ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ମହିଳା ମହାସଂଘର ସହାୟତା
ଖଜୁରିପଡା,୨୧ା୪(ଡି.ଏନ.ଏ.)- ଖଜୁରିପଡ଼ା ବ୍ଲକର ଆର.ନୂଆଗାଁ ଗ୍ରାମପଞ୍ଚାୟତ ସ୍ତରୀୟ ମହିଳା ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (କୋଭିଡ୍)କୁ ୩୨,୩୬୦ ଟଙ୍କା ପ୍ରଦାନ କରାଯାଇଛି। ଏହି ମହାସଂଘ ଅନ୍ତର୍ଗତ ସାତଟି ସଂଘର ସମସ୍ତ କର୍ମକର୍ତ୍ତା ଏହି ଅନୁଦାନ ରାଶି ପ୍ରଦାନ କରିଥିଲେ। ଆର.…
କାଳବୈଶାଖୀ: ଗଛ, ବିଦ୍ୟୁତ୍ ଖୁଣ୍ଟ ଉପୁଡିଲା
ଦାରିଙ୍ଗବାଡ଼ି,୨୧।୪(ଡି.ଏନ୍.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କାଳବୈଶାଖୀ ଜାରି ରହିଛି। ମଙ୍ଗଳବାର ଅପରାହ୍ନ ୩ଟାରୁ ପ୍ରବଳ ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ପବନ ଯୋଗୁ ବହୁ ଘରର ଛପର ଉଡ଼ିବା ସହ ବଡବଡ ଗଛ ଉପୁଡ଼ି ପଡ଼ିଛି। ଏକାଧିକ ସ୍ଥାନରେ ବିଦ୍ୟୁତ୍ ଖୁଣ୍ଟ…
ଅନ୍ତରଙ୍ଗ ଯୁବ ସଂଘ ପକ୍ଷରୁ ମାସ୍କ ବଣ୍ଟନ
ଦାରିଙ୍ଗବାଡ଼ି,୨୧।୪(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ଅନ୍ତରଙ୍ଗ ଯୁବ ସଂଘ ପକ୍ଷରୁ ବିଶୋଧିତ କରାଯିବା ସହ ମାସ୍କ ବଣ୍ଟନ କରାଯାଇଛି। ଏଥିସହ ବିଭିନ୍ନ ଅଞ୍ଚଳକୁ ସଂଘର ସଦସ୍ୟମାନେ ବୁଲି ବୁଲି ଶିଶୁମାନଙ୍କୁ ହାତ ଧୁଆ କୌଶଳ, ସାମାଜିକ ଦୁରତ୍ୱ…
ରାଇକିଆରେ କାଳବୈଶାଖୀ ବର୍ଷା
ରାଇକିଆ,୨୧ା୪(ଡି.ଏନ୍.ଏ.)- ମଙ୍ଗଳବାର ଅପରାହ୍ନରେ କନ୍ଧମାଳ ଜିଲାର ବିଭିନ୍ନ ଅଞ୍ଚଳନ୍ରେ କାଳ ବୈଶାଖୀ ପ୍ରଭାବରେ ବର୍ଷାପବନ ହୋଇଛି। ଏଥିଯୋଗୁ ବିଭିନ୍ନ ସ୍ଥାନରେ ଗଛ ପଡ଼ି କ୍ଷୟକ୍ଷତି ହୋଇଛି। ବିଦ୍ୟୁତ୍ ସେବା ମଧ୍ୟ ବନ୍ଦ ହୋଇଯାଇଛି। ଗତ କିଛିଦିନ ହେଲା ପ୍ରତ୍ୟେକ ଅପରାହ୍ନରେ ଏପରି…
କୋଭିଡ୍ ଫଣ୍ଡକୁ ୯୦ ହଜାର ଦେଲେ ଠିକାଦାର
ଜି.ଉଦୟଗିରି,୨୦ା୪(ଡି.ଏନ୍.ଏ.)- ଜି.ଉଦୟଗିରି ପଞ୍ଚାୟତ ସମିତିର ଠିକାଦାରମାନେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (କୋଭିଡ)କୁ ୯୦ ହଜାର ଟଙ୍କାର ଏକ ଚେକ ଜି.ଉଦୟଗିରି ବିଡିଓ ଶାନ୍ତନୁ କୁମାର ନାୟକଙ୍କ ମାଧ୍ୟମରେ ପ୍ରଦାନ କରିଛନ୍ତି। କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ମିଶ୍ର, ଦୀପକ କୁମାର ବେହେରା,…
ଦାରିଙ୍ଗବାଡ଼ିରେ ଝଡବର୍ଷା, କୁଆ ପଥର ବୃଷ୍ଟି
ଦାରିଙ୍ଗବାଡ଼ି,୨୦।୪(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକର ଦାରିଙ୍ଗବାଡ଼ି ସମେତ ଶ୍ରାନିକେତା, ଦଣ୍ଡିମା, ସିମନବାଡ଼ି, ତେରାବାଡ଼ି, ଡବୁଲମାହା, କିରିକୁଟି ଆଦି ଅଞ୍ଚଳରେ ସୋମବାର ଅପରାହ୍ନରେ ବର୍ଷାପବନ ସହ କୁଆପଥର ବୃଷ୍ଟି ହୋଇଛି। ଏଥିରେ ଏକାଧିକ ଲୋକଙ୍କ ଟିଣ ଛପର ଉଡ଼ିଯିବା ସହ କେତେକ ଘର ଭାଙ୍ଗିଥିବା…
ରାଇକିଆ ବସଷ୍ଟାଣ୍ଡ ପାଲଟିଛି ଅସ୍ଥାୟୀ ପରିବା ମାର୍କେଟ
ରାଇକିଆ,୨୦।୪(ଡି.ଏନ୍.ଏ.): କରୋନା ପାଇଁ ସମଗ୍ର ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଫଳରେ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ରାସନ ଓ ପରିବା ଦୋକାନ ଖୋଲା ରହୁଛି । ଭିଡ଼ ଏବଂ ସାମାଜିକ ଦୂରତ୍ୱକୁ ଦୃଷ୍ଟିରେ ରଖି ଅସ୍ଥାୟୀ ଭାବେ ବସ୍ଷ୍ଟାଣ୍ଡ ପରିସରରେ…
କୋଭିଡ୍ ଫଣ୍ଡକୁ ସହାୟତା ସହ ମାସ୍କ, ସାବୁନ ବାଣ୍ଟୁଛନ୍ତି ସୁଦର୍ଶନ
ରାଇକିଆ,୧୯ା୪(ଡି.ଏନ୍.ଏ.)- କନ୍ଧମାଳ ଜିଲା ରାଇକିଆ ବ୍ଲକ ଗମାଣ୍ଡି ଅଞ୍ଚଳର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସୁଦର୍ଶନ ମଲ୍ଲିକ କୋଭିଡ୍ ଫଣ୍ଡକୁ ସହାୟତା ସହ ସାବୁନ ଓ ମାସ୍କ ବାଣ୍ଟି ଉଦାହରଣ ସୃଷ୍ଟି କରିଛନ୍ତି। ସୁଦର୍ଶନ ରବିବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍)କୁ ୧୦,୫୦୦…
ଶ୍ରମିକ କାର୍ଡ଼ ହିତାଧିକାରୀଙ୍କୁ ସହାୟତା ବଣ୍ଟନ
ଖଜୁରିପଡା,୧୯ା୪(ଡି.ଏନ.ଏ.)- ଖଜୁରିପଡା ବ୍ଲକର ୧୪ ପଞ୍ଚାୟତରେ ବିଡ଼ିଓ ରବୀନ୍ଦ୍ରନାଥ କହଁରଙ୍କ ତତ୍ତ୍ବାବଧାନରେ ଘରଘର ବୁଲି ଶ୍ରମିକ କାର୍ଡ ହିତାଧିକାରୀଙ୍କୁ ୧୫ ଶହ ଟଙ୍କା ଲେଖାଏ ବଣ୍ଟନ କରାଯାଉଛି। ଗୁରୁବାର ସୁଡ୍ରୁକୁମ୍ପା ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଲଛମନ କହଁର ଓ ସମାଜସେବୀ ଶିବପ୍ରସାଦ…
ଅସହାୟଙ୍କୁ ରନ୍ଧାଖାଦ୍ୟ ଦେଲେ ବ୍ଲକ ଅଧ୍ୟକ୍ଷ
ଖଜୁରିପଡା,୧୯ା୪(ଡି.ଏନ୍.ଏ.)- ଖଜୁରିପଡା ବ୍ଲକ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର କହଁର ବିଭିନ୍ନ ପଞ୍ଚାୟତର ଗଁା ଗଁା ବୁଲି ଲୋକଙ୍କୁ ସାମାଜିକ ଦୂରତା ରକ୍ଷା, କାମ ନ ଥିଲେ ଘରୁ ନ ବାହାରିବା ଓ ମାକ୍ସ ବ୍ୟବହାର କରିବାକୁ ସଚେତନତା ବାର୍ତ୍ତା ବାଣ୍ଟୁଥିବାବେଳେ ପଞ୍ଚାୟତ…
ଲକ୍ଡାଉନ୍ରେ ରକ୍ତଦାନ ଶିବିର: ୧୪୧ ୟୁନିଟ ରକ୍ତ ସଂଗ୍ରହ
ରାଇକିଆ,୧୯ା୪(ଡି.ଏନ୍.ଏ.)- ଲକ୍ଡାଉନ କଟକଣା ଯୋଗୁ ବିଭିନ୍ନ ରକ୍ତ ଭଣ୍ଡାରରେ ରକ୍ତାଭାବ ପରିଲକ୍ଷିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଇକିଆ ପୋଲିସ ଏବଂ ବଣିକ ସଂଘ ମିଳିତ ଭାବେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ। ଏଥିରେ ସ୍ବେଚ୍ଛାକୃତ ଭାବେ…
ଲକ୍ଡାଉନ୍ରେ ସକ୍ରିୟ ଚୋରା ମଦ ବେପାରୀ: ୪ ମହୁଲି ମଦ ଭାଟି ଭାଙ୍ଗିଲା ଜି.ଉଦୟଗିରି ପୋଲିସ
ଜି.ଉଦୟଗିରି,୧୯।୪(ଡି.ଏନ୍.ଏ.): କରୋନା ମୁକାବିଲାକୁ ନେଇ ଜାରି ରହିଥିବା ଲକ୍ ଡାଉନ୍ ସମୟରେ ପ୍ରାୟ ସବୁକିଛି ବନ୍ଦ ରହିଛି। ଏହାର ସୁଯୋଗ ନେଇ ଚୋରା ମଦ ବେପାରୀ ଜଙ୍ଗଲ ଭିତରେ ମଦ ଭାଟି କରି ମଦ ପ୍ରସ୍ତୁତ କରୁଛନ୍ତି। ତେଣୁ ଜି.ଉଦୟଗିରି ପୋଲିସ…
Archives


