କନ୍ଧମାଳ

ଦକ୍ଷିଣ ଓଡ଼ିଶାରେ ଭୂମିକମ୍ପ

ଦାରିଙ୍ଗବାଡି/ଜି.ଉଦୟଗିରି/ଭଞ୍ଜନଗର/ପାରଳାଖେମୁଣ୍ଡି,୮ା୧: କନ୍ଧମାଳ ଜିଲା ଦାରିଙ୍ଗବାଡି, ଜି. ଉଦୟଗିରି, ବାଲିଗୁଡା, ରାଇକିଆ ସମେତ ଗଞ୍ଜାମର ଭଞ୍ଜନଗର ଓ ଗଜପତି ଜିଲା ମୋହନା ବ୍ଲକର କେତେକ ଅଞ୍ଚଳରେ ଶୁକ୍ରବାର ରାତି ପ୍ରାୟ ୯ଟା ୪୫ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଲୋକେ ଭୟଭିତ ହୋଇ…

ଯବାନଙ୍କ ଉପରକୁ ଫିଙ୍ଗିଲେ ଗ୍ରେନେଡ

ଫୁଲବାଣୀ ଅଫିସ,୮।୧: କନ୍ଧମାଳ ଜିଲାର ବିଭିନ୍ନ ଜଙ୍ଗଲରେ ମାଓବାଦୀମାନେ ନିଜ ଗତିବିଧି ଜାରି ରଖିଛନ୍ତି। ବିଭିନ୍ନ ସମୟରେ ଯବାନ ଏବଂ ମାଓବାଦୀ ମୁହାଁମୁହିଁ ହେଉଛନ୍ତି। ଗୁରୁବାର ଚକାପାଦ ଥାନା ଲେଙ୍ଗେରିମୁଣ୍ଡା ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି…

ଖୋଲିଲା ଜି. ଉଦୟଗିରି ମହିଳା ମହାବିଦ୍ୟାଳୟ: ଆରମ୍ଭ ହେଲା ପାଠପଢ଼ା

ଜି. ଉଦୟଗିରି,୮।୧(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସାରା ରାଜ୍ୟରେ ଶୁକ୍ରବାରଠାରୁ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପାଠପଢ଼ା ଆରମ୍ଭ ହୋଇଛି। ଜି. ଉଦୟଗିରି ମହିଳା ମହାବିଦ୍ୟାଳୟରେ ମଧ୍ୟ ଆଜିଠାରୁ ପାଠପଢା ଆରମ୍ଭ ହୋଇଛି। ଛାତ୍ରୀମାନେ କୋଭିଡ ନିୟମ ମାନି ସାମାଜିକ…

ଗାଁକୁ ସର୍ବନିମ୍ନ ସୁବିଧା ଦେବାରେ ବିଫଳ ପ୍ରଶାସନ

ଫୁଲବାଣୀ ଅଫିସ, ୮।୧: କନ୍ଧମାଳ ଜିଲାର ଅନେକ ଗ୍ରାମ ବାହ୍ୟ ମଳମୁକ୍ତ ହୋଇଥିବା ଘୋଷଣା କରାଯାଇଛି। ଏଥିପାଇଁ ଜାତୀୟସ୍ତରରେ ଜିଲାକୁ ପୁରସ୍କାର ମଧ୍ୟ ମିଳିଛି। ସରକାରୀ ଅଧିକାରୀ ଗ୍ରାମରେ ପହଞ୍ଚି ଲୋକଙ୍କୁ ବାହ୍ୟ ମଳମୁକ୍ତ ବିଷୟରେ ଅବଗତ କରାଇ ବୋର୍ଡ ମାରିଛନ୍ତି।…

କିନ୍ନର ଚଳାଇବେ ଏନ୍‌ଏସି ଗାଡ଼ି

ବାଲିଗୁଡ଼ା,୨।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍‌ଏସି ପ୍ରଶାସନ ପକ୍ଷରୁ ବର୍ତ୍ତମାନ କିନ୍ନରମାନଙ୍କୁ ଆମତ୍ନିର୍ଭରଶୀଳ କରିବାକୁ ଏକ ପ୍ରୟାସ ଆରମ୍ଭ କରାଯାଇଛି। ସ୍ବଚ୍ଛ ଭାରତ ଅଭିଯାନ ଓ ବର୍ଜ୍ୟବସ୍ତୁ ପରିଚାଳନା ଯୋଜନାରେ ଦୁଇଟି ବ୍ୟାଟେରୀ ଚାଳିତ ନୂତନ ଅଟୋର ଶୁଭାରମ୍ଭ କରାଯାଇଛି। ଏହି…

ଭିତ୍ତିପ୍ରସ୍ତରରେ ଅଟକିଛି ସାଲ୍‌କି ସେତୁ

ଫୁଲବାଣୀ ଅଫିସ, ୨।୧ – ଫୁଲବାଣୀ ବ୍ଲକ ଆଲାମୀ ପଞ୍ଚାୟତ ନୂଆଁରିପଦରଠାରେ ସାଲୁଙ୍କି ନଦୀରେ ଏକ ପୋଲ ନିର୍ମାଣ ପାଇଁ ଲୋକେ ବହୁଦିନ ଧରି ଦାବି କରିଆସୁଥିଲେ। ଲୋକଙ୍କ ସମସ୍ୟାକୁ ବୁଝି ସରକାର ପୋଲ ନିର୍ମାଣ ପାଇଁ ସ୍ବୀକୃତି ଦେବାସହ ଭିତ୍ତିପ୍ରସ୍ତର…

ଅବହେଳିତ ପର୍ଯ୍ୟଟନସ୍ଥଳୀ ସିଦିଙ୍ଗି ଘାଇ

ଖଜୁରିପଡ଼ା/ବଳସକୁମ୍ପା, ୨।୧(ଡି.ଏନ.ଏ.): ଓଡ଼ିଶାର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ଶୀତଦିନର ମଜା ନେବାକୁ ପର୍ଯ୍ୟଟକଙ୍କ ଭିଡ ଜମିଥାଏ। ମାତ୍ର କନ୍ଧମାଳର ଶୀତ ନିଆରା। ଜିଲାର ବିଭିନ୍ନ ସ୍ଥାନରେ ଶୀତଦିନେ ତୁଷାରପାତ ହେଉଥିବାରୁ ଏଠାକୁ ପ୍ରତିବର୍ଷ ଡିସେମ୍ବର ଓ ଜାନୁୟାରୀରେ ପର୍ଯ୍ୟଟକଙ୍କ ସୁଅ ଛୁଟେ। ବିଭିନ୍ନ…

ସୁଧୁରୁନି ସମସ୍ୟା, ଅଣନିଃଶ୍ୱାସୀ ଲୋକେ

ଫୁଲବାଣୀ ଅଫିସ, ୩୧।୧୨: କନ୍ଧମାଳ ଜିଲା ଚକାପାଦ ବ୍ଲକରେ ଏବେ ବି ଅନେକ ଗ୍ରାମ ରହିଛି ଯେଉଁଠି ବିକାଶ ପହଞ୍ଚି ପାରିନାହିଁ। ଲୋକେ ବିଭିନ୍ନ ସମସ୍ୟା ମଧ୍ୟରେ ରହିଛନ୍ତି। ଯାହାର ଜ୍ୱଳନ୍ତ ଉଦାହରଣ ହେଉଛି କଖାରୁଝୋଳ ପଞ୍ଚୟତ ଅଧୀନ ଗେଣ୍ଡୁଲିପିଟା ଗାଁ।…

ଥରୁଛି କନ୍ଧମାଳ: ଫୁଲବାଣୀରେ ୪, ଦାରିଙ୍ଗିବାଡିରେ ୫ ଡିଗ୍ରୀ ତଳକୁ ଖସିଲା ପାରଦ

ଫୁଲବାଣୀ ଅଫିସ, ୨୩ା୧୨: କନ୍ଧମାଳ ଜିଲାରେ ଶୀତର ପ୍ରକୋପ ହଠାତ୍‌ ବଢ଼ିଯାଇଛି । ବିଗତ ତିନି ଦିନ ହେବ ଜିଲାରେ ତାପମାତ୍ରା କମିବାରେ ଲାଗିଛି । ଫୁଲବାଣୀରେ ରବିବାର ୫.୫ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ବୁଧବାରରେ ସୁଦ୍ଧାରେ ଏହା ୪…

ପେନାଲା ଗ୍ରାମକୁ ରାସ୍ତା ନାହିଁ: କାଠଗଣ୍ଡିରେ ଯାତାୟାତ କରୁଛନ୍ତି ଆଦିବାସୀ

ବାଲିଗୁଡ଼ା,୨୧।୧୨(ଡି.ଏନ୍‌.ଏ.): କନ୍ଧମାଳର ବିକାଶ ପାଇଁ ସରକାରୀସ୍ତରରେ ସ୍ବତନ୍ତ୍ର ଯୋଜନା ରହିଛି। ହେଲେ ଏବେ ମଧ୍ୟ ଅନେକ ଅଞ୍ଚଳରେ ବିକାଶ ଅପହଞ୍ଚ ହୋଇଛି। ଫଳରେ ବର୍ଷବର୍ଷ ଧରି ଲୋକେ କାଠଗଣ୍ଡିରେ ବିପଦସଙ୍କୁଳ ଅବସ୍ଥାରେ ଯାତାୟାତ କରୁଛନ୍ତି। ଏହା ଦେଖିବାକୁ ମିଳିଛି କନ୍ଧମାଳ ଜିଲା…

ଥରୁଛି କନ୍ଧମାଳ: ଦାରିଙ୍ଗିବାଡ଼ିରେ ୬ ଡିଗ୍ରୀ ତଳକୁ ଖସିଲା ପାରଦ

ଦାରିଙ୍ଗବାଡ଼ି,୨୧ା୧୨(ଡି.ଏନ୍‌.ଏ): ସମଗ୍ର କନ୍ଧମାଳ ଜିଲା ଏବେ ଶୀତରେ ଥରୁଛି। ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପାରଦ ଦିନକୁ ଦିନ ଖସିବାରେ ଲାଗିଛି। ସୋମବାର ସକାଳ ୮ଟା ସୁଦ୍ଧା ୬ ଡିଗ୍ରୀ ତାପମାତ୍ରା ରହିଥିବା ବ୍ଲକ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି। ଦାରିଙ୍ଗବାଡ଼ି ସମେତ…

ଯବାନ-ମାଓବାଦୀ ଗୁଳି ବିନିମୟ

ଫୁଲବାଣୀ ଅଫିସ, ୨୦ା୧୨-କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ଅଧୀନ ବିରେନି ଗ୍ରାମ ନିକଟ ଜଙ୍ଗଲରେ ଗତ ୧୭ ତାରିଖରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସେଠାରୁ ମାଓବାଦୀମାନେ ଖସି ଯାଇଥିବା ବେଳେ ଜଣେ ମିଲିସିଆଙ୍କୁ ଧରାଯାଇଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?