କନ୍ଧମାଳ

ନିମ୍ନମାନର ରାସ୍ତା କାମକୁ ନେଇ ଉତ୍ତେଜନା: କାର୍ଯ୍ୟ ବନ୍ଦ କଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି,୩।୪(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଦୁର୍ଗମ ପଞ୍ଚାୟତ ଦନେକବାଡ଼ିର ପାଡ଼ନକେତା ଗ୍ରାମଦେଇ ଯାଇଥିବା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ତେବେ ତାହା ଅତି ନିମ୍ନ ମାନର ହେଇଥିବା ପ୍ରତିବାଦରେ ଶନିବାର ଭୋର ସମୟରେ ଶତାଧିକ ଗ୍ରାମବାସୀ ଏକାଠି ହୋଇ ଉକ୍ତ ସଂପ୍ରସାରଣ…

ଫେରିଲା କଟକଣା: କଳାହାଣ୍ଡି-ଫୁଲବାଣୀର ୩ ସ୍ଥାନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭବାନୀପାଟଣା(ଡି.ଏନ୍‌.ଏ.)/ଫୁଲବାଣୀ ଅଫିସ,୩।୪: ରାଜ୍ୟରେ ଚିନ୍ତା ବଢ଼ାଇଲାଣି କରୋନାର ଲେଉଟାଣି ସଂକ୍ରମଣ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ କଟକଣା ଜରୁରୀ ହୋଇପଡ଼ିଲାଣି। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟର ୨ ଜିଲାର ୩ ସ୍ଥାନକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରାଯାଇଛି। କଳାହାଣ୍ଡି ଜିଲା…

୭ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧା ହେଲେ ମେଡିକାଲ ଅଧିକାରୀ

ଫୁଲବାଣୀ ଅଫିସ,୩୧।୩: କନ୍ଧମାଳ ଜିଲା ଫିରିଙ୍ଗିଆ ମେଡିକାଲର ଜନସ୍ବାସ୍ଥ୍ୟ ଅଧିକାରୀ ଡା. ନିଶିତ ନିଶାନ୍ତ ମାଲୁ ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମେଡିକାଲରେ କାର୍ଯ୍ୟରତ ପୁରୁଷ ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ବେଣୁପାଣି ଦିଗାଲଙ୍କ ବକେୟା ପ୍ରାପ୍ୟ ଅନୁମୋଦନ କରିବାକୁ ସେ ୭ ହଜାର…

ବେଲଘର ବନାଞ୍ଚଳରେ ବାଘ: ଜଙ୍ଗଲ ଯିବାକୁ ମନା

ବାଲିଗୁଡା,୨୭।୩: କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। ବନାଞ୍ଚଳର ତଗାପାଙ୍ଗା ଜଙ୍ଗଲରେ ବାଘ ବଳଦକୁ ମାରି ଖାଇଥିବା ଅଭିଯୋଗ ହୋଇଛି। ବଳଦ ମାଲିକ ସୁରେଶ୍ୱର ମଲ୍ଲିକଙ୍କ ଅଭିଯୋଗ କ୍ରମେ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି…

ଭାରତ ବନ୍ଦ ପ୍ରଭାବରେ ଦାରିଙ୍ଗବାଡ଼ି ଠପ୍‌

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ): ଭାରତ ସରକାରଙ୍କ ନୂଆ କୃଷି ଆଇନ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ ଆଇନ ବିରୋଧରେ ସଂଯୁକ୍ତ କିଶାନ ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସମର୍ଥନ କରାଯାଇଥିବା ବେଳେ ଦାରିଙ୍ଗବାଡ଼ି ବ୍ଲକ…

ଜାତୀୟ ରାଜପଥରେ ହଠାତ୍‌ ଭାଙ୍ଗି ପଡ଼ିଲା ଗଛ

ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ୫୯ ନଂ. ଜାତୀୟ ରାଜପଥର ବାଇମାଳା ଘାଟିରେ ଏକ ବିରାଟକାୟ ଗଛ ଭାଙ୍ଗି ପଡ଼ିଛି। ଫଳରେ ଦାରିଙ୍ଗବାଡ଼ିଠାରୁ ଗଞ୍ଜାମ ଜିଲା ସୋରଡା,ବ୍ରହ୍ମପୁର,ଭୁବନେଶ୍ବରକୁ ଗାଡ଼ି ଚଳାଚଳରେ ବାଧା ସୃଷ୍ଟି ହୋଇଛି । ରାଜପଥରେ ଏକାଧିକ…

ଜନ୍ମମାଟିକୁ ଫେରିଯିବେ ଜଗା !

ଫୁଲବାଣୀ ଅଫିସ,୨୨।୩: ବହୁ ଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ କାଳିଆଙ୍କ ପରଲୋକ ହୋଇଯାଇଥିବା ବେଳେ ଜଗାଙ୍କୁ କନ୍ଧମାଳ ତଥା ଜନ୍ମମାଟିକୁ ଫେରାଇ ଆଣିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଜଗା ଏବେ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସେଠାରୁ ଫେରାଇ ଆଣି…

ଲୁଚିଛପି ନିଆଁ ଲଗାଉଥିଲେ, ଧରିଲା ବନ ବିଭାଗ

ବାଲିଗୁଡା,୧୧ା୩: ଫୁଲବାଣୀ ବନଖଣ୍ଡ ଅଧୀନ ଟିକାବାଲି ପରେଷ୍ଟ ରେଞ୍ଜ ଲାଇନପଡ଼ା ରିଜର୍ଭ ଜଙ୍ଗଲରେ ନିଆଁ ଲଗାଉଥିବା ଜଣେ ବ୍ୟକ୍ତିଙ୍କୁ ଟିକାବାଲି ବନବିଭାଗ କର୍ମଚାରୀ କାବୁ କରିଛନ୍ତି। ବନ କର୍ମଚାରୀମାନେ ନିଆଁକୁ ଆୟତ୍ତ କରିଥିବା ବେଳେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ଜଣକ…

ନକଲି ପୋଲିସ ପୋଷାକ ପିନ୍ଧି କରୁଥିଲେ ଡକାୟତି ଯୋଜନା, ଧରିଲା ଅସଲି ପୋଲିସ

ବାଲିଗୁଡ଼ା,୬।୩(ଡି.ଏନ୍‌.ଏ): ବାଲିଗୁଡ଼ା ପୋଲିସ ଏକ ବଡ଼ ଧରଣର ଡକାୟତି ଯୋଜନା ପଣ୍ଡ କରିଛ। ଘଟଣାରେ ଦୁଇଜଣ ନକଲି ପୋଲିସ ଅଫିସର ଗିରଫ ହୋଇଥିବା ବେଳେ ଅନ୍ୟ ତିନିଜଣ ଘଟଣାସ୍ଥଳରୁ ଫେରାର୍‌ ହୋଇଯାଇଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ, ବାଲିଗୁଡ଼ା ପୋଲିସ ରାତ୍ରିକାଳୀନ…

ଜେଲ ଗଲେ ଫୁଲବାଣୀର ପୂର୍ବତନ ବିଧାୟକ

ଫୁଲବାଣୀ ଅଫିସ,୨୪ା୨: ପଥଚାରୀଙ୍କୁ ମାଡ଼ ମାରିବା ସହ ଟଙ୍କା ଲୁଟ ଅଭିଯୋଗରେ ମଙ୍ଗଳବାର ଫୁଲବାଣୀର ପୂର୍ବତନ ବିଜେଡି ବିଧାୟକ ଦେବେନ୍ଦ୍ର କହଁର ଗିରଫ ହୋଇଛନ୍ତି। ସେ ୨୦୦୯ରେ ଫୁଲବାଣୀରୁ ବିଧାୟକ ନିର୍ବାଚିତ ହୋଇଥିଲେ। ୨୦୧୪ ଓ ୨୦୧୯ ସାଧାରଣ ନିର୍ବାଚନରେ ତାଙ୍କୁ…

ଜଲେଶପଟ୍ଟା କନ୍ୟାଶ୍ରମ ମୁଖ୍ୟଙ୍କୁ ହତ୍ୟା ଧମକ ଦେଇ ଧରାପଡ଼ିଲେ ସାଧୁ

ଫୁଲବାଣୀ ଅଫିସ/ତୁମୁଡିବନ୍ଧ,୨୧।୨: କନ୍ଧମାଳ ଜିଲା ଜଲେଶପଟ୍ଟା କନ୍ୟାଶ୍ରମ ମୁଖ୍ୟ ସ୍ବାମୀ ଜୀବନ ମୁକ୍ତାନନ୍ଦ ପୁରିଙ୍କୁ ଫୋନରେ ହତ୍ୟା ଧମକ ଦେଇଥିବା ସାଧୁଙ୍କୁ ପୋଲିସ ରବିବାର ସନ୍ଧ୍ୟାରେ ଗିରଫ କରିଛି। ଗିରଫ ସାଧୁ ଜଣକ ହେଲେ ମହାଦେବ ମହାରାଜ। ପୋଲିସ ତାଙ୍କୁ ରାୟଗଡ଼ା…

ଜଲେଶପଟ୍ଟା ଆଶ୍ରମ ସ୍ବାମିଜୀଙ୍କୁ ହତ୍ୟା ଧମକ

ଫୁଲବାଣୀ ଅଫିସ/ତୁମୁଡ଼ିବନ୍ଧ,୨୧।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଜଲେଶପଟ୍ଟା ସଂସ୍କୃତ କନ୍ୟାଶ୍ରମ ମୁଖ୍ୟ ସ୍ବାମିଜୀଙ୍କୁ ଏକ ଅଜଣା ଫୋନ ନମ୍ବରରୁ ଶନିବାର ହତ୍ୟା ଧମକ ମିଳିଛି। ସ୍ବାମୀ ଜୀବନ ମୁକ୍ତାନନ୍ଦଙ୍କ ମୋବାଇଲ ନଂ.୯୪୩୯୨୨୩୮୪୧କୁ କେହି ଅଜଣା ଦୁର୍ବୃତ୍ତ ଅପରାହ୍ନ ୪ଟାରେ ୯୧୭୮୨୪୬୬୬୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?