କନ୍ଧମାଳ

ଦାରିଙ୍ଗବାଡ଼ିରେ ବଢ଼ିଲା ଶୀତ, ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ

ଦାରିଙ୍ଗବାଡ଼ି,୨୪।୧୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଚଳିତ ବର୍ଷର ପ୍ରଥମ ଶୀତ ଅନୁଭୁତ ହୋଇଛି। ମଙ୍ଗଳବାର ସକାଳ ୮ଟାରେ ସର୍ବନିମ୍ନ ତାପମାତ୍ରା ୯ଡିଗ୍ରୀ ରହିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଗତ କିଛି ଦିନ ହେଲା ପାଗ ମେଘୁଆ ରହିବା…

ଦୋକାନ ଘରେ ଅଗ୍ନିକାଣ୍ଡ

ରାଇକିଆ, ୧୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ବାକିଙ୍ଗିଆ ଗ୍ରାମର ଡକେଡୁନାଜୁଠାରେ ଏକ ଦୋକାନ ଘରେ ଅଗ୍ନି କାଣ୍ଡ ଘଟିଛି। ରବିବାର ମଧ୍ୟାହ୍ନରେ ଅପରାଜିତା ପ୍ରଧାନଙ୍କ ଦୋକାନ ଘରେ ସର୍ଟଶର୍କିଟରୁ ନିଆଁ ଲାଗି ଯାଇଥିଲା । ଦୋକାନ ବନ୍ଦ ଥିଲା ବେଳେ…

ଫିରିଙ୍ଗିଆ ବିଡିଓଙ୍କ ସ୍ତ୍ରୀଙ୍କ ଆତ୍ମହତ୍ୟା

ଫୁଲବାଣୀ ଅଫିସ, ୫ା୧୧- କନ୍ଧମାଳ ଜିଲା ଫିରିଙ୍ଗିଆ ବିଡିଓ ରଶ୍ମୀରଞ୍ଜନ ମହନ୍ତଙ୍କ ସ୍ତ୍ରୀ ସରିତା ସାମଲ(୩୧)ବୁଧବାର ରାତିରେ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବାବେଳେ ପୋଲିସ ତଦନ୍ତ ଜାରି ରଖିଛି। ବିଡିଓ ମହନ୍ତ ବୁଧବାର କୌଣସି ଏକ ମିଟିଂରେ ଜିଲାପାଳଙ୍କ…

ଜୁଆଆଡ୍ଡାରେ ଚଢ଼ାଉ ପାଇଁ ଯାଇଥିବା ପୋଲିସ ଉପରେ ଆକ୍ରମଣ, ଆଇଆଇସି ଗୁରୁତର

ଦାରିଙ୍ଗିବାଡ଼ି/ବ୍ରାହ୍ମଣୀଗାଁ,୧ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଅଞ୍ଚଳରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢ଼ାଉ ପାଇଁ ଯାଇଥିବା ବେଳେ ପୋଲିସ ଗାଡ଼ିକୁ ଅଟକାଇ ଅତର୍କିିତ ଆକ୍ରମଣ ହୋଇଥିବା ଜଣାପଡ଼ିଛି। ଏଥିରେ ଆଇଆଇସି ରଞ୍ଜିତ କୁମାର…

କନ୍ଧମାଳରେ କମିଲାଣି ଧୂଆଁପତ୍ର ଚାଷ

ଦାରିଙ୍ଗବାଡ଼ି,୨୮।୧୦(ଡି.ଏନ.ଏ.): ବିଶ୍ୱରେ ବଜାରୀକରଣ ବ୍ୟବସ୍ଥା ହେବା ପରେ ପାରମ୍ପରିକ ଚାଷର କୁପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲାରେ। ଏଠାରେ ପୂର୍ବରୁ ପାରମ୍ପରିକ ଚାଷ ମଧ୍ୟରେ କୁଏରୀ, ମାଣ୍ଡିଆ, କାଙ୍ଗୁ, ଜନା, ସୋରିଷ, ତିଳା, କାନ୍ଦୁଲ, ହଳଦୀ, ଅଦା, ଧୂଆଁପତ୍ର ଭଳି ତେଲ ଜାତୀୟ,…

ଦୁର୍ଘଟଣାରେ ଶିଶୁ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ବାଲିଗୁଡା,୨୬ା୧୦(ଡି.ଏନ.ଏ.): ବାଲିଗୁଡ଼ା ଉପଖଣ୍ଡ ସାରଙ୍ଗଡ଼ ଥାନା ଗୁଞ୍ଜିବାଡ଼ି ଗ୍ରାମ ପଞ୍ଚାୟତର ଜିଡୁବାଡ଼ି ଛକ ନିକଟରେ ରବିବାର ସନ୍ଧ୍ୟାରେ ଏକ ବୋଲେରୋ ଧକ୍କାରେ ଜଣେ ୫ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ମୃତକ ହେଲେ ସୁଶୀଳ ପ୍ରଧାନଙ୍କ ପୁଅ ଯାଦବ। ଦୁର୍ଘଟଣା ପରେ…

୪୮ କେଜି ଗଞ୍ଜେଇ ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୨୬।୧୦(ଡି.ଏନ.ଏ.): ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତ ଆଦିବାସୀ ଗ୍ରାମାଅଞ୍ଚଳରୁ ଗଞ୍ଜେଇ ଚୋରାଚାଲାଣ କରିବା ଅଭିଯୋଗରେ ପୋଲିସ ରବିବାର ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କ.ନୂଆଗାଁ ଥାନା ଗୁଞ୍ଜିବାଡ଼ିର ମିଥୁନ ଦିଗାଳ ଓ ଜଗତସିଂହପୁର ଜିଲା ଆଳିପିଙ୍ଗଳର ଉଲ୍ଲାସ ଚନ୍ଦ୍ର…

୨ଟି କାର୍‌ ମଧ୍ୟରେ ଧକ୍କା: ଚାଲିଗଲା ୨ ଜୀବନ, ୫ ଆହତ

ଜି. ଉଦୟଗିରି, ୨୬।୧୦(ଡି ଏନ ଏ ) ଜି ଉଦୟଗିରି ରାଇପଦା ନିକଟରେ ରବିବାର ସନ୍ଧ୍ୟା ୭ଟା ସମୟରେ ଦୁଇଟି କାର ମଧ୍ୟରେ ଧକ୍କା ହେବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୫ ଜଣ ଆହତ ହୋଇଛନ୍ତି। ମୃତକ…

ଦାରିଙ୍ଗବାଡ଼ି ବ୍ଲକରେ ଦଶହରା ପାଳିତ

ଦାରିଙ୍ଗବାଡ଼ି,୨୫ା୧୦(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଏବଂ ଦାରିଙ୍ଗବାଡ଼ିରେ ଦୁର୍ଗାପୂଜା ପାଳିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା କରୋନା କଟକଣା ମଧ୍ୟରେ ପୂଜାର୍ଚ୍ଚନା କରାଯାଇଛି। ଦାରିଙ୍ଗବାଡ଼ିରେ ଷଷ୍ଠୀଠାରୁ ଦୁର୍ଗାପୂଜାର ଶୁଭାରମ୍ଭ କରାଯାଇଥିଲା। ମୁଖ୍ୟ ପୂଜକ ବୁଲୁ ତ୍ରିପାଠୀ ପୂଜାର୍ଚ୍ଚନା କରିଥିବା ବେଳେ ସନ୍ତୋଷ…

ବୁଦୁଲିପଦର ଘାଟିରୁ ୨ ଯୁବକଙ୍କ ମୃତଦେହ ଉଦ୍ଧାର: ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ

ବାଲିଗୁଡା,୧୮।୧୦(ଡି.ଏନ.ଏ.)-କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ତୁମୁଡ଼ିବନ୍ଧ ଥାନା ବୁଦୁଲିପଦର ଘାଟିରୁ ରବିବାର ପୋଲିସ ଦୁଇ ଜଣ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ତୁମୁଡ଼ିବନ୍ଧର ସଙ୍କଳ୍ପ ନାୟକ ଓ ତପନ କୁମାର ବେହେରା। ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ…

ସିର୍କାବର୍ଗରେ ଜମି ବିବାଦ: ଘର ଭାଙ୍ଗି ଲୁଟ୍‌ ଅଭିଯୋଗ

ଦାରିଙ୍ଗବାଡ଼ି,୧୨ା୧୦: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିର୍କାବର୍ଗ ପଞ୍ଚାୟତର ମାଣିକଯୋଡ଼ି ଗ୍ରାମରେ ଜମି ବିବାଦ ମୁଣ୍ଡ ଟେକିଛି। ଏକ ଅନାବାଦି ଜମିରେ ଦୀର୍ଘବର୍ଷ ଧରି ସେହି ଅଞ୍ଚଳର ଶୁକଦେବ ପ୍ରଧାନ ଘର କରି ରହିଆସୁଥିବା ବେଳେ ସେହିଗ୍ରାମର ଲୋକ ଏହାକୁ ବିରୋଧ…

କରୋନାରେ ପ୍ରାଣ ହରାଇଲେ ଆଉ ଜଣେ କରୋନା ଯୋଦ୍ଧା: ଥାନା ପରିସରରେ ଦିଆଗଲା ଶେଷ ସମ୍ମାନ

ବାଲିଗୁଡା,୮।୧୦(ଡି.ଏନ.ଏ): କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ଅବସ୍ଥାରେ ପୁଣି ଜଣେ କରୋନା ଯୋଦ୍ଧାଙ୍କର ମୃତ୍ୟୁ ହୋଇଛି। ସେ କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବାଳି କହଁର (୫୩) ବୋଲି ଜଣାପଡିଛି। ଗତ ମାସ ୨୦ ତାରିଖରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri