କନ୍ଧମାଳ

ଶିକ୍ଷକ କରୋନା ଆକ୍ରାନ୍ତ ଚିହ୍ନଟ: ଦାରିଙ୍ଗବାଡ଼କୁ ନିଷିଦ୍ଧାଞ୍ଚଳ ଘୋଷଣା

ଦାରିଙ୍ଗବାଡ଼ି,୨୩।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅଞ୍ଚଳକୁ ମଙ୍ଗଳବାର ନିଷିଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଛି। ଜଣେ ଶିକ୍ଷକ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିବା ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ଦାରିଙ୍ଗବାଡ଼ି ତହସିଲଦାର ନୀତିସ କୁମାର ତ୍ରିପାଠୀ କହିଛନ୍ତି । ଉକ୍ତ ପଞ୍ଚାୟତର…

ପ୍ରଶାସନର ଅସହଯୋଗ: ଦାରିଙ୍ଗବାଡ଼ି ପଞ୍ଚାୟତ ଶଟ୍‌ଡାଉନ୍‌ ପ୍ରତ୍ୟାହାର କଲେ ସରପଞ୍ଚ

ଦାରିଙ୍ଗବାଡ଼ି,୨୨ା୬(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତରେ ଜଣେ ଶିକ୍ଷକ କରୋନା ଭୂତାଣୁ ସଂକ୍ରମିତ ହେବା ପରେ ସ୍ଥାନୀୟ ସରପଞ୍ଚ ରାଧାକାନ୍ତ ପ୍ରଧାନ ନିଜ ପଞ୍ଚାୟତ ଅଞ୍ଚଳକୁ ଶଟ୍‌ଡାଉନ୍‌ ଘୋଷଣା କରିଥିଲେ। ହେଲେ ପ୍ରଶାସନର ସହଯୋଗ ମିଳି ନ ଥିବାରୁ ତାକୁ…

ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ଫାର୍ମାସିଷ୍ଟ ଗିରଫ

ଜି.ଉଦୟଗିରି,୨୧ା୬(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କେ.ନୂଆଗଁା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଏକ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଜଣେ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଫାର୍ମାସିଷ୍ଟ ଦୁର୍ବ୍ୟବହାର କରିଥିବା ସାରଙ୍ଗଗଡ ଥାନାରେ ଅଭିଯୋଗ ହୋଇଛି। ପୋଲିସ ସମ୍ପୃକ୍ତ ଫାର୍ମାସିଷ୍ଟଙ୍କୁ ଗିରଫ କରିଛି। ସେ ହେଲେ ପ୍ରଭାତ ଚନ୍ଦ୍ର…

କନ୍ଧମାଳର ଗୌରବ: ପ୍ରଥମ ଫ୍ଲାଇଂ ଅଫିସର ହେଲେ ସାଇପ୍ରଣିତା

ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଭଳି ପଛୁଆ ଜିଲାକୁ ସାରା ଦେଶରେ ପରିଚିତ କରାଇଛନ୍ତି ଅଞ୍ଚଳର ଜଣେ ଝିଅ। ଏହି ଜିଲାର ଝିଅ କୌଣସି ଗୁଣରେ କମ୍‌ ନୁହନ୍ତି ବୋଲି ସେ ପ୍ରମାଣ କରି ଦେଖାଇଛନ୍ତି। ପ୍ରତିରକ୍ଷା କ୍ଷେତ୍ରରେ ଜିଲାରୁ ପ୍ରଥମ…

କୋଭିଡ୍‌ କେୟାର ସେଣ୍ଟରରେ ଜୀବନ ହାରିଲେ ଯୁବକ

ବାଲିଗୁଡା,୨୧ା୬(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ବଡଗାଁସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ହୋଇଥିବା ଅସ୍ଥାୟୀ କୋଭିଡ୍‌ କେୟାର ସେଣ୍ଟରରେ ଜଣେ ହାଇଦ୍ରାବାଦ ଫେରନ୍ତା ପ୍ରବାସୀ ଓଡ଼ିଆ ଶନିବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ତୁମୁଡିବନ୍ଧ ଥାନା ବୁଦୁଲିପଦର ଗାଁର ସମ୍ପୂର୍ଣ୍ଣ ମାଝି…

ସ୍ବାସ୍ଥ୍ୟ ବିଭାଗ ପ୍ରକଳ୍ପରେ କନ୍ଧମାଳକୁ ସ୍କଚ୍‌ ଆୱାର୍ଡ

ଫୁଲବାଣୀ ଅଫିସ, ୨୧ା୬-କନ୍ଧମାଳ ଜିଲା ସ୍ବାସ୍ଥ୍ୟ ବିଭାଗର ପ୍ରକଳ୍ପ ମର୍ଯ୍ୟାଦାଜନକ ସ୍କଚ୍‌ ଆୱାର୍ଡ ପାଇବାକୁ ବିବେଚିତ ହୋଇଛି। ସିଲ୍‌ଭର ବିଭାଗରେ ଜିଲାକୁ ଏହି ପୁରସ୍କାର ମିଳିବ। ଫାଇନାଲ ରାଉଣ୍ଡରେ ଦେଶର ବିଭିନ୍ନ ରାଜ୍ୟରୁ ୩୪ ପ୍ରକଳ୍ପ ସ୍ଥାନିତ ହୋଇଥିଲା। ପ୍ଲାଟିନମ୍‌, ଗୋଲ୍ଡ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦଙ୍କ ଶେଷକୃତ୍ୟ ସମ୍ପନ୍ନ

ରାଇକିଆ,୧୯ା୬(ଡି.ଏନ୍‌.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ଚନ୍ଦ୍ରକାନ୍ତ ପ୍ରଧାନଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୂର୍ବ ଲଦାଖ ସୀମା ଗଲ୍‌ୱାନ୍‌ ଉପତ୍ୟକାରେ ଚାଇନା ସୈନିକଙ୍କ ଆକ୍ରମଣରେ ଦେଶ ପାଇଁ ପ୍ରାଣବଳୀ ଦେଇ ଶହୀଦ ହୋଇଥିବା ଚନ୍ଦ୍ରକାନ୍ତ ପ୍ରଧାନଙ୍କ ପାର୍ଥିବ ଶରୀର ଶୁକ୍ରବାର ସକାଳ…

ଶହୀଦଙ୍କୁ ଚନ୍ଦ୍ରକାନ୍ତଙ୍କୁ ବିଭିନ୍ନ ସଙ୍ଗଠନ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ରାଇକିଆ,୧୮ା୬(ଡ଼ି.ଏନ.ଏ)- ଚୀନ ସୈନ୍ୟଙ୍କ ସହ ସଂଘର୍ଷବେଳେ ଶହୀଦ ହୋଇଥିବା ରାଇକିଆର ଚନ୍ଦ୍ରକାନ୍ତ ପ୍ରଧାନଙ୍କୁ ସହରର ବିଭିନ୍ନ ସଙ୍ଗଠନ ତରଫରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ନାଗରିକ ମଞ୍ଚ କାର୍ଯ୍ୟାଳୟରେ ସମସ୍ତ ସଦସ୍ୟ ଯୋଗ ଦେଇ ୨ ମିନିଟ ନୀରବ ପ୍ରାର୍ଥନା କରିବା ସହ…

ଧର୍ମଗୁଳାରେ ଜିତିଲେ ଦାରିଙ୍ଗବାଡି ବ୍ଲକ ଅଧ୍ୟକ୍ଷା

ଦାରିଙ୍ଗବାଡ଼ି,୧୭।୬(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ପଦବୀ ପାଇଁ ବୁଧବାର ଉପନିର୍ବାଚନ ହୋଇଥିଲା। କଂଗ୍ରେସ ସମର୍ଥିତ ତାଜୁଙ୍ଗିଆ ସମିତିସଭ୍ୟା ରୁଦା ମଲ୍ଲିକ ଧର୍ମଗୁଳାରେ ବିଜୟୀ ହୋଇଛନ୍ତି। ପୂର୍ବାହ୍ନ ୧୦ଟାରେ ୨୪ ସମିତିସଭ୍ୟା ସଭ୍ୟ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ତାଜୁଙ୍ଗିଆ ସମିତିସଭ୍ୟା ରୁଦା ମଲିକ…

ଚାଇନା ସୀମାରେ ଓଡ଼ିଆ ଯବାନ ଶହୀଦ

ରାଇକିଆ,୧୭।୬(ଡି.ଏନ୍‌.ଏ.): ଲଦାଖ ଗାଲଓ୍ବାନ ଭ୍ୟାଲିରେ ଭାରତ-ଚାଇନା ଯବାନ ସଂଘର୍ଷରେ କନ୍ଧମାଳ ଜିଲା ରାଇକିଆ ଥାନା ବିୟରପାଙ୍ଗା ଅଞ୍ଚଳର ଜଣେ ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଶହୀଦ ହୋଇଛନ୍ତି। ଏ ନେଇ ସରକାରୀ ସୂତ୍ରରୁ କୌଣସି ସୂଚନା ମିଳିପାରି ନାହିଁ। ବୁଧବାର ସକାଳୁ ଏହି…

ବ୍ଳକ ଅଧ୍ୟକ୍ଷ ପାଇଁ କଡା ସୁରକ୍ଷା ଭିତରେ ଭୋଟ ଗ୍ରହଣ ଆରମ୍ଭ

ଦାରିଙ୍ଗବାଡି,୧୭।୬(ଡି.ଏନ.ଏ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଧ୍ୟକ୍ଷ ପଦବୀ ପାଇଁ ବୁଧବାର ଭୋଟ ଗ୍ରହଣ କରାଯାଉଛି। ଏଥିପାଇଁ ୨୪ ସମିତି ସଭ୍ୟା ସଭ୍ୟ ଠିକ ସକାଳ ୧୦ଟା ସମୟରେ ବ୍ଳକ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ଦାରିଙ୍ଗବାଡି ଆଇଆଇସି କୌଶିକ ମାଝୀଙ୍କ ତତ୍ତ୍ବାବଧାନରେ ସୁରକ୍ଷାକର୍ମୀ ବ୍ଳକ…

ବିନା ଭକ୍ତରେ ହେବ ରଥଯାତ୍ରା

ବାଲିଗୁଡା,୧୬ା୬(ଡି.ଏନ୍‌.ଏ.)- ବାଲିଗୁଡାରେ ରଥଯାତ୍ରା ପାଳନ ପାଇଁ ସ୍ଥାନୀୟ ଉପଜିଲାପାଳ ଦେବେନ୍ଦ୍ର କୁମାର ନନ୍ଦଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ, ତହସିଲଦାର କ୍ଷିରବ୍ଧ ତନୟା ସାହୁ, ମନ୍ଦିର ଟ୍ରଷ୍ଟ ସଦସ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri