କନ୍ଧମାଳ

ବିଦ୍ୟୁତ୍‌ ବିଭ୍ରାଟ: ଛାତ୍ରୀଛାତ୍ରଙ୍କ ପରୀକ୍ଷା ନିକଟ, ଚିନ୍ତାରେ ଅଭିଭାବକ

ଦାରିଙ୍ଗବାଡ଼ି,୨୨ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଘନଘନ ବିଦ୍ୟୁତ୍‌କାଟକୁ ନେଇ ଜନ ଅସନ୍ତୋଷ ଦାନା ବାନ୍ଧୁଛି। ଦୀର୍ଘ ଘଣ୍ଟା ଧରି ବିଦ୍ୟୁତ ଅଚଳ ଯୋଗୁ ବ୍ୟବସାୟ ପ୍ରତିଷ୍ଠାନ ସମେତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ଏକ ପ୍ରକାର ଠପ୍‌ ହେଇଯାଉଛି। ବିଶେଷ…

ସ୍କୁଲ ପିଲାଙ୍କ ଲାଗି ନଳକୂପ ସଜାଡ଼ିଲେ ସରପଞ୍ଚ

ଫୁଲବାଣୀ ଅଫିସ, ୧୭।୪: ସ୍କୁଲରେ ପାଣି ସମସ୍ୟା ଦୀର୍ଘ ଦୁଇ ବର୍ଷ ଧରି ଲାଗି ରହିଥିଲା। ଏବେ ଖରାଦିନ। ପାଣି ପାଇଁ ପିଲାମାନେ ବହୁ ଅସୁବିଧାର ସମ୍ମୁଖିନ ହେଉଥିଲେ। ଖବର ପାଇ ସ୍ଥାନୀୟ ସରପଞ୍ଚ ଗଁାର କେତେଜଣ ଲୋକଙ୍କୁ ନେଇ ସ୍କୁଲରେ…

ମହୁଲ ଚୋରାଚାଲାଣ: ଗାଡ଼ି ଜବତ, ଜଣେ ଗିରଫ

ବାଲିଗୁଡ଼ା,୧୬ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ପାଟ୍ରୋଲିଂ କରୁଥିବା ସମୟରେ ୫୨ ବସ୍ତା ମହୁଲ ଜବତ ହୋଇଛି। ଏହି ମହୁଲ ଚୋରାଚାଲାଣ ହେଉଥିବା କୌଣସି ସୂତ୍ରରୁ ଖବର ପାଇ ବୁଡାଗୁଡ଼ାରୁ ବାଲିଗୁଡ଼ାକୁ ଆସୁଥିବା ମହୁଲ ବୋଝେଇ ୪୦୭ ଗାଡ଼ି ନଂ.ଓଆର-୧୨-୨୫୮୬କୁ…

ଆଉ ୩ ଶିକ୍ଷକ ନିଲମ୍ବିତ

ଫୁଲବାଣୀ ଅଫିସ, ୧୪।୪: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ ଗ୍ରହଣ କେନ୍ଦ୍ରରେ ବେଆଇନ କାର୍ଯ୍ୟ କରିବା ଅଭିଯୋଗରେ ଜିଲାପାଳ ଡା.ବୃନ୍ଦା ଡି ଆଉ ୩ ଜଣ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି। ସେମାନେ ହେଲେ ତୁମୁଡିବନ୍ଧ ବ୍ଲକର ପ୍ରଧାନଶିକ୍ଷକ କାଳୁଚରଣ ମହାରଣା, ଚକାପାଦ…

ନିର୍ବାଚନରେ ବେଆଇନ କାର୍ଯ୍ୟ: ୨ ଶିକ୍ଷକ ନିଲମ୍ବିତ

ଫୁଲବାଣୀ ଅଫିସ, ୧୧ା୪: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ ଗ୍ରହଣ କେନ୍ଦ୍ରରେ ବେଆଇନ କାର୍ଯ୍ୟ କରିବା ୨ ଶିକ୍ଷକଙ୍କୁ ମହଙ୍ଗା ପଡିଛି ା ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ଡା.ବୃନ୍ଦା ଡି ସେମାନଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ନିଲମ୍ବିତ ଶିକ୍ଷକ…

ବିପଦରେ ବାଘ, ଏସ୍‌ଟିଏଫ୍‌ ଧରିଲାଣି ୨୭ ଛାଲ

ଭୁବନେଶ୍ୱର,(ବ୍ୟୁରୋ)/ଦାରିଙ୍ଗବାଡ଼ି/ବାଲିଗୁଡ଼ା, ୧୧।୪ (ଡି.ଏନ୍‌.ଏ): ରାଜ୍ୟରେ ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ ବେଧଡ଼କ ଚାଲିଛି। ଯେତେ ଚଢ଼ାଉ ହେଉଛି, ସେତେ ଧରାପଡୁଛି। ବିଶେଷକରି ବାଘ ବଂଶ ପ୍ରତି ବଡ଼ ବିପଦ ଦେଖାଦେଇଛି। ବନ୍ୟଜନ୍ତୁ ଶିକାରୀଙ୍କ ବିରୋଧରେ ସ୍ବତନ୍ତ୍ର ଅଭିଯାନ ଚଳାଇଥିବା କ୍ରାଇମବ୍ରାଞ୍ଚ…

ପ୍ରଦୀପ ମୁନି ବିଜେଡିରୁ ନିଲମ୍ବିତ

ଫୁଲବାଣୀ ଅଫିସ, ୯ା୪: ଫୁଲବାଣୀ ପୌର ପରିଷଦ ନିର୍ବାଚନରେ ଦଳ ବିରୋଧରେ କାମ କରିବା ଅଭିଯୋଗରେ କନ୍ଧମାଳ ଜିଲା ବିଜେଡି ସାଧାରଣ ସମ୍ପାଦକ ପ୍ରଦୀପ ମୁନିଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ(ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜ ଏକ…

ରାସ୍ତା ମଝିରେ ଖାଲଖମା

ବଲସକୁମ୍ପା,୭ା୪: ସରକାର ଗମନା ଗମନର ସୁବିଧା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ପିଚୁ ରାସ୍ତା ନିର୍ମାଣ କରୁଛନ୍ତି। ଯେଉଁ ସ୍ଥାନଗୁଡ଼ିକରେ ରାସ୍ତାରୁ ପିଚୁ ଉଠିଯାଇ ଖାଲଖମା ହୋଇଛି ତାହାକୁ ମରାମତି କରାଯାଉଛି। କିନ୍ତୁ କନ୍ଧମାଳ ଜିଲାରୁ ଭୁବନେଶ୍ୱରକୁ ସଂଯୋଗ…

କାଳବୈଶାଖୀରେ ଗଛ ପଡ଼ି ତାର ଛିଣ୍ଡିଲା, ବିଦ୍ୟୁତ୍‌ ସେବା ବ୍ୟାହତ

ଦାରିଙ୍ଗବାଡ଼ି,୬ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବୁଧବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଦାରିଙ୍ଗବାଡ଼ିର ରାଇକିଆଠାରୁ ବାଡାବାଙ୍ଗା ମଧ୍ୟରେ ବଡ଼ବଡ଼ ଗଛ ଭାଙ୍ଗିବା ସହ ଗଛ ପଡ଼ି ଅନେକ ବିଦ୍ୟୁତାର ଛିଣ୍ଡିଥିବା ଦେଖିବାକୁ ମିଳିଛି। ସେହିପରି ଉକ୍ତ ବ୍ଲକ…

ବିଚାରାଧୀନ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଫୁଲବାଣୀ ଅଫିସ,୪।୪: ଚିକିତ୍ସାରେ ଅବହେଲା ଯୋଗୁ ଫୁଲବାଣୀ ଜିଲା କାରାଗାରର ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଗ୍ରାମବାସୀଙ୍କ ସହ ପରିବାର ଲୋକେ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କରି ସୋମବାର ଗୋଚ୍ଛାପ ଥାନା…

ଗାଡ଼ି ଅପେକ୍ଷାରେ ଥିଲା ୩ କୁଇଣ୍ଟାଲ ୭୫ କେଜି ଗଞ୍ଜେଇ

ଫୁଲବାଣୀ ଅଫିସ, ୩ା୪: କନ୍ଧମାଳ ଜିଲା ଗୋଚ୍ଛାପଡା ଥାନା ପୋଲିସ କେରେଙ୍ଗେଲି ଛକରେ ଚଢ଼ାଉ କରି ୩ କୁଇଣ୍ଟାଲ ୭୫ କେଜି ଗଞ୍ଜେଇ ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୨ ଜଣ ଫେରାର୍‌…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା

ଫୁଲବାଣୀ ଅଫିସ/ଚକାପାଦ,୨୮ା୩: କନ୍ଧମାଳ ଜିଲା ଚକାପାଦ ଥାନା ପସରା ପଞ୍ଚାୟତରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି । ହତ୍ୟା ପରେ ମୃତଦେହକୁ ପୋତି ଦିଆଯାଇଛି। ମୃତକ ହେଲେ ଜୁଇଖୋଲ ଗ୍ରାମର ରଇବାରିଆ କହଁର(୬୫)। ସୋମବାର ଏହି ଘଟଣା ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?