ପେପର ଗାଡି ଡ୍ରାଇଭରଙ୍କୁ ମାଡ: ଅଭିଯୁକ୍ତ ଫେରାର
ଫୁଲବାଣୀ ଅଫିସ,୨୧ା୩: ରାସ୍ତା ଉପରେ କାର ରଖି ଛିଡା ହୋଇ କଥା ହେଉଥିବା କେତେଜଣ ବ୍ୟକ୍ତିଙ୍କୁ ପେପର ଗାଡି ଚାଳକ ସାଇଡ୍ ମାଗିବାରୁ ସେମାନେ ମାଡ ମାରିଥିବା ଆଦର୍ଶ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଥିବାବେଳେ...
ବିଡିଓଙ୍କୁ ଦାୟିତ୍ୱରୁ ହଟାଇଲେ ଜିଲାପାଳ
ଦାରିଙ୍ଗବାଡ଼ି,୨୧।୩(ଡି.ଏନ୍.ଏ.): କନ୍ଧମାଳ ପ୍ରଶାସନ ପକ୍ଷରୁ କରୋନାକୁ ପ୍ରତିହତ କରିବା ପାଇଁ ଜିଲାରେ ୧୪୪ ଧାରା ଜାରି କରାଯାଇଛି। ଏଥିପାଇଁ ସମସ୍ତ ଦୋକାନବଜାର ବନ୍ଦ କରାଯିବା ସହ ସ୍ଥାନୀୟ ପ୍ରଶାସନ ମାଧ୍ୟମରେ ଏହାକୁ ପ୍ରତିହତ ପାଇଁ ପ୍ରଚେଷ୍ଟା ଜାରିରହିଛି। ମାତ୍ର ଦାରିଙ୍ଗବାଡ଼ିରେ...
କରୋନା ମୁକାବିଲା: ଆକ୍ସନ ମୁଡ୍ରେ ଦାରିଙ୍ଗବାଡ଼ି ପୋଲିସ
ଦାରିଙ୍ଗବାଡ଼ି,୨୧।୩(ଡି.ଏନ୍.ଏ.): କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ଜିଲା ପ୍ରଶାସନ ଅଣ୍ଟା ଭିଡ଼ିଛି । ୧୪୪ ଧାରାକୁ ବଜାୟ ରଖିବା ସହ ଦୋକାନ ବଜାର ବନ୍ଦ ରଖିବା ପାଇଁ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଆଇଆଇସି କୌଶିକ ମାଝୀଙ୍କ ନେତୃତ୍ୱରେ...
ଭୁଶୁଡ଼ିଲା କାନ୍ଥ, ଭଙ୍ଗାଘରେ ପରିବାର
ଖଜୁରିପଡ଼ା,(ଡି.ଏନ.ଏ.)/ ବଲସକୁମ୍ପା,୨୧ା୩ ଖଜୁରିପଡ଼ା ବ୍ଲକ ବଲସକୁମ୍ପା ପଞ୍ଚାୟତ ସୁନ୍ଦରଗଡ଼ ଗ୍ରାମର ଅନିରୁଦ୍ଧ ଦିଗାଲଙ୍କ ଘର ଗତ ୧୬ରେ ଘରର କାନ୍ଥ ଭୁଶୁଡ଼ି ପଡ଼ଛି। ଫଳରେ ତାଙ୍କ ପରିବାର ଏବେ ବାସହରା ହୋଇଛନ୍ତି। ସ୍ତ୍ରୀ ଯୁବତୀ ଦିଗାଲ ଓ ଝିଅ ଆରତୀଙ୍କ...
ବନ୍ଦହେଲା ସାପ୍ତାହିକ ହାଟ
ଶଙ୍କରାଖୋଲ,୨୧ା୩(ଡି.ଏନ୍.ଏ.) କରୋନା ସଂକ୍ରମଣ ନିୟନ୍ତ୍ରଣ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ୧୪୪ଧାରା ଜାରି କରିଥିବାବେଳେ ଚକାପାଦ ଓ ଟିକାବାଲି ବ୍ଲକର ବିଭିନ୍ନ ସ୍ଥାନରେ ସାପ୍ତାହିକ ହାଟ ବ୍ଲକ ପ୍ରଶାସନ ଟିକାବାଲି, ଚକାପାଦ ଥାନା ପକ୍ଷରୁ ବନ୍ଦ କରିଦିଆଯାଇଛି। ଚକାପାଦ,...
ବର୍ଷା, ପବନରେ ଦାରିଙ୍ଗବାଡ଼ି ବେହାଲ : ତହସିଲଦାର, ବିଡିଓଙ୍କ ଘଟଣାସ୍ଥଳ ପରିଦର୍ଶନ
ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ହୋଇଥିବା ବର୍ଷା, ପବନ ଏବଂ କୁଆପଥର ବୃଷ୍ଟିରେ ଅଞ୍ଚଳ ବେହାଲ ହୋଇପଡ଼ିଛି । ଏଥିରେ ବହୁ ଘର ଭାଙ୍ଗିବା ସହ କୁଆପଥର ମାଡ଼ରେ ଆଜବେଷ୍ଟ ଭାଙ୍ଗି ଯାଇ ଘରେ...
ଏକାଧିକ ଚୋରି, ଡକାୟତିରେ ସଂପୃକ୍ତ ଫେରାର ଅଭିଯୁକ୍ତ ଗିରଫ
ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ୨୦୧୯ରୁ ଫେରାର ଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ହେଲେ ଉକ୍ତ ଥାନା ସିମନବାଡ଼ି ଗ୍ରାମର କୃପାକର ମୁଖୀ। ତାଙ୍କ ନାମରେ ପୂର୍ବରୁ ୯୩/୧୯ରେ...
ଚିକିତ୍ସାରେ ବାଧକ ସାଜିଛି ଅର୍ଥ
ଫୁଲବାଣୀ ଅଫିସ, ୨୦ା୩ – ଖଜୁରିପଡା ବ୍ଲକ ବିଲାବାଡି ପଞ୍ଚାୟତର କିଲୁ ଗ୍ରାମର ଭାରତ ମଲ୍ଲିକ (୯)। ପାଠ ପଢ଼ିବା ବୟସରେ ଦେହ ଖରାପ ଯୋଗୁ ମା’ ବାପା ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରିସାରିଲେଣି। ହେଲେ ସ୍ବାସ୍ଥାବସ୍ଥାରେ ଉନ୍ନତି ହେଉନାହିଁ।...
ତହସିଲଦାରଙ୍କ କ୍ୱାର୍ଟର୍ସ ପରିସରରୁ ଚନ୍ଦନ ଗଛ ଚୋରି
ବାଲିଗୁଡା,୨୦ା୩(ଡି.ଏନ୍.ଏ.) – ବାଲିଗୁଡା ତହସିଲଦାର କ୍ଷୀରାବ୍ଧି ତନୟା ସାହୁଙ୍କ ବାସଭବନ ପରିସରରୁ ଦୁର୍ବୃତ୍ତମାନେ ଗୁରୁବାର ରାତିରେ ଏକ ଚନ୍ଦନ ଗଛ କାଟି ନେଇଛନ୍ତି। ତହସିଲଦାରଙ୍କ ଅଭିଯୋଗ ପ୍ରକାରେ ବାଲିଗୁଡା ପୋଲିସ ନଂ.୫୦/୨୦ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।...
ଜମିବାଡ଼ିକୁ କେନ୍ଦ୍ରକରି ଗଣ୍ଡଗୋଳ ଘଟଣା : ୪ କୋର୍ଟ ଚାଲାଣ
ଦାରିଙ୍ଗବାଡ଼ି,୧୯।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜମିବାଡ଼ିକୁ କେନ୍ଦ୍ରକରି ପ୍ରଥମେ ଗଣ୍ଡଗୋଳ ପରେ ମରଣାନ୍ତକ ଆକ୍ରମଣ ସହ ଜାତିଆଣ ଆକ୍ଷେପକୁ ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏନେଇ ପୋଲିସ କେସ୍ ନଂ. ୭୬/୧୯ରେ ଏକ ମାମଲା ରୁଜୁ କରି...
କରୋନା ସଂକ୍ରମଣ ପ୍ରତିହତ ଲାଗି ଡବେରୀରେ ଗାଡ଼ିମୋଟର ଯାଞ୍ଚ
ଦାରିଙ୍ଗବାଡ଼ି,୧୯।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପକ୍ଷରୁ ମିଳିତ ଭାବେ ଡବେରୀଠାରେ ବ୍ଲକିଂ କରି କଡ଼ାକଡ଼ି ଭାବେ ଗାଡ଼ିମୋଟର ଯାଞ୍ଚ କରାଯାଉଛି। ରାଜ୍ୟ ବାହାରୁ ବିଶେଷକରି ପଶ୍ଚିମବଙ୍ଗ ସମେତ ବିଭିନ୍ନ ରାଜ୍ୟରୁ ପର୍ଯ୍ୟଟକ ଦାରିଙ୍ଗବାଡ଼ି ଆସୁଥିବା ବେଳେ ଏବେ ତାହା...
ତହସିଲଦାରଙ୍କ ବାସଭବନ ପରିସରରୁ ଚନ୍ଦନ ଗଛ କାଟିନେଲେ ଦୁର୍ବୃତ୍ତ
ବାଲିଗୁଡ଼ା,୧୯।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତହସିଲଦାର ସୁଶ୍ରୀ କ୍ଷିରାବ୍ଧୀ ତନୟା ସାହୁଙ୍କ ବାସଭବନ ପରିସରରୁ ଦୁର୍ବୃତ୍ତମାନେ ଏକ ଛନ୍ଦନ ଗଛ କାଟିନେଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ରାତିରେ ତହସିଲଦାରଙ୍କ ବାସଭବନ ପରିସରରେ ଥିବା ଚନ୍ଦନଗଛକୁ ଦୁର୍ବୃତ୍ତମାନେ କାଟିବା ସମୟରେ ତହସିଲଦାରଙ୍କ କବାଟରେ...
Archives


