କନ୍ଧମାଳରେ ମୁଖ୍ୟମନ୍ତ୍ରୀ
ଫୁଲବାଣୀ ଅଫିସ,୨୨।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିଛନ୍ତି। ପରେ ବିଜୁ ସ୍ବାସ୍ଥ୍ୟ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ରହିଛି। ପ୍ରାୟ ୩୦୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ। ଜିଲାର…
ମୁଖ୍ୟମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ ଆଜି
ଫୁଲବାଣୀ ଅଫିସ/ଖଜୁରୀପଡ଼ା,୨୨।୧୧: କନ୍ଧମାଳ ଜିଲା ଗସ୍ତରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସୁଛନ୍ତି। ପୂର୍ବାହ୍ନ ୧୧ଟାରେ ଫୁଲବାଣୀ ଷ୍ଟାଡିୟମରେ ପହଞ୍ଚି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଏଥିସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ବୋଲି…
ଡିଲ୍ ବେଳେ ଧରାପଡ଼ିଲେ
ବାଲିଗୁଡା/ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଞ୍ଚଳରୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ୍) ୧୧ କେଜି ଓଜନର ଏକ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି। ଏସ୍ଟିଏଫ୍ ଘଟଣାରେ ସମ୍ପୃକ୍ତ ୨ ଚାଲାଣକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲା ବାଲିଗୁଡା…
ମୃତଦେହ ବ୍ୟବଚ୍ଛେଦରେ ବିଳମ୍ବ ନେଇ ଉତ୍ତେଜନା
ରାଇକିଆ,୧୫।୧୧(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ଗୋଷ୍ଠୀ କେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦରେ ବିଳମ୍ବକୁ ନେଇ ଉତ୍ତେଜନା ଦେଖା ଦେଇଛି । ରବିବାର ଅପରାହ୍ନରେ ବାକିଙ୍ଗିଆ ନିକଟରେ ବାଇକ ଦୁର୍ଘଟଣାରେ ଦୁଇ ଜଣକର ମୃତ୍ୟୁ ଘଟିଥିଲା । ଅପରାହ୍ନ ସାଢ଼େ ତିନିଟାରୁ ସୋମବାର ସକାଳ…
ଆମ୍ବଗଛରେ ପିଟିହେଲା ବାଇକ୍: ଚାଲିଗଲା ଦୁଇ ଜୀବନ, ଜଣେ ଗୁରୁତର
ରାଇକିଆ,୧୪ା୧୧(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ଥାନା ବାକିଙ୍ଗିଆ ଲେଶୁଡ଼ିମହା ନିକଟରେ ଏକ ବାଇକ୍ ଦୁର୍ଘଟଣାରେ ଦୁଇ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତ ଯୁବକ ଦ୍ୱୟ ହେଲେ ପାଜିମାହାର କିରଣ ପ୍ରଧାନ, ଦିଗି ପାଙ୍ଗାନାଜୁ ଅଞ୍ଚଳର ଅଭିଷେକ…
ପୋଲ ନାହିଁ,ନଦୀ ଭିତରେ ପଶି ଯାତାୟାତ କରୁଛନ୍ତି ଲୋକେ
ଦାରିଙ୍ଗବାଡ଼ି,୧୩ା୧୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦାସିଂବାଡ଼ି ପଞ୍ଚାୟତର ଗଡ଼ାପାକାଲି ଗ୍ରାମକୁ ଏବେ ବ୍ଲକ ପ୍ରଶାସନ ଫୋକସ କରୁଛି। ଗାଁକୁ ରାସ୍ତା ସଂପ୍ରସାରଣ ସହ ଚାଷଜମି ଉନ୍ନତୀକରଣ, ଚାଷ ପାଇଁ କୂପ ଖନନ ସହ ପିଇବା ପାଣି ପାଇଁ ପ୍ରୟାସ କରାଯାଉଥିବା…
୭ ହଜାର ଲାଞ୍ଚ ପାଇଁ ଆର୍ଆଇଙ୍କୁ ୩ ବର୍ଷ ଜେଲ
ଫୁଲବାଣୀ ଅଫିସ, ୯।୧୧- ଏକ ଲାଞ୍ଚ ମାମଲାର ବିଚାର କରି ମଙ୍ଗଳବାର ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଶୁଭଦର୍ଶୀ ପଟ୍ଟନାୟକ ଜଣେ ରାଜସ୍ବ ନିରୀକ୍ଷକ(ଆର୍ଆଇ)ଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି।…
ବଜାର ବୁଲୁଛି ଜଗା
ଫୁଲବାଣୀ ଅଫିସ,୮।୧୧: କନ୍ଧମାଳ ଜିଲାର ବହୁ ଚର୍ଚ୍ଚିତ ଯୋଡାମୁଣ୍ଡ ଶିଶୁ ଜଗା ଏବେ ଡାକ୍ତରଖାନା କ୍ୟାବିନ୍ରୁ ବାହାରି ଫୁଲବାଣୀ ସହରରେ ବୁଲୁଛି । ବଜାରରେ ଜଳଖିଆ ଖାଉଛି ା ବାପାଙ୍କ ହାତ ଧରି ଏ ଦୋକାନରୁ ସେ ଦୋକାନକୁ ଯାଉଛି। ସକାଳେ…
ଚକ୍ଖଡ଼ିରେ କ୍ଷୁଦ୍ର ରଥ
ଫୁଲବାଣୀ ଅଫିସ୍, ୮ା୧୧: କନ୍ଧମାଳ ଜିଲାର ଏନ୍. ପ୍ରତ୍ୟୁଷ କୁମାର ଚୌଧୁରୀଙ୍କ ଦ୍ୱାରା ଚକ୍ ଖଡ଼ିରେ ଖୋଦିତ ଜଗନ୍ନାଥଙ୍କ କ୍ଷୁଦ୍ରାକୃତି ରଥ ଏସିଆ ବୁକ୍ ଅଫ ରେକର୍ଡସ ଓ ଇଣ୍ଡିଆ ବୁକ୍ ଅଫ ରେକର୍ଡରେ ସ୍ଥାନ ପାଇଛି। ଫୁଲବାଣୀ ସହର ନଦୀଖଣ୍ଡି…
ମନ୍ତ୍ରୀଙ୍କ ଗାଡି ଉପରକୁ ଅଣ୍ଡାମାଡ
ଭବାନୀପାଟଣା,୭।୧୧(ଡି.ଏନ୍.ଏ.): ମମିତା ମେହେର ହତ୍ୟାକାଣ୍ଡକୁ ନେଇ ରାଜନୀତି ଜୋର ଧରିଛି। ଭାଜପା ପକ୍ଷରୁ ମନ୍ତ୍ରୀଙ୍କ ବହିଷ୍କାର ଦାବି କରାଯାଉଛି। । ରାଜ୍ୟ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯାଉଥିବା ବେଳେ ତାଙ୍କ…
ଦାରିଙ୍ଗବାଡ଼ିରେ ପାରଦ ତଳମୁହାଁ
ଦାରିଙ୍ଗବାଡ଼ି,୭ା୧୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ହଠାତ୍ ପାରଦ ତଳମୁହାଁ ହୋଇଛି। ଶନିବାର ପାରଦ ୧୩ ଡିଗ୍ରୀ ରହିଥିବା ବେଳେ ରବିବାର ପାରଦ ଖସି ୯.୫ଡିଗ୍ରୀ ରହିଥିବା ବେଳେ ପ୍ରଶାସନ ରିପୋର୍ଟରୁ ଜଣାପଡ଼ିଛି। ପାଗ ଶୁଖିଲା ଥିବା ବେଳେ ବିଲମ୍ବିତ ରାତି…
ପ୍ରତିଶ୍ରୁତି ପରେ ହଟିଲା ଏମ୍ଜିଏନ୍ଇଆର୍ଇଜିଏସ୍ ହିତାଧିକାରୀଙ୍କ ଆମରଣ ଅନଶନ
ଦାରିଙ୍ଗବାଡି,୫।୧୧(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଅଞ୍ଚଳରେ ଏମ୍ଜିଏନ୍ଇଆର୍ଇଜିଏସ୍ ହିତାଧିକାରୀ ଆମରଣ ଅନଶନରେ ବସିଥିଲେ। ପରେ ଦାରିଙ୍ଗବାଡିରେ ନୁତନଭାବେ କାର୍ଯ୍ୟରେ ଯୋଗଦେଇଥିବା ବିଡିଓ ଗଦାଧର ପାତ୍ର ଆନ୍ଦୋଳନକାରୀଙ୍କ ନିକଟରେ ପହଞ୍ଚି ବୁଝାଶୁଝା କରିବା ସହ ଆସନ୍ତା ୧୫ଦିନ ମଧ୍ୟରେ…

