କନ୍ଧମାଳ

ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ପୁଅ

କ.ନୂଆଗଁ।,୧ା୩(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କ.ନୂଆଗଁ। ବ୍ଲକ ସାରଙ୍ଗଗଡ ଥାନା ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଟାଙ୍ଗିଆରେ ହାଣି ମା’ଙ୍କୁ ହତ୍ୟା କରିଛନ୍ତି ପୁଅ। ମୃତକ ହେଲେ ପ୍ରମା ପ୍ରଧାନ (୪୫)। ପ୍ରକାଶ ଯେ, ସାରଙ୍ଗଗଡ...

ଦାରିଙ୍ଗବାଡି ଯୁବକ ବିହାରରେ ଆଞ୍ଚଳିକ ଲେବର କମିଶନର

ଦାରିଙ୍ଗବାଡି,୧।୩(ଡି.ଏନ.ଏ) – କଠିନ ପରିଶ୍ରମ ଏବଂ ଇଚ୍ଛାଶକ୍ତି ଆଣିଦେଇଛି ସଫଳତା। ଭଲ ପଥ ପ୍ରଦର୍ଶକ ଓ ଅର୍ଥ ନ ଥାଇ ମଧ୍ୟ ଜଣେ ଯୁବକ ସଫଳତା ପାଇ ଦାରିଙ୍ଗବାଡି ପାଇଁ ଗୌରବ ଆଣିଛନ୍ତି। ସେ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡିର...

ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ସତ୍ୟବ୍ରତଙ୍କ ପଦଯାତ୍ରା: ବାଲିଗୁଡ଼ାରେ ପହଞ୍ଚି ବିଡିଓଙ୍କୁ ଦେଲେ ଦାବିପତ୍ର

ବାଲିଗୁଡ଼ା,୨୯।୨(ଡି.ଏନ୍‌.ଏ.): ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ସତ୍ୟବ୍ରତ ଦାସ ୨୦୧୯ ଜୁଲାଇ ୧୦ରୁ ଯାଜପୁର ଜିଲା ବଡ଼ଚଣା ବ୍ଲକରୁ ପଦଯାତ୍ରା ଆରମ୍ଭ କରିଥିଲେ। ତେବେ ଶନିବାର ସତ୍ୟବ୍ରତ ବାଲିଗୁଡା ବ୍ଲକରେ ପହଞ୍ଚି ବିଡିଓ ନରେଶ ଚନ୍ଦ୍ର ଶବରଙ୍କୁ ଭେଟି...

ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ପୁଅ

କ.ନୂଆଗାଁ,୨୯ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ଥାନା ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଟାଙ୍ଗିଆରେ ହାଣି ମା’ଙ୍କୁ ହତ୍ୟା କରିଛନ୍ତି ପୁଅ। ମୃତ ହେଲେ ପ୍ରମା ପ୍ରଧାନ (୪୫)। ପ୍ରକାଶ ଯେ, ସାରଙ୍ଗଗଡ଼...

ମାର୍ଚ୍ଚ ପହିଲାରୁ ମୋଟରଯାନ ଆଇନ କଡ଼ାକଡ଼ି: ଟ୍ରାଫିକ ନିୟମ ଭଙ୍ଗ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୨୯।୨(ଡି.ଏନ୍‌.ଏ.): ମାର୍ଚ୍ଚ ପହିଲା ଅର୍ଥାତ୍‌ ରବିବାରଠାରୁ ସରକାର କଡ଼ାକଡ଼ି ଭାବେ ମୋଟରଯାନ ଆଇନ ପାଳନ କରୁଥିବା ବେଳେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ମଧ୍ୟ ଏହି ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ଏଥିପାଇଁ ସ୍ଥାନୀୟ ପୋଲିସ ପକ୍ଷରୁ ଶନିବାର ଦାରିଙ୍ଗବାଡ଼ି...

ବିବାହ ପୂର୍ବରୁ ନାବାଳିକା ଉଦ୍ଧାର

ଫିରିଙ୍ଗିଆ,୨୯ା୨: ବିବାହ ପାଇଁ ବରଘରେ ଥିବା ଜଣେ ନାବାଳିକାଙ୍କୁ ପୋଲିସ, ଚାଇଲ୍ଡ ଲାଇନ ଓ ଫିରିଙ୍ଗିଆ ସମନ୍ବିତ ଶିଶୁ ବିକାଶ ପକ୍ଷରୁ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ ତାଙ୍କୁ ଶିଶୁ ମଙ୍ଗଳ କମିଟି ନିକଟରେ ହାଜର କରାଯାଇଥିଲା। ଅଧ୍ୟକ୍ଷ ଅଶୋକ...

ପାନୀୟଜଳ ସମସ୍ୟା ନେଇ ଦାବିପତ୍ର

ଜି.ଉଦୟଗିରି,୨୭ା୨(ଡି.ଏନ୍‌.ଏ.) – ମହିଳା ଜୀବିକା ସୁରକ୍ଷା ମଞ୍ଚ ଜି.ଉଦୟଗିରି ତରଫରୁ ବୁଧବାର ପାନୀୟ ଜଳ ସମସ୍ୟା ସମାଧାନ ପାଇଁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଶତାଧିକ ମହିଳା ବିଭିନ୍ନ ପ୍ଲାକାର୍ଡ ଧରି ସହର...

ବିଜୁଳି, ପାଣି ପାଇଁ ଲୋକେ ହଇରାଣ

ଫୁଲବାଣୀ ଅଫିସ, ୨୭ା୨ – ଫୁଲବାଣୀ ସହରେ ମଙ୍ଗଳବାର ସକାଳେ ତାଣ୍ଡବ ରଚାଇଥିଲା ବର୍ଷା ପବନ। ବୁଧବାର ସନ୍ଧ୍ୟାସୁଦ୍ଧା ରାସ୍ତାଘାଟରେ ଯାତାୟାତ ସ୍ବାଭାବିକ ହୋଇଥିଲେ ମଧ୍ୟ ବିଦ୍ୟୁତ୍‌ ଲୁଚକାଳି ଖେଳୁଛି। ଏ ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ହୋଇନାହିଁ।...

ଅନାସ୍ଥାରେ ପଦ ହରାଇଲେ ଅଧ୍ୟକ୍ଷା

ବାଲିଗୁଡା,୨୭ା୨(ଡି.ଏନ୍‌.ଏ.) – ବାଲିଗୁଡା ଏନ୍‌ଏସି ଅଧ୍ୟକ୍ଷା ମମତା ବେହେରା ଅନାସ୍ଥାରେ ପଦ ହରାଇଛନ୍ତି। ବୁଧବାର ପୂର୍ବାହ୍ନ ୧୧ଟାରେ ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଅନାସ୍ଥା ପ୍ରସ୍ତାବକୁ ନେଇ ଭୋଟ ହୋଇଥିଲା। ବାଲିଗୁଡା ଉପଜିଲାପାଳ ଦେବେନ୍ଦ୍ର ନନ୍ଦ ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱ...

ଗିରଫ ହେଲେ ପ୍ରଧାନଶିକ୍ଷକ, ଆଟେଣ୍ଡାଣ୍ଟ: ରୋଷେୟାଙ୍କୁ ଅସଦାଚରଣ ଘଟଣା

ଦାରିଙ୍ଗବାଡି,୨୬ା୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଛଡ଼ାକିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ବିଧବା ରୋଷେୟାଙ୍କୁ ଅସଦାଚରଣ କରାଯାଉଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ମଙ୍ଗଳବାର ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା ଯିଶାୟ...

ଫୁଲବାଣୀରେ ତାଣ୍ଡବ ରଚିଲା ବର୍ଷା, ପବନ: ୮ ଶିଶୁ ସମେତ ୧୫ରୁ ଊର୍ଦ୍ଧ୍ୱ ଆହତ

ଫୁଲବାଣୀ ଅଫିସ, ୨୬ା୨-କନ୍ଧମାଳ ଜିଲା ଫୁଲବାଣୀ ସହରରେ ମଙ୍ଗଳବାର ସକାଳେ ପ୍ରବଳ ବର୍ଷା, ପବନ ହୋଇଥିଲା। ସକାଳ ପ୍ରାୟ ସାଢ଼େ ୭ଟାରେ ପବନ ବହିବା ଆରମ୍ଭ କଲା ା ପରେ ପରେ ମାତ୍ର ୫ରୁ ୭ ମିନିଟ ମଧ୍ୟରେ ପ୍ରବଳ...

ଜି.ଉଦୟଗିରିରେ ଝଡ଼ବର୍ଷା, ବିଜୁଳି ଯୋଗାଣ ବନ୍ଦ

ଜି.ଉଦୟଗିରି,୨୬ା୨(ଡି.ଏନ.ଏ.)-ଜି.ଉଦୟଗିରି ସହର ଆଖପାଖ ଅଞ୍ଚଳରେ ମଙ୍ଗଳବାର ସକାଳ ୯ଟାରେ ପ୍ରବଳ ବର୍ଷା ହୋଇଛି। ବର୍ଷା ହେବାର ଘଣ୍ଟାଏ ପୂର୍ବରୁ ସହରକୁ ପର୍ଯ୍ୟନ୍ତ ବିଦ୍ୟୁତ୍‌ ଯୋଗାାଣ ବନ୍ଦ ରହିଛି ା ଏ ସମ୍ପର୍କରେ ବିଦ୍ୟୁତ୍‌ ବିଭାଗ କନିଷ୍ଠଯନ୍ତ୍ରୀ ପବିତ୍ର କୁମାର ସାହୁଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri