କନ୍ଧମାଳ

ଅସହାୟଙ୍କୁ ରନ୍ଧାଖାଦ୍ୟ ଦେଲେ ବ୍ଲକ ଅଧ୍ୟକ୍ଷ

ଖଜୁରିପଡା,୧୯ା୪(ଡି.ଏନ୍‌.ଏ.)- ଖଜୁରିପଡା ବ୍ଲକ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର କହଁର ବିଭିନ୍ନ ପଞ୍ଚାୟତର ଗଁା ଗଁା ବୁଲି ଲୋକଙ୍କୁ ସାମାଜିକ ଦୂରତା ରକ୍ଷା, କାମ ନ ଥିଲେ ଘରୁ ନ ବାହାରିବା ଓ ମାକ୍ସ ବ୍ୟବହାର କରିବାକୁ ସଚେତନତା ବାର୍ତ୍ତା ବାଣ୍ଟୁଥିବାବେଳେ ପଞ୍ଚାୟତ…

ଲକ୍‌ଡାଉନ୍‌ରେ ରକ୍ତଦାନ ଶିବିର: ୧୪୧ ୟୁନିଟ ରକ୍ତ ସଂଗ୍ରହ

ରାଇକିଆ,୧୯ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ କଟକଣା ଯୋଗୁ ବିଭିନ୍ନ ରକ୍ତ ଭଣ୍ଡାରରେ ରକ୍ତାଭାବ ପରିଲକ୍ଷିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଇକିଆ ପୋଲିସ ଏବଂ ବଣିକ ସଂଘ ମିଳିତ ଭାବେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ। ଏଥିରେ ସ୍ବେଚ୍ଛାକୃତ ଭାବେ…

ଲକ୍‌ଡାଉନ୍‌ରେ ସକ୍ରିୟ ଚୋରା ମଦ ବେପାରୀ: ୪ ମହୁଲି ମଦ ଭାଟି ଭାଙ୍ଗିଲା ଜି.ଉଦୟଗିରି ପୋଲିସ

ଜି.ଉଦୟଗିରି,୧୯।୪(ଡି.ଏନ୍‌.ଏ.): କରୋନା ମୁକାବିଲାକୁ ନେଇ ଜାରି ରହିଥିବା ଲକ୍‌ ଡାଉନ୍‌ ସମୟରେ ପ୍ରାୟ ସବୁକିଛି ବନ୍ଦ ରହିଛି। ଏହାର ସୁଯୋଗ ନେଇ ଚୋରା ମଦ ବେପାରୀ ଜଙ୍ଗଲ ଭିତରେ ମଦ ଭାଟି କରି ମଦ ପ୍ରସ୍ତୁତ କରୁଛନ୍ତି। ତେଣୁ ଜି.ଉଦୟଗିରି ପୋଲିସ…

ନିର୍ମାଣ ଶ୍ରମିକଙ୍କୁ ମିଳିନି ସହାୟତା

ଫୁଲବାଣୀ ଅଫିସ,୧୯ା୪-କରୋନା ଲକ୍‌ଡାଉନ୍‌ରେ ଫୁଲବାଣୀ ସହରର ଅନେକ ନିର୍ମାଣ ଶ୍ରମିକ ସରକାରଙ୍କ ଘୋଷିତ ୧୫ଶହ ଟଙ୍କା ସହାୟତା ଅର୍ଥ ପାଇ ନ ଥିବା ଅଭିଯୋଗ କରି ଶନିବାର ଆଇଏନ୍‌ଟିୟୁସି ପକ୍ଷରୁ ଅତିରିକ୍ତ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ା ସହରର…

ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ କୋଭିଡ୍‌ ହସ୍ପିଟାଲ ପରିଦର୍ଶନ

ଫୁଲବାଣୀ ଅଫିସ, ୧୮ା୪- ରାଜ୍ୟର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶନିବାର ଫୁଲବାଣୀ ଗସ୍ତରେ ଆସି କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କରିଛନ୍ତି। ଉଭୟେ ମଧ୍ୟାହ୍ନ ପ୍ରାୟ ୧୨ଟାରେ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ…

ସଫେଇ କର୍ମଚାରୀ ସମ୍ମାନିତ

ବାଲିଗୁଡ଼ା,୧୮ା୪(ଡି.ଏନ୍‌.ଏ.)- ବାଲିଗୁଡ଼ା ଏନ୍‌ଏସିରେ କାର୍ଯ୍ୟରତ ୫୦ରୁ ଉର୍ଦ୍ଧ୍ୱ ମହିଳା ଓ ପୁରୁଷ ସଫେଇ କର୍ମଚାରୀଙ୍କୁ ଉପଢ଼ୌକନ ଦେଇ ସମ୍ମାନିତ କରିଛନ୍ତି ଫୁଲବାଣୀର ଯୁବ ସାମାଜିକ କର୍ମୀ ପ୍ରଶାନ୍ତ କୁମାର ସ୍ବାଇଁ। ସଂକ୍ରମଣ ରୋକିବାକୁ ସମସ୍ତଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଉଥିବାବେଳେ ଜରୁରୀ…

ଚାଷକାର୍ଯ୍ୟରୁ କଟକଣା ଉଠିବା ପରେ ଚାଷୀଙ୍କ ମଧ୍ୟରେ ଉତ୍ସାହ: ଦାରିଙ୍ଗବାଡ଼ିରେ ଚାଲିଛି ହଳଦୀ ଚାଷ

ଦାରିଙ୍ଗବାଡ଼ି,୧୮ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା ଅବଧି ବୃଦ୍ଧି ପାଇଛି ା ଆସନ୍ତା ମେ’୩ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ବଳବତ୍ତର ରହିଥିବା ବେଳେ ସରକାର ଚାଷକାର୍ଯ୍ୟ ପାଇଁ ଏହି ନିୟମକୁ କୋହଳ କରିଛନ୍ତି। ଫଳରେ ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ…

କରୋନା ପ୍ରତିହତ ପାଇଁ ସଚେତନ କଲେ ବିଧାୟକ, ପ୍ରଶାସନିକ ଅଧିକାରୀ

ବାଲିଗୁଡ଼ା,୧୮ା୪(ଡି.ଏନ୍‌.ଏ.): ମହାମାରୀ କରୋନା ଭୂତାଣୁ ରୋକିବା ନିମନ୍ତେ ସବୁସ୍ତରରେ ଲୋକଙ୍କୁ ସଚେତନ କରାଯାଉଛି। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାଇନପଡ଼ା ପଞ୍ଚାୟତର ବିଭିନ୍ନ ଗ୍ରାମରେ। ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁରଙ୍କ ସମେତ ବାଲିଗୁଡ଼ା…

ଲକ୍‌ଡାଉନ୍‌ ଯୋଗୁ ବଢ଼ିଛି ଦେଶୀ ମଦ ମାଫିଆଙ୍କ ପ୍ରାର୍ଦୁଭାବ: ଜଙ୍ଗଲରେ ଚଢ଼ାଉ କରି ୧୨୦୦ଲିଟର ମହୁଲ ପୋଚ ନଷ୍ଟ କଲା ବାଲିଗୁଡ଼ା ପୋଲିସ, ଜଣେ ଗିରଫ

ବାଲିଗୁଡ଼ା,୧୮।୪.(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା କଟପଡ଼ି ଜଙ୍ଗଲରେ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇଛି। ଏଥିରେ ପୋଲିସ ୧୨୦୦ ଲିଟର ମହୁଲ ପୋଚ ସହ ମଦ ରନ୍ଧା ସାମଗ୍ରୀ ନଷ୍ଟ କରିଛି । ଘଟଣା ସ୍ଥଳରୁ ୩୦ ଲିଟର ରନ୍ଧା ଦେଶୀ…

ଜି.ଉଦୟଗିରିରେ ଘୂର୍ଣ୍ଣିଝଡ଼, କୁଆପଥର ବର୍ଷା

ଜି.ଉଦୟଗିରି, ୧୮।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ସହରରେ ଶୁକ୍ରବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ସାଙ୍ଗକୁ କୁଆପଡ଼ର ବର୍ଷା ହୋଇଥିଲା। ପ୍ରାୟ ଏକ ଘଣ୍ଟାଧରି ଏହି ଘୂର୍ଣ୍ଣିଝଡ଼ ଓ କୂଅପଥର ବର୍ଷା ଫଳରେ ସହରର ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଭାଙ୍ଗିଯାଇଛି…

ସଫେଇ କର୍ମଚାରୀଙ୍କୁ ବି ଛାଡ଼ିଲାନି ପୋଲିସ: ମାଡ଼ ପ୍ରତିବାଦରେ କାର୍ଯ୍ୟବନ୍ଦ, ମିଳିଲା କାର୍ଯ୍ୟାନୁଷ୍ଠାନ ପ୍ରତିଶ୍ରୁତି

ଫୁଲବାଣୀ ଅଫିସ, ୧୮ା୪- ଲକ୍‌ଡାଉନ୍‌ରେ ସାମାଜିକ ଦୂରତ୍ୱ ରକ୍ଷା କରିବା ନିମନ୍ତେ ପୋଲିସ ବିଭାଗର କେତେଜଣ ତଳିଆ କର୍ମଚାରୀ କିଛି ନ ବୁଝି ଲୋକଙ୍କୁ ମାଡ଼ ମାରୁଛନ୍ତି। ଶୁକ୍ରବାର ଫୁଲବାଣୀ ପୌର ପରିଷଦର ଜଣେ କର୍ମଚାରୀଙ୍କୁ ମାଡ଼ ମରାଯାଇଛି। ଏହା ପ୍ରତିବାଦରେ…

ଏମ୍‌ଜିଏନ୍‌ଆର୍‌ଜିଏସ୍‌ରେ ଆରମ୍ଭ ହେଲା କାମ

ଦାରିଙ୍ଗବାଡ଼ି,୧୮।୪(ଡି.ଏନ.ଏ)- କରୋନା ଯୋଗୁ ଶ୍ରମିକମାନେ ବିଶେଷ କ୍ଷତିଗ୍ରସ୍ତ ହୋଇଛନ୍ତି। ସେମାନଙ୍କୁ ରୋଜଗାରକ୍ଷମ ଏବଂ ବ୍ଲକର ବିଭିନ୍ନ ପଞ୍ଚାୟତରେ ଉନ୍ନୟନ କାର୍ଯ୍ୟ ତ୍ୱରାନ୍ନିତ କରିବାକୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମ ଆରମ୍ଭ ହୋଇଛି। ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ସହ ଜିଲାପ୍ରଶାସନର ସହଭାଗିତାରେ ଅନ୍ତରଙ୍ଗ ଯୁବ ସଂଘ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri