ମହିଳା ରୋଷେୟାଙ୍କୁ ଅସଦାଚରଣ: ପ୍ରଧାନଶିକ୍ଷକ, ପୁରୁଷ ରୋଷେୟା ଗିରଫ
ଦାରିଙ୍ଗବାଡି,୨୫।୨(ଡି.ଏନ୍.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଛଡାକିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ରୋଷେୟା(ବିଧବା)ଙ୍କୁ ୩ବର୍ଷ ଧରି ଅସଦାଚରଣ କରିଆସୁଥିବା ଘଟଣାରେ ମଙ୍ଗଳବାର ଦାରିଙ୍ଗବାଡି ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ବିଦ୍ୟାଳୟର ପ୍ରଧାନ...
ଫୁଲବାଣୀରେ ପ୍ରବଳ ବର୍ଷା: ଗଛପଡ଼ି ରାସ୍ତା ଅବରୋଧ, ଛିଡିଲା ବିଦ୍ୟୁତ୍ ତାର
ଫୁଲବାଣୀ ଅଫିସ,୨୫।୨: କନ୍ଧମାଳ ଜିଲାରେ ମଙ୍ଗଳବାରରୁ ବର୍ଷା, ପବନ ଲାଗି ରହିଛି। ଏହାର ପ୍ରଭାବରେ ଫୁଲବାଣୀ ସହରରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଗଛପଡ଼ି ରାସ୍ତା ଅବରୋଧ ହୋଇଥିବା ବେଳେ ବିଦ୍ୟୁତ ତାର ଛିଡିଛି। ଫଳରେ ସହରରେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ...
ଆହାର ନ ପାଇ ଫେରୁଛନ୍ତି ଲୋକେ
ଫୁଲବାଣୀ ଅଫିସ, ୨୫ା୨-ସହରର ଗରିବ, ଦିନ ମଜୁରିଆଙ୍କୁ ୫ ଟଙ୍କାରେ ଭାତ, ଡାଲମା ଯୋଗାଇ ଦେବା ପାଇଁ ସରକାର ଆରମ୍ଭ କରିଛନ୍ତି ଆହାର ଯୋଜନା। କନ୍ଧମାଳ ଜିଲା ଫୁଲବାଣୀ ସହରରେ ଦୁଇଟି ସ୍ଥାନରେ ଏହି କେନ୍ଦ୍ର ଖୋଲାଯାଇଛି। ଗୋଟିଏ ବସ୍ଷ୍ଟାଣ୍ଡରେ...
ଏସ୍ଡିସି କପ୍ ଉଦ୍ଘାଟିତ : ପ୍ରଥମ ଦିନରେ ୪ ମ୍ୟାଚ
ଫୁଲବାଣୀ ଅଫିସ, ୨୫ା୨-ଫୁଲବାଣୀସ୍ଥିତ କରୋନେଶନ ପଡିଆରେ ଆଦିବାସୀ ଫୁଟବଲ ଚାମ୍ପିୟନଶିପ୍ ଏସ୍ଡିସି (ସ୍ବତନ୍ତ୍ର ଉନ୍ନୟନ ପରିଷଦ) କପ୍-୨୦୨୦ ସୋମବାର ଉଦ୍ଘାଟିତ ହୋଇଛି ା ସରକାରଙ୍କ ଆଇଟି ସେଲ୍ ଉପଦେଷ୍ଟା ଅନୁଭବ ପଟ୍ଟନାୟକ ଯୋଗଦେଇ ଏହାକୁ ଉଦ୍ଘାଟନ କରିଛନ୍ତି। ପ୍ରଥମ ଦିନ...
ଜୁଆ ଆଡ୍ଡାରେ ଚଢ଼ାଉ: ୬ ଗିରଫ, ୨୬ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଜବତ
ଦାରିଙ୍ଗବାଡ଼ି,୨୪।୨(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ତୁଡ଼ୁକିବାଡ଼ି ଅଞ୍ଚଳରେ ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ପୋଲିସ ୬ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଜାଗର ନାୟକ, ଅରୁଣ ମଲ୍ଲିକ, ଗୋକୁଳ ନାୟକ, କିଲୁ ମାଳବିଶୋୟୀ, ଶଙ୍କର...
କୁଡୁପାତିଆରୁ କୁହୁଡ଼ିକୁ ଗଞ୍ଜେଇ ଚାଲାଣ: ୨ ଗିରଫ
ସୋରଡ଼ା,୨୪।୨(ଡି.ଏନ୍.ଏ.): କନ୍ଧମାଳ ଜିଲା କଣାସ ନୂଆଗାଁ ଥାନ କୁଡୁପାତିଆରୁ ଖୋର୍ଦ୍ଧା କୁହୁଡ଼ିକୁ ଗଞ୍ଜେଇ ଚାଲାଣ ବେଳେ ପୋଲିସ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କଣାସ ନୂଆଗାଁର ସୁଦାମ ପ୍ରଧାନ ଓ ଖଗେଶ୍ୱର ପ୍ରଧାନ।...
ଆଜିଠୁ ଏସ୍ଡିସି ଫୁଟବଲ କପ୍
ଫୁଲବାଣୀ ଅଫିସ, ୨୪ା୨-ଆଦିବାସୀ ଫୁଟବଲ ଚାମ୍ପିୟନଶିପ୍ ଏସ୍ଡିସି (ସ୍ବତନ୍ତ୍ର ଉନ୍ନୟନ ପରିଷଦ) କପ୍ ୨୦୨୦ ପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାରଠାରୁ ଲିଗ୍ ପର୍ଯ୍ୟାୟ ଆରମ୍ଭ ହେବ। ସ୍ଥାନୀୟ କରୋନେଶନ ପଡିଆରେ ଉଦ୍ଘାଟନୀ...
ବାଲନ୍ଦାପଡ଼ା, ଗୋଚ୍ଛାପଡା ପିଏଚ୍ସିରେ ଡାକ୍ତର ନାହାନ୍ତି
ଫିରିଙ୍ଗିଆ, ୨୩ା୨- ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଧିନରେ ଥିବା ବାଲନ୍ଦାପଡା ଏବଂ ଗୋଚ୍ଛାପଡା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ପିଏଚ୍ସି)ରେ ବହୁ ଦିନ ହେଲା ଡାକ୍ତର ନାହାନ୍ତି। ଫଳରେ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଥିବା ଦୁର୍ଗମ ଅଞ୍ଚଳବାସୀ ସ୍ବାସ୍ଥ୍ୟସେବାରୁ ବଞ୍ଚତ୍ତ...
ଘାଟିରେ ଅଟୋ ଓଲଟି ୩ ଗୁରୁତର
ଦାରିଙ୍ଗବାଡି/ବ୍ରାହ୍ମଣୀଗଁ।,୨୩।୨(ଡି.ଏନ୍.ଏ.)-ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗଁ। ଥାନା ପୁଇଗୁଡା ଘାଟିରେ ଶନିବାର ଅପରାହ୍ନରେ ଏକ ଅଟୋ ଓଲଟି ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ବ୍ରାହ୍ମଣୀଗଁ। ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା...
ଜେଲ ପରିଦର୍ଶନ କଲେ ବିଭାଗୀୟ ଡିଜି
ଫୁଲବାଣୀ ଅଫିସ, ୨୩ ।୨-କନ୍ଧମାଳ ଜିଲା ଗସ୍ତରେ ଜେଲ ବିଭାଗ ଡିଜି ସନ୍ତୋଷ କୁମାର ଉପାଧ୍ୟାୟ ଆସି ଶନିବାର ଅପରାହ୍ନରେ ଫୁଲବାଣୀସ୍ଥିତ କାରାଗାର ପରିଦର୍ଶନ କରିଛନ୍ତି। ଜେଲରେ ପହଞ୍ଚତ୍ବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ଡିଜି...
ପୁଇଗୁଡ଼ା ଘାଟିରେ ଓଲଟିଲା ଅଟୋ, ୮ ଆହତ
ଦାରିଙ୍ଗବାଡ଼ି,୨୨।୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ପୁଇଗୁଡ଼ା ଘାଟିରେ ଶନିବାର ଅପରାହ୍ନରେ ଏକ ଅଟୋ ଓଲଟି ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ପ୍ରଥମେ ବ୍ରାହ୍ମଣୀଗାଁ ପ୍ରାଥମିକ...
ମଦ ଜବତ, ୨ କୋର୍ଟ ଚାଲାଣ
ବାଲିଗୁଡ଼ା,୨୨।୨(ଡି.ଏନ୍.ଏ.) : କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୩୦ ଲିଟର ମଦ ଜବତ ସହ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନାନୁଯାୟୀ, ବାଲିଗୁଡ଼ା ଥାନାଧିକାରୀ ପ୍ରଶାନ୍ତ କୁମାର ବେହେରାଙ୍କ ନେତୃତ୍ୱରେ...
Archives


