କନ୍ଧମାଳ

କ୍ୱାର୍ଟର୍ସରୁ ମିଳିଲା ମହିଳା ପୋଲିସ ଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ

ଜି.ଉଦୟଗିରି,୨୭।୮(ଡି.ଏନ୍‌.ଏ): କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ମହିଳା ସବ୍‌ ଇନ୍ସପେକ୍ଟରକ୍‌ଙ୍କ ସରକାରୀ କ୍ୱାଟର୍ସରୁ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଏସ୍‌ଆଇ ଜଣଙ୍କ ହେଉଛନ୍ତି ସ୍ବାଗତିକା ବେହେରା(୩୦)। ତାଙ୍କ ଘର ଖୋର୍ଦ୍ଧା ଜିଲା ନିରାକାରପୁର ବୋଲି ଜଣାପଡିଛି। ସେ କ୍ୱାର୍ଟର୍ସରେ ଏକୁଟିଆ…

ଡମ୍ଫର ଧକ୍କାରେ ୨୦ ଫୁଟ୍‌ ଛିଟିକି ପଡ଼ିଲା ଅଟୋ: ୫ ଗୁରୁତର

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୬।୮: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଫୁଲବାଣୀ ବାଲିଗଡ଼ା ମୁଖ୍ୟ ରାସ୍ତାର ବନ୍ଧଗଡ଼ ଗାଁ ନିକଟରେ ଏକ ଡମ୍ଫର ଓ ଅଟୋ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଓଟୋରେ ବସିଥିବା ୫ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ପ୍ରଥମେ ଫିରିଙ୍ଗିଆ…

ମୃତଦେହ ରଖି ଜିଲାପାଳଙ୍କ କାର୍ଯାଳୟ ଘେରିଲେ ଗ୍ରାମବାସୀ

ଫୁଲବାଣୀ ଅଫିସ,୨୬।୮: କନ୍ଧମାଳ ଜିଲା ଫୁଲବାଣୀ ସହର ନିକଟ ଡାକପାଲା ଡ୍ୟାମ୍‌ରେ ଜଣେ ବାଇକ୍‌ ଆରୋହୀ ଭସିଯାଇଥିଲେ। ପରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ଘଟଣାକୁ ନେଇ ନେଇ ଶୁକ୍ରବାର ଉତ୍ତେଜନା ଦେଖା ଦେଇଛି। ଗ୍ରାମବାସୀ ଡ୍ୟାମ ଉପରେ ଏକ…

ବାଇକ୍‌ ସହ ଭାସି ଯାଇଥିବା ଯୁବକଙ୍କ ମିଳିଲା ମୃତଦେହ

ଫୁଲବାଣୀ ଅଫିସ, ୨୫ା୮: ଫୁଲବାଣୀ ଡାକପାଲା ଚେକ୍‌ ଡ୍ୟାମ ଉପର ରାସ୍ତାରେ ବୁଧବାର ରାତିରେ ଯିବାବେଳେ ବାଇକ ସହ ଜଣେ ଯୁବକ ଭାସି ଯାଇଥିଲେ। ଗୁରୁବାର ତାଙ୍କର ମୃତଦେହ ମିଳିଛି । ମୃତକ ହେଲେ ଡାକପାଲା ଘୋଟାଲ ସାହିର ତାପସ ରଞ୍ଜନ…

ଶୁଦ୍ଧି କାର୍ଯ୍ୟରେ ଯୋଗଦେବାକୁ ଯାଉଥିବା ବେଳେ ଅଟୋ ଦୁର୍ଘଟଣା: ୮ ଆହତ

ବାଲିଗୁଡ଼ା,୨୪ା୮(ଡି.ଏନ୍‌.ଏ.): ସମ୍ପର୍କୀୟଙ୍କ ଶୁଦ୍ଧି କାର୍ଯ୍ୟରେ ଯୋଗଦେବାକୁ ଯାଉଥିବା ବେଳେ ଅଘଟଣ ଘଟିଛି। ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହେବାରୁ ୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ…

ବିଷାକ୍ତ ସାପ ଧରି ବୁଲୁଛନ୍ତି ବ୍ୟକ୍ତି, ଲୋକେ ଆତଙ୍କିତ

ଦାରିଙ୍ଗବାଡି,୨୪।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ବଜାରରେ ଜଣେ ବ୍ୟକ୍ତି ଏକ ବିଷାକ୍ତ ସାପ ଧରି ବୁଲୁଛନ୍ତି। ସେ ଘର ଘର ବୁଲି ସାପ ଦେଖାଇବା ସହ ପଇସା, ଚାଉଳ ମାଗୁଛନ୍ତି। ତାଙ୍କ ସହ ଜଣେ ନାବାଳକ ମଧ୍ୟ ସାମିଲ ଅଛନ୍ତି। ବିଷାକ୍ତ…

ଫିରିଙ୍ଗିଆ ଗୁଳି କାଣ୍ଡ : ୪ ଗିରଫ

ଫୁଲବାଣୀ ଅଫିସ,୨୩।୮: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ବିଲୁପଦର ଗ୍ରାମରେ ଘଟିଥିବା ଗୁଳିକାଣ୍ଡ ମାମଲାରେ ପୋଲିସ ୪ ଅଭିଯୁକ୍ତଙ୍କୁ ମଙ୍ଗଳବାର ଗିରଫ କରିଛି। ସେମାନଙ୍କଠାରୁ ଏକ ଦେଶୀ ବନ୍ଧୁକ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଫିରିଙ୍ଗିଆ ବ୍ଲକ ଶ୍ରୀପଲ୍ଲା ସଞ୍ଜୟ…

ଚାଷ ଜମିକୁ ଯିବା ହେଲା କାଳ, ବୁଡିଗଲେ ୨ ଶିଶୁ

ବାଲିଗୁଡା,୨୨।୮:(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ଜାର୍ଗୀ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଚାଷ ଜମିରେ ବୁଡି ୨ ଶିଶୁଙ୍କ ମୃତ୍ୟୁ ହୋଇଛି । ସୂଚନାଯୋଗ୍ୟ, ଗ୍ରାମର ଦୁଇ ପରିବାରର ଲୋକେ ସା ସମୟରେ…

ଶିଆଳି ପତ୍ର ତୋଳିବାକୁ ଯାଇଥିଲେ, ଝାମ୍ପିଲା ଭାଲୁ

ବାଲିଗୁଡ଼ା,୨୨।୮:(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ଭାଲୁ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଓ ଝିଅ ଆହତ ହୋଇଛନ୍ତି । ସକାଳୁ ବାଞ୍ଛା ମଲିକ, ସ୍ତ୍ରୀ ବୁଡାଳି…

ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଜଣେ ମୃତ, ଦୁଇ ଗୁରୁତର

ଫୁଲବାଣୀ ଅଫିସ,୨୨ା୮: କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ବାଟାଗୁଡ଼ା ପଞ୍ଚାୟତର ଟଙ୍ଗମ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଙ୍ଗଲକୁ ପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଗୋଟିଏ ପରିବାର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ହୋଇଛନ୍ତି।…

କନ୍ଧମାଳ: ଲଗାଣ ବର୍ଷାରେ ଭାଙ୍ଗିଛି ୫୦୦ରୁ ଊର୍ଦ୍ଧ୍ୱ ଘର

ଫୁଲବାଣୀ ଅଫିସ,୨୨ା୮: ଲଗାଣ ବର୍ଷାର ପ୍ରଭାବ କନ୍ଧମାଳ ଜିଲାରେ ପଡିଛି। ରବିବାର ବର୍ଷା ପୂର୍ବ ଅପେକ୍ଷା କମିଛି। ଗତ ୧୫ ତାରିଖରୁ ଦୁଇ ଦଫାରେ ହୋଇଥିବା ଲଗାଣ ବର୍ଷାରେ ଜିଲାରେ ଅନେକ କ୍ଷୟକ୍ଷତି ଘଟିଛି। ପାଖାପାଖି ୫୦୦ରୁ ଉଦ୍ଧର୍‌ବ ଘର ଭାଙ୍ଗିଥିବା…

୫୯ ନଂ ଜାତୀୟ ରାଜପଥରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ

ବାଲିଗୁଡ଼ା,୨୦ା୮(ଡି.ଏନ୍‌.ଏ.): ଲଘୁଚାପ ଜନିତ ଲଗାଣ ବର୍ଷାରେ ଗାଁଠୁ ସହର ସବୁଠି ସଙ୍ଗୀନ ପରିସ୍ଥିତି। ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ିଛି। କନ୍ଧମାଳ ଜିଲାର ବିଭିନ୍ନ ନଦୀ ନାଳରେ ଜଳସ୍ତର ବୃଦ୍ଧି ପାଇବା ସହ ବିଭିନ୍ନ ସ୍ଥାନରେ ପୋଲ ଧୋଇ ହୋଇଯାଇ ଯୋଗାଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?