ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…
ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର ରୋଗୀଙ୍କୁ ଅଧିକା ଚିକିତ୍ସା ପାଇଁ ଅନ୍ୟତ୍ର ନେବାକୁ ଡାକ୍ତର ପରାମର୍ଶ ଦେଇଥିବା ବେଳେ…
କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …
ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଦାରିଙ୍ଗବାଡି ସିଡିପିଓ ସାରାଣୀ ପଣ୍ଡା ମୁଖ୍ୟ ଅତିଥିଭାବେ ଯୋଗଦାନ…
ଦାରିଙ୍ଗବାଡିରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଭାଇକୁ ହତ୍ୟା କଲେ ଭାଇ
ଦାରିଙ୍ଗବାଡି, ୭।୮ (ଅରୁଣ ସାହୁ):ଜମି ବିବାଦ ନେଲା ଜୀବନ ମାତ୍ର କିଛି ଗୁଣ୍ଠ ଚାଷ ଜମି ପାଇଁ ବଡ଼ ଭାଇ ଜଣଙ୍କ ସାନ ଭାଇକୁ ଜୀବନରେ ମାରିଦେବାକୁ ପଛାଇ ନାହାନ୍ତି। ସିଧା ଧାରୁଆ ଅସ୍ତ୍ରରେ ବେକକୁ ହାଣି ହତ୍ୟା କରିବା ଘଟଣା…
୨ ବରିଷ୍ଠ ଅଧିକାରୀଙ୍କ ଦାରିଙ୍ଗବାଡି ଗସ୍ତ: ପର୍ଯ୍ୟଟନ କ୍ଷେତ୍ରର ହେବ ବିକାଶ
ଦାରିଙ୍ଗବାଡି,୭।୫(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ଏବେ ରାଜ୍ୟ ସରକାର ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ବିଭାଗ ର ଦାରିଙ୍ଗବାଡିକୁ ବୁଧବାର ରାଜ୍ୟର ୨ ବରିଷ୍ଠ ଅଧିକାରୀ ତଥା ଓଡିଶା ପର୍ଯ୍ୟଟନ ଉନ୍ନୟନ…
କଫି ଚାଷ ସମ୍ୱନ୍ଧୀୟ ବ୍ଲକ ସ୍ତରୀୟ କର୍ମଶାଳା , ଯୋଗଦେଲେ ଚାଷୀ
ଦାରିଙ୍ଗବାଡି, ୭।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚା ପରିସର ମଧ୍ୟରେ କଫି ଚାଷ ସମ୍ୱନ୍ଧୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ବ୍ଲକର ବିଭିନ୍ନ ପଞ୍ଚାୟତରୁ କଫି ଚାଷୀ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ରାଜ୍ୟ ସରକାରଙ୍କ ମୃତ୍ତିକା ସଂରକ୍ଷଣ…
ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …
ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି ରହିଥିବାବେଳେ ବୁଧବାର ୨ଟି ଯାକ ପେଟ୍ରୋଲ ଟାଙ୍କିରେ ତାଲା ଝୁଲୁଛି। ଫଳରେ ଉପଭୋକ୍ତାମାନେ…
ଠାବ ହେଲା ଦେଶୀ ବନ୍ଧୁକ କାରଖାନା: ଜଣଙ୍କୁ ବାନ୍ଧିଲା ପୋଲିସ
ତୁମୁଡିବନ୍ଧ,୬।୫(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଆନ୍ତର୍ଗତ ଲାବନ୍ୟନଗର ଗ୍ରାମରେ ଏକ ଚୋରା ଦେଶୀ ବନ୍ଧୁକ କାରଖାନା ଠାବ କରିବାରେ ସଫଳ ହେବା ସହ ଜଣକୁ ଗିରଫ କରିଛି ତୁମୁଡିବନ୍ଧ ପୋଲିସ l ତେବେ ଏହି ଦେଶୀ ଚୋରା…
ଜଙ୍ଗଲରୁ ୩ ବନ୍ଧୁକ ଜବତ କରି ଶିକାରୀଙ୍କୁ ଖୋଜୁଛି ପୋଲିସ
ଦାରିଙ୍ଗବାଡ଼ି,୪ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା। ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ପର୍ତ୍ତମାହା ଜଙ୍ଗଲରେ ପୋଲିସ ଚଢ଼ାଉ କରି ୩ ଦେଶୀ ବନ୍ଧୁକ ଉଦ୍ଧାର କରିଛି। ଏନେଇ କେସ୍ ନଂ ୧୦୬/୨୬ରେ ରୁଜୁ କରି ଅଭିଯୁକ୍ତଙ୍କୁ…
ଘରେ ଶୋଇଥିଲା ୨ ମାସର ଶିଶୁ, ହଠାତ୍ ଲାଗିଗଲା ନିଆଁ, ଆଉ ତା’ପରେ…
ଖଜୁରିପଡ଼ା, ୩ା୫(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍ ଟିଟ୍ରାପଙ୍ଗା ପଞ୍ଚାୟତ ତିଲକପଡ଼ା ଗ୍ରାମର ଶୁଭେନ୍ଦୁ ଦିଗାଲଙ୍କ ଘରେ ନିଆଁ ଲାଗି ଆସବାପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ହେଲେ ଘରେ ଥିବା ୨ ମାସର ଶିଶୁଙ୍କ ସହ ପରିବାରର ୫ ସଦସ୍ୟ…
ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣା: ବ୍ୟବଚ୍ଛେଦ ରିପୋର୍ଟକୁ ବିରୋଧ କରି ଧାରଣା ଦେବା ପରେ…
ଦାରିଙ୍ଗବାଡ଼ି,୩ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦନେକବାଡ଼ି ପଞ୍ଚାୟତ ମାଣ୍ଡୁବାଡ଼ି ଗ୍ରାମ ବଲାମାହା ଜଙ୍ଗଲ ଡବାଡ଼ଙ୍ଗା ଗଛରେ ଗତ ସୋମବାର ଉଜ୍ଜ୍ବଳ ସିଂ ଦିଗାଲଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଥିବା ଘଟଣାରେ ହତ୍ୟା ଅଭିଯୋଗ ଜୋର ଧରିଛି। ଶନିବାର…
ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗି ଘରେ ଘଟିଲା ଅଘଟଣ : ଜଣେ ବୃଦ୍ଧା ଜୀବନ୍ତ ଦଗ୍ଧ, ୨ ଗୁରୁତର
ବାଲିଗୁଡ଼ା,୨।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ବାରଖମା ଫାଣ୍ଡି ସୁଡ୍ରା ଗ୍ରାମରେ ଏକ ବଡ଼ ଧରଣର ଅଘଟଣ ଘଟିଛି । ଏଥିରେ ଜଣେ ବୃଦ୍ଧା ଜୀବନ୍ତ ଦଗ୍ଧ ହୋଇଥିବାବେଳେ ଦୁଇ ପୁଅ ଗୁରୁତର ହୋଇ ବାଲିଗୁଡା ମେଡିକାଲରେ…
ଦାରିଙ୍ଗବାଡ଼ିକୁ ସ୍ବଚ୍ଛ, ସୁନ୍ଦର, ସବୁଜ କରିବା ପାଇଁ ପ୍ରଶାସନର ଅଭିଯାନ
ଦାରିଙ୍ଗବାଡ଼ି,୨ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ସହଯୋଗରେ ଶନିବାର ଦାରିଙ୍ଗବାଡ଼ିଠାରେ ସାମୁହିକ ସ୍ବଚ୍ଛ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯାନରେ ବଣିକ ସଙ୍ଗଠନର…

