କନ୍ଧମାଳ

ଦାରିଙ୍ଗବାଡ଼ିରେ ବନ୍ଦ ହେଲା ସାପ୍ତାହିକ ହାଟ

ଦାରିଙ୍ଗବାଡ଼ି,୫ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନର ନିର୍ଦ୍ଦେଶ ଅନୁଯାୟୀ ଶନିବାର ଏବଂ ରବିବାର ଶଟ୍‌ଡାଉନ୍‌ ଘୋଷଣାକୁ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ଦୃଢ଼ ପଦକ୍ଷେପ ନିଆଯାଇଛି। ଶନିବାର ସମ୍ପୂଣ୍ଣର୍ର୍ ବନ୍ଦ ରହିଥିବା ବେଳେ ରବିବାର ମଧ୍ୟ ସକାଳ ୬ଟାରୁ ସ୍ଥାନୀୟ ପୋଲିସ ପକ୍ଷରୁ…

କନ୍ଧମାଳ କରୋନା ମୁକ୍ତ ଘୋଷଣା ୧୨ ଘଣ୍ଟା ପୂରିଲାନି ପୁଣି ୮ ଆକ୍ରାନ୍ତ

ଫୁଲବାଣୀ ଅଫିସ, ୫ା୭- କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକ୍ତ ଜିଲା ଘୋଷଣା ହେବାର ମାତ୍ର ୧୨ ଘଣ୍ଟା ପୂରିଲା ନାହିଁ। ଜିଲାରେ ପୁଣି ଚିହ୍ନଟ ହେଲେ ୮ ଜଣ। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୬ରେ…

କନ୍ଧମାଳରେ ଦୁଇଦିନିଆ ଶଟ୍‌ଡାଉନ୍‌: ରାସ୍ତାଘାଟ ଶୂନ୍‌ଶାନ୍‌

ବାଲିଗୁଡ଼ା,୪ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲାର ସମସ୍ତ ୧୭୮ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ପଡ଼ୋଶୀ ଗଞ୍ଜାମ ଓ ଗଜପତି ଜିଲାରେ ସଂକ୍ରମଣ ଦିନକୁଦିନ ବୃଦ୍ଧି ପାଉଛି। ଆଉ ଏହାକୁ ଦୃଷ୍ଟିରେ ରଖି ଜୁଲାଇ ମାସରୁ ପ୍ରତ୍ୟେକ ସପ୍ତାହର ଶନି…

ଦାରିଙ୍ଗବାଡ଼ିରେ ଶଟ୍‌ଡାଉନ କଡ଼ାକଡ଼ି ପାଳନ, ଦୋକାନ ବଜାର ବନ୍ଦ

ଦାରିଙ୍ଗବାଡ଼ି,୪।୭(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲାରେ ପ୍ରଶାସନ ପକ୍ଷରୁ ସପ୍ତାହକୁ ଶନିବାର ଏବଂ ରବିବାର ଶଟ୍‌ଡାଉନ ଘୋଷଣା କରାଯାଇଛି। ଏଥିସହ ବାହାର ଜିଲାରୁ ଆସୁଥିବା ଏବଂ ହଟସ୍ପଟ ସ୍ଥାନରୁ ଆସୁଥିବା ଲୋକଙ୍କ ଉପରେ ପ୍ରଶାସନ କଡ଼ା ନଜର…

ବିନା ଭକ୍ତରେ ତିନି ଠାକୁରଙ୍କ ସୁନାବେଶ

ଜି.ଉଦୟଗିରି,୨।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ଜଗନ୍ନାଥ ମନ୍ଦିରରେ ଗୁରୁବାର ବିନା ଭକ୍ତରେ ତିନି ଠାକୁରଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି । ଭୋଗ ମଣ୍ଡପରେ ସକାଳର ରୀତିନୀତି ପରେ ସୁନାବେଶ କରାଯାଇଛି । ପୂଜକ ଅଚୁତ୍ୟ ପଣ୍ଡା, ଚନ୍ଦ୍ର କାନ୍ତ ପଣ୍ଡା…

ଶୋଷ ମେଣ୍ଟାଉଛି ଚୂଆପାଣି

ବାଲିଗୁଡ଼ା,୧ା୭(ଡି.ଏନ୍‌.ଏ.)- ଆଜିବି ଅନେକ ଅଞ୍ଚଳ ରହିଛି ଯେଉଁଠି ପାଣି ଟୋପେ ପାଇଁ ଡହଳବିକଳ ହେଉଛନ୍ତି ଅଞ୍ଚଳବାସୀ। ବାରମ୍ବାର ଗୁହାରି ପରେ ମଧ୍ୟ ସମସ୍ୟା ସୁଧୁରୁନି। କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ବାଟାଗୁଡ଼ା ଗ୍ରାମ ପଞ୍ଚାୟତ ସବାରକିଆ ଗାଁ ରେ ଦେଖିବାକୁ ମିଳିଛି ଏଭଳି…

ଚାଲାଣ ପାଇଁ ହେଉଥିଲା ଠୁଳ: ୨ଟନ୍‌ ଗଞ୍ଜେଇ ଜବତ, ୨ ମାଫିଆ ଗିରଫ

ଫିରିଙ୍ଗିଆ,୨୬ା୬- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ପୋଲିସ ପାହିରାଜୁ ପଞ୍ଚାୟତ ଡ୍ରେସରୁ ଗ୍ରାମରେ ଚଢାଉ କରି ୨ଟନ୍‌ରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ଡ୍ରେସରୁର ବି. କେ. କହଁର(୨୫) ଓ…

ଶହୀଦ ଚନ୍ଦ୍ରକାନ୍ତଙ୍କ ସ୍ମୃତିରେ ଶୋକସଭା

ରାଇକିଆ,୨୪ା୬(ଡି.ଏନ.ଏ)-ଲଦାଖର ଗଲ୍‌ଓ୍ବାନ୍‌ ଉପତ୍ୟକାରେ ଶହୀଦ ହୋଇଥିବା କନ୍ଧମାଳ ଜିଲା ରାଇକିଆ ବ୍ଲକ ବିଅରପାଙ୍ଗା ଗ୍ରାମର ଚନ୍ଦ୍ରକାନ୍ତ ପ୍ରଧାନଙ୍କ ସ୍ମୃତିରେ ଶୋକ ସଭା (ଆଦିବାସୀ ସଂସ୍କୃତିରେ ମାଡ଼ା) ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ା ଶହୀଦଙ୍କ ବାସଭବନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଇକିଆ ସମେତ…

ନାବାଳିକାଙ୍କୁ ଅପହରଣ ଅଭିଯୋଗ, ଯୁବକ ଗିରଫ

ଶଙ୍କରାଖୋଲ,୨୪ା୬(ଡି.ଏନ୍‌.ଏ.)- ଟିକାବାଲି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ସଲପଗଁାର ବାଦଲ ଦିଗାଳ। ଏନେଇ ଟିକାବାଲି ଥାନାରେ ନଂ.୩୭/୨୦ରେ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ…

ଅସହାୟ ବୃଦ୍ଧ ଦମ୍ପତିଙ୍କ ପାଖରେ ପହଞ୍ଚିଲା ପ୍ରଶାସନ

  ଖଜୁରିପଡା/ବଲସକୁମ୍ପା,୨୪ା୬(ଡି.ଏନ୍‌.ଏ.)- ଖଜୁରିପଡ଼ା ବ୍ଲକ ଟିଟ୍ରାପଙ୍ଗା ପଞ୍ଚାୟତ ଭୁକ୍ତାକନାଲି ଗ୍ରାମର ବୃଦ୍ଧ ଅନ୍ତର୍ଯ୍ୟାମୀ ଦିଗାଲ (୭୫) ଏବଂ ସ୍ତ୍ରୀ ରାଇବାରି (୭୦) ଭଙ୍ଗା କୁଡିଆରେ ଅସହାୟ ଅବସ୍ଥାରେ ରହୁଥିଲେ। ବୟସାଧିକ୍ୟ ଯୋଗୁ ଆଖିକୁ ଭଲ ଦିଶୁ ନ ଥିବାବେଳେ ଓଳିଏ ଖାଇଲେ…

ଶିକ୍ଷକ କରୋନା ଆକ୍ରାନ୍ତ ଚିହ୍ନଟ: ଦାରିଙ୍ଗବାଡ଼କୁ ନିଷିଦ୍ଧାଞ୍ଚଳ ଘୋଷଣା

ଦାରିଙ୍ଗବାଡ଼ି,୨୩।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅଞ୍ଚଳକୁ ମଙ୍ଗଳବାର ନିଷିଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଛି। ଜଣେ ଶିକ୍ଷକ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିବା ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ଦାରିଙ୍ଗବାଡ଼ି ତହସିଲଦାର ନୀତିସ କୁମାର ତ୍ରିପାଠୀ କହିଛନ୍ତି । ଉକ୍ତ ପଞ୍ଚାୟତର…

ପ୍ରଶାସନର ଅସହଯୋଗ: ଦାରିଙ୍ଗବାଡ଼ି ପଞ୍ଚାୟତ ଶଟ୍‌ଡାଉନ୍‌ ପ୍ରତ୍ୟାହାର କଲେ ସରପଞ୍ଚ

ଦାରିଙ୍ଗବାଡ଼ି,୨୨ା୬(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତରେ ଜଣେ ଶିକ୍ଷକ କରୋନା ଭୂତାଣୁ ସଂକ୍ରମିତ ହେବା ପରେ ସ୍ଥାନୀୟ ସରପଞ୍ଚ ରାଧାକାନ୍ତ ପ୍ରଧାନ ନିଜ ପଞ୍ଚାୟତ ଅଞ୍ଚଳକୁ ଶଟ୍‌ଡାଉନ୍‌ ଘୋଷଣା କରିଥିଲେ। ହେଲେ ପ୍ରଶାସନର ସହଯୋଗ ମିଳି ନ ଥିବାରୁ ତାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri