କନ୍ଧମାଳ

ମଦ ରନ୍ଧାବେଳେ ପୋଲିସର ଚଢାଉ

ଶଙ୍କରାଖୋଲ,୧୬ା୬(ଡି.ଏନ୍‌.ଏ.)- ଟିକାବାଲି ଥାନା ଅଞ୍ଚଳ ବାଞ୍ଜାମାହା ଗ୍ରାମ ସଂଲଗ୍ନ ଜଙ୍ଗଲରେ ମଙ୍ଗଳବାର ଥାନା ଅଧିକାରୀ ରେବତୀ ଶବରଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଚଢାଉ କରିଥିଲା। ଜଙ୍ଗଲରେ ଥିବା ଏକ ନାଳ ନିକଟରେ ଦେଶୀ ମହୁଲି ମଦ ରନ୍ଧାଯାଉଥିବାବେଳେ ପୋଲିସକୁ ଦେଖି ମଦ…

ସମିତିସଭ୍ୟଙ୍କ ଶପଥପାଠର ଭିଡିଓ ଭାଇରାଲ : ବ୍ଲକ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ୧୭ରେ

ଦାରିଙ୍ଗବାଡ଼ି,୧୬ା୬(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତ୍ରୀ ପ୍ରଧାନଙ୍କ ନିର୍ବାଚନ ମାମଲାରେ ତାଙ୍କ ପଦବୀ ଅସିଦ୍ଧ ଘୋଷିତ ହୋଇଛି। ଗତ କିଛି ଦିନ ହେଲା ଉପାଧ୍ୟକ୍ଷ ରମାକାନ୍ତ ବଳିଆର ସିଂ ଅଧ୍ୟକ୍ଷ ଦାୟିତ୍ୱ ତୁଲାଉଛନ୍ତିି। ଏହି ସମୟରେ ଅଧ୍ୟକ୍ଷ ପଦ ପୂରଣ…

କନ୍ଧମାଳରେ ୪୮ କରୋନା ପଜିଟିଭ‌ ଚିହ୍ନଟ: ଭୟ ନ କରି ସାମାଜିକ ଦୁରତ୍ୱକୁ ଗୁରୁତ୍ୱ ଦେଲେ ଜିଲାପାଳ

ଦାରିଙ୍ଗବାଡ଼ି,୧୫।୬(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅଞ୍ଚଳର ଏକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରୁ ସୋମବାର ୪୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଟୁଇଟ୍‌ ଯୋଗେ ସ୍ପଷ୍ଟ କରାଯାଇଛି। ଜିଲାରୁ ମୋଟ ୪୮ଜଣ ପଜଟିଭ ଥିବାବେଳେ କେବଳ ଦାରିଙ୍ଗବାଡ଼ିରେ…

କଳିଙ୍ଗା ଘାଟିରୁ ଲୁଟ୍‌ ଘଟଣା:୩ ଲୁଟେରା ଗିରଫ, ମାରଣାସ୍ତ୍ର ଜବତ

ଜି.ଉଦୟଗିରି,୧୪ା୬(ଡି.ଏନ୍‌.ଏ.)- କଳିଙ୍ଗା ଘାଟିରେ ଦୁଇ ଦୁଇଟି ଲୁଟ୍‌ ଘଟଣାରେ ରବିବାର ୩ଜଣଙ୍କୁ ଜି.ଉଦୟଗିରି ପୋଲିସ ଗିରଫ କରିଛି। ସେମାନଙ୍କ ଠାରୁ ଟଙ୍କା, ମୋବାଇଲ ଓ ମାରଣାସ୍ତ୍ର ଜବତ ହୋିଛି। ଗତ ୩୦ ତାରିଖ ରାତିରେ ଶଙ୍କରାଖୋଲର ଦ୍ୱିତୀକୃଷ୍ଣ ପାଢୀଙ୍କ ଠାରୁ ଲୁଟେରା…

କରୋନା ଛଡ଼ାଇନେଲା ରଜ ଖୁସି

ଖଜୁରିପଡ଼ା,୧୪ା୬(ଡି.ଏନ.ଏ.)- ଓଡ଼ିଶାର ଗଣପର୍ବ ରଜ ଚଳିତ ବର୍ଷ କରୋନା ଯୋଗୁ ଫିକା ପଡିଛି। ବିଭିନ୍ନ ପ୍ରକାର ପିଠାପଣା ସହ ରଜପାନ ଓ ରଜଦୋଳି ଏହି କୃଷି ଭିତ୍ତିକ ପର୍ବର ମୁଖ୍ୟ ଆକର୍ଷଣ। ଗଁା ଗହଳିରେ ବିଭିନ୍ନ ପ୍ରକାର ଦୋଳି ବାନ୍ଧି ଝୁଲିଥାନ୍ତି…

ପଥଚାରୀଙ୍କ ଉପରେ ପଡିଲା ବରଗଛ

ଶଙ୍କରାଖୋଲ,୧୨ା୬(ଡି.ଏନ୍‌.ଏ.)- ଚକାପାଦ ବ୍ଲକ ଶଙ୍କରାଖୋଲ ଗ୍ରାମ ବରସାହି ଦେଇ ଯାଇଥିବା ୧୫୭ ନଂ. ଜାତୀୟ ରାଜପଥରେ ଶୁକ୍ରବାର ଏକ ବଡ ବରଗଛ ଉପୁଡି ଜଣେ ବ୍ୟକ୍ତିଙ୍କ ଉପରେ ପଡିବାରୁ ସେ ଗୁରୁତର ହୋଇଛନ୍ତି। ସେ ହେଲେ ପଶ୍ଚିମବଙ୍ଗ ମୁର୍ସିଦାବାଦ୍‌ର ସୁମଙ୍ଗଲ ରାଏ।…

ପିଠିରେ ବଢୁଛି ମାଂସ ପିଣ୍ଡୁଳା, ଅସ୍ତ୍ରୋପଚାର ପାଇଁ ଅର୍ଥ ବାଧକ

ଦାରିଙ୍ଗବାଡ଼ି,୧୦ା୬(ଡି.ଏନ୍‌.ଏ.)-ପିଠିରେ ଅସ୍ବାଭାବିକ ଭାବେ ବଢୁଛି ମାଂସ ପିଣ୍ଡୁଳା। ଅସ୍ତ୍ରୋପଚାର ପାଇଁ ଅର୍ଥ ନାହିଁ। ଚାଷ କରି ଚଳୁଥିବାବେଳେ ଅସହ୍ୟ ଯନ୍ତ୍ରଣା ହେଉଥିବାରୁ କାମଧନ୍ଦାକୁ ଯାଇପାରୁ ନାହାନ୍ତି। ଅସ୍ତ୍ରୋପଚାର ପାଇଁ ପାଖରେ ଅର୍ଥ ନଥିବା କହିଛନ୍ତି ଦାରିଙ୍ଗବାଡ଼ି ବ୍ଲକ ଦାସିଂବାଡି ପଞ୍ଚାୟତ ଗଡ଼ାପକାଲି…

ଚକା ପମ୍ପଚର ଅଛି କହି ଅଧା ରାସ୍ତାରେ ଶ୍ରମିକଙ୍କୁ ଛାଡି ଚାଲିଗଲା ବସ୍‌

ଜି.ଉଦୟଗିରି,୧୦।୬(ଡି.ଏନ.ଏ.)-ପଞ୍ଜାବ ଲୁଧିୟନାରୁ ରାୟଗଡା କାଶୀପୁରକୁ ୨୦ଜଣ ଶ୍ରମିକଙ୍କୁ ନେଇ ଆସୁଥିବା ଏକ ବସ୍‌ ବୁଧବାର କାଳିଙ୍ଗା ଜି. ଉଦୟଗିରି ମଝି ରାସ୍ତାରେ ଛାଡି ପଳାଇଛି। ଚକା ପମ୍ପଚର ଅଛି। ମରାମତି କରି ଆଣୁଛି କହି ଡ୍ରାଇଭର ଜଣକ ଛାଡି ଚାଲିଯାଇଥିବା ଶ୍ରମିକମାନେ…

ଜି ଉଦୟଗିରିରେ ନୂତନ ଆଇଆଇସି ଭାବେ ଦାୟିତ୍ୱ ଗ୍ରହଣକଲେ ନରେଶ କୁମାର ସାହୁ

ଜି ଉଦୟଗିରି, ୧୦।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି ଉଦୟଗିରି ଥାନାରେ ନୂତନ ଆଇଆଇସି ଭାବେ ନରେଶ କୁମାର ସାହୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ଫୁଲବାଣୀ ଟାଉନ ଥାନା ଆଇଆଇସି ଭାବେ ଅବସ୍ଥାପିତ ଥିଲେ। ଦାୟିତ୍ୱ ଗ୍ରହଣପରେ ସେ ଜି…

ମହାସିଙ୍ଗିବାସୀଙ୍କ ଭରସା ଚୁଆପାଣି

ବାଲିଗୁଡା,୧୦। ୬(ଡି.ଏନ୍‌.ଏ.)- ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ କନ୍ଧମାଳ ଜିଲାର ବିଭିନ୍ନ ଦୁର୍ଗମ ଅଞ୍ଚଳ ଓ ଗ୍ରାମାଞ୍ଚଳରେ ପାଣି ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି ସମସ୍ୟା ଦେଖିବାକୁ ମିଳିଛି ବାଲିଗୁଡା…

୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ସହ ଟ୍ରାକ୍ଟର ଜବତ: ଡ୍ରାଇଭର ଗିରଫ

ବାଲିଗୁଡ଼ା,୮।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ପଥପ୍ରାନ୍ତ ସେବାକେନ୍ଦ୍ର ନିକଟରେ ଚଢ଼ାଉକରି ପୋଲିସ ୨୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ କରିଛି । ଗଞ୍ଜେଇ ଭର୍ତ୍ତି ଟ୍ରାକ୍ଟରକୁ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ଡ୍ରାଇଭରକୁ ଗିରଫ କରି…

ପ୍ରଶାସନ ଶୁଣିଲାନି: ପୋଲ ନିର୍ମାଣ କଲେ ଗ୍ରାମବାସୀ

ବାଲିଗୁଡା,୭ା୬.(ଡି.ଏନ.ଏ.)- ନାଳର ଆରପଟେ ରହିଛି ସ୍କୁଲ, ଅଙ୍ଗନଓ୍ବାଡି, ପଞ୍ଚାୟତ ଗୃହ। ନାଳ ଏପଟେ ରହିଯାଇଛନ୍ତି ଲୋକେ। ଯାତାୟାତ ପାଇଁ ନାଳ ଉପରେ ପୋଲଟିଏ ନାହିଁ। ଖରାଦିନେ ଅଳ୍ପ ପାଣି ଥିବାରୁ ନାଳରେ ପଶି ପାରି ହୋଇଯାଆନ୍ତି ଲୋକେ। ମାତ୍ର ବର୍ଷାଦିନ ଆସିଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri