କନ୍ଧମାଳ

ଏମିତି ବି ଆସେ ମୃତ୍ୟୁ

ବାଲିଗୁଡ଼ା,୧୭ା୨: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଲଣ୍ଡାଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବାହାଘର ଭୋଜି ଖାଇ ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିବା ଜଣେ ବ୍ୟକ୍ତିଙ୍କୁ ଦ୍ରୁତଗତିରେ ଆସୁଥିବା ଏକ କାର୍‌ ଧକ୍କାଦେଇ ନିକଟସ୍ଥ ଘର ଭିତରକୁ ପଶିଯାଇଛି। ଏଥିରେ…

ବନ୍ଦପାଳନରେ ଦାରିଙ୍ଗବାଡ଼ି ପ୍ରଭାବିତ

ଦାରିଙ୍ଗବାଡ଼ି,୧୫।୨(ଡି.ଏନ୍‌.ଏ.): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୬ ଘଣ୍ଟିଆ ବନ୍ଦ ପାଳନର ପ୍ରଭାବ ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି। ଦଳର ବ୍ଲକ ସଭାପତି ପ୍ରଦୀପ ନାୟକଙ୍କ ତତ୍ତ୍ବାବଧାନରେ ବ୍ଲକ ଅଧ୍ୟକ୍ଷା ରୁଦା ମଲ୍ଲିକଙ୍କ ସହଯୋଗରେ ଦଳୀୟ କର୍ମୀଙ୍କ ପକ୍ଷରୁ ଚାରିଛକ,ସିମନବାଡ଼ିର…

କନ୍ଧମାଳରୁ ମିଳିଲା ପୁଷ୍ପଲତାଙ୍କ ସ୍କୁଟି

ଭୁବନେଶ୍ୱର,୧୫।୨(ବ୍ୟୁରୋ): ବହ ଚର୍ଚ୍ଚିତ ପୁଷ୍ପଲତା ରାଉଳ ହତ୍ୟା ମାମଲାରେ ଗିରଫ ମୁଖ୍ୟ ଅଭିଯୁକ୍ତ ଗଞ୍ଜାମର ସଞ୍ଜୟ ଓରଫ ଅଙ୍ଗଦ ଦାସ ଓ ଚନ୍ଦୁ ଓରଫ ଶ୍ରୀକାନ୍ତ ଦାସଙ୍କ ୩ଦିନିଆ ରିମାଣ୍ଡ ରବିବାର ସରିଛି। ସୋମବାର ସେମାନଙ୍କୁ କୋର୍ଟରେ ହାଜର କରାଯିବ। ତେବେ…

ରାଜ୍ୟ କ୍ୟାବିନେଟ ବୈଠକ: କନ୍ଧମାଳକୁ ୨ ପାନୀୟ ଜଳ ପ୍ରକଳ୍ପ ଅନୁମୋଦନ

ବାଲିଗୁଡା,୧୦।୨(ଡି.ଏନ୍‌.ଏ.): ରାଜ୍ୟ କ୍ୟାବିନେଟ ବୈଠକରେ କନ୍ଧମାଳ ଜିଲା ପାଇଁ ୨ଟି ପାନୀୟ ଜଳ ପ୍ରକଳ୍ପ ଅନୁମୋଦିତ ହେବା ପରେ ଜିଲା ବିଜେଡି ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ବାଲିଗୁଡ଼ା ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଖବରଦାତା…

ପୋଲିସ ଇନ୍‌ଫର୍ମର ସନ୍ଦେହରେ ୨ ଯୁବକଙ୍କୁ ନିର୍ମମ ହତ୍ୟା

ବାଲିଗୁଡ଼ା,୩୦।୧(ଡି.ଏନ୍‌.ଏ): ପୁଣି ରକ୍ତମୁଖା ହୋଇଛନ୍ତି ମାଓବାଦୀ। କିଛି ଦିନର ନୀରବତା ପରେ ନିଜର ସ୍ଥିତି ଜାହିର କରିଛି ମାଓବାଦୀ ସଂଗଠନ। କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଭଣ୍ଡରଙ୍ଗି ପଞ୍ଚାୟତର ଗୋଛାଗୁଡ଼ା ଗାଁରେ ମାଓବାଦୀ ପୋଲିସ…

୫ ପଞ୍ଚାୟତକୁ ଆସୁନି ନେଟ୍‌ୱର୍କ

ଫୁଲବାଣୀ ଅଫିସ/ଚକାପାଦ,୩୦।୧: କେନ୍ଦ୍ର ଏବଂ ରାଜ୍ୟ ସରକାର ଡିଜିଟାଲାଇଜେଶନକୁ ଗୁରୁତ୍ୱ ଦେଇ ଆସୁଥିବା ବେଳେ କନ୍ଧମାଳ ଜିଲାର ପ୍ରାୟ ସମସ୍ତ ବ୍ଲକରେ ରହିଛି ନେଟୱାର୍କ ସମସ୍ୟା। ଚକାପାଦ ବ୍ଲକର ଏପରି ଅନେକ ଗ୍ରାମ ରହିଛି ଯେଉଁଠି ଲୋକେ ନେଟୱାର୍କ ପାଇଁ ହଇରାଣ…

ଦାରିଙ୍ଗବାଡ଼ିରେ ଦିନରେ ଶୀତ, ରାତିରେ ନାହିଁ

ଦାରିଙ୍ଗବାଡ଼ି,୨୯।୧(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଓଡ଼ିଶାର କଶ୍ମୀର କୁହାଯାଉଥିବା ବେଳେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଚଳିତବର୍ଷ ବହୁ ଦିନ ଧରି ବାରମ୍ବାର ପାଣିପାଗର ପରିବର୍ତ୍ତନ ଦେଖାଯିବା ସହ ଶୀତ ମାତ୍ର ହାତଗଣତି…

କାଠ ଘରେ ପ୍ରାକୃତିକ ଶୀତତାପ ନିୟନ୍ତ୍ରଣ

ଦାରିଙ୍ଗବାଡ଼ି,୨୩।୧: ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକଙ୍କ ପସନ୍ଦ ହେଉଛି ପ୍ରାକୃତିକ ପଦ୍ଧତିରେ କରାଯାଇଥିବା ଟେଣ୍ଟ ହାଉସ୍‌ ବା ଶିବିର। ବର୍ତ୍ତମାନ ରାଜ୍ୟ ସରକାରଙ୍କ ପକ୍ଷରୁ ଇକୋରିଟ୍ରିଟ୍‌ରେ ୨୫ଟି ଶିବିର କରାଯାଇ ତାରକା ହୋଟେଲ୍‌ର ସୁବିଧା ପ୍ରଦାନ କରାଯାଉଛି। ତେବେ…

ଘରକୁ ବାହୁଡ଼ିଲେ ପ୍ରତାପ, ରାଜ୍ୟ ସଭାପତିଙ୍କ ଅନୁମୋଦନ

ଦାରିଙ୍ଗବାଡ଼ି,୨୨।୧(ଡି.ଏନ୍‌.ଏ.): ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବେ ୨୦୧୯ରେ ଲଢ଼େଇ କରିଥିବା ପ୍ରତାପ କୁମାର ପ୍ରଧାନ ପୁଣି କଂଗ୍ରେସରେ ଯୋଗଦାନ କରିଥିବା ଜଣାପଡ଼ିଛି। କଂଗ୍ରେସରେ ପ୍ରତାପଙ୍କୁ ବିଧାୟକ ପ୍ରାର୍ଥୀ ପାଇଁ ଟିକେଟ ନ ଦେବା ପରେ ସ୍ବାଧୀନ ପ୍ରାର୍ଥୀ ଭାବେ…

କମିଲା ଶୀତ, ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡି,୧୫।୧(ଡି.ଏନ୍‌.ଏ.): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ତାପମାତ୍ରା ବୃଦ୍ଧି ଯୋଗୁ ସପ୍ତାହେ ହେଲା ଶୀତ କମୁଛି। ଫଳରେ ଏଠାକୁ ଆସୁଥିବା ପର୍ଯ୍ୟଟକ ନିରାଶ ହେଉଛନ୍ତି। ଏହି ସମୟରେ ତାପମାତ୍ରା ୫ଡିଗ୍ରୀ ତଳକୁ ରହିବା କଥା, ହେଲେ ବୁଧବାର ସବିନିମ୍ନ ତାପମାତ୍ରା ୧୩ ଡିଗ୍ରୀ…

ଚଳନ୍ତା ବସ୍‌ରେ ଲାଗିଲା ନିଆଁ

ବାଲିଗୁଡ଼ା,୧୧।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ରେ ନିଆଁ ଲାଗିଯାଇଛି। ସୌଭାଗ୍ୟ ବଶତଃ ଏଥିରେ ଥିବା ୩୦ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମିଳିଥିବା ସୂଚନାନୁସାରେ, ରୁଦ୍ରକାଳୀ ନାମକ ବସ୍‌ ବାଲିଗୁଡ଼ାରୁ ଦାରିଙ୍ଗବାଡ଼ି ଅଭିମୁଖେ ଯାଉଥିବା ବେଳେ…

ବଦଳିଗଲା ରବିବାର ନିୟମ: ଆସନ୍ତାକାଲି ବିଦ୍ୟାଳୟରେ ହେବ ପାଠପଢ଼ା

ବାଲିଗୁଡ଼ା,୯।୧(ଡି.ଏନ୍‌.ଏ.): ସାଧାରଣତଃ ରବିବାର ସ୍କୁଲ, କଲେଜ ସମେତ ରାଜ୍ୟ ଓ କେନ୍ଦ୍ର ସରକାର ଅଧିନସ୍ଥ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହୁଥିବା ବେଳେ କେତେକ ସ୍ଥାନରେ ବେସରକାରୀ ଅନୁଷ୍ଠାନ ଖୋଲା ରହିଥାଏ। ମାତ୍ର ଚଳିତବର୍ଷ ରବିବାରରେ ପାଠପଢ଼ା ହେବ। ଆସନ୍ତାକାଲି ଶିକ୍ଷାବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?