ଚତୁର୍ଥ ଶ୍ରେଣୀ କର୍ମଚାରୀ ସଂଘର କର୍ମକର୍ତ୍ତା ନିର୍ବାଚନ
ବାଲିଗୁଡ଼ା,୨୦।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ନିଖିଳ ଉତ୍କଳ ଚତୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ରାଜ୍ୟ ସଭାପତି ସରୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟର ସଭାଗୃହ ପରିସରରେ ଅନୁଷ୍ଠିତ ହୋଇଯାଇଛି...
ଅବ୍ୟବସ୍ଥାରେ ମାର୍ଦ୍ଦିପଙ୍କା ପ୍ରାଥମିକ ବିଦ୍ୟାଳୟ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ, ୨୦।୧(ଡି.ଏନ୍.ଏ.)-ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ତଥା ମାଓବାଦୀ ପ୍ରବଣ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। ଛାତ୍ରୀଛାତ୍ରଙ୍କୁ ଅତି ନିମ୍ନମାନର ଖାଦ୍ୟ ଦିଆଯାଉଛି। ବିଭାଗୀୟ ଅଧିକାରୀ ପରିଦର୍ଶନରେ ଯାଉ ନ ଥିବାବେଳେ ଶିକ୍ଷକମାନେ ନିୟମିତ ଆସୁ ନାହାନ୍ତି। ଏଭଳି ଦେଖିବାକୁ...
ଫିରିଙ୍ଗିଆରେ ଯବାନ-ମାଓବାଦୀ ଗୁଳି ବିିନିମୟ: ଖସି ଗଲେ ମାଓବାଦୀ ନେତା ମମତା, ସୁକ୍ରୁ, ବଣ୍ଟି
ଫୁଲବାଣୀ ଅଫିସ, ୨୦ା୧- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ଅଞ୍ଚଳରେ ମାଓବାଦୀମାନେ ସକ୍ରିୟ ରହିଛନ୍ତି। ଅଡନସୁଗା, ସାଉଲପଡା-ଲଦାପଦର ରାସ୍ତା ଓଡାବାଲି ଜଙ୍ଗଲରେ ଏସ୍ଓଜି ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଶୁକ୍ରବାର ସକାଳେ ଓ ସନ୍ଧ୍ୟାରେ ଦୁଇଥର ଗୁଳି ବିନିମୟ...
ବୋଲେରୋ ଓଲଟି ୪ ଗୁରୁତର
ଶଙ୍କରାଖୋଲ,୧୯ା୧(ଡି.ଏନ୍.ଏ.)- କନ୍ଧମାଳ ଜିଲା ଟିକାବାଲି ଥାନା ଶଙ୍କରାଖୋଲ ନିକଟ ଡୁମ୍ବୁରିନାଳ ପୋଲଠାରେ ରବିବାର ରାତି ପ୍ରାୟ ୯ଟାରେ ଏକ ବୋଲେରୋ ଓଲଟି ପଡ଼ିବାରୁ ୪ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଚକାପାଦ ଗ୍ରାମର ଭବାନୀ ଶଙ୍କର ସାହାଣୀ, କାବାଲାଗଁାର...
ଯବାନ-ମାଓବାଦୀ ଗୁଳି ବିିନିମୟ
ଫୁଲବାଣୀ ଅଫିସ, ୧୯ା୧-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ନିକଟ ଜଙ୍ଗଲରେ ଏସ୍ଓଜି ଯବାନ ଏବଂ ମାଓବାଦୀ ଶୁକ୍ରବାର ମୁହାଁମୁହିଁ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲେ ହେଁ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ମାଓବାଦୀମାନେ କ୍ୟାମ୍ପ...
କୋର୍ଟ କାର୍ଯ୍ୟ ତଦାରଖ କଲେ ହାଇକୋର୍ଟ ବିଚାରପତି
ଫୁଲବାଣୀ ଅଫିସ, ୧୯ା୧-ଓଡିଶା ହାଇକୋର୍ଟ ବିଚାରପତି ବିଶ୍ୱନାଥ ରଥ ଶନିବାର ଫୁଲବାଣୀ କୋର୍ଟ କାର୍ଯ୍ୟ ତଦାରଖ କରିଛନ୍ତି। ଏଥିସହ ନୂଆ କୋର୍ଟ ପାଇଁ ବିଶିପଡାଠାରେ ଚିହ୍ନଟ ହୋଇଥିବା ପ୍ରସ୍ତାବିତ ସ୍ଥାନ ବୁଲି ଦେଖିଛନ୍ତି। ଶୁକ୍ରବାର ରାତି ପ୍ରାୟ ସାଢ଼େ ୯ଟାବେଳେ...
ମୋ ସରକାର କାର୍ଯ୍ୟକ୍ରମର ତଦାରଖ
ଫୁଲବାଣୀ ଅଫିସ, ୧୮ା୧-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ମୋ ସରକାର କାର୍ଯ୍ୟକ୍ରମ କିପରି ଚାଲିଛି ତା’ର ତଦାରଖ କରିଛନ୍ତି ସଚିବସ୍ତରୀୟ ଏକ ଟିମ୍ ା ଶୁକ୍ରବାର ବିଭାଗୀୟ ଉପ ସଚିବ ଡା. ଯସ୍ମିନ ପଟ୍ଟନାୟକ ଏବଂ ଯୁଗ୍ମ ନିର୍ଦ୍ଦେଶକ ଡା....
ଜିଆର୍ଏସ୍ ସଂଯୁକ୍ତା ହତ୍ୟା ମାମଲା,୨ ମିଲିସିଆ ଗିରଫ
ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୮ା୧- ସାଧାରଣ ନିର୍ବାଚନ ବେଳେ କନ୍ଧମାଳ ଜିଲା ଗୋଚ୍ଛାପଡା ଥାନା ଅଞ୍ଚଳରେ ଜିଆର୍ଏସ୍ ସଂଯୁକ୍ତା ଦିଗାଲଙ୍କୁ ମାଓବାଦୀମାନେ ହତ୍ୟା କରିଥିଲେ। ଏହି ଘଟଣାରେ ଗୋଚ୍ଛାପଡା ଥାନା ପୋଲିସ ୨ ମିଲିସିଆଙ୍କୁ ଗିରଫ କରିଛି। ସେମାନେ ହେଲେ ପାଙ୍ଗା...
ବାଲିଗୁଡ଼ାରେ ନୂତନ ଉପଜିଲାପାଳ ଭାବେ ଯୋଗଦେଲେ ଦେବେନ୍ଦ୍ର
ବାଲିଗୁଡା, ୧୭।୧.(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡରେ ଦୀର୍ଘଦିନ ଧରି ଉପ ଜିଲାପାଳ ପଦବୀ ଖାଲି ପଡିଥିଲା। ବାଲିଗୁଡ଼ାରେ ନୂତନ ଉପଜିଲାପାଳ ଭାବେ ଶୁକ୍ରବାର ଦେବେନ୍ଦ୍ର କୁମାର ନନ୍ଦ(ଓଏଏ୍ସ)ଦାୟିତ୍ୱ ଗ୍ରହଣ କରିଛନ୍ତିି l ଏହା ପୂର୍ବରୁ ସେ ସମ୍ବଲପୁର ମ୍ୟୁନିସିପାଲିଟିରେ...
ମାଟ୍ରିକ୍ ପରୀକ୍ଷାରୁ ବଞ୍ଚିତ ହେବେ ୧୪ ଛାତ୍ରୀଛାତ୍ର
ଦାରିଙ୍ଗବାଡ଼ି,୧୭।୧(ଡି.ଏନ.ଏ)- ଗତବର୍ଷ ମାଟ୍ରିକ ରେଜଲ୍ଟ ଖରାପକୁ ନେଇ କନ୍ଧମାଳ ଜିଲାର ସମସ୍ତ ଉଚ୍ଚ ବିଦ୍ୟାଳୟରେ ଚିନ୍ତାଜନକ ପରିସ୍ଥିତି ଉପୁଜିଥିବାବେଳେ ଚଳିତବର୍ଷ ଚୟନ କରି ଛାତ୍ରୀଛାତ୍ରଙ୍କୁ ବୋର୍ଡ଼ ପରୀକ୍ଷା ପାଇଁ ଫର୍ମ ଫିଲ୍ଅପ୍ କରାଯାଉଥିବାରୁ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ଗୁରୁବାର...
୪୦୪ ସ୍କୁଲରେ ନାହିଁ ରୋଷେଇ ଘର
ଫୁଲବାଣୀ ଅଫିସ, ୧୭ା୧- ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ଦେବାପାଇଁ ବିଦ୍ୟାଳୟ ପରିସରରେ ରୋଷେଇ ଗୃହ ନିର୍ମାଣ ପାଇଁ ନିର୍ଦ୍ଦେଶ ରହିଛି। ହେଲେ କନ୍ଧମାଳ ଜିଲାରେ ଚାଲିଛି ମନମୁଖୀ କାର୍ଯ୍ୟ। କେତେକ ବିଦ୍ୟାଳୟରେ ଅସ୍ବାସ୍ଥ୍ୟକର ପରିବେଶରେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ ହେଉଛି।...
ଆଦିବାସୀ ସାଂସ୍କୃତିକ କାର୍ଯ୍ୟକ୍ରମରେ କନ୍ଧମାଳ ପ୍ରଥମ
ଫୁଲବାଣୀ ଅଫିସ, ୧୬ା୧-କୋଚିନ୍ଠାରେ ଚାଲିଥିବା ୧୨ତମ ଜାତୀୟସ୍ତରୀୟ ଆଦିବାସୀଙ୍କ ଭାବ ଆଦାନପ୍ରଦାନ କାର୍ଯ୍ୟକ୍ରମରେ କନ୍ଧମାଳ ଜିଲାକୁ ସଫଳତା ମିଳିଛି ା ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଚକାପାଦ ବ୍ଲକ କରୁକାସ୍କା ଗ୍ରାମର ନୀଳଚକ୍ର ଯୁବକ ସଂଘର କଳାକାରମାନେ ସେମାନଙ୍କ କଳା...
Archives


