କନ୍ଧମାଳ

ଦୁର୍ବୃତ୍ତଙ୍କ ଉନ୍ମତ୍ତ କାଣ୍ଡ, ଗୋଟିଏ ରାତିରେ ପୋଡ଼ିଦେଲେ ୩ ଦୋକାନ

କୋଟଗଡ, ୬।୧୨(ଡି଼.ଏନ୍‌.ଏ): କନ୍ଧମାଳ ଜିଲା ବାଲିଗୁଡା ନୂଆଁସାହି ନିକଟ ବଜାରରେ ଦୁର୍ବୃତ୍ତମାନେ ଉନ୍ମତ୍ତ କାଣ୍ଡ ଘଟାଇଛନ୍ତି। ଗୋଟିଏ ରାତିରେ ୩ଟି ଦୋକାନ ପୋଡି ଦେଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ଗୋଟିଏ ଜଳଖିଆ ଦୋକାନ, ପରିବା ଦୋକାନ ଓ ଗୋଟିଏ ଟାୟାର ଦୋକାନ…

ସ୍କୁଲ ଖୋଲିବା ଦାବି ନେଇ ରାସ୍ତାରେ ଛାତ୍ରୀଛାତ୍ର

ଫୁଲବାଣୀ ଅଫିସ, ୬ା୧୨: କମ୍‌ ସଂଖ୍ୟା ପିଲା ଥିବା ବିଦ୍ୟାଳୟକୁ ବନ୍ଦ କରାଯାଇ ପାଖ ବିଦ୍ୟାଳୟରେ ମିଶାଯାଉଛିା କନ୍ଧମାଳ ଜିଲାରେ ବହୁ ଦୁର୍ଗମ ଅଞ୍ଚଳ ରହିଛି। ପିଲାମାନଙ୍କୁ ପାହାଡ ନଦୀ ପାର ହୋଇ ବିଦ୍ୟାଳୟକୁ ଯିବାକୁ ପଡୁଛି। ସରକାର ଯେଉଁ ବିଦ୍ୟାଳୟ…

ବାଇକ-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଦମ୍ପତିଙ୍କ ଜୀବନ

ଦାରିଙ୍ଗବାଡି,୫।୧୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ଠାରେ ଏକ ବାଇକ ସହ କାରର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତକ ଦମ୍ପତି ହେଲେ କିରିକୁଟି ପଞ୍ଚାୟତ କୁମ୍ଭାରମୁଣ୍ଡା ଗ୍ରାମ କଲୋନୀ ସାହିର କାମଦେବ ଦିଗାଲ…

ବିବାହ ବନ୍ଧନରେ ବାନ୍ଧିହେଲେ ୨ ମହିଳା ମାଓବାଦୀ

ଫୁଲବାଣୀ ଅଫିସ, ୫ା୧୨:ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଦୁଇ ମହିଳା ମାଓବାଦୀ। କନ୍ଧମାଳ ଜିଲା ପୋଲିସ ରିଜର୍ଭ କାର୍ଯ୍ୟାଳୟରେ ଥିବା ରାଧାକୃଷ୍ଣ ମନ୍ଦିରରେ ସେମାନଙ୍କ ବିବାହ ସମ୍ପନ୍ନ ହୋଇଛି। ଏହି ଦୁଇ ମହିଳା ମାଓବାଦୀ ହେଲେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ…

ବିବାହ ବନ୍ଧନରେ ବାନ୍ଧିହେଲେ ଦୁଇ ମହିଳା ମାଓବାଦୀ

ଫୁଲବାଣୀ ଅଫିସ,୪ା୧୨: ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଦୁଇ ମହିଳା ମାଓବାଦୀ। କନ୍ଧମାଳ ଜିଲା ପୋଲିସ ରିଜର୍ଭ କାର୍ଯ୍ୟାଳୟରେ ଥିବା ରାଧାକୃଷ୍ଣ ମନ୍ଦିରରେ ସେମାନଙ୍କ ବିବାହ ସମ୍ପନ୍ନ ହୋଇଛି। ମହିଳା ମାଓବାଦୀ ଦ୍ୱୟ ହେଲେ ନନ୍ଦିନୀ ଓ କରୁଣା। ନନ୍ଦିନୀ ଦାରିଙ୍ଗବାଡ଼ିର…

ମହିଳାଙ୍କୁ ସ୍ବାବଲମ୍ବୀ କରିଛି ପନିପରିବା ଚାଷ

ରାଇକିଆ,୩ା୧୨(ଡି.ଏନ୍‌.ଏ.): ସକାଳୁ ତାଜା ପନିପରିବା ସହ ରାସ୍ତା ପାଶର୍‌ବରେ ମହିଳାଙ୍କ ପନିପରିବା ବ୍ୟବସାୟର ଲମ୍ବା ଧାଡ଼ି। ଫୁଲ କୋବି, ବିନ୍ସ, ବନ୍ଧା କୋବିଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାର ଶାଗ ବିକ୍ରି କରୁଛନ୍ତି ମହିଳା। ସତେଜ ପନିପରିବା ପାଇଁ ଗ୍ରାହକଙ୍କ ମଧ୍ୟ…

ପ୍ରସ୍ତାବିତ ସିଆର୍‌ପିଏଫ୍‌ କ୍ୟାମ୍ପକୁ ଗ୍ରାମବାସୀଙ୍କ ବିରୋଧ

ବାଲିଗୁଡ଼ା,୩ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍‌ଏସି ନୂଆସାହି ଅନ୍ତର୍ଗତ ଡୁମାସ୍କା ପଦରରେ ପ୍ରସ୍ତାବିତ ସିଆର୍‌ପିଏଫ୍‌ କ୍ୟାମ୍ପକୁ ନୂଆସାହି ଗ୍ରାମ୍ୟ କମିଟିର ତିନୋଟି ଓ୍ବାର୍ଡବାସୀ ବିରୋଧ କରିଛନ୍ତି। ଏନେଇ ବାଲିଗୁଡ଼ା ତହସିଲଦାର, ଉପଜିଲାପାଳ, କନ୍ଧମାଳ ଜିଲାପାଳ, ଏନ୍‌ଏସି ଅଧ୍ୟକ୍ଷ, ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ…

ବ୍ୟବସାୟୀଙ୍କୁ ପିଟିବା ମହଙ୍ଗା ପଡ଼ିଲା

ଫୁଲବାଣୀ ଅଫିସ/ଗୋପାଳପୁର(ଡି.ଏନ୍‌.ଏ.),୩ା୧୨: ଆଇନକୁ ଉଲ୍ଲଂଘନ କରି ଦାଦାଗିରି ଦେଖାଇବା ଗଞ୍ଜାମ ଜିଲା ଗୋପାଳପୁର ଥାନାଧିକାରୀଙ୍କୁ ମହଙ୍ଗା ପଡ଼ିଛି । ବିନା ଦୋଷରେ କନ୍ଧମାଳ ଜିଲା ରାଇକିଆର ଜଣେ ଯୁବ ବ୍ୟବସାୟୀଙ୍କୁ ମାଡମାରି ଲହୁଲୁହାଣ କରିବା ଅଭିଯୋଗରେ ଶୁକ୍ରବାର ଗୋପାଳପୁର ଥାନାଧିକାରୀ ଶ୍ରୀକାନ୍ତ…

ଦାରିଙ୍ଗବାଡ଼ିରେ ଖୋଲିଲା ଇକୋ ରିଟ୍ରିଟ୍‌

ଦାରିଙ୍ଗବାଡ଼ି,୧।୧୨(ଡି.ଏନ.ଏ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକଠାରେ ଇକୋରିଟ୍ରିଟ୍‌ ଗୁରୁବାରଠାରୁ ଖୋଲିଛି ା ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ମାଧ୍ୟମରେ ଉଦ୍‌ଘାଟନ କରିଥିଲେ ା ରାଜ୍ୟର ଏକାଧିକ ସ୍ଥାନରେ ଏହି ଇକୋରିଟ୍ରିଟ୍‌ର ଶୁଭାରମ୍ଭ ହୋଇଥିବା ବେଳେ ଦାରିଙ୍ଗବାଡ଼ିରେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ,…

ବିପଦପୂର୍ଣ୍ଣ ଅବସ୍ଥାରେ ଯାତ୍ରୀ ବିଶ୍ରାମାଗାର

ରାଇକିଆ, ୧।୧୨(ଡି.ଏନ.ଏ.): କନ୍ଧମାଳ ଜିଲା ରାଇକିଆ ବସ୍‌ଷ୍ଟାଣ୍ଡ ଯାତ୍ରୀ ବିଶ୍ରାମାଗାର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଏହି ବିଶ୍ରାମାଗାର ଜିଲାର ଏକ ପ୍ରମୁଖ ବସ୍‌ ଷ୍ଟାଣ୍ଡରେ ଥିବାରୁ ଦିନ ତମାମ ଯାତ୍ରୀ ସେଠାରେ ବସାଉଠା କରନ୍ତି। ତେବେ ବିଶ୍ରାମାଗାର ଛାତରୁ ପଲସ୍ତରା…

ଜରୁରୀ ବିଭାଗରେ ବିଶେଷଜ୍ଞ ପଦବୀ ଖାଲି

ଫୁଲବାଣୀ ଅଫିସ, ୨୯ା୧୧:ପଛୁଆ ଜିଲା ଭାବେ ପରିଚିତ କନ୍ଧମାଳ ଜିଲାରେ ସ୍ବାସ୍ଥ୍ୟ ସେବାକୁ ଭଗବାନ ଭରସା ା ଜିଲାରେ ଲୋକ ସଂଖ୍ୟା ଏବଂ ରୋଗୀଙ୍କ ଅନୁପାତରେ ଡାକ୍ତର ନାହାନ୍ତି। ଡାକ୍ତର ଅଭାବ ଯୋଗୁ ରୋଗୀ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। ବହୁ ଜରୁରୀ…

ଶୀତରେ ଥରୁଛି ଜି ଉଦୟଗିରି: ୮ ଡିଗ୍ରୀକୁ ଖସିଲା ପାରଦ

ଜି ଉଦୟଗିରି,୨୮।୧୧(ଡି.ଏନ୍‌.ଏ.): କିଛି ଦିନର ବ୍ୟବଧାନ ପରେ କନ୍ଧମାଳନ୍‌ ଜିଲା ଜି ଉଦୟଗିରି ସହରକୁ ପୁଣି ଶୀତ ଫେରିଛି । ୩ଦିନ ହେଲା କ୍ରମାଗତ ତାପମାତ୍ରା ହ୍ରାସ ପାଉଥିବାରୁ ଜନଜୀବନକୁ ପ୍ରବାହିତ କରିଛି। ୩ ଦିନ ମଧ୍ୟରେ ତାପମାତ୍ରା ୩ ଡିଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?