ମନ୍ଦିରରେ ଭିଡ, ୫ ଜଣଙ୍କ ନାମରେ ମାମଲା
ଫୁଲବାଣୀ ଅଫିସ, ୧୩ା୪- ଲକଡ଼ାଉନ ପାଇଁ ମନ୍ଦିରରେ ଭିଡ ଜମାଇବାକୁ ବାରଣ କରାଯାଇଛି। ହେଲେ ପଣା ସଂକ୍ରାନ୍ତିରେ ଏହାକୁ ନ ମାନି ମନ୍ଦିରରେ ଭିଡ ଜମାଇଥିବାରୁ ଫୁଲବାଣୀ ଆଦର୍ଶ ଥାନା ପୋଲିସ ପୂଜକଙ୍କ ସହ କର୍ମକର୍ତ୍ତାଙ୍କ ନାମରେ ମାମଲା ରୁଜୁ କରିଛି।…
ସ୍ବେଚ୍ଛାସେବୀଙ୍କୁ ଧରି ସଚେତନ କଲା ପୋଲିସ
ଫୁଲବାଣୀ ଅଫିସ, ୧୩ା୪- ଫୁଲବାଣୀ ସହରରେ ପୋଲିସ ସୋମବାର ଟିମ୍ ହ୍ୟୁମାନିଟ୍ର ସ୍ବେଚ୍ଛାସେବୀଙ୍କୁ ଧରି କରୋନା ସଚେତନ କରିଛି। ଟିମ୍ର ସଦସ୍ୟ ସାଇରାମ ପାତ୍ର, ହିମାଂଶୁ ନାୟକ, ଲମ୍ବୋଦର ରଥ, ଏସ୍. କେ. ଅବଦୁଲ୍ ସାକିର ପ୍ରମୁଖ କରୋନା ଚିତ୍ରକଳା ଥିବା…
କରୋନା ମୁକାବିଲା ବୈଠକ: ଯୋଗଦେଲେ ବିଭିନ୍ନ ସମ୍ପ୍ରଦାୟ, ଲୋକ ପ୍ରତିନିଧି
ଦାରିଙ୍ଗବାଡ଼ି,୧୩।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ସଭାଗୃହରେ କରୋନା ସଂକ୍ରମଣ ପ୍ରତିହତ ଏବଂ ଏହା ସଂକ୍ରମଣ ହେଲେ ପ୍ରଶାସନ ଏବଂ ଜନସାଧାରଣଙ୍କ ଦ୍ୱାରା କ’ଣ ସବୁ ପଦକ୍ଷେପ ନିଆଯିବା ଆବଶ୍ୟକ ସେନେଇ ଆଲୋଚନା ହୋଇଯାଇଛି। ବିଡିଓ ଡ. ଜଗଦୀଶ ଷଡ଼ଙ୍ଗୀ ବୈଠକର ଉଦ୍ଦେଶ୍ୟ…
ମହାବିଷୁବ ସଂକ୍ରାନ୍ତି: ଭକ୍ତଙ୍କୁ ମନ୍ଦିର ମନା, ୬ ଟିମ୍ ରଖିଛି କଡ଼ା ନଜର
ଦାରିଙ୍ଗବାଡ଼ି,୧୩ା୪(ଡି.ଏନ୍.ଏ.) : କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇର୍ଁ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବା ପାଇଁ ସ୍ଥାନୀୟ ପୋଲିସ ପ୍ରଶାସନ ଏବଂ ତହସିଲଦାର, ବିଡିଓଙ୍କ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୋମବାର…
ହଳଦୀ ଅମଳ ପାଇଁ ଜଙ୍ଗଲରେ ବିତୁଛି ଜୀବନ: ବିକ୍ରିନେଇ ଚିନ୍ତାରେ ଚାଷୀ
ଦାରିଙ୍ଗବାଡ଼ି,୧୦।୪(ଡି.ଏନ୍.ଏ.)- ଏବେ କନ୍ଧମାଳରେ ହଳଦୀ ଅମଳ ସମୟ। ପ୍ରକୃଷ୍ଟ ସମୟ ବିତିଗଲେ ଚାଷୀଙ୍କୁ ହଜାର ହଜାର ଟଙ୍କାର କ୍ଷତି ସହିବାକୁ ପଡ଼ିବ। ଚାଷୀର ମେରୁଦଣ୍ଡ କୁହାଯାଉଥିବା ହଳଦୀ ଚାଷରୁ ଭଲ ରୋଜଗାର ହେଉଥିବାବେଳେ ଏବେ କରୋନା ପାଇଁ କିଭଳି ବିକ୍ରି ହେବ…
ପୋଲିସ ସାଇରନ୍ ଶୁଣି ଦୌଡ଼ିବା ବେଳେ ତଳେ ପଡ଼ି ଜଣଙ୍କ ଜୀବନ ଗଲା
ବେଗୁନିଆପଡ଼ା,୧୨ା୪(ଡି.ଏନ୍.ଏ.): ବର୍ତ୍ତମାନ ପୋଲିସ ସାଇରନ ଲୋକଙ୍କ ମନରେ ଛନକା ସୃଷ୍ଟି କରିଛି। ଏହି ସାଇରନ୍ ଶୁଣି କନ୍ଧମାଳ ଜିଲା ବେଗୁନିଆପଡ଼ା ଫାଣ୍ଡି ଅନ୍ତର୍ଗତ ଖଣ୍ଡିଆନଈ ପଞ୍ଚାୟତର ତିରିଡ଼ା ଗ୍ରାମରେ ରବିବାର ଜଣଙ୍କର ମୃତ୍ୟୁ ଘଟିଛି। ପ୍ରାପ୍ତ ସୂଚନାନୁଯାୟୀ, ଉକ୍ତ ଗ୍ରାମର କୃଷ୍ଣ…
ବାରଣ ସତ୍ତ୍ୱେ ଘରକୁ ଫେରୁଛନ୍ତି ବହିରାଗତ: ୭ ଭୁବନେଶ୍ୱର ଫେରନ୍ତା କ୍ୱାରାଣ୍ଟାଇନ୍ରେ
ଦାରିଙ୍ଗବାଡ଼ି,୧୨।୪(ଡି.ଏନ.ଏ)- କରୋନା ପାଇଁ ସମସ୍ତ ଜିଲାର ସୀମାକୁ ସିଲ୍ କରାଯାଇଛି। ଜିଲା ପ୍ରଶାସନର ବାରଣ ସତ୍ତ୍ୱେ ବିଭିନ୍ନ ସ୍ଥାନରୁ ପାସ ହାସଲ କରି ଭଡ଼ାଗାଡ଼ି ନେଇ ଲୋକେ ଘରକୁ ଫେରୁଛନ୍ତି। ଏଭଳି ଏକ ଘଟଣା ଘଟିଛି ଦାରିଙ୍ଗବାଡ଼ି ଅଞ୍ଚଳରେ। ଭୁବନେଶ୍ୱର ଅଞ୍ଚଳରେ…
ମା’ ଗୃହରେ ବି ସାମାଜିକ ଦୂରତ୍ୱ
ଫୁଲବାଣୀ ଅଫିସ, ୧୨ା୪- କରୋନାକୁ ପ୍ରତିହତ କରିବା ପାଇଁ ସବୁଠି ସଚେତନତା କରାଯାଉଛି । ମା’ ଗୃହ ମଧ୍ୟ ଏଥିରୁ ବାଦ୍ ପଡିନାହିଁ। ଅପହଞ୍ଚ ଅଞ୍ଚଳର ଗର୍ଭବତୀମାନଙ୍କର ଆନୁଷ୍ଠାନିକ ପ୍ରସବକୁ ସୁନିଶ୍ଚିତ କରିବା ପାଇଁ ମା’ଗୃହ କରାଯାଇଛି । ସେଠାରେ କାର୍ଯ୍ୟରତ…
ବିଶୋଧନ ହେଲା ଅସ୍ଥାୟୀ କୋଭିଡ୍ ହସ୍ପିଟାଲ
ଶଙ୍କରାଖୋଲ,୧୧ା୪(ଡି.ଏନ୍.ଏ.)- ଶଙ୍କରାଖୋଲ ଠାରେ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ଅସ୍ଥାୟୀ ଭାବେ କୋଭିଡ ହସ୍ପିଟାଲ କରାଯାଇଛି। ଶନିବାର ଚକାପାଦ ଅଗ୍ନିଶମ ବିଭାଗ ପକ୍ଷରୁ ଏହାକୁ ସୋଡିୟମ ହାଇପୋକ୍ଲୋରାଇଡ ମିଶ୍ରଣ ସିଞ୍ଚନ କରି ବିଶୋଧନ କରାଯାଇଛି। ଟିମ୍ ହ୍ୟୁମାନିଟ୍ର ସଦସ୍ୟ ରାଜେଶ…
କରୋନା ମୁକାବିଲା ଚିନ୍ତା: ଦାରିଙ୍ଗବାଡ଼ି ପୋଲିସକୁ ସହଯୋଗ କରିବେ ସ୍ବେଚ୍ଛାସେବୀ
ଦାରିଙ୍ଗବାଡ଼ି,୧୧।୪(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ କରୋନା ଭୁତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଏଥିପାଇଁ ବିଭିନ୍ନ ସ୍ଥାନରେ ପୋଲିସ ସିମା ସିଲ୍ କରିବା ସହ ଦିନରାତି ପାଟ୍ରୋଲିଂ କରୁଛି। ଦାରିଙ୍ଗବାଡ଼ି ଚାରିଛକ ସମେତ…
କୋଭିଡ୍ ଫଣ୍ଡକୁ ସହାୟତା
ରାଇକିଆ,୧୧ ।୪(ଡି.ଏନ୍.ଏ.)- ରିଲିଫ ପାଣ୍ଠିକୁ ଆର୍ଥିକ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ ପରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ସହାୟତାର ସୁଅ ଛୁଟୁଛି। ଏଥିପାଇଁ ରାଇକିଆ ବ୍ଲକର ମଧ୍ୟ ବିଭିନ୍ନ ସଙ୍ଗଠନ ଓ ବ୍ୟକ୍ତି ବିଶେଷ ସହାୟତାର ହାତ ବଢ଼ାଇଛନ୍ତି । ରାଇକିଆ…
ମୋଟର ଚାଳକଙ୍କୁ ସହାୟତା ପାଇଁ ଦାବିପତ୍ର ପ୍ରଦାନ
ରାଇକିଆ,୧୦।୪(ଡି.ଏନ୍.ଏ.): କରୋନା ଭାଇରସ୍ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶକୁ ଲକ୍ଡାଉନ କରିଛନ୍ତି କେନ୍ଦ୍ର ସରକାର। ଏ ନେଇ ଗାଡ଼ି ଚଳାଚଳ ବନ୍ଦ ରହିଛି। ଗାଡ଼ି ଚଳାଚଳ ବନ୍ଦ ଯୋଗୁ ମୋଟର ଚାଳକମାନେ ବେରୋଜଗର ହୋଇ ଘରେ ବସିରହିଛନ୍ତି। ଏଭଳି ସଙ୍କଟମୟ…
Archives


