କନ୍ଧମାଳ

ବିକାଶମୂଳକ ଆଲୋଚନା ନେଇ ଭାଜପାର ଅଭିନବ ପ୍ରୟାସ

ରାଇକିଆ,୨୭ା୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପା ତରଫରୁ ଓ୍ବାର୍ଡ ସ୍ତରରେ ସିଧାସଳଖ ଲୋକଙ୍କ ସହ ଭେଟିବା, ବିଭିନ୍ନ ଆବଶ୍ୟକତା ଏବଂ ସମସ୍ୟାର ସମାଧାନକୁ ନେଇ ଆଲୋଚନା କରିବା ଭଳି କାର୍ଯ୍ୟକ୍ରମକୁ ନେଇ ଅଭିନବ ପ୍ରୟାସ ଆରମ୍ଭ କରିଛି। ପ୍ରତ୍ୟେକ…

ପଛଚକ ଫାଟି ବିଦ୍ୟୁତ୍‌ ଖୁଣ୍ଟରେ ପିଟିହେଲା କାର୍‌, ଆଉ ତା’ପରେ…

ଖଜୁରିପଡ଼ା,୨୬ା୪(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଦୂତିମେଣ୍ଡି ନିକଟସ୍ଥ ଖୋଲ ସାହିଠାରେ ରବିବାର ଏକ କାର୍‌ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇଯାଇଥିଲା। ଦୁର୍ଘଟଣା ଏତେ ଜୋର ଥିଲା ଯେ, ବିଦ୍ୟୁତ୍‌ ଖୁଣ୍ଟଟି ଭାଙ୍ଗି…

ବସ୍‌କୁ ଓଭରଟେକ୍‌ କରିବା ସମୟରେ ଦୁର୍ଘଟଣା, ରାସ୍ତାକଡ଼କୁ ଖସି ପଡ଼ିବାରୁ…

ବାଲିଗୁଡ଼ା,୨୬ା୪(ସଞ୍ଜୟ କୁମାର ପାଣିଗ୍ରାହୀ): ଘରୋଇ ଯାତ୍ରୀବାହୀ ବସ୍‌ ସହ ଏକ କାର୍‌ର ମୁହାଁମୁହିଁ ଧକ୍କା ହୋଇ ରାସ୍ତାକଡ଼କୁ ଖସିପଡ଼ିଛି ବସ୍‌। ଅଳ୍ପକେ ବଡ଼ ଧରଣର ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ବସ୍‌ରେ ଥିବା ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ। କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ…

ବନ୍ଧ ଖୋଳିବାକୁ ନେଇ ଉତ୍ତେଜନା: ଥାନାରେ ଏତଲା

ନନ୍ଦପୁର,୨୬ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତରେ ଚାଷ ଜମିରେ ଏକ ବନ୍ଧ ଖୋଳାକୁ ନେଇ କଦମଗୁଡା ଓ ଖତପୁଟ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ଗୋଟିଏ ପକ୍ଷ ନନ୍ଦପୁର ଥାନା ଓ ତହସିଲର ଦ୍ୱାରସ୍ଥ ହୋଇଛନ୍ତି।…

ପରକୀୟା ପ୍ରୀତିକୁ ନେଇ ସ୍ତ୍ରୀଙ୍କୁ ହତ୍ୟା, ଧରାପଡ଼ିଲେ ଫେରାର ଅଭିଯୁକ୍ତ ସ୍ୱାମୀ

ଖଜୁରିପଡ଼ା,୨୫ା୪(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ସୁଡ୍ରେଜୁ ଗାଁରେ ପରକୀୟା ପ୍ରୀତିକୁ ନେଇ ସ୍ତ୍ରୀଙ୍କୁ ସ୍ୱାମୀ ହତ୍ୟା ଘଟଣାରେ ଶନିବାର ସ୍ୱାମୀ ଗିରଫ ହୋଇଛନ୍ତି। ସେ ହେଲେ ଆଲୋକ ସାହୁ। ଏସ୍‌ଆଇ ସମ୍ୱିତ ବେହେରା କହିଛନ୍ତି, ବ୍ୟବଚ୍ଛେଦ ରିପୋର୍ଟ…

ତୁମୁଡିବନ୍ଧରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ: ଭର୍ଚୁଆଲ ମାଧ୍ୟମରେ ଯୋଡି ହେଲେ ମୁଖ୍ୟମନ୍ତ୍ରୀ

ତୁମୁଡିବନ୍ଧ(ଦୀପକ କୁମାର ପରାସେଠ):କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଶୁକ୍ରବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଭାଷୀ ମାଧ୍ୟମରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ବିଡିଓ ବନବିହାରୀ ହରପାଲ ସଭାପତିତ୍ୱ କରିଥିଲେ। ମୁଖ୍ୟ ଅତିଥି ଭାବେ ବ୍ଲକ…

ଦାରିଙ୍ଗବାଡିରେ ଜାତୀୟ ପଞ୍ଚାୟତରାଜ ଦିବସ : ଅନ୍ତଦୋୟ ଗୃହ ଯୋଜନାରେ ୧୬୪ ହିତାଧିକାରୀଙ୍କୁ  କାର୍ଯ୍ୟାଦେଶ

ଦାରିଙ୍ଗବାଡ଼ି,୨୪।୪(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳିତ ହୋଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ନେତୃତ୍ୱ ରେ ମୁଖ୍ୟ ଅତିଥିଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ପ୍ରଧାନ, କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀଙ୍କ ପ୍ରତିନିଧି ଭାବେ ଦଳର ମଣ୍ଡଳ ସାଧାରଣ ସମ୍ପାଦକ…

୨ ଯୁବକଙ୍କ ଉନ୍ମତ୍ତ କାଣ୍ଡ: ପ୍ରତିବାଦ କରିବାରୁ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ି ଥାନା ଅଞ୍ଚଳ ସିମନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ୨ ଜଣ ଯୁବକ ବାଇକରେ ଆସି ପ୍ରାୟ ୨ ଘଣ୍ଟା ଧରି ଉତ୍ପାତ ଚଳାଇଥିଲେ। ଖବର ପାଇ ଦାରିଙ୍ଗବାଡ଼ି ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ବାଇକ ସହ ସେମାନଙ୍କୁ…

ସ୍ତ୍ରୀଙ୍କୁ ହତ୍ୟା କରି ଝୁଲାଇଦେଲେ ସ୍ବାମୀ: ପରକୀୟା ପ୍ରୀତି ସନ୍ଦେହରେ…

ଫୁଲବାଣୀ/ଖଜୁରିପଡ଼ା,୨୪ା୪ (ରାକେଶ କୁମାର ରାଉତ/ବିଦୂର ବେହେରା):କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ସୁଡ୍ରେଜୁ ଗାଁରେ ପରକୀୟା ପ୍ରୀତିକୁ ନେଇ ସ୍ତ୍ରୀଙ୍କୁ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତା ମହିଳା ହେଲେ ମମତା ସାହୁ। ପୋଲିସ ଗୁରୁବାର ମୃତଦେହ ଜବତ କରି…

ଅଳିଆ ମୁକ୍ତ ହେବ ଦାରିଙ୍ଗବାଡି

ଦାରିଙ୍ଗବାଡି,୨୩।୪(ଅରୁଣ ସାହୁ): ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଅଳିଆ ମୁକ୍ତ କରିବାକୁ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଏନେଇ କ୍ଲିନ ଦାରିଙ୍ଗବାଡି ଗ୍ରୀନ୍‌ ଦାରିଙ୍ଗବାଡି ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏହାକୁ ବ୍ୟାପକ କରାଯିବା ନେଇ ଗୁରୁବାର ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ…

ଚଳନ୍ତା ଗାଡ଼ିରେ ଫେଲ୍ ହେଲା ଷ୍ଟିଅରିଙ୍ଗ, ଗାର୍ଡୱାଲରେ ଝୁଲିଲା ହାଇୱା

ବାଲିଗୁଡା,୨୩।୪(ସଞ୍ଜୟ କୁମାର ପାଣିଗ୍ରାହୀ) : ଭାରସାମ୍ୟ ହରାଇ ଗାର୍ଡୱାଲରେ ଝୁଲିଲା ଚିପ୍ସ ବୋଝେଇ ହାଇୱା । ଗୁରୁବାର ଅପରାହ୍ନରେ ବାଲିଗୁଡା ଥାନା ୪୧ ନଂ. ରାଜ୍ୟ ରାଜପଥର ମୁଖ୍ୟ ରାସ୍ତାର ଗଟାଙ୍ଗୀ ନିକଟରେ ଘଟିଛି ଦୁର୍ଘଟଣା । ତେବେ ସୌଭାଗ୍ୟବଶତଃ ଦୁର୍ଘଟଣାରେ…

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଦାରିଙ୍ଗବାଡି ଥାନା ସୋନପୁର ପଞ୍ଚାୟତର ସମୀର ବଡାଇକ (୩୨)ବୋଲି ତଦନ୍ତକାରୀ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?