କନ୍ଧମାଳ

ଅବହେଳିତ ପର୍ଯ୍ୟଟନସ୍ଥଳୀ ସିଦିଙ୍ଗି ଘାଇ

ଖଜୁରିପଡ଼ା/ବଳସକୁମ୍ପା, ୨।୧(ଡି.ଏନ.ଏ.): ଓଡ଼ିଶାର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ଶୀତଦିନର ମଜା ନେବାକୁ ପର୍ଯ୍ୟଟକଙ୍କ ଭିଡ ଜମିଥାଏ। ମାତ୍ର କନ୍ଧମାଳର ଶୀତ ନିଆରା। ଜିଲାର ବିଭିନ୍ନ ସ୍ଥାନରେ ଶୀତଦିନେ ତୁଷାରପାତ ହେଉଥିବାରୁ ଏଠାକୁ ପ୍ରତିବର୍ଷ ଡିସେମ୍ବର ଓ ଜାନୁୟାରୀରେ ପର୍ଯ୍ୟଟକଙ୍କ ସୁଅ ଛୁଟେ। ବିଭିନ୍ନ…

ସୁଧୁରୁନି ସମସ୍ୟା, ଅଣନିଃଶ୍ୱାସୀ ଲୋକେ

ଫୁଲବାଣୀ ଅଫିସ, ୩୧।୧୨: କନ୍ଧମାଳ ଜିଲା ଚକାପାଦ ବ୍ଲକରେ ଏବେ ବି ଅନେକ ଗ୍ରାମ ରହିଛି ଯେଉଁଠି ବିକାଶ ପହଞ୍ଚି ପାରିନାହିଁ। ଲୋକେ ବିଭିନ୍ନ ସମସ୍ୟା ମଧ୍ୟରେ ରହିଛନ୍ତି। ଯାହାର ଜ୍ୱଳନ୍ତ ଉଦାହରଣ ହେଉଛି କଖାରୁଝୋଳ ପଞ୍ଚୟତ ଅଧୀନ ଗେଣ୍ଡୁଲିପିଟା ଗାଁ। ବ୍ଲକ…

ଥରୁଛି କନ୍ଧମାଳ: ଫୁଲବାଣୀରେ ୪, ଦାରିଙ୍ଗିବାଡିରେ ୫ ଡିଗ୍ରୀ ତଳକୁ ଖସିଲା ପାରଦ

ଫୁଲବାଣୀ ଅଫିସ, ୨୩ା୧୨: କନ୍ଧମାଳ ଜିଲାରେ ଶୀତର ପ୍ରକୋପ ହଠାତ୍‌ ବଢ଼ିଯାଇଛି । ବିଗତ ତିନି ଦିନ ହେବ ଜିଲାରେ ତାପମାତ୍ରା କମିବାରେ ଲାଗିଛି । ଫୁଲବାଣୀରେ ରବିବାର ୫.୫ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ବୁଧବାରରେ ସୁଦ୍ଧାରେ ଏହା ୪…

ପେନାଲା ଗ୍ରାମକୁ ରାସ୍ତା ନାହିଁ: କାଠଗଣ୍ଡିରେ ଯାତାୟାତ କରୁଛନ୍ତି ଆଦିବାସୀ

ବାଲିଗୁଡ଼ା,୨୧।୧୨(ଡି.ଏନ୍‌.ଏ.): କନ୍ଧମାଳର ବିକାଶ ପାଇଁ ସରକାରୀସ୍ତରରେ ସ୍ବତନ୍ତ୍ର ଯୋଜନା ରହିଛି। ହେଲେ ଏବେ ମଧ୍ୟ ଅନେକ ଅଞ୍ଚଳରେ ବିକାଶ ଅପହଞ୍ଚ ହୋଇଛି। ଫଳରେ ବର୍ଷବର୍ଷ ଧରି ଲୋକେ କାଠଗଣ୍ଡିରେ ବିପଦସଙ୍କୁଳ ଅବସ୍ଥାରେ ଯାତାୟାତ କରୁଛନ୍ତି। ଏହା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା…

ଥରୁଛି କନ୍ଧମାଳ: ଦାରିଙ୍ଗିବାଡ଼ିରେ ୬ ଡିଗ୍ରୀ ତଳକୁ ଖସିଲା ପାରଦ

ଦାରିଙ୍ଗବାଡ଼ି,୨୧ା୧୨(ଡି.ଏନ୍‌.ଏ): ସମଗ୍ର କନ୍ଧମାଳ ଜିଲା ଏବେ ଶୀତରେ ଥରୁଛି। ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପାରଦ ଦିନକୁ ଦିନ ଖସିବାରେ ଲାଗିଛି। ସୋମବାର ସକାଳ ୮ଟା ସୁଦ୍ଧା ୬ ଡିଗ୍ରୀ ତାପମାତ୍ରା ରହିଥିବା ବ୍ଲକ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି। ଦାରିଙ୍ଗବାଡ଼ି ସମେତ…

ଯବାନ-ମାଓବାଦୀ ଗୁଳି ବିନିମୟ

ଫୁଲବାଣୀ ଅଫିସ, ୨୦ା୧୨-କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ଅଧୀନ ବିରେନି ଗ୍ରାମ ନିକଟ ଜଙ୍ଗଲରେ ଗତ ୧୭ ତାରିଖରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସେଠାରୁ ମାଓବାଦୀମାନେ ଖସି ଯାଇଥିବା ବେଳେ ଜଣେ ମିଲିସିଆଙ୍କୁ ଧରାଯାଇଛି। ପୋଲିସ…

ଘାଟିରେ ଓଲଟିଲା ବସ୍‌, ୨୫ ଯାତ୍ରୀ ଆହତ

ଫୁଲବାଣୀ ଅଫିସ,୧୮ା୧୨: ଗୁରୁବାର ବିଳମ୍ବିତ ରାତିରେ ଖଜୁରିପଡ଼ା ଥାନା ଅନ୍ତର୍ଗତ ସ୍କୁଲ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପ୍ରାୟ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ଥିବାରୁ…

ଦାରିଙ୍ଗବାଡ଼ିରେ ଇକୋ ରିଟ୍ରିଟ୍‌ର ଶୁଭାରମ୍ଭ

ଦାରିଙ୍ଗବାଡ଼ି,୯ା୧୨(ଡି.ଏନ.ଏ.)- ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ଇକୋ ରିଟ୍ରିଟ୍‌ ବୁଧବାର ଦାରିଙ୍ଗବାଡିରେ ଉଦ୍‌ଘାଟିତ ହୋଇଯାଇଛି। ପୂର୍ବାହ୍ନ ୧୧ଟା ୩୦ରେ ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସଂ ମାଧ୍ୟମରେ ଏହାର ଲୋକାର୍ପଣ କରିଛନ୍ତି। ଲୋକାର୍ପଣ ଉତ୍ସବ ପରେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ…

ଭାରତ ବନ୍ଦ ଡାକରାରେ ଦାରିଙ୍ଗବାଡ଼ି ପ୍ରଭାବିତ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ): କେନ୍ଦ୍ର ସରକାରଙ୍କ କୃଷି ଆଇନ ପ୍ରତ୍ୟାହାର ଦାବିରେ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି । ଅଞ୍ଚଳର ବ୍ରାହ୍ମଣୀଗାଁ, କାଟିଙ୍ଗିଆ ସମେତ ସିମନବାଡ଼ି ଆଦି ଅଞ୍ଚଳରୁ ବିଭିନ୍ନ…

ବ୍ରିଜ୍‌ରେ ପିଟି ହୋଇ ତଳକୁ ଖସିଲା ବାଇକ୍‌, ଯୁବକଙ୍କ ଜୀବନ ଗଲା

ବାଲିଗୁଡ଼ା,୨ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ଥାନା ଗୁଟିଙ୍ଗିଆ ନିକଟରେ ଭାରସାମ୍ୟ ହରାଇ ବ୍ରିଜ୍‌ ବାଡ଼ରେ ପିଟିହୋଇ ଜଣେ ମୋଟରସାଇକେଲ ଚାଳକଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗୁଡ୍ରିପଡ଼ି ଗ୍ରାମରୁ ବାହାରି ଗୁଟିଙ୍ଗିଆ ଅଭିମୁଖେ ମୋଟରସାଇକେଲରେ…

ଗାଁ ଶ୍ମଶାନରେ କାଳିଆକୁ ବିଦାୟ

ଫୁଲବାଣୀ ଅଫିସ, ୨୭।୧୧: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ମିଲୁପଡ଼ା ଗ୍ରାମର ଯୋଡ଼ାମୁଣ୍ଡ ଶିଶୁ ଜଗା, କାଳିଆଙ୍କ ମଧ୍ୟରୁ କାଳିଆ ବୁଧବାର କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ ଓ କଲେଜରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଥିଲା। ଗୁରୁବାର ମୃତଦେହ…

ଦାରିଙ୍ଗବାଡ଼ିରେ ଶୀତ ଅବ୍ୟାହତ: ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ

ଦାରିଙ୍ଗବାଡ଼ି,୨୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଶୀତ ଅବ୍ୟାହତ ରହିଛି। ପାଗ ଶୁଖିଲା ରହିବା ସହ ବୁଧବାର ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ ତଳକୁ ଖସିଆସିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି । ସମଗ୍ର ଜିଲାରେ ଏବେ ଶୀତର ପ୍ରକୋପ ଦିନକୁ ଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri