କରୋନା ଭୟ: ସଭା, ପାର୍କ ବନ୍ଦ କଲା ପ୍ରଶାସନ
ଫୁଲବାଣୀ ଅଫିସ/ଦାରିଙ୍ଗିବାଡି, ୧୪। ୩ କରୋନା ଭୟ ଏବେ ସବୁଠି ଘାରିଛି। କରୋନା ପାଇଁ ବିଭିନ୍ନ ସଚେତନତାମୂଳକ ପଦକ୍ଷେପ ନିଆଯାଉଛି। ରାଜ୍ୟ ସରକାର ଆସନ୍ତା ୩୧ ପର୍ଯ୍ୟନ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳମାନଙ୍କୁ ମଧ୍ୟ ଏଦିଗରେ ପଦକ୍ଷେପ ନିଆଯିବା…
ଚର୍ଚ୍ଚରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି
ରାଇକିଆ,୧୩ା୩(ଡି.ଏନ.ଏ): ରାଇକିଆ ବ୍ଲକ ମଣ୍ଡାକିଆ ପଞ୍ଚାୟତର ବୁଡାମାହା ବିଲିଭର୍ସ ଚର୍ଚ୍ଚରୁ ଗୁରବାର ରାତିରେ ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରି ନେଇଛନ୍ତି। ଏନେଇ ଶୁକ୍ରବାର ରାଇକିଆ ଥାନାରେ ଅଭିଯାଗ ହୋଇଛି। ଚର୍ଚ୍ଚରେ ଥିବା ଅଡିଓ ପ୍ଲେୟାର, କ୍ୟାସିଓ ମ୍ୟୁଜିକ୍ କିବୋର୍ଡ,…
ନିଶା ପାଇଁ ଟଙ୍କା ନଦେବାରୁ ଭଉଣୀ ତଣ୍ଟିଚିପି ହତ୍ୟା ଉଦ୍ୟମ
ଫୁଲବାଣୀ ଅଫିସ, ୧୩ା୩: ନିଶା ଖାଲି ମଣିଷକୁ ବିପଥଗାମୀ କରେନାହିଁ, ଆତ୍ମୀୟ ସ୍ବଜନଙ୍କୁ ମଧ୍ୟ ଛାଡେନାହିଁ। ଯାହାର ଜ୍ୱଳନ୍ତ ଉଦାହରଣ ଫୁଲବାଣୀ ସହର ପେଞ୍ଜିସାହିରେ ଦେଖିବାକୁ ମିଳିଛି। ମଦ ପାଇଁ ଟଙ୍କା ନଦେବାରୁ ଶୁକ୍ରବାର ଭଉଣୀ ତଣ୍ଟି ଚିପି ମାରିବାକୁ ଉଦ୍ୟମ…
ଦାରିଙ୍ଗବାଡ଼ିରେ କରୋନା ସନ୍ଦିଗ୍ଧ
ଦାରିଙ୍ଗବାଡ଼ି,୧୩।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଜଣେ କରୋନା ଆକ୍ରାନ୍ତ ଥିବା ସନ୍ଦେହ କରାଯାଇଛି। ସନ୍ଦିଗ୍ଧ ରୋଗୀଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ, ଉକ୍ତ ବ୍ଲକର ହଜାର ହଜାର ସଂଖ୍ୟକ ଲୋକ…
ଶ୍ମଶାନ ସ୍ଥାନ, ନାଳରେ ଆବର୍ଜନାକୁ ନେଇ ଅସନ୍ତୋଷ
ଫୁଲବାଣୀ ଅଫିସ, ୧୩ା୩-ଫୁଲବାଣୀ ପୌର ପରିଷଦ ଅଧୀନ ପେଞ୍ଜିସାହିର ଶ୍ମଶାନ ସ୍ଥାନକୁ ଏବେ ପୌର ପରିଷଦ ନିଜ ଦଖଲକୁ ନେଇଛି। ଶ୍ମଶାନ ପାଇଁ ପୌର ପରିଷଦ ଅନ୍ୟତ୍ର ସ୍ଥାନ ଯୋଗାଇ ଦେବ ବୋଲି ପୂର୍ବରୁ କହି ଆସୁଥିଲେ ମଧ୍ୟ ଏ ପର୍ଯ୍ୟନ୍ତ…
ଦେଶୀ ପିସ୍ତଲ ସହ ନମ୍ବରବିହୀନ କାର ଜବତ, ଜଣେ ଗିରଫ
କ.ନୂଆଗଁ।,୧୩ା୩(ଡି.ଏନ୍.ଏ.): କନ୍ଧମାଳ ଜିଲା କ.ନୂଆଗଁ। ଥାନା ଓଆଇସି ପ୍ରକାଶ ଚନ୍ଦ୍ର ପ୍ରଧାନ ପାଟ୍ରୋଲିଂ କରୁଥିବାବେଳେ କୁଡୁତୁଲି ପଞ୍ଚାୟତ ନିକଟରେ ଏକ ନମ୍ବରବିହୀନ କାର ଦେଖି ଅଟକାଇଥିଲେ। ଯାଞ୍ଚବେଳେ ସେଥିରୁ ଏକ ଦେଶୀ ପିସ୍ତଲ ସହ ୫ ଗୁଳି ମିଳିଥିଲା। ଏଥିସହ କାର…
ଧାର ଟଙ୍କା ମାଗିବାକୁ ଯାଇ ବଳାତ୍କାରର ଶିକାର ହେଲେ ମହିଳା: ଅଭିଯୁକ୍ତ ଗିରଫ
ଦାରିଙ୍ଗବାଡ଼ି,୧୨।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ଜଣେ ମହିଳା ତାଙ୍କ ପଡ଼ିଶା ଘରକୁ ଧାର ଦେଇଥିବା ଟଙ୍କା ମାଗିବାକୁ ଯାଇ ବଳାତ୍କାରର ଶିକାର ହୋଇଥିବା ଗୁରୁବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ…
ଓଡ଼ିଶାକୁ ସ୍ବତନ୍ତ୍ର ପାହ୍ୟା ଦାବିରେ ସତ୍ୟବ୍ରତଙ୍କ ପଦଯାତ୍ରା
ଦାରିଙ୍ଗବାଡ଼ି/ ରାଇକିଆ,୧୨୩(ଡି.ଏନ.ଏ) ଓଡ଼ିଶାକୁ ସ୍ବତନ୍ତ୍ର ପାହ୍ୟା ଘୋଷଣା ସହ ମହାନଦୀର ଜଳ ଆବଣ୍ଟନ ସମସ୍ୟା ସମାଧାନ ଏବଂ ପୋଲାଭରମ୍ ପ୍ରକଳ୍ପ ବନ୍ଦ କରିବା ଦାବିରେ ଜଗତ୍ସିଂହପୁର ଜିଲା ବାଲିକୁଦା ଅଞ୍ଚଳର ସତ୍ୟବ୍ରତ ଦାସ (୨୯) ପଦଯାତ୍ରା ଆରମ୍ଭ କରିଛନ୍ତି। ବିଭିନ୍ନ ବ୍ଲକରେ…
୭ ଗାଁରେ ସରକାରୀ ଯୋଜନା ଅପହଞ୍ଚ
ଫୁଲବାଣୀ ଅଫିସ, ୧୨ା୩: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକରେ ବହୁ ଦୁର୍ଗମ ଅଞ୍ଚଳ ରହିଛି। ସେସବୁ ଅଞ୍ଚଳରେ ଥିବା ଅଧିକାଂଶ ଗ୍ରାମବାସୀ ମୌଳିକ ସୁବିଧା ପାଇବାରୁ ବଞ୍ଚିତ ଅଛନ୍ତି। ରାସ୍ତା ନ ଥିବାରୁ ଗାଁକୁ ବିଜୁଳି, ସ୍ବାସ୍ଥ୍ୟ ସେବା ପହଞ୍ଚି ପାରୁନାହିଁ।…
ମାଛରୁ ପୋକ ବାହାରିବା ଭିଡିଓ ଭାଇରାଲ
ଦାରିଙ୍ଗବାଡ଼ି,୧୨।୩(ଡି.ଏନ୍.ଏ.)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ଜଣେ ପ୍ରତିଷ୍ଠିତ ବ୍ୟବସାୟୀ ଦାରିଙ୍ଗବାଡି ମାର୍କେଟରୁ ମାଛ କିଣିନେବା ପରେ ତାକୁ ମସଲା ଆଦି ଦେଇ ମ୍ୟାରିନେଟ କରି ରଖିଥିଲେ। କିଛି ସମୟ ପରେ ଏକ ଲମ୍ବା ଜିଆ ଭଳି ପୋକ ମାଛ ଭିତରୁ ବାହାରୁଥିବା ସେ…
ଅଟୋ-ବାଇକ୍ ମୁହାଁମୁହିଁ, ଯୁବକ ମୃତ
ଫିରିଙ୍ଗିଆ, ୧୧ା୩- ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଉରକିଆ ଛକ ନିକଟରେ ବୁଧବାର ବାଇକ ଓ ଅଟୋରିକ୍ସା ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି । ସେ ହେଲେ ଫିରିଙ୍ଗିଆ ଥାନା ଜଜେଶପଙ୍ଗା ଗ୍ରାମ ଓଡ଼ିଆ ସାହିର…
କରୋନା ଭୟ, ଫିକା ପଡ଼ିଲା ହୋଲି: ଶୁଭେଚ୍ଛା ବାର୍ତ୍ତାରେ ଅଟକିଲା
ଦାରିଙ୍ଗବାଡ଼ି,୧୦।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଙ୍ଗଳବାର ହୋଲିପର୍ବ କେବଳ ଶୁଭେଚ୍ଛା ବାର୍ତ୍ତାରେ ଅଟକି ରହିଛି । ଜଣେ ଜଣକୁ ଶୁଭେଚ୍ଛା ବାର୍ତ୍ତାକୁ ସୋସିଆଲ ମିଡିଆରେ ଦେଇ ଘରେ ଚୁପ୍ ବସିଛନ୍ତି । ସାରା ବିଶ୍ୱରେ କରୋନା ଭୂତାଣୁକୁ ନେଇ…
Archives


