କନ୍ଧମାଳ

ଅଙ୍ଗନୱାଡ଼ି ଶିଶୁଙ୍କୁ ଦିଆଯାଇନି ଖାଦ୍ୟ, ଲାଦାମାଲାରେ ଅଶାନ୍ତି

ଦାରିଙ୍ଗବାଡ଼ି,୬।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଲାଦାମାଲା ଅଙ୍ଗନାୱାଡ଼ି କେନ୍ଦ୍ରର ଶିଶୁଙ୍କୁ ରନ୍ଧାଖାଦ୍ୟ ସାମଗ୍ରୀ ପହଞ୍ଚାଯାଇ ନ ଥିବା ଅଭିଯୋଗ ହୋଇଛି। ଏନେଇ ଅଭିଭାବକମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ମାର୍ଚ୍ଚରେ କରୋନା ପାଇଁ ଜିଲାରେ ୧୪୪ ଧାରା ଜାରି ହୋଇଛି। ସେହିସମୟରୁ…

ପିଡିଏସ୍‌ ସାମଗ୍ରୀ ବଣ୍ଟନବେଳେ ଗହଳି

ଦାରିଙ୍ଗବାଡ଼ି,୬।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇ ବ୍ଲକ ପ୍ରଶାସନ ପକ୍ଷରୁ ବଣ୍ଟନ ସ୍ଥାନରେ ଗୋଲେଇ କରାଯିବା ସହ ଉକ୍ତ ଗୋଲେଇ ମଧ୍ୟରେ ରହି ଏହି ସମାଗ୍ରୀ ନେବାକୁ ପରାମର୍ଶ ଦିଆଯାଇଥିଲା। ହେଲେ ଏବେ ପ୍ରବଳ ଭିଡ଼ ଜମୁଛି।…

ସିମନବାଡ଼ିରେ କରାଗଲା ବିଶୋଧନ, ବ୍ୟବହାର ହେଉଛି କମ୍‌ ପରିମାଣର ବ୍ଲିଚିଂ

ଦାରିଙ୍ଗବାଡ଼ି,୬।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସମେତ ପଞ୍ଚାୟତ କାର୍ଯ୍ୟାଳୟ, ବ୍ୟାଙ୍କ ଏବଂ ଗାଁ ଦାଣ୍ଡ ବିଶୋଧନ କରାଯାଇଛି। ତେବେ ଉପଯୁକ୍ତ ପରିମାଣର ବ୍ଲିଚିଂ ପାଉଡରର ବ୍ୟବହାର ହେଉନଥିବା ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଅଗ୍ନିଶମ ବିଭାଗକୁ ପରାମର୍ଶ…

ସାନିଟାଇଜ୍‌ ହେଲା ରାଇକିଆ ସହର

ରାଇକିଆ,୩ା୪(ଡି.ଏନ୍‌.ଏ.)- ରାଇକିଆ ସହରର ବିଭିନ୍ନ ରାସ୍ତାକୁ ଗୁରୁବାର ସନ୍ଧ୍ୟାରେ ବିଶୋଧନ କରାଯାଇଛି। ରାଇକିଆର ରାସ୍ତାଘାଟେରେ ରାସାୟନିକ ମିଶା ପାଣି ସିଞ୍ଚନ କରାଯାଇଥିଲା। ପ୍ରଥମ ପଦକ୍ଷେପ ସ୍ବରୂପ ରାଇକିଆ ମୁଖ୍ୟ ରାସ୍ତାରେ ଅଗ୍ନିଶମ ବିଭାଗ ତରଫରୁ ବିଶୋଧନ କରାଯାଇଛି। ରାଇକିଆ ମେଡିକାଲ, ଥାନା…

ବିଶୋଧନ କରାଗଲା ଦାରିଙ୍ଗବାଡ଼ି ବଜାର

ଦାରିଙ୍ଗବାଡ଼ି,୩।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବଜାର ଶିବମନ୍ଦିର ଛକ ଠାରୁ ତିନିଛକ, ଲକ୍ଷ୍ମୀବଜାର, ଚାରିଛକ, ବ୍ଲକରୋଡ଼, ମେଡିକାଲ, ବସ୍‌ଷ୍ଟାଣ୍ଡ ଅଞ୍ଚଳରେ ଶୁକ୍ରବାର ପୂର୍ବାହ୍ନଠାରୁ ବିଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗ ମାଧ୍ୟମରେ ଏହା କରାଯାଉଛି। ପରବର୍ତ୍ତୀ ସମୟରେ ଉକ୍ତ ବ୍ଲକର ବିଭିନ୍ନ…

ଲକ୍‌ଡାଉନ୍‌ ମାନୁନାହାନ୍ତି ଲୋକେ, ସାଧାରଣରେ ଅସନ୍ତୋଷ

ଦାରିଙ୍ଗବାଡ଼ି,୩ା୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ପ୍ରତିହତ ପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିପାଇଁ ବାହାର ରାଜ୍ୟରୁ ଫେରିଥିବା ବ୍ୟକ୍ତିବିଶେଷଙ୍କୁ ନିଜ ଘରେ ସଙ୍ଗରୋଧ ହୋଇ ରହିବାକୁ ପରାମର୍ଶ ଦିଆଯିବା ସହ ବିଭିନ୍ନ ଦୋକାନ, ବ୍ୟାଙ୍କ ପ୍ରତିଷ୍ଠାନ, ସରକାରୀ, ବେସରକାରୀ କାର୍ଯ୍ୟାଳୟରେ ସାମାଜିକ…

ସାମାଜିକକର୍ମୀ ବାଣ୍ଟିଲେ ରାଶନ ସାମଗ୍ରୀ

ଜି.ଉଦୟଗିରି,୩|୪(ଡି.ଏନ.ଏ.)-କରୋନା ସଂକ୍ରମଣ ରୋକିବା ପାଇଁ ସାରା ଦେଶ ବନ୍ଦ ରହିଥିବା ବେଳେ ଗରିବ, ଦିନ ମଜୁରିଆ ଦିନକୁ ଦିନ ଖାଦ୍ୟ ପାଇବା କଷ୍ଟକର ହୋଇଛି। ଏହିଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଅସହାୟମାନଙ୍କୁ ରାଶନ ସାମଗ୍ରୀ ଯୋଗାଣ କରିଛନ୍ତି କେତେକ ସ୍ବେଚ୍ଛାସେବୀ। ଜି.ଉଦୟଗିରି ଏନ୍‌ଏସି…

କୁଇଭାଷାରେ ଶପଥପାଠ କରାଇଲେ ଏସ୍‌ଡିପିଓ

ଦାରିଙ୍ଗବାଡ଼ି/କୋଟଗଡ଼,୩।୪(ଡି.ଏନ.ଏ)-ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଂଜନ ବାରିକ କରୋନା ସଂକ୍ରମଣ ପ୍ରତିହତ କରିବା ପାଇଁ ଗୁରୁବାର କୋଟଗଡ଼ ଥାନା ଶ୍ରୀରାମପୁର ଏବଂ ସୁବର୍ଣ୍ଣଗିରି ଅଞ୍ଚଳରେ ଲୋକଙ୍କୁ ସଚେତନ କରାଇଛନ୍ତି । ଅଞ୍ଚଳର ଅନୁସୂଚିତ ଜାତି ଏବଂ ଜନଜାତି ସଂପ୍ରଦାୟର ଲୋକଙ୍କୁ ସେ କୁଇଭାଷାରେ…

ବିଶୁଦ୍ଧିକରଣ ହେଲା ମୁଖ୍ୟରାସ୍ତା

ଫୁଲବାଣୀ ଅଫିସ, ୨ା୪- କନ୍ଧମାଳ ଜିଲା ଫୁଲବାଣୀ ସହରର ମୁଖ୍ୟ ରାସ୍ତାଗୁଡ଼ିକୁ ବିଶୋଧନ କରାଯାଇଛି। ପୌର ପରିଷଦ ଓ ଅଗ୍ନିଶମ ବିଭାଗର କର୍ମଚାରୀ ହାଇପୋ କ୍ଲୋରାଇଡ଼ ଓ ବ୍ଲିଚିଂ ପକାଇ ବିଶୋଧିତ କରିଥିଲେ। ସହରର ବସଷ୍ଟାଣ୍ଡ, ସର୍କିଟ ହାଉସ, ପୌର ପରିଷଦ,…

ସ୍ବାସ୍ଥ୍ୟକେନ୍ଦ୍ରରେ ମାସ୍କ ବଣ୍ଟନ କଲା ପୋଲିସ

ଦାରିଙ୍ଗବାଡ଼ି,୨ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣ ପ୍ରତିହତ ପାଇଁ ଲକ୍‌ଡାଉନ୍‌ କଟକଣା ଜାରିହୋଇଛି।ଡାଉନ। କନ୍ଧମାଳ ଏସ୍‌ପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ କରୋନା ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଗୁରୁବାର ସ୍ବାସ୍ଥ୍ୟକେନ୍ଦ୍ର ଗୁଡ଼ିକରେ…

ସହଯୋଗର ହାତ ବଢାଉଛନ୍ତି ସ୍ବେଚ୍ଛାସେବୀ

ରାଇକିଆ,୧ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ପରେ ବାହାରୁ ଆସି ରାଇକିଆ ବ୍ଲକରେ ଅଟକି ଯାଇଥିବା ଶ୍ରମିକଙ୍କ ଚିନ୍ତା ବଢ଼ିଛି। କାମ ବନ୍ଦ ପରେ ଗଜପତିରୁ ଆସିଥିବା ଶ୍ରମିକ ଗଁାକୁ ଫେରି ପାରିନାହାନ୍ତି। ସେହିପରି ମଧ୍ୟ ପ୍ରଦେଶର କେତେଜଣ ଶ୍ରମିକ ମଧ୍ୟ ଫେରିପାରିନାହାନ୍ତି। ଏମାନଙ୍କୁ ସହଯୋଗର…

କନ୍ଧମାଳ-ଗଞ୍ଜାମ ସୀମା ସିଲ୍‌ : ୩୬ ଜଣ ଯାତ୍ରୀ ନେଇ ଆସୁଥିବା ଗାଡ଼ି ଜବତ, ଚାଳକ, ହେଲ୍‌ପର ଗିରଫ

ଦାରିଙ୍ଗବାଡ଼ି,୧।୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣ ପ୍ରତିହତ ପାଇଁ ପ୍ରଶାସନ ପକ୍ଷରୁ ଲକ୍‌ଡାଉନକୁ କଡ଼ାକଡ଼ି ପାଳନ କରାଯାଇଛି। ମଙ୍ଗଳବାର ଠାରୁ କନ୍ଧମାଳ-ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥର ଡବେରୀଠାରେ ସୀମାକୁ ସିଲ୍‌ କରିଦିଆଯାଇଛି। ସେଠାରେ ଦାରିଙ୍ଗବାଡି ପୋଲିସ ପକ୍ଷରୁ କଡା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri