କନ୍ଧମାଳ

ଗ୍ରାହକ ସାଜି ବନ ବିଭାଗ ଧରିଲା

ବାଲିଗୁଡ଼ା,୧ା୯(ଡି.ଏନ.ଏ.): ରାଜ୍ୟ ବାହାରକୁ ଚାଲାଣ ହେବାକୁ ଥିବା ଏକ ବଜ୍ରକାପ୍ତାକୁ କନ୍ଧମାଳ ଜିଲା ବାଲିଗୁଡ଼ା ବନ ବିଭାଗ ବୁଧବାର ଉଦ୍ଧାର କରିଛି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ମହାସିଙ୍ଗି ଗ୍ରାମର ମହାଦେବ ବେହେରଦଳାଇ, ପାରିଗଡ଼ର ଭୀମସେନ…

ଆଜି ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ଶ୍ରାଦ୍ଧବାର୍ଷିକୀ: ଚକାପାଦରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଫୁଲବାଣୀ ଅଫିସ/ ଚକାପାଦ/ତୁମୁଡିବନ୍ଧ,୩୦ା୮: କନ୍ଧମାଳ ଜିଲାର ଚକାପାଦ ଏବଂ ତୁମୁଡିବନ୍ଧସ୍ଥିତ ଜଲେଶପଟା ଆଶ୍ରମରେ ସୋମବାର ଜନ୍ମାଷ୍ଟମୀ ଓ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୩ତମ ଶ୍ରାଦ୍ଧଦିବସ ପାଳନ କରାଯାଉଛି। କୋଭିଡ୍‌ କଟକଣା ମଧ୍ୟରେ ଏହା ପାଳନ କରାଯାଉଛି। ଏଥିପାଇଁ ଆଶ୍ରମ ପରିସର ଚଳଚଞ୍ଚଳ…

ଜନ୍ମାଷ୍ଟମୀ ଲାଗି ଜଲେଶପଟାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଫୁଲବାଣୀ ଅଫିସ/ଚକାପାଦ/ତୁମୁଡିବନ୍ଧ,୨୯ା୮: କନ୍ଧମାଳ ଜିଲା ଚକାପାଦ ଏବଂ ତୁମୁଡିବନ୍ଧସ୍ଥିତ ଜଲେଶପଟା ଆଶ୍ରମରେ ସୋମବାର ଜନ୍ମାଷ୍ଟମୀ ଓ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୩ତମ ଶ୍ରାଦ୍ଧଦିବସ ପାଳନ କରାଯିବ। କୋଭିଡ୍‌ କଟକଣା ମଧ୍ୟରେ ଏହା ପାଳନ କରାଯିବ। ଏନେଇ ଆଶ୍ରମ ପରିସର ଚଳଚଞ୍ଚଳ ହୋଇଉଠିଛି।…

ପ୍ରସବ ଭ୍ୟାନ୍‌ରେ ଗର୍ଭବତୀଙ୍କୁ ମାଡ଼

ଫୁଲବାଣୀ ଅଫିସ,୨୬।୮: କନ୍ଧମାଳ ଜିଲାରେ ଆନୁଷ୍ଠାନିକ ପ୍ରସବ ପାଇଁ ଜିଲାପାଳ ଡା.ବୃନ୍ଦା ଡି ପଦକ୍ଷେପ ନେଉଛନ୍ତି। ଘରେ ପ୍ରସବ ନ କରାଇ ଡାକ୍ତରଖାନାରେ କରାଇବା ନିମନ୍ତେ ଗର୍ଭବତୀଙ୍କୁ ନେବା ପାଇଁ ଭ୍ୟାନ ବ୍ୟବସ୍ଥା କରିଛନ୍ତି। ହେଲେ ଜଣେ ଗର୍ଭବତୀଙ୍କୁ ଭ୍ୟାନରେ ମାଡ…

ଗାଁକୁ ରାସ୍ତା ନାହିଁ: ଆସି ପାରିଲାନି ଆମ୍ବୁଲାନ୍ସ, ଅଧାବାଟରେ ସନ୍ତାନ ପ୍ରସବ କଲେ ମହିଳା

ଦାରିଙ୍ଗବାଡ଼ି,୨୫ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦୁର୍ଗମ ଅଞ୍ଚଳ ଭ୍ରମରବାଡ଼ିର ଲଦାଙ୍ଗି ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଗର୍ଭବତୀ ମହିଳାଙ୍କ ଗର୍ଭ ଯନ୍ତ୍ରଣା ହୋଇଥିଲା। ମାତ୍ର ରାସ୍ତାର ଅବସ୍ଥା ଶୋଚନୀୟ ଯୋଗୁ ଗାଁରେ ଆମ୍ବୁଲାନ୍ସ ପହଞ୍ଚିବା ସମ୍ଭବ ନ ଥିଲା।…

ଫେକ୍‌ ଆଇଏଏସ୍‌ଙ୍କ ଫଟୋ ଭାଇରାଲ

ଦାରିଙ୍ଗବାଡ଼ି,୫।୮ (ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଜଣେ ଯୁବକ ଆଇଏଏସ୍‌ ପାଇଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। କେବଳ ସେତିକି ନୁହେଁ, କେହି ଜଣେ ମୁଖ୍ୟମନ୍ତ୍ରୀଙ୍କ ଫେକ୍‌ ଟୁଇଟର୍‌ ଆକାଉଣ୍ଟ ଖୋଲି ସମ୍ପୃକ୍ତ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିବା ଫଟୋ…

ରାତିରେ ଘରେ ପଶି ବନ୍ଧୁକ ଦେଖାଇ ଲୁଟିନେଲେ

ଫୁଲବାଣୀ ଅଫିସ,୨।୮: କନ୍ଧମାଳ ଜିଲା ଫୁଲବାଣୀ ସହର ପଟାବାଲି ସାହିରେ ଜଣେ ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା ଲୁଟ୍‌ ହୋଇଛି । ୩ଜଣ ଦୁର୍ବୃତ୍ତ ଘରେ ପଶି ବନ୍ଧୁକ ଦେଖାଇ ଲୁଟ୍‌ କରିଥିବା ବ୍ୟବସାୟୀ ଜଣକ…

ଦାରିଙ୍ଗବାଡ଼ି ବ୍ଲକ ପୂର୍ବତନ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୩୧।୭: ୨୦୧୮ ମସିହାର ଏକ ଲାଞ୍ଚ ମାମଲାର ବିଚାର କରି ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଶୁଭଦର୍ଶୀ ପଟ୍ଟନାୟକ ଅଭିଯୁକ୍ତ କନିଷ୍ଠ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା…

୩୦ ଅଭିଯୁକ୍ତଙ୍କୁ ୨ ବର୍ଷ ଲେଖାଏ ଜେଲ

ବାଲିଗୁଡା,୨୯ା୭(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ୨୦୦୮ କନ୍ଧମାଳ ଦଙ୍ଗା ମାମଲାର ବିଚାର କରି କନ୍ଧମାଳ ଜିଲା କୋଟଗଡ଼ ପ୍ରଥମ ଶ୍ରେଣୀ ବିଚାରପତି ଅନୁରାଗ ଦେହୁରୀ ଗୁରୁବାର ରାୟ ପ୍ରକାଶ କରିଛନ୍ତି। ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ଦେହୁରୀ ୩୦ଜଣ ଅଭିଯୁକ୍ତଙ୍କୁ ୨ ବର୍ଷ…

ମହିଳା ହୋମଗାର୍ଡଙ୍କୁ ଅସଦାଚରଣ ଅଭିଯୋଗ: ଜଣେ ଗିରଫ

ରାଇକିଆ,୨୯ା୭(ଡି.ଏନ୍‌.ଏ.): ମହିଳା ହୋମ ଗାର୍ଡଙ୍କୁ ଅସଦାଚରଣ ଅଭିଯୋଗରେ କନ୍ଧମାଳ ଜିଲା ରାଇକିଆ ପୋଲିସ କୁନା ଦିଗାଲ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗତ ଜାନୁଆରୀ ମାସରୁ ଏ ନେଇ ରାଇକିଆ ଥାନାରେ ଅଭିଯୋଗ ହୋଇଥିବା ବେଳେ ୬ ମାସରୁ ଊର୍ଦ୍ଧ୍ୱ…

ବନ୍ଧୁକ ଦେଖାଇ ବଟି ଆଦାୟ ଅଭିଯୋଗରେ ଯୁବକ ଗିରଫ

ଦାରିଙ୍ଗବାଡ଼ି,୨୮ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଭ୍ରମରବାଡ଼ି ଅଞ୍ଚଳରେ ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ବଟି ଆଦାୟ କରୁଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏଥିସହ ତାଙ୍କ ଠାରୁ ଏକ ବନ୍ଧୁକ ଜବତ କରାଯାଇଥିବା…

ଝିଅପୁଅଙ୍କୁ ଘରୁ ଡାକି ନେଇ କୂଅକୁ ଠେଲି ଦେଲେ ମା’, ନିଜେ କଲେ ଆତ୍ମହତ୍ୟା ଉଦ୍ୟମ

ରାଇକିଆ,୧୭ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ମା’ ୯ ବର୍ଷର ଝିଅ ଏବଂ ୫ ବର୍ଷର ପୁଅକୁ କୂଅକୁ ଠେଲି ଦେଇଛନ୍ତି। ଝିଅପୁଅଙ୍କୁ ଘରୁ ଡାକି ନେଇ ରାଇକିଆ ନିକଟସ୍ଥ ଅଲିମାହା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?