ବାହାର ରାଜ୍ୟର ଶ୍ରମିକଙ୍କୁ ବଣ୍ଟାଗଲା ରନ୍ଧାଖାଦ୍ୟ
ରାଇକିଆ,୨୮।୩(ଡି.ଏନ୍.ଏ.)- କରୋନା ସାଧାରଣ ଦିନ ମଜୁରିଆଙ୍କ ଚିନ୍ତା ବଢ଼ାଇଛି। ବିଶେଷକରି ବାହାର ରାଜ୍ୟରୁ ଆସି ଦିନମଜୁରିଆ ଭାବେ କାମ କରୁଥିବା ଶ୍ରମିକ ପରିବାର ଲକ୍ଡାଉନ କଟକଣା ପରେ ସମସ୍ୟାରେ ଘାଣ୍ଟି ହେଉଛନ୍ତି। ଏହା ନଜରକୁ ଆସିବା ପରେ ସେମାନଙ୍କ ପାଇଁ ପ୍ରଶାସନ…
କଳାବଜାର ରୋକିବାକୁ ଦୋକାନ ଆଗରେ ଲାଗିଲା ଦର ତାଲିକା
ରାଇକିଆ,୨୮।୩(ଡି.ଏନ୍.ଏ.)- କରୋନା ମୁକାବିଲା ପାଇଁ ସବୁଠି ଲାଗିଛି କଟକଣା। ୨୧ ଦିନ ପାଇଁ ଲକ୍ଡାଉନ ଘୋଷଣା ପରେ ଜରୁରୀ ଖାଦ୍ୟ ସାମଗ୍ରୀ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଶନ ଦୋକାନ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ଖୋଲିବାକୁ ଅନୁମତି ଦିଆଯାଇଛି। ଏହିସବୁ ଦୋକାନ…
କୋଭିଡ-୧୯ ମୁକାବିଲା ପାଇଁ ଜରୁରିକାଳୀନ ହସ୍ପିଟାଲ: ଛାତ୍ରାବାସକୁ କରାଗଲା ପ୍ରସ୍ତୁତି
ଦାରିଙ୍ଗବାଡି,୨୮।୩(ଡି.ଏନ୍.ଏ.)- କୋଭିଡ-୧୯ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି। ଦାରିଙ୍ଗବାଡିଠାରେ ଥିବା ମଙ୍ଗଳ ବିଭାଗର ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସ କୋଠା ଗୁଡିକୁ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର କରାଯାଉଛି। ଏଥିପାଇଁ କୋଠା ଗୁଡିକୁ ରଙ୍ଗ ଦିଆଯିବା ସହ ୨୪…
ଦୁର୍ଗମ ଅଞ୍ଚଳବାସୀଙ୍କ ପାଇଁ ଦୁଃଖ ଆଣିଛି କରୋନା: ଜଙ୍ଗଲରୁ ସଂଗୃହୀତ ଫଳମୂଳ ଖାଇ ବିତୁଛି ଜୀବନ
ଦାରିଙ୍ଗବାଡ଼ି,୨୮।୩(ଡି.ଏନ୍.ଏ.)- କରୋନା ପାଇଁ ଚାରିଆଡେ ଖଁା ଖଁା। ସହର ହେଉକି ଗାଁ ପ୍ରାୟ ଖୁଚୁରା ଦୋକାନରୁ ଲୋକେ ଧାର୍ଯ୍ୟ ସମୟ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ସଂଗ୍ରହ କରୁଥିବାବେଳେ କେତେକଲୋକ ଦୀର୍ଘଦିନ ପାଇଁ ରାଶନ ସାମଗ୍ରୀ ସହ ପନିପରିବା ଆଦି ଗଚ୍ଛିତକରି ରଖିଛନ୍ତି।…
ବିଭିନ୍ନ ଦୋକାନ ବୁଲିଲେ ଯୋଗାଣ ନିରୀକ୍ଷକ: ଚଢାଦରରେ ବିକିଲେ କାର୍ଯ୍ୟାନୁଷ୍ଠାନ
ଦାରିଙ୍ଗବାଡ଼ି,୨୮୩(ଡି.ଏନ.ଏ)- କରୋନା ସଂକ୍ରମଣ ପ୍ରତିହତ ପାଇଁ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେଉଥିବା ବେଳେ ସମସ୍ତ ଗଁା, ବଜାର ଏବେ ଖାଁ ଖାଁ ଲାଗୁଛି। ଲୋକେ ବାରମ୍ବାର ଘରୁ ପଦାକୁ ନବାହାରିବାକୁ ସଚେତନ କରାଯାଉଥିବାବେଳେ ସକାଳ ୭ ରୁ ପୂର୍ବାହ୍ନ ୧୧ଟା…
ଗାଁଠୁ ସହର ସବୁଠି କରୋନା ଭୟ: ଜୀବିକା ଆଗରେ ପଡ଼ିଛି ଫିକା
ରାଇକିଆ,୨୮।୩(ଡି.ଏନ୍.ଏ.): ଗାଁଠାରୁ ସହର ସବୁଠି କରୋନା ଭୟ। ଦୋକାନ ବଜାର ବନ୍ଦ। ରାସ୍ତାଘାଟ ଶୂନଶାନ୍ । ଘରୁ ପଦାକୁ ବାହାରିବାକୁ କଡ଼ା କଟକଣା। କେବଳ ସକାଳ ୭ରୁ ୧୧ଟା ମଧ୍ୟରେ ରାଶନ ସାମଗ୍ରୀ, ଔଷଧ, ପନିପରିବା ପାଇଁ କିଛି ଘଣ୍ଟାର କୋହଳ…
ହାଟରେ ସାମାଜିକ ଦୂରତ୍ୱ ଶିଖାଇଲେ ଏସ୍ପି
ଫୁଲବାଣୀ ଅଫିସ, ୨୭ା୩-ହାଟରେ କିଭଳି ସାମାଜିକ ଦୂରତ୍ୱ ବଜାୟ ରଖିହେବ ସେ ସମ୍ପର୍କରେ ଲୋକଙ୍କୁ କନ୍ଧମାଳ ଏସ୍ପି ପ୍ରତୀକ ଗୀତା ସିଂ ଶିଖାଇଛନ୍ତି। ହାଟପଦାରେ ପାଖାପାଖି ହୋଇ ବସୁଥିବା ବ୍ୟବସାୟୀଙ୍କୁ ଭାଗ ଭାଗ କରି ବସାଇ ହାଟର ପରିସୀମାକୁ ବୃଦ୍ଧି କରିଛନ୍ତି।…
ରାଜ୍ୟ ବାହାରୁ ଆସିଛନ୍ତି ପିଲା, ପ୍ରଶାସନକୁ ଲୁଚାଉଛନ୍ତି ଅଭିଭାବକ
ଫୁଲବାଣୀ ଅଫିସ, ୨୭ା୩-ଯଦି କେହି ଦେଶ କିମ୍ବା ରାଜ୍ୟ ବାହାରୁ ଫେରିଛନ୍ତି, ତାହାଲେ ତୁରନ୍ତ ସେମାନେ ପ୍ରଶାସନକୁ ଅବଗତ କରାଇବାକୁ ସରକାର ଏବଂ ଜିଲା ପ୍ରଶାସନର ନିର୍ଦ୍ଦେଶ ରହିଛି। ହେଲେ କନ୍ଧମାଳ ଜିଲାରେ ଏଥିରେ ବ୍ୟତିକ୍ରମ ଦେଖାଯାଇଛି। ଟିକାବାଲି ବ୍ଲକ ଶଙ୍କରାଖୋଲ…
ଦାରିଙ୍ଗବାଡ଼ିରେ ଫସି ରହିଛନ୍ତି ପଶ୍ଚିମବଙ୍ଗର ୧୫ ଶ୍ରମିକ
ଦାରିଙ୍ଗବାଡ଼ି,୨୭।୩(ଡି.ଏନ୍.ଏ.)- ପଶ୍ଚିମବଙ୍ଗରୁ ଦାରିଙ୍ଗବାଡ଼ି ଅଞ୍ଚଳକୁ ଆସି ବିଭିନ୍ନ ଲଜ୍, ବିଲ୍ଡିଂରେ କାର୍ଯ୍ୟ କରୁଥିବା ୧୫ଜଣ ରାଜମିସ୍ତ୍ରୀ ଓ ଶ୍ରମିକ ଦାରିଙ୍ଗବାଡ଼ିରେ ଫସି ରହିଛନ୍ତି। କାମ ବନ୍ଦ ଯୋଗୁ ସେମାନଙ୍କ ନିକଟରେ ଟଙ୍କା ସରିଗଲାଣି। କେତେକ ମାଲିକ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେଇଥିଲେ…
ବହିରାଗତଙ୍କ ଘର ବାହାରେ ଲାଗିଲା ପୋଷ୍ଟର
ରାଇକିଆ,୨୭।୩(ଡି.ଏନ୍.ଏ.)- କନ୍ଧମାଳ ଜିଲା ରାଇକିଆ ଅଞ୍ଚଳର ଯେଉଁମାନେ ରାଜ୍ୟ ବାହାରେ ରହି କାମ କରୁଥିଲେ ସେମାନେ ଏବେ ଗଁାକୁ ଫେରିଛନ୍ତି। ସେମାନଙ୍କୁ ହୋମ୍ ଆଇସୋଲେଶନରେ ରହିବାକୁ ପରାମର୍ଶ ଦିଆଯାଇଛି। ସାମାଜିକ ଦୂରତା ବଜାୟ ରଖିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି। ପ୍ରଶାସନ…
ଶର୍ଟସର୍କିଟ ଯୋଗୁ ବାଇକରେ ଲାଗିଲା ନିଆଁ
ଦାରିଙ୍ଗବାଡି,୨୭ା୩(ଡି.ଏନ୍.ଏ.)- ଦାରିଙ୍ଗବାଡ଼ି ଥାନା କୁମ୍ଭବଜାରଠାରେ ଏକ ବାଇକରେ ଅଚାନକ ନିଆଁ ଲାଗିଯାଇଥିଲା। ନିଆଁ ଦେଖି ବାଇକ୍ ଚାଳକ ପାଟି କରବାରୁ ସାହିଲୋକେ ପହଞ୍ଚତ୍ ଲିଭାଇବା ପାଇଁ ଆବଶ୍ୟକ ପଦକ୍ଷେପ ନେବାସହ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ଦାରିଙ୍ଗବାଡ଼ି ଅଗ୍ନିଶମ…
ଲକ୍ ଡାଉନ୍ର ପ୍ରଭାବ: ପାଳନ ହେଲାନି ବିଶ୍ୱ ନାଟ୍ୟ ଦିବସ
ବ୍ରହ୍ମପୁର ଅଫିସ,୨୭ା୩-ସମାଜରେ ସଂସ୍କାର ଅଣିବାରେ ସର୍ବଦା ପ୍ରମୁଖ ଭୂମିକା ଗ୍ରହଣ କରିଆସିଥିବା ମଞ୍ଚନାଟକକୁ ପୁର୍ନଜୀବିତ କରିବା ନେଇ ମାର୍ଚ୍ଚ ୨୭କୁ ବିଶ୍ୱ ନାଟ୍ୟ ଦିବସ ଭାବେ ପାଳନ କରାଯାଇଆସୁଛନ୍ତି ମଞ୍ଚନାଟକ କଳାକାର ତଥା ଅଭିନେତା। ଚଳିତ ବର୍ଷ କରୋନାକୁ ନେଇ ସାରା…
Archives


