ମାସ୍କ ନ ପିନ୍ଧିବାରୁ ଜରିମାନା: ୩୮ ଜଣଙ୍କଠାରୁ ୮,୫୦୦ ଟଙ୍କା ଆଦାୟ
ରାଇକିଆ,୨୭।୪(ଡି.ଏନ୍.ଏ.): କରୋନା(କୋଭିଡ-୧୯)ରୁ ରକ୍ଷା ପାଇଁ ମାସ୍କ ପିନ୍ଧିବାକୁ ପ୍ରାଥମିକତା ଦିଆଯାଉଛି। ବାରମ୍ବାର ସଚେତନ କରାଯିବା ପରେ ମଧ୍ୟ କିଛି ଅମାନିଆ ଏହାକୁ ମାନୁ ନାହାନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ରାଇକିଆରେ କିଛି ଅମାନିଆ ଘରୁ ବାହାରୁଥିବା ବେଳେ ମାସ୍କ ନ…
ସୀମା ପାର ହୋଇ ଚାଉଳ, ବହି ନେବାକୁ ଆସୁଥିବା ଛାତ୍ରୀଛାତ୍ରଙ୍କୁ ଫେରାଇଲା ପୋଲିସ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୬।୪(ଡି.ଏନ୍.ଏ.)- ଲକ୍ଡାଉନ ପରେ କନ୍ଧମାଳ ଜିଲାର ସବୁ ସୀମାକୁ ସିଲ୍ କରାଯାଇଛି। କନ୍ଧମାଳ-ଗଜପତି ଜିଲାର ସୀମା ବ୍ରାହ୍ମଣୀଗଁା ଥାନା ଝିଞ୍ଜିରିଗୁଡାଠାରେ ସଶସ୍ତ୍ର ପୋଲିସ ମୁତୟନ ହୋଇଛଡ଼୍ତି। ଗଜପତି ଜିଲା ଦମଦୁଆ ପଞ୍ଚାୟତ ଘାସପଦା ଗ୍ରାମର ୮ଜଣ ଛାତ୍ରୀଛାତ୍ର ଶନିବାର ଗୋଟିଏ ଅଟୋରେ…
ମାଓବାଦୀଙ୍କଠାରୁ ସାମାଜିକ ଦୂରତା ରକ୍ଷା ପାଇଁ ନିବେଦନ
ବାଲିଗୁଡା,୨୬ା୪(ଡି.ଏନ୍.ଏ.)- ବିଶ୍ୱରେ ମହାମାରୀ କରୋନାର ଭୟାବହତା ଜାରି ରହିଛି। ଏପରି ସ୍ଥଳେ ସାମାଜିକ ଦୂରତ୍ୱକୁ ବିଶେଷ ପ୍ରାଧାନ୍ୟ ଦିଆଯାଉଛି। ଏନେଇ ଦେଶରେ ଲକ୍ଡାଉନ୍ କଟକଣା ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ବାଲିଗୁଡା, ନୂଆଗାଁ ବ୍ଲକର ବିଭିନ୍ନ ଅଞ୍ଚଳରେ ମାଓବାଦୀମାନଙ୍କଠାରୁ ଜନସାଧାରଣ ସାମାଜିକ…
ଜି.ଉଦୟଗିରି କଂଗ୍ରେସ ତରଫରୁ ଥାନାରେ ଏତଲା
ଜି.ଉଦୟଗିରି,୨୫ା୪(ଡି.ଏନ.ଏ.)- ଜି.ଉଦୟଗିରି କଂଗ୍ରେସ ଦଳ ତରଫରୁ ଶୁକ୍ରବାର ସୋନିଆ ଗାନ୍ଧୀଙ୍କ ବିରୋଧରେ ନିମ୍ନମାନର ଓ ମାନହାନି ହେବାଭଳି ଖବର ପରିବେଷଣ କରିଥିବା ଅଭିଯୋଗ କରି ରିପବ୍ଲିକ ଟିଭିର ଅର୍ଣ୍ଣବ ଗୋସ୍ବାମୀଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜି.ଉଦୟଗିରି…
କୋଭିଡ୍ ଡ୍ୟୁଟି ଲେଖି କାରରେ ଗଞ୍ଜେଇ ଚାଲାଣ, ଜଣେ ଗିରଫ
ରାଇକିଆ,୨୫ା୪(ଡି.ଏନ୍.ଏ.)- ରାଇକିଆ ପୋଲିସ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣକୁ ଗିରଫ କରିଛି । ଶନିବାର ଭୋରରୁ ପେଟ୍ରୋଲିଂବେଳେ ସନ୍ଦେହରେ କୋଭିଡ ଡ୍ୟୁଟି ଲେଖାଥିବା ଏକ କାର୍କୁ ଅଟକାଇଥିଲା। ମାତ୍ର ତାହା ନ ଅଟକି ରାଇକିଆ- କରଡା ଦିଗରେ ପଳାଇଥିଲା। ପୋଲିସ…
ଖୁଣ୍ଟରୁ ପଡ଼ି ବିଦ୍ୟୁତ୍ କର୍ମଚାରୀ ଗୁରୁତର, ଭୁବନେଶ୍ୱର ସ୍ଥାନାନ୍ତର
ଦାରିଙ୍ଗବାଡ଼ି,୨୫।୪(ଡି.ଏନ୍.ଏ.)- ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତ ସିମନବାଡ଼ି ଘାଟିରେ ବିଦ୍ୟୁତ୍ ମରାମତିବେଳେ ଶୁକ୍ରବାର ଅପରାହ୍ନରେ ଜଣେ କର୍ମଚାରୀ ଖୁଣ୍ଟରୁ ଖସିପଡ଼ି ଗୁରୁତର ହୋଇଛନ୍ତି। ସେହେଲେ କବିଚନ୍ଦ୍ର ଦଳବେହେରା। ତାଙ୍କୁ ପ୍ରଥମେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ପରେ ଗୁରୁତର ହେବାରୁ ବ୍ରହ୍ମପୁର…
କରୋନା ମୁକାବିଲା ପାଇଁ ଠିକାଦାର ଦେଲେ ୨ଲକ୍ଷ
ଦାରିଙ୍ଗବାଡ଼ି,୨୪।୪(ଡି.ଏନ୍.ଏ.)- ଦାରିଙ୍ଗବାଡ଼ିର ବରିଷ୍ଠ ଠିକାଦାର ଗିରିଶ ଚନ୍ଦ୍ର ସାହୁ ଶୁକ୍ରବାର ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ୨ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରିଛନ୍ତି। ସେ ଫୁଲବାଣୀ ଯାଇ ଅତିରିକ୍ତ ଜିଲାପାଳ ବସନ୍ତ ସାହୁଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡ (ପିଏମ୍…
ଏସ୍ଏଚ୍ଜି ପକ୍ଷରୁ ପୋଲିସ ପ୍ରଶାସନକୁ ମାସ୍କ, ଶୁଖିଲା ଖାଦ୍ୟ ବଣ୍ଟନ
ଦାରିଙ୍ଗବାଡ଼ି,୨୪।୪(ଡି.ଏନ୍.ଏ.)- କରୋନା ମୁକାବିଲାରେ ଆଗଧାଡିର ଯୋଦ୍ଧା ସାଜିଛନ୍ତି ପୋଲିସ। ଦିନରାତି ପାଟ୍ରୋଲିଂ ସହ ସଚେତନତା ଜାରି ରଖିଛନ୍ତି। ଦାରିଙ୍ଗବାଡ଼ି ଅଞ୍ଚଳରେ ଆଇଆଇସି କୌଶିକ ମାଝୀଙ୍କ ନେତୃତ୍ୱରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେମାନଙ୍କୁ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ସମ୍ବର୍ଦ୍ଧିତ କରୁଥିବା…
ଏମ୍ଜିଏନ୍ଆର୍ଇଜିଏସ୍ କାମ ପ୍ରତି ବଢୁଛି ଶ୍ରମିକଙ୍କ ଆଗ୍ରହ
ରାଇକିଆ,୨୪ା୪(ଡି.ଏନ୍.ଏ.)- ଏମ୍ଜିଏନ୍ଆର୍ଇଜିଏସ୍ କାମ ପାଇଁ କଟକଣା କୋହଳ ପରେ କନ୍ଧମାଳ ଜିଲା ରାଇକିଆ ବ୍ଲକରେ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି। ସାମାଜିକ ଦୂରତ୍ୱକୁ ଧ୍ୟାନ ଦିଆଯାଇ ଅଧିକରୁ ଅଧିକ ଶ୍ରମିକଙ୍କୁ ଏହି ଯୋଜନାରେ ସାମିଲ କରାଯାଇଛି। ଶୁକ୍ରବାର ସୁଦ୍ଧା ବ୍ଲକର…
ଦିବାଧ୍ୟାୟୀ ଛାତ୍ରୀଛାତ୍ରଙ୍କୁ ମିଳୁନି ମଧ୍ୟାନ୍ନ ଭୋଜନ ଚାଉଳ
ଦାରିଙ୍ଗବାଡ଼ି,୨୪।୪(ଡି.ଏନ.ଏ)- ଲକ୍ଡାଉନ ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ବିଦ୍ୟାଳୟ, ଅଙ୍ଗନୱାଡ଼ି କେନ୍ଦ୍ର ଆଦି ବନ୍ଦ ରହିଛି। ଏପ୍ରିଲ ଠାରୁ ଜୁନ୍ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ପକ୍ଷରୁ ଟୋକନ ଦିଆଯାଇ ୯ କେଜି ଲେଖାଏ ଚାଉଳ…
ବାର୍ହା ଆକ୍ରମଣରେ ଯୁବକ ଗୁରୁତର
ବାଲିଗୁଡ଼ା,୨୩ା୪(ଡି.ଏନ୍.ଏ.)- ବାଲିଗୁଡା ଉପଖଣ୍ଡ କୋଟଗଡ଼ ବ୍ଲକ ମାଦାଗୁଡା ଗ୍ରାମର ରବି ମଲ୍ଲିକ ବାର୍ହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ନିକଟସ୍ଥ କାଜୁ ବଗିଚାରେ କାମସାରି ଫେରିବାବେଳେ ସେ ବାର୍ହା ହାବୁଡ଼ରେ ପଡ଼ିଯାଇଥିଲେ। ତାଙ୍କ ଦୁଇ ହାତ,କାନ୍ଧ ଓ ପିଠିରେ ଗୁରୁତର କ୍ଷତ ହୋଇଛି।…
ଆର୍ଥିକ ଅନଗ୍ରସରଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ
ରାଇକିଆ,୨୩ା୪(ଡି.ଏନ୍.ଏ.)- ଲକ୍ଡାଉନ ଯୋଗୁ ସାଧାରଣ ଲୋକ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ଆର୍ଥିକ ଅନଗ୍ରସର ଲୋକଙ୍କ ଉପରେ ଏହାର ପ୍ରଭାବ ପଡୁଛି। ରାଇକିଆ ବ୍ଲକର ଯୁବ ସମାଜସେବୀ ମେନେଶ୍ୱର୍ ଦିଗାଲ ୧୫୦ରୁ ଉର୍ଦ୍ଧ୍ୱ ପରିବାରଙ୍କୁ ଖାଦ୍ୟ ସାମଗ୍ରୀ…
Archives


