କନ୍ଧମାଳ

ବିଜେଡିର ମାତ୍ରାଧିକ ଆତ୍ମବିଶ୍ୱାସର ଫାଇଦା ନେଲା ଭାଜପା

ଫୁଲବାଣୀ ଅଫିସ,୨୮।୩: ଫୁଲବାଣୀ ପୌର ପରିଷଦ ଗଠନ ହେବା ପରଠାରୁ ଏହା ବିଜେଡି ହାତରେ ଥିଲାା ଚଳିତଥର ମଧ୍ୟ ବିଜେଡି ଏହାକୁ ଜିତି ହାଟ୍ରିକ କରିବ ବୋଲି ଆଶା କରିଥିଲା ା ହେଲେ ସେପରି ହେଲାନାହିଁ ା ବିଜେଡି ହାତରୁ ଭାଜପା…

ବାଲିଗୁଡ଼ା ଏନ୍‌ଏସିରେ ବିଜେଡିର ବାଜିମାତ୍‌ : ଖାତା ଖୋଲିପାରିଲାନି ଭାଜପା

ବାଲିଗୁଡ଼ା,୨୬ା୩(ଡି.ଏନ୍‌.ଏ.): ପୌର ନିର୍ବାଚନରେ ପୁଣି ବିଜେଡିର ବାଜିମାତ୍‌। କନ୍ଧମାଳ ଜିଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ବିଜେଡି ବିପୁଳ ବିଜୟ ହାସଲ କରିଛି। ବ୍ଲକ ସଭାପତି ଟୁନା ଦାସଙ୍କ ନେତୃତ୍ୱରେ ବାଲିଗୁଡ଼ା ବିଜେଡି ଅଧ୍ୟକ୍ଷ ପ୍ରାର୍ଥୀ ୫୯୯୧ ଭୋଟ୍‌ରେ ବିଜୟ ଲାଭ…

ଫୁଲବାଣୀରେ ଭାଜପା, ବାଲିଗୁଡା-ଜି.ଉଦୟଗିରିରେ ବିଜେଡି ହାତେଇଲା ଅଧ୍ୟକ୍ଷ ପଦ

ଫୁଲବାଣୀ ଅଫିସ୍‌/ଜି.ଉଦୟଗିରି(ଡି.ଏନ୍‌.ଏ.),୨୬ା୩: କନ୍ଧମାଳ ଜିଲାରେ ଫୁଲବାଣୀ ପୌର ପରିଷଦ ନିର୍ବାଚନ ଏବଂ ବାଲିଗୁଡା ଏନ୍‌ଏସି ନିର୍ବାଚନ ଭୋଟ ଗଣତି ଶେଷ ହୋଇଛି। ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା ପଦକୁ ଭାଜପା ହାତେଇଥିବା ବେଳେ ବାଲିଗୁଡାରେ ବିଜେଡି ଏହାକୁ ନିଜ ପକ୍ଷରେ ରଖିଛି।…

ପ୍ରାର୍ଥନା, ଅନ୍ୟାନ୍ୟ କାର୍ଯ୍ୟକ୍ରମରୁ ବଞ୍ଚିତ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୨୪।୩(ଡି.ଏନ.ଏ): ଛାତ୍ରୀଛାତ୍ରଙ୍କ ମୂଳମନ୍ତ୍ର ହେଲା ଶିକ୍ଷାନୁଷ୍ଠାନଗୁଡ଼ିକରୁ ବିଦ୍ୟା ପ୍ରାପ୍ତ କରିବା ସହ ଖେଳକୁଦ, ସାମାଜିକ ଜ୍ଞାନ, କବିତା, ଚିତ୍ରାଙ୍କନ, ଦେଶବିଦେଶର ସୂଚନା ସମ୍ପର୍କରେ ଶିକ୍ଷା ଲାଭ କରିବା। ସକାଳେ ନିଜ ବିଦ୍ୟାଳୟକୁ ପ୍ରବେଶ କରି ପଢ଼ା ଆଗରୁ ପ୍ରଥମେ ସାମୂହିକ ପ୍ରାର୍ଥନା…

ଦାରିଙ୍ଗବାଡ଼ି ଉପାଧ୍ୟକ୍ଷା ହେଲେ ସସ୍ମିତା

ଦାରିଙ୍ଗବାଡ଼ି,୨୩ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଉପାଧ୍ୟକ୍ଷ ଭାବେ ପୁଣି ବିଜେଡିର ବିଜୟ ହୋଇଛି। ଦଳର ସିଆଙ୍ଗବାଲି ସମିତିସଭ୍ୟା ସସ୍ମିତା ପ୍ରଧାନ ଦାରିଙ୍ଗବାଡ଼ି ବ୍ଲକ ଉପାଧ୍ୟକ୍ଷ ଭାବେ ବିଜୟୀ ହୋଇଛନ୍ତି। ସସ୍ମିତା ୨୫ ସମିତି ସଦସ୍ୟଙ୍କ ମଧ୍ୟରୁ ୧୯ଟି ଭୋଟ୍‌ ପାଇ…

ବିଜେଡିର ୨ ପୂର୍ବତନ କାଉନସିଲର ନିଲମ୍ବିତ

ଫୁଲବାଣୀ ଅଫିସ,୨୨।୩: କନ୍ଧମାଳ ଜିଲା ବିଜେଡି ସଭାପତି ସରୋଜ କର୍ଣ୍ଣ ମଙ୍ଗଳବାର ଫୁଲବାଣୀ ସହରର ୩ ନମ୍ବର ୱାର୍ଡର ପୂର୍ବତନ କାଉନସିଲର ତଥା ବିଜେଡି ନେତା ଭାଗବତ ବେହେରା ଓ ଦଶ ନମ୍ବର ୱାର୍ଡର ପୂର୍ବତନ କାଉନସିଲର ଶ୍ରୀବଚ୍ଛ ବେହେରାଙ୍କୁ ଦଳରୁ…

ଅଧ୍ୟକ୍ଷା ପଦବୀ ହାତେଇବାକୁ ସବୁ ଦଳର ପ୍ରୟାସ

ଫୁଲବାଣୀ ଅଫିସ, ୧୭ା୩: ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା ପଦବୀ ହାତେଇବା ଲାଗି ତିନି ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଓ ଭାଜପା ପକ୍ଷରୁ ଜୋରଦାର ପ୍ରୟାସ ଚାଲିଛି। ହେଲେ ଏଠାରେ ତ୍ରିମୁଖୀ ନୁହେଁ ଦ୍ୱିମୁଖୀ ଶାସକ ବିଜେଡି ଏବଂ କଂଗ୍ରେସ…

ନିରାଶ ହେଲେ ଆଶାୟୀ

ଫୁଲବାଣୀ ଅଫିସ, ୧୪ା୩: କନ୍ଧମାଳ ଜିଲା ପରିଷଦ ଅଧ୍ୟକ୍ଷ ପଦବୀ କିଏ ହାତେଇବେ ଏହାକୁ ନେଇ ଆଲୋଚନା ଜୋର ଧରିଥିଲା। ଶେଷରେ ବାଲିଗଡ଼ା ୧୫ ନମ୍ବର ଜୋନ ବିଜେଡି ପ୍ରାର୍ଥୀ ନନ୍ଦିନୀ ମଳିକ ଏହି ପଦବୀ ହାତେଇବାରେ ସକ୍ଷମ ହୋଇଛନ୍ତି। ଆଗରୁ…

ଜିଲାପରିଷଦ ସଭାପତି ନିର୍ବାଚନ: ଗଞ୍ଜାମ ଅଞ୍ଜଳି, ଗଜପତି ଜି. ତିରୁପତି, କନ୍ଧମାଳ ନନ୍ଦିନୀ

ଛତ୍ରପୁର/ପାରଳାଖେମୁଣ୍ଡି (ଡି.ଏନ୍‌.ଏ.)/ ଫୁଲବାଣୀ ଅଫିସ୍‌, ୧୪ା୩: ଗଞ୍ଜାମ ଜିଲା ପରିଷଦ ସଭାପତି ଭାବେ ଅଞ୍ଜଳି ସ୍ବାଇଁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅଞ୍ଜଳି ଧରାକୋଟ ବ୍ଲକର ୩୧ ନମ୍ବର ଜୋନ୍‌ରୁ ଜିଲା ପରିଷଦ ସଭ୍ୟା ନିର୍ବାଚିତ ହୋଇଛନ୍ତି। ଜିଲା ପରିଷଦ ସଭାପତି ନିର୍ବାଚନରେ…

ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ହେଲେ ସୁଶାନ୍ତ

ଦାରିଙ୍ଗବାଡ଼ି,୧୨ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ପଦବୀ ବିଜେଡି ହାତେଇଛି। ଏହି ପଦରେ ବିଜେଡିର ସୁଶାନ୍ତ କୁମାର ପ୍ରଧାନ ବିଜୟୀ ହୋଇଛନ୍ତି। ସେ ୨୫ ସମିତିସଭ୍ୟଙ୍କ ମଧ୍ୟରୁ ୧୭ଟି ଭୋଟ୍‌ ପାଇ ବିଜୟ ହୋଇଛନ୍ତି। ତାଙ୍କ ବିପକ୍ଷରେ ତତ୍କାଳୀନ ବ୍ଲକ…

ବାଲିଗୁଡ଼ା ପୌରପରିଷଦ ପାଇଁ ପ୍ରାର୍ଥୀ ଦେଲା ବିଜେଡି

ବାଲିଗୁଡ଼ା,୬ା୩(ଡି.ଏନ୍‌.ଏ.): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଜିଲା ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ମୋହର ବାଜିବା ପରେ ରବିବାର କନ୍ଧମାଳ ଜିଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରଷଦର ୧୩ଟି ଓ୍ବାର୍ଡ ଓ ଅଧ୍ୟକ୍ଷ ପଦ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ…

ଅଜ୍ଞାତବାସରେ ୧୫ସମିତି ସଦସ୍ୟ, ଭାଇରାଲ ହେଲା ଫଟୋ

ଦାରିଙ୍ଗବାଡି,୩।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତିର ଅଧ୍ୟକ୍ଷ ପଦ ହାତେଇବାକୁ ପ୍ରୟାସ ଜୋରଦାର ଆରମ୍ଭ ହୋଇଛି । ବିଜେଡି ପକ୍ଷରୁ ଶ୍ରାନିକେତା ସମିତିସଭ୍ୟ ତଥା ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନଙ୍କ ସାନଭାଇ ସୁଶାନ୍ତ କୁମାର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଉଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?