କନ୍ଧମାଳ

୨ ପିକ୍‌ଅପ୍‌ ସହ ୪୦୦ କେଜି ଗଞ୍ଜେଇ ଜବତ, ୫ ଗିରଫ

ଜି.ଉଦୟଗିରି/ଶଙ୍କରାଖୋଲ,୨୨ା୪(ଡି.ଏନ.ଏ.)- ଲକ୍‌ଡାଉନର ସୁଯୋଗ ନେଇ ପରିବା ବୋଝେଇ ପିକ୍‌ଅପ୍‌ ଭ୍ୟାନରେ ଗଞ୍ଜେଇ ଚାଲାଣ ବେଳେ ଚକାପାଦ ପୋଲିସ ଦୁଇଟି ପିକଅପ୍‌ ଭ୍ୟାନକୁ ଜବତ କରିଛି। ସେଥିରୁ ୪୦୦ କେଜି ଗଞ୍ଜେଇ ଓ ନଗଦ ୨ ଲକ୍ଷ ୫୦ ହଜାର ଟଙ୍କା ଜବତ…

ଘର ଘର ବୁଲି ପାଠ୍ୟପୁସ୍ତକ ବାଣ୍ଟିଲେ ଶିକ୍ଷକ

ବାଲିଗୁଡା,୨୧ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ କଟକଣା ଯୋଗୁ ସ୍କୁଲ, କଲେଜ ଆଦି ବନ୍ଦ ରହିଛି l ଏଭଳି ସ୍ଥିତିରେ ପିଲାମାନେ ଯେପରି ଘରେ ରହି ପାଠ ପଢିପାରିବେ ସେଥିପାଇଁ ସରକାର ପିଲାଙ୍କ ପାଠ୍ୟ ପୁସ୍ତକ ଘରେ ଘରେ ପହଞ୍ଚାଇବା ଲାଗି ନିର୍ଦ୍ଦେଶ ଦେଇଥିଲେ। ବାଲିଗୁଡା…

ସହାୟତା ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲା ଟ୍ୟାକ୍ସି ଚାଳକ ସଂଘ

ଦାରିଙ୍ଗବାଡ଼ି,୨୧।୪(ଡି.ଏନ.ଏ)- ଲକ୍‌ଡାଉନ ଯୋଗୁ ସମସ୍ତ ପ୍ରକାର ଗାଡ଼ିମୋଟର ବନ୍ଦ ରହିଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବା ପାଇଁ ଭାରିଯାନ ସହ ମିନି ଟ୍ରକ ଚଳାଚଳ କରୁଛି। ଘରୋଇ ଟ୍ୟାକ୍ସି ଚଳାଚଳ ବନ୍ଦ ଯୋଗୁ ଏବେ ଚାଳକ ମାନଙ୍କୁ ମାଲିକ ଛଟେଇ କରିଦେଇଛନ୍ତି।…

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ମହିଳା ମହାସଂଘର ସହାୟତା

ଖଜୁରିପଡା,୨୧ା୪(ଡି.ଏନ.ଏ.)- ଖଜୁରିପଡ଼ା ବ୍ଲକର ଆର.ନୂଆଗାଁ ଗ୍ରାମପଞ୍ଚାୟତ ସ୍ତରୀୟ ମହିଳା ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (କୋଭିଡ୍‌)କୁ ୩୨,୩୬୦ ଟଙ୍କା ପ୍ରଦାନ କରାଯାଇଛି। ଏହି ମହାସଂଘ ଅନ୍ତର୍ଗତ ସାତଟି ସଂଘର ସମସ୍ତ କର୍ମକର୍ତ୍ତା ଏହି ଅନୁଦାନ ରାଶି ପ୍ରଦାନ କରିଥିଲେ। ଆର.…

କାଳବୈଶାଖୀ: ଗଛ, ବିଦ୍ୟୁତ୍‌ ଖୁଣ୍ଟ ଉପୁଡିଲା

ଦାରିଙ୍ଗବାଡ଼ି,୨୧।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କାଳବୈଶାଖୀ ଜାରି ରହିଛି। ମଙ୍ଗଳବାର ଅପରାହ୍ନ ୩ଟାରୁ ପ୍ରବଳ ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ପବନ ଯୋଗୁ ବହୁ ଘରର ଛପର ଉଡ଼ିବା ସହ ବଡବଡ ଗଛ ଉପୁଡ଼ି ପଡ଼ିଛି। ଏକାଧିକ ସ୍ଥାନରେ ବିଦ୍ୟୁତ୍‌ ଖୁଣ୍ଟ…

ଅନ୍ତରଙ୍ଗ ଯୁବ ସଂଘ ପକ୍ଷରୁ ମାସ୍କ ବଣ୍ଟନ

ଦାରିଙ୍ଗବାଡ଼ି,୨୧।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ଅନ୍ତରଙ୍ଗ ଯୁବ ସଂଘ ପକ୍ଷରୁ ବିଶୋଧିତ କରାଯିବା ସହ ମାସ୍କ ବଣ୍ଟନ କରାଯାଇଛି। ଏଥିସହ ବିଭିନ୍ନ ଅଞ୍ଚଳକୁ ସଂଘର ସଦସ୍ୟମାନେ ବୁଲି ବୁଲି ଶିଶୁମାନଙ୍କୁ ହାତ ଧୁଆ କୌଶଳ, ସାମାଜିକ ଦୁରତ୍ୱ…

ରାଇକିଆରେ କାଳବୈଶାଖୀ ବର୍ଷା

ରାଇକିଆ,୨୧ା୪(ଡି.ଏନ୍‌.ଏ.)- ମଙ୍ଗଳବାର ଅପରାହ୍ନରେ କନ୍ଧମାଳ ଜିଲାର ବିଭିନ୍ନ ଅଞ୍ଚଳନ୍‌ରେ କାଳ ବୈଶାଖୀ ପ୍ରଭାବରେ ବର୍ଷାପବନ ହୋଇଛି। ଏଥିଯୋଗୁ ବିଭିନ୍ନ ସ୍ଥାନରେ ଗଛ ପଡ଼ି କ୍ଷୟକ୍ଷତି ହୋଇଛି। ବିଦ୍ୟୁତ୍‌ ସେବା ମଧ୍ୟ ବନ୍ଦ ହୋଇଯାଇଛି। ଗତ କିଛିଦିନ ହେଲା ପ୍ରତ୍ୟେକ ଅପରାହ୍ନରେ ଏପରି…

କୋଭିଡ୍‌ ଫଣ୍ଡକୁ ୯୦ ହଜାର ଦେଲେ ଠିକାଦାର

ଜି.ଉଦୟଗିରି,୨୦ା୪(ଡି.ଏନ୍‌.ଏ.)- ଜି.ଉଦୟଗିରି ପଞ୍ଚାୟତ ସମିତିର ଠିକାଦାରମାନେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (କୋଭିଡ)କୁ ୯୦ ହଜାର ଟଙ୍କାର ଏକ ଚେକ ଜି.ଉଦୟଗିରି ବିଡିଓ ଶାନ୍ତନୁ କୁମାର ନାୟକଙ୍କ ମାଧ୍ୟମରେ ପ୍ରଦାନ କରିଛନ୍ତି। କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ମିଶ୍ର, ଦୀପକ କୁମାର ବେହେରା,…

ଦାରିଙ୍ଗବାଡ଼ିରେ ଝଡବର୍ଷା, କୁଆ ପଥର ବୃଷ୍ଟି

ଦାରିଙ୍ଗବାଡ଼ି,୨୦।୪(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକର ଦାରିଙ୍ଗବାଡ଼ି ସମେତ ଶ୍ରାନିକେତା, ଦଣ୍ଡିମା, ସିମନବାଡ଼ି, ତେରାବାଡ଼ି, ଡବୁଲମାହା, କିରିକୁଟି ଆଦି ଅଞ୍ଚଳରେ ସୋମବାର ଅପରାହ୍ନରେ ବର୍ଷାପବନ ସହ କୁଆପଥର ବୃଷ୍ଟି ହୋଇଛି। ଏଥିରେ ଏକାଧିକ ଲୋକଙ୍କ ଟିଣ ଛପର ଉଡ଼ିଯିବା ସହ କେତେକ ଘର ଭାଙ୍ଗିଥିବା…

ରାଇକିଆ ବସଷ୍ଟାଣ୍ଡ ପାଲଟିଛି ଅସ୍ଥାୟୀ ପରିବା ମାର୍କେଟ

ରାଇକିଆ,୨୦।୪(ଡି.ଏନ୍‌.ଏ.): କରୋନା ପାଇଁ ସମଗ୍ର ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଫଳରେ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ରାସନ ଓ ପରିବା ଦୋକାନ ଖୋଲା ରହୁଛି । ଭିଡ଼ ଏବଂ ସାମାଜିକ ଦୂରତ୍ୱକୁ ଦୃଷ୍ଟିରେ ରଖି ଅସ୍ଥାୟୀ ଭାବେ ବସ୍‌ଷ୍ଟାଣ୍ଡ ପରିସରରେ…

କୋଭିଡ୍‌ ଫଣ୍ଡକୁ ସହାୟତା ସହ ମାସ୍କ, ସାବୁନ ବାଣ୍ଟୁଛନ୍ତି ସୁଦର୍ଶନ

ରାଇକିଆ,୧୯ା୪(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ବ୍ଲକ ଗମାଣ୍ଡି ଅଞ୍ଚଳର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସୁଦର୍ଶନ ମଲ୍ଲିକ କୋଭିଡ୍‌ ଫଣ୍ଡକୁ ସହାୟତା ସହ ସାବୁନ ଓ ମାସ୍କ ବାଣ୍ଟି ଉଦାହରଣ ସୃଷ୍ଟି କରିଛନ୍ତି। ସୁଦର୍ଶନ ରବିବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍‌)କୁ ୧୦,୫୦୦…

ଶ୍ରମିକ କାର୍ଡ଼ ହିତାଧିକାରୀଙ୍କୁ ସହାୟତା ବଣ୍ଟନ

ଖଜୁରିପଡା,୧୯ା୪(ଡି.ଏନ.ଏ.)- ଖଜୁରିପଡା ବ୍ଲକର ୧୪ ପଞ୍ଚାୟତରେ ବିଡ଼ିଓ ରବୀନ୍ଦ୍ରନାଥ କହଁରଙ୍କ ତତ୍ତ୍ବାବଧାନରେ ଘରଘର ବୁଲି ଶ୍ରମିକ କାର୍ଡ ହିତାଧିକାରୀଙ୍କୁ ୧୫ ଶହ ଟଙ୍କା ଲେଖାଏ ବଣ୍ଟନ କରାଯାଉଛି। ଗୁରୁବାର ସୁଡ୍ରୁକୁମ୍ପା ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଲଛମନ କହଁର ଓ ସମାଜସେବୀ ଶିବପ୍ରସାଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri