କନ୍ଧମାଳ

ଜଙ୍ଗଲରୁ ମିଳିଲା ନିଖୋଜ ମହିଳାଙ୍କ ମୃତଦେହ

ଦାରିଙ୍ଗବାଡି,୧୪।୧୦(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ପଞ୍ଚାୟତ ବୁଡାଙ୍ଗପିପିଲି ଜଙ୍ଗଲରେ ମହିଳାଙ୍କ ଗଳିତ ମୃତଦେହ ଶୁକ୍ରବାର ଉଦ୍ଧାର କରାଯାଇଛି। ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରି ଫିଙ୍ଗି ଦେଇଥିବା ନେଇ ଚର୍ଚ୍ଚା ହେଉଛି। ଖବରପାଇ ଦାରିଙ୍ଗବାଡି ଆଇଆଇସି କୌଶିକ ମାଝୀ…

ଦଉଡ଼ି ସାଜିଛି ନଦୀପାର ମାଧ୍ୟମ

କୋଟଗଡ,୧୪ା୧୦(ଡି.ଏନ.ଏ.): କନ୍ଧମାଳ ଜିଲାରେ ଏଭଳି କେତେକ ସ୍ଥାନ ଅଛି ଯେଉଁଠି କି ବର୍ତ୍ତମାନ ପର୍ଯ୍ୟନ୍ତ ପୋଲ କିମ୍ବା ଭଲ ରାସ୍ତାଖଣ୍ଡେ ନାହିଁ। ଫଳରେ ଲୋକେ ଯାତାୟାତରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଲୋକେ ଅଭିଯୋଗ କଲେ ମଧ୍ୟ ପ୍ରଶାସନ କିମ୍ବା ରାଜନେତା…

ସୁରକ୍ଷାକର୍ମୀ -ମାଓବାଦୀ ଗୁଳିବିନିମୟ : ଜଣେ ମହିଳା ମାଓବାଦୀ ମୃତ

କୋଟଗଡ଼,୧୨।୧୦(ଡି.ଏନ୍‌.ଏ.): କନ୍ଧମାଳ – କଳାହାଣ୍ଡି ଜିଲା ବାଲିଗୁଡ଼ା ଥାନା ସୁଡ୍ରା ପଞ୍ଚାୟତ ନିକଟସ୍ଥ କୁନାସଲୁ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ବୁଧବାର ଦୀର୍ଘସମୟ ଧରି ଗୁଳିବିନିମୟ ହୋଇଛି। ଏଥିରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ପ୍ରେମ ବ୍ୟାପାରକୁ ନେଇ ଯୁବକଙ୍କୁ ହତ୍ୟା

ଫୁଲବାଣୀ ଅଫିସ/ବାଲିଗୁଡ଼ା/ ରାଇକିିଆ(ଡି.ଏନ୍‌.ଏ.), ୧୨।୧୦: କନ୍ଧମାଳ ଜିଲା ନୂଆଗାଁ ବ୍ଲକ ଗୁଞ୍ଜିବାଡ଼ି ପଞ୍ଚାୟତର ତଡ଼ବାଡ଼ି ଗ୍ରାମ ମୁଖ୍ୟରାସ୍ତା ପାଶର୍‌ବ ଏକ ବୁଦା ମୂଳରୁ ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ସେ ହେଲେ ସାରଙ୍ଗଡ଼ ପଞ୍ଚାୟତ କୁଳପଦର ଗ୍ରାମର ଟଟେ ମଲ୍ଲିକଙ୍କ…

ଅପହରଣର ୨୪ଘଣ୍ଟା ପରେ ନାବାଳିକା ଉଦ୍ଧାର

ତୁମୁଡିବନ୍ଧ,୧୧ା୧୦(ଡି.ଏନ.ଏ.): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଅଞ୍ଚଳର ଜଣେ ୧୫ ବର୍ଷିିୟା ନାବାଳିକାଙ୍କୁ ରବିବାର ଅପହରଣ କରାଯାଇଥିଲା। ଏହାର ୨୪ଘଣ୍ଟା ପରେ ଅର୍ଥାତ୍‌ ସୋମବାର ମାଲିପଡା ରାସ୍ତାରେ ନାବାଳିକା ଜଣକ ଏକା ଚାଲି ଚାଲି ଯାଉଥିବା ବେଳେ ତୁମୁଡିବନ୍ଧ ପୋଲିସ ଉଦ୍ଧାର…

ରାସ୍ତା କର୍ଦ୍ଦମାକ୍ତ, ଯାତାୟାତରେ ସମସ୍ୟା

ଦାରିଙ୍ଗବାଡ଼ି,୧୦ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ସିମନବାଡ଼ିକୁ ସଂଯୋଗ କରୁଥିବା ପୂର୍ତ୍ତବିଭାଗ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଉକ୍ତ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିବା ବେଳେ ଏକାଧିକ ସ୍ଥାନରେ କଲଭର୍ଟ କାର୍ଯ୍ୟ ଚାଲିଛି। ଫଳରେ ଡାଇଇଭର୍ସନ ରାସ୍ତା କରାଯାଇଛି ଏବଂ ସେଗୁଡିକ…

ଭୁଶୁଡ଼ିଲା ନିର୍ମାଣାଧୀନ ପୋଖରୀ ଓ୍ବାଲ୍‌

ଦାରିଙ୍ଗବାଡ଼ି,୯ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ସର୍ବ ପୁରାତନ ପୋଖରୀରେ ନିର୍ମାଣାଧୀନ କାର୍ଯ୍ୟ ଭୁଶୁଡ଼ି ପଡ଼ିଛି। ଅତି ନିମ୍ନମାନର କାର୍ଯ୍ୟ କରାଯାଉଥିବରୁ ଭୁଶୁଡ଼ି ଯାଇଥିବା ଗ୍ରାମର ଓକିଲ ପ୍ରଦୀପ ସାହୁ ଅଭିଯୋଗ କରିଛନ୍ତ। ସେ କହିଛନ୍ତି, ପୂର୍ବରୁ ଏନେଇ ପ୍ରଶାସନଙ୍କୁ ଅବଗତ କରାଯାଇଥିଲା।…

ଭୂସ୍ଖଳନ ଅଞ୍ଚଳ ବୁଲି ଦେଖିଲେ ଅତିରିକ୍ତ ଜିଲାପାଳ

ଦାରିଙ୍ଗବାଡ଼ି,୮ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ହାତୀମୁଣ୍ଡା ପଞ୍ଚାୟତର କୁମ୍ଭାରିପଦର ଗ୍ରାମ ନିକଟରେ ହୋଇଥିବା ଭୂସ୍ଖଳନ ଅଞ୍ଚଳ ବୁଲି ଦେଖିଛନ୍ତି କନ୍ଧମାଳ ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁ। ତାଙ୍କ ସହ ସ୍ଥାନୀୟ ବିଡିଓ ଗଦାଧର ପାତ୍ର, ତହସିଲଦାର ଅଶୋକ…

ଶିଶୁ ମୃତ୍ୟୁର ୨୪ ଘଣ୍ଟା ନ ପୂରୁଣୁ ଚାଲିଗଲା ନାବାଳିକା ମା’ଙ୍କ ଜୀବନ

ଜି.ଉଦୟଗିରି,୭ା୧୦(ଡି.ଏନ୍‌.ଏ.): ଜି.ଉଦୟଗିରି ସେବା ସଦନରେ ରହୁଥିବା ଜଣେ ସପ୍ତମ ଶ୍ରେଣୀ ନାବାଳିକା ବୁଧବାର ରାତିରେ ଏକ ମୃତ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ଏହି ଘଟଣାର ୨୪ ଘଣ୍ଟା ନ ପୂରୁଣୁ ନାବାଳିକା ମା’ଙ୍କ ଜି.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ରାତିରେ ମୃତ୍ୟୁ…

ଘାଟିରେ ଓଲଟିଲା ପରିବା ବୋଝେଇ ଟ୍ରକ୍‌

ଦାରିଙ୍ଗବାଡ଼ି,୬ା୧୦(ଡି.ଏନ୍‌.ଏ.): କନ୍ଧମାଳ ଓ ଗଞ୍ଜାମକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ଏବେ ବିପଦ ସାଜିଛି। କେବେ ଦୁର୍ଘଟଣା ଆଉ କେବେ ଭୁସ୍ଖଳନ ପାଇଁ ଚର୍ଚ୍ଚାରେ ରହିଛି ଏହି ଘାଟି। ଗୋଟିଏ ସପ୍ତାହ ମଧ୍ୟରେ ଦୁଇ ଦୁଇଟି ଫଳ ଏବଂ ପନିପରିବା ବୋଝେଇ…

ଭୂସ୍ଖଳନ ଘଟଣା: ରାଜପଥରେ ପୁଣି ଫାଟ, ବଢ଼ିଲା ବିପଦ

ଦାରିଙ୍ଗବାଡ଼ି,୬ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି଼କୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଗତ ମାସରେ ହୋଇଥିବା ଭୁସ୍ଖଳନ ପରେ ରାଜପଥ ବିଭାଗ ପକ୍ଷରୁ ମରାମତି କାର୍ଯ୍ୟ କରଯାଇଥିଲା। ଏଥିପାଇଁ ଏକାଧିକ ଠିକାସଂସ୍ଥା ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କାର୍ଯ୍ୟ…

ଦାରିଙ୍ଗବାଡ଼ିରେ ମାଛ ମଡ଼କ: ଲକ୍ଷାଧିକ ଟଙ୍କାର କ୍ଷତିକୁ ନେଇ ଚିନ୍ତାରେ ଚାଷୀ

ଦାରିଙ୍ଗବାଡି,୬।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ କାରିପାଙ୍ଗା ଗ୍ରାମରେ ମାଛ ମଡ଼କ ଦେଖାଯାଇଛି। ଉକ୍ତ ଗ୍ରାମର ଅମରେନ୍ଦ୍ର ପ୍ରଧାନ ଦେଶୀ ପ୍ରଣାଳୀରେ ମାଛ ଚାଷ କରୁଥିବା ବେଳେ ଏବେ ମାଛ ମଡ଼କକୁ ନେଇ ସେ ଲକ୍ଷାଧିକ ଟଙ୍କା କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?