କନ୍ଧମାଳ

ପୋଲିସ ସାଇରନ୍‌ ଶୁଣି ଦୌଡ଼ିବା ବେଳେ ତଳେ ପଡ଼ି ଜଣଙ୍କ ଜୀବନ ଗଲା

ବେଗୁନିଆପଡ଼ା,୧୨ା୪(ଡି.ଏନ୍‌.ଏ.): ବର୍ତ୍ତମାନ ପୋଲିସ ସାଇରନ ଲୋକଙ୍କ ମନରେ ଛନକା ସୃଷ୍ଟି କରିଛି। ଏହି ସାଇରନ୍‌ ଶୁଣି କନ୍ଧମାଳ ଜିଲା ବେଗୁନିଆପଡ଼ା ଫାଣ୍ଡି ଅନ୍ତର୍ଗତ ଖଣ୍ଡିଆନଈ ପଞ୍ଚାୟତର ତିରିଡ଼ା ଗ୍ରାମରେ ରବିବାର ଜଣଙ୍କର ମୃତ୍ୟୁ ଘଟିଛି। ପ୍ରାପ୍ତ ସୂଚନାନୁଯାୟୀ, ଉକ୍ତ ଗ୍ରାମର କୃଷ୍ଣ…

ବାରଣ ସତ୍ତ୍ୱେ ଘରକୁ ଫେରୁଛନ୍ତି ବହିରାଗତ:  ୭ ଭୁବନେଶ୍ୱର ଫେରନ୍ତା କ୍ୱାରାଣ୍ଟାଇନ୍‌ରେ

ଦାରିଙ୍ଗବାଡ଼ି,୧୨।୪(ଡି.ଏନ.ଏ)- କରୋନା ପାଇଁ ସମସ୍ତ ଜିଲାର ସୀମାକୁ ସିଲ୍‌ କରାଯାଇଛି। ଜିଲା ପ୍ରଶାସନର ବାରଣ ସତ୍ତ୍ୱେ ବିଭିନ୍ନ ସ୍ଥାନରୁ ପାସ ହାସଲ କରି ଭଡ଼ାଗାଡ଼ି ନେଇ ଲୋକେ ଘରକୁ ଫେରୁଛନ୍ତି। ଏଭଳି ଏକ ଘଟଣା ଘଟିଛି ଦାରିଙ୍ଗବାଡ଼ି ଅଞ୍ଚଳରେ। ଭୁବନେଶ୍ୱର ଅଞ୍ଚଳରେ…

ମା’ ଗୃହରେ ବି ସାମାଜିକ ଦୂରତ୍ୱ

ଫୁଲବାଣୀ ଅଫିସ, ୧୨ା୪- କରୋନାକୁ ପ୍ରତିହତ କରିବା ପାଇଁ ସବୁଠି ସଚେତନତା କରାଯାଉଛି । ମା’ ଗୃହ ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ଅପହଞ୍ଚ ଅଞ୍ଚଳର ଗର୍ଭବତୀମାନଙ୍କର ଆନୁଷ୍ଠାନିକ ପ୍ରସବକୁ ସୁନିଶ୍ଚିତ କରିବା ପାଇଁ ମା’ଗୃହ କରାଯାଇଛି । ସେଠାରେ କାର୍ଯ୍ୟରତ…

ବିଶୋଧନ ହେଲା ଅସ୍ଥାୟୀ କୋଭିଡ୍‌ ହସ୍‌ପିଟାଲ

ଶଙ୍କରାଖୋଲ,୧୧ା୪(ଡି.ଏନ୍‌.ଏ.)- ଶଙ୍କରାଖୋଲ ଠାରେ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ଅସ୍ଥାୟୀ ଭାବେ କୋଭିଡ ହସ୍‌ପିଟାଲ କରାଯାଇଛି। ଶନିବାର ଚକାପାଦ ଅଗ୍ନିଶମ ବିଭାଗ ପକ୍ଷରୁ ଏହାକୁ ସୋଡିୟମ ହାଇପୋକ୍ଲୋରାଇଡ ମିଶ୍ରଣ ସିଞ୍ଚନ କରି ବିଶୋଧନ କରାଯାଇଛି। ଟିମ୍‌ ହ୍ୟୁମାନିଟ୍‌ର ସଦସ୍ୟ ରାଜେଶ…

କରୋନା ମୁକାବିଲା ଚିନ୍ତା: ଦାରିଙ୍ଗବାଡ଼ି ପୋଲିସକୁ ସହଯୋଗ କରିବେ ସ୍ବେଚ୍ଛାସେବୀ

ଦାରିଙ୍ଗବାଡ଼ି,୧୧।୪(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ କରୋନା ଭୁତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଏଥିପାଇଁ ବିଭିନ୍ନ ସ୍ଥାନରେ ପୋଲିସ ସିମା ସିଲ୍‌ କରିବା ସହ ଦିନରାତି ପାଟ୍ରୋଲିଂ କରୁଛି। ଦାରିଙ୍ଗବାଡ଼ି ଚାରିଛକ ସମେତ…

କୋଭିଡ୍‌ ଫଣ୍ଡକୁ ସହାୟତା

ରାଇକିଆ,୧୧ ।୪(ଡି.ଏନ୍‌.ଏ.)- ରିଲିଫ ପାଣ୍ଠିକୁ ଆର୍ଥିକ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ ପରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ସହାୟତାର ସୁଅ ଛୁଟୁଛି। ଏଥିପାଇଁ ରାଇକିଆ ବ୍ଲକର ମଧ୍ୟ ବିଭିନ୍ନ ସଙ୍ଗଠନ ଓ ବ୍ୟକ୍ତି ବିଶେଷ ସହାୟତାର ହାତ ବଢ଼ାଇଛନ୍ତି । ରାଇକିଆ…

ମୋଟର ଚାଳକଙ୍କୁ ସହାୟତା ପାଇଁ ଦାବିପତ୍ର ପ୍ରଦାନ

ରାଇକିଆ,୧୦।୪(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶକୁ ଲକ୍‌ଡାଉନ କରିଛନ୍ତି କେନ୍ଦ୍ର ସରକାର। ଏ ନେଇ ଗାଡ଼ି ଚଳାଚଳ ବନ୍ଦ ରହିଛି। ଗାଡ଼ି ଚଳାଚଳ ବନ୍ଦ ଯୋଗୁ ମୋଟର ଚାଳକମାନେ ବେରୋଜଗର ହୋଇ ଘରେ ବସିରହିଛନ୍ତି। ଏଭଳି ସଙ୍କଟମୟ…

ମାସ୍କ ନାହିଁ ତ ଗ୍ରୋସରୀ ନାହିଁ

ରାଇକିଆ,୧୦।୪(ଡି.ଏନ୍‌.ଏ.): ମାସ୍କ ବ୍ୟବହାରକୁ କଡ଼ାକଡ଼ି ଲାଗୁ କରାଯିବା ପରେ ବିଭିନ୍ନ ସଂଗଠନ ପକ୍ଷରୁ ମାସ୍କକୁ ନେଇ ସଚେତନତା କରାଯାଉଛି। ମାସ୍କ ମଧ୍ୟ ବଣ୍ଟାଯାଉଛି । ଏ କ୍ଷେତ୍ରରେ କନ୍ଧମାଳ ଜିଲା ରାଇକିଆ ବଣିକ ସଂଘ ଏକ ଅଭିନବ ପଦକ୍ଷେପ ନେଇଛି ।…

କରୋନା ମୁକାବିଲା: ୨୫ ପଞ୍ଚାୟତରେ ୪୫୦ ଶଯ୍ୟା ପ୍ରସ୍ତୁତ

ଦାରିଙ୍ଗବାଡ଼ି,୧୦ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ପ୍ରତିହତ ପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅସ୍ଥାୟୀ କୋଭିଡ୍‌-୧୯ ହସ୍ପିଟାଲ କରାଯାଇଥିବା ବେଳେ ସମସ୍ତ ୨୫ ପଞ୍ଚାୟତରେ ୪୫୦ ଶଯ୍ୟା ପ୍ରସ୍ତୁତ କରାଯାଇଛି। ବାହାର…

ସିଲ୍‌ ହେଲା ରାଣୀପଥର-ଭାଲିଆପଡା ବନବିଭାଗ ରାସ୍ତା

ଖଜୁରିପଡା,୯ା୪(ଡି.ଏନ.ଏ.)- ଫୁଲବାଣୀରୁ ବୌଦ୍ଧ ଜିଲାକୁ ସଂଯୋଗ ଜାତୀୟ ରାଜପଥ କଡ଼ ଠାରୁ ରାଣୀପଥର ଗ୍ରାମ ଦେଇ ଭାଲିଆପଡା ଅରାପାଜୁକୁ ସଂଯୋଗ ହୋଇଥିବା ବନବିଭାଗ ରାସ୍ତା ଗୁରୁବାର ସିଲ୍‌ କରାଯାଇଛି। ଲକ୍‌ଡାଉନ ପରେ ଆସି ବଲାଙ୍ଗୀର ଓ ରେଢ଼ାଖୋଲରେ ଅଟକି ରହିଥିବା ଶ୍ରମିକ…

ଗୁଡ୍‌ଫ୍ରାଇଡେ ଚର୍ଚ୍ଚରେ ପାଳନ ନ କରିବାକୁ ପରାମର୍ଶ

ଦାରିଙ୍ଗବାଡ଼ି,୯।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୁକ୍ରବାର ଖ୍ରୀଷ୍ଟ ସମ୍ପ୍ରଦାୟ ପକ୍ଷରୁ ଗୁଡ୍‌ ଫ୍ରାଇଡେ ପାଳନ ହୋବାକୁ ଥିଲା ା ଏହାକୁ ଚର୍ଚ୍ଚ ପରିସରରେ ନ କରିବା ପାଇଁ ବିଭିନ୍ନ ଚର୍ଚ୍ଚ ଗୁଡ଼ିକୁ ପରାମର୍ଶ ଦିଆଯାଇଛି ା କନ୍ଧମାଳ ଜିଲାପାଳ ଡ. ବୃନ୍ଦା…

କୋଭିଡ ଯୋଦ୍ଧାଙ୍କୁ ଭାଜପା ମହିଳା ମୋର୍ଚ୍ଚା ତରଫରୁ କୃତଜ୍ଞତାପତ୍ର

ରାଇକିଆ,୯ା୪(ଡି.ଏନ୍‌.ଏ.)- କରୋନା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ କଟକଣା। ଦୋକାନ ବଜାର ସବୁ ବନ୍ଦ, ରାସ୍ତା ଘାଟ ଶୁନଶାନ। ଏଭଳି ପରିସ୍ଥିତିରେ ବିଭିନ୍ନ ଜରୁରୀ ବିଭାଗର ଅଧିକାରୀ, କର୍ମଚାରୀମାନେ କରୋନା ମୁକାବିଲା ପାଇଁ ଲଢୁଛନ୍ତି। ଏହି କୋଭିଡ୍‌ ଯୋଦ୍ଧାମାନଙ୍କୁ କନ୍ଧମାଳ ଭାଜପା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri