କନ୍ଧମାଳ

ପୁଣି ଥରିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୩।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ପୁଣି ଶୀତ ଥରାଉଛି । ଗତ କିଛି ଦିନ ହେଲା ତାପମାତ୍ରା ୯ଡିଗ୍ରୀରୁ ୧୨ଡିଗ୍ରୀ ମଧ୍ୟରେ ରହୁଥିବା ବେଳେ ରବିବାର ଏହା ହ୍ରାସ ପାଇ ୭ଡିଗ୍ରୀ ତଳକୁ ଖସିଛି । ଫଳରେ ଅସମ୍ଭାଳ ଶୀତ…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ବ୍ୟାପକ ପ୍ରସ୍ତୁତି, ସମ୍ବେଦନଶୀଳ ବୁଥ୍‌ ପ୍ରତି କଡ଼ା ନଜର

ବାଲିଗୁଡ଼ା,୧୨ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ନିର୍ବାଚନମଣ୍ଡଳୀ ବାଲିଗୁଡ଼ା ବ୍ଲକରେ ଆଗାମୀ ପଞ୍ଚାୟତ ନିର୍ବାଚନ ଚଳିତ ମାସ ୧୬ରେ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏନେଇ ବ୍ଲକ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି l ଏହି ପରିପ୍ରେକ୍ଷୀରେ ସ୍ଥାନୀୟ…

ପୁଣି ପୋଷ୍ଟର ଜାରି କଲେ ମାଓବାଦୀ, ଭୋଟ ବର୍ଜନ ପାଇଁ ଆହ୍ବାନ

ବାଲିଗୁଡ଼ା,୧୨ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ମାଓବାଦୀ ସଙ୍ଗଠନ କନ୍ଧମାଳ ଜିଲାରେ ସେତିକି ସ୍ଥିତି ଜାହିର କରୁଥିବା ଦେଖିବାକୁ ମିଳୁଛି। ଶନିବାର ପୁଣି କନ୍ଧମାଳ ଜିଲା କୋଟଗଡ଼ ଥାନା ରଡ଼ିଗୁମା ସ୍କୁଲ ଅଞ୍ଚଳରେ ବାସଧାରା ଘୁମୁସର ନାଗାବଳୀ ଡିଭିଜନରେ…

ମାଓବାଦୀ ଦମନ ଲାଗି ହେବ ସ୍ବତନ୍ତ୍ର ରଣନୀତି: ଡିଜିପି

ଫୁଲବାଣୀ ଅଫିସ, ୧୨ା୨: ନୂତନ ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ ଶୁକ୍ରବାର କନ୍ଧମାଳ ଜିଲା ଗସ୍ତ କରି ମାଓବାଦୀ ଦମନ ଉପରେ ସମୀକ୍ଷା କରିଛନ୍ତି। ମାଓବାଦୀପ୍ରବଣ ୫ଟି ଜିଲାରେ ସେମାନଙ୍କୁ ଦମନ କରାଯିବା ଲାଗି ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ ହୋଇଛି।…

ଭିଜିଲାନ୍ସ ଜାଲରେ ରେଞ୍ଜର

ବାଲିଗୁଡ଼ା,୧୦ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଜଙ୍ଗଲ ଡିଭିଜନ ଅନ୍ତର୍ଗତ କ.ନୂଆଗାଁ ଜଙ୍ଗଲ ବିଭାଗ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଓ ଫୁଲବାଣୀ ଭିଜିଲାନ୍ସ ଅଧିକାରୀ ମିଳିତ ଚଢ଼ାଉ…

୬୦ ବର୍ଷୀୟ ଅଭିଯୁକ୍ତଙ୍କୁ ଦୁଇ ବର୍ଷ ଜେଲ

ଫୁଲବାଣୀ ଅଫିସ, ୧୦ା୨: ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ସ୍ବତନ୍ତ୍ର ଫାଷ୍ଟ ଟ୍ରାକ ପୋକ୍‌ସୋ କୋର୍ଟ ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୧୫ ହଜାର ଟଙ୍କା ଜରିମାନା…

ଟ୍ୟୁସନ ଯାଉଛି କହି ଘରକୁ ଫେରିଲାନି ପୁଅ, ଥାନାରେ ଏତଲା ଦେଲେ ପରିବାର ଲୋକେ

ବାଲିଗୁଡ଼ା,୯ା୨(ଡି.ଏନ୍‌.ଏ.): ଟ୍ୟୁସନ ଯାଉଛି କହି ଘରକୁ ଆଉ ଫେରିଲାନି ପୁଅ । ପରିବାର ଲୋକେ ବହୁତ ଖୋଜାଖୋଜି କରିବା ପରେ ଥାନାରେ ଏତଲା ଦେଇଛନ୍ତି। ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ। ସୂଚନାଯୋଗ୍ୟ, ମଙ୍ଗଳବାର ସକାଳେ ବାଲିଗୁଡ଼ା ବିଜ୍ଞାପିତ…

କନ୍ଧମାଳରେ ପୁଣି ସ୍ଥିତି ଜାହିର କଲେ ମାଓବାଦୀ

ବାଲିଗୁଡ଼ା,୯।୨:(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ କନ୍ଧମାଳରେ ପୁଣି ସ୍ଥିତି ଜାହିର କଲା ମାଓବାଦୀ ସଙ୍ଗଠନ । ଗତ କିଛିଦିନ ପୂର୍ବରୁ ତୁମୁଡ଼ିବନ୍ଧ ଥାନା ବେନାରବାହାଲ ଅଞ୍ଚଳରେ ମାଓବାଦୀ ପୋଷ୍ଟର ମିଳିଥିବା ବେଳେ ବେଳେ ମଙ୍ଗଳବାର ଫିରିଙ୍ଗିଆ ଥାନା ଅଞ୍ଚଳରେ ରାସ୍ତା…

ମାଓବାଦୀଙ୍କ ଲାଣ୍ଡମାଇନ୍‌ ବିସ୍ଫୋରଣରେ ଚାଲିଗଲା ଯୁବକଙ୍କ ଜୀବନ

ଫୁଲବାଣୀ ଅଫିସ, ୯।୨-କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ସାଡୀଙ୍ଗିଆ ପଞ୍ଚାୟତ କିଆମୁଣ୍ଡା ନିକଟରେ ମାଓବାଦୀ ଖଞ୍ଜିଥିବା ଲ୍ୟାଣ୍ଡମାଇନ୍‌ ବିସ୍ପୋରଣରେ ଜଣେ ୨୨ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଜଣଙ୍କ କିଆମୁଣ୍ଡା ଗାଁର ପିଙ୍କୁ କହଁର ବୋଲି ସୂଚନା ମିଳିଛି। କିଆମୁଣ୍ଡା ଗାଁ ନିକଟରେ…

ପୁଣି ଉପସ୍ଥିତି ଜାହିର କଲେ ମାଓବାଦୀ: ପୋଡିଲେ ଜେସିବି, ଟ୍ରାକ୍ଟର

ଫୁଲବାଣୀ ଅଫିସ, ୮।୨: କନ୍ଧମାଳ ଜିଲାରେ ମାଓବାଦୀମାନେ ପୁଣି ଉପସ୍ଥିତି ଜାହିର କରିଛନ୍ତି। ଫିରିଙ୍ଗିଆ ବ୍ଲକ କିଆମୁଣ୍ଡାରେ ରାସ୍ତା ନିର୍ମାଣକୁ ବିରୋଧ କରି ଏକ ଠିକା ସଂସ୍ଥାର ଜେସିବି, ଟ୍ରାକ୍ଟର ପୋଡି ଦେଇଛନ୍ତି। ଏଥିସହ ଘଟଣାସ୍ଥଳରେ ପୋଷ୍ଟର ବ୍ୟାନର ମାରିଛନ୍ତି। ନିର୍ବାଚନ…

୩, ୪ନଂ ଜୋନ୍‌ରେ ପ୍ରଚାର ଜୋରଦାର

ଫୁଲବାଣୀ ଅଫିସ,୭ା୨: ଖଜୁରିପଡା ବ୍ଲକର ୩ ଏବଂ ୪ ନଂ ଜୋନରେ ରବିବାର ବିଜେଡି ପକ୍ଷରୁ ନିର୍ବାଚନୀ ବୈଠକ କରାଯାଇଛି ା ପଞ୍ଚାୟତିରାଜ ମନ୍ତ୍ରୀ ତଥା ଜିଲା ପର୍ଯ୍ୟବେକ୍ଷକ ପ୍ରତାପ ଜେନା ଏହି ଦୁଇ ଜୋନର ବିଭିନ୍ନ ସ୍ଥାନକୁ ଯାଇ ଦଳୀୟ…

ସଡ଼କ ଦୁର୍ଘଟଣା: ପ୍ରାଣ ହରାଇଲେ ପ୍ରଧାନଶିକ୍ଷକ, ସ୍ତ୍ରୀ ଗୁରୁତର

ବାଲିଗୁଡ଼ା,୬ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ନିକଟସ୍ଥ ଏଫ୍‌ସିଆଇ ଗୋଦାମ ନିକଟରେ ରବିବାର ଏକ କାର୍‌ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଦାରିଙ୍ଗବାଡ଼ି ଆଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ସନ୍ତୋଷ କୁମାର ପାଣିଗ୍ରାହୀ ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?