍ଧମାଳ ଜିଲାରେ କଫିଚାଷ ପାଇଁ ଅନୁକୂଳ ପରିବେଶ ରହିଛି। ଜିଲାର କେବଳ ଦାରିଙ୍ଗବାଡିରେ କଫିଚାଷ ହେଉଥିଲା। ଏବେ ଅନ୍ୟ ୪ଟି ବ୍ଲକ ଜି.ଉଦୟଗିରି, ରାଇକିଆ, କ.ନୂଆଗାଁ ଏବଂ ଟିକାବାଲିରେ ଏହି ଚାଷ ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।…

ବଢିଲା ଶୀତ: ଜି.ଉଦୟଗିରିରେ ଖୋଲିଲା ଶୀତକାଳୀନ ଆଶ୍ରୟ ସ୍ଥଳୀ

ଜି.ଉଦୟଗିରି,୩୧ା୧୦(ଡି.ଏନ.ଏ.)-ଜି.ଉଦୟଗିରିରେ ଦିନକୁ ଦିନ ତାପମାତ୍ରା କମିବାରେ ଲାଗିଛି। ସୋମବାର ମଧ୍ୟ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ରେକର୍ଡ କରାଯାଇଛି ବୋଲି ସ୍ଥାନୀୟ କୃଷି ଗବେଷଣା କେନ୍ଦ୍ରର ବୈଜ୍ଞାନିକ ଅକ୍ଷୟ କୁମାର ସେଠୀ କହିଛନ୍ତି। ଶୀତକୁ ଦୃଷ୍ଟିରେ ରଖି ଜି.ଉଦୟଗିରି ଏନ୍‌ଏସି ତରଫରୁ…

ବାଇକ୍‌-କାର ମୁହାଁମୁହିଁ: ଫେରାର କାରକୁ ଧରିଲେ ଗ୍ରାମବାସୀ

ଦାରିଙ୍ଗବାଡି,୩୧।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତ ପଟାଙ୍ଗି ଗ୍ରାମ ନିକଟରେ ସୋମବାର ଏକ ବାଇକ୍‌-କାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାଇକ୍‌ ଚାଳକ ଗୁରୁତର ହୋଇପଡ଼ିଛନ୍ତି। ତେବେ ଏପର୍ଯ୍ୟନ୍ତ ତାଙ୍କ ପରିଚୟ ମିଳିପାରିନାହିଁ। ଦୁର୍ଘଟଣା ପରେ ଘଟଣାସ୍ଥଳରୁ କାର…

ସଜେଇ ହେଉଛି ମଣ୍ଡାସରୁ ଇକୋ ଟୁରିଜମ୍‌

ରାଇକିଆ,୨୯ା୧୦(ଡିଏନଏ): ଶୀତ ଋତୁରେ ପର୍ଯ୍ୟଟନ କଥା କହିଲେ ସାଧାରଣଃ କନ୍ଧମାଳ ଜିଲା କଥା ମନକୁ ଆସିଥାଏ। ସହରର ବ୍ୟସ୍ତ ବହୁଳ ଜୀବନ ଭିତରୁ ବାହାରି ଶାନ୍ତ, ସବୁଜ, ଜଙ୍ଗଲ ପାହାଡ ଘେରା ପରିବେଶ ଶୀତ ସାଙ୍ଗକୁ ପ୍ରାକୃତିକ ସୋନ୍ଦର୍ଯ୍ୟ ଉପଭୋଗ କରିବାକୁ…

ମାଓବାଦୀ ଦମନ ଲାଗି ଏରିଏଲ ସର୍ଭେ

ଫୁଲବାଣୀ ଅଫିସ, ୨୮ା୧୦: କନ୍ଧମାଳ ଜିଲାରେ କିଛି ଦିନ ହେଲା ମାଓବାଦୀମାନେ ହିଂସ୍ର ହୋଇ ଉଠିଛନ୍ତି। ସେମାନଙ୍କୁ ଦମନ କରିବା ଲାଗି ପୋଲିସ ତପତ୍ର ହୋଇଉଠିଛି ା ଏଥିପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହେଉଛି। ମାଓବାଦୀ ପ୍ରଭାବିତ ଅଞ୍ଚଳରେ ହେଲିକେପ୍ଟରରେ ଏରିଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?