କନ୍ଧମାଳ

ଦାରିଙ୍ଗବାଡ଼ିରେ ଦାୟିତ୍ୱ ନେଲେ ନୂତନ ବିଡିଓ

ଦାରିଙ୍ଗବାଡ଼ି,୨୩।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟରେ ନୂତନ ବିଡିଓ ଭାବେ ସୋମବାର ଡ.ଜଗଦୀଶ ଷଡ଼ଙ୍ଗୀ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ ପ୍ରଥମେ କରୋନା ପ୍ରତିହତ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ସହ ବ୍ଲକ କାର୍ଯ୍ୟାଳୟରେ ଅଟକି ରହିଥିବା ସମସ୍ତ ଉନ୍ନୟନ କାର୍ଯ୍ୟକୁ…

ଖାଁ ଖାଁ ବାଲିଗୁଡ଼ା: ଗଡୁନି ଯାନବାହନ

ବାଲିଗୁଡ଼ା,୨୨।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ରବିବାର ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ବସଷ୍ଟାଣ୍ଡଠାରୁ ଆରମ୍ଭ କରି ବିଭିନ୍ନ ରାଜରାସ୍ତା ତଥା ଜନଗହଳିପୂର୍ଣ୍ଣ ସ୍ଥାନ ସବୁ ଖାଁ ଖାଁ ଶୂନ୍‌ଶାନ୍‌। କରୋନାର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ…

ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ ପାଳନ କଲେ ଜନସାଧାରଣ: ରାଇକିଆରେ ରାସ୍ତାଘାଟ ଶୂନ୍‌ଶାନ୍‌

ରାଇକିଆ,୨୨।୩(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣ ରୋକିବାକୁ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ନିବେଦନ କରାଯାଇ ଜନତା କର୍ଫ୍ୟୁ ପାଳନ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା। ଏହାକୁ କନ୍ଧମାଳ ଜିଲା ରାଇକିଆରେ ରବିବାର ପାଳନ କରାଯାଇଥିବା ଦେଖିବାକୁ ମିଳିଛି। ସମସ୍ତ ଦୋକାନ ବଜାର ସ୍ବତଃପ୍ରବୃତ୍ତ ବନ୍ଦ ରହିଥିବା…

ଦାରିଙ୍ଗବାଡ଼ିରେ ଜନତା କର୍ଫ୍ୟୁର ପ୍ରଭାବ: ଦୋକାନ ବଜାର, ଗାଡ଼ିମୋଟର ଚଳାଚଳ ବନ୍ଦ; ରାସ୍ତାଘାଟ ଜନଶୂନ୍ୟ

ଦାରିଙ୍ଗବାଡି,୨୨।୩(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ରବିବାର ଜନତାକର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ଦାରିଙ୍ଗବାଡି ସମେତ ସିମନବାଡି, ବ୍ରାହ୍ମଣୀଗାଁ, ଗଦାପୁର ସମେତ ୨୫ ପଞ୍ଚାୟତରେ ଏହାର ପ୍ରଭାବ ପଡିଛି । କାଁ ଭାଁ ସ୍ଥାନକୁ ଛାଡିଦେଲେ ଲୋକେ ସ୍ବତ୍ତପ୍ରବୃତ ଭାବେ ଘରୁ…

ପେପର ଗାଡି ଡ୍ରାଇଭରଙ୍କୁ ମାଡ: ଅଭିଯୁକ୍ତ ଫେରାର

ଫୁଲବାଣୀ ଅଫିସ,୨୧ା୩:  ରାସ୍ତା ଉପରେ କାର ରଖି ଛିଡା ହୋଇ କଥା ହେଉଥିବା କେତେଜଣ ବ୍ୟକ୍ତିଙ୍କୁ ପେପର ଗାଡି ଚାଳକ ସାଇଡ୍‌ ମାଗିବାରୁ ସେମାନେ ମାଡ ମାରିଥିବା ଆଦର୍ଶ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଥିବାବେଳେ ଅଭିଯୁକ୍ତ…

ବିଡିଓଙ୍କୁ ଦାୟିତ୍ୱରୁ ହଟାଇଲେ ଜିଲାପାଳ

ଦାରିଙ୍ଗବାଡ଼ି,୨୧।୩(ଡି.ଏନ୍‌.ଏ.): କନ୍ଧମାଳ ପ୍ରଶାସନ ପକ୍ଷରୁ କରୋନାକୁ ପ୍ରତିହତ କରିବା ପାଇଁ ଜିଲାରେ ୧୪୪ ଧାରା ଜାରି କରାଯାଇଛି। ଏଥିପାଇଁ ସମସ୍ତ ଦୋକାନବଜାର ବନ୍ଦ କରାଯିବା ସହ ସ୍ଥାନୀୟ ପ୍ରଶାସନ ମାଧ୍ୟମରେ ଏହାକୁ ପ୍ରତିହତ ପାଇଁ ପ୍ରଚେଷ୍ଟା ଜାରିରହିଛି। ମାତ୍ର ଦାରିଙ୍ଗବାଡ଼ିରେ ନୂତନ…

କରୋନା ମୁକାବିଲା: ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡ଼ି ପୋଲିସ

ଦାରିଙ୍ଗବାଡ଼ି,୨୧।୩(ଡି.ଏନ୍‌.ଏ.): କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ଜିଲା ପ୍ରଶାସନ ଅଣ୍ଟା ଭିଡ଼ିଛି । ୧୪୪ ଧାରାକୁ ବଜାୟ ରଖିବା ସହ ଦୋକାନ ବଜାର ବନ୍ଦ ରଖିବା ପାଇଁ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଆଇଆଇସି କୌଶିକ ମାଝୀଙ୍କ ନେତୃତ୍ୱରେ ଏସ୍‌ଆଇ…

ଭୁଶୁଡ଼ିଲା କାନ୍ଥ, ଭଙ୍ଗାଘରେ ପରିବାର

ଖଜୁରିପଡ଼ା,(ଡି.ଏନ.ଏ.)/ ବଲସକୁମ୍ପା,୨୧ା୩ ଖଜୁରିପଡ଼ା ବ୍ଲକ ବଲସକୁମ୍ପା ପଞ୍ଚାୟତ ସୁନ୍ଦରଗଡ଼ ଗ୍ରାମର ଅନିରୁଦ୍ଧ ଦିଗାଲଙ୍କ ଘର ଗତ ୧୬ରେ ଘରର କାନ୍ଥ ଭୁଶୁଡ଼ି ପଡ଼ଛି। ଫଳରେ ତାଙ୍କ ପରିବାର ଏବେ ବାସହରା ହୋଇଛନ୍ତି। ସ୍ତ୍ରୀ ଯୁବତୀ ଦିଗାଲ ଓ ଝିଅ ଆରତୀଙ୍କ ସହ…

ବନ୍ଦହେଲା ସାପ୍ତାହିକ ହାଟ

ଶଙ୍କରାଖୋଲ,୨୧ା୩(ଡି.ଏନ୍‌.ଏ.) କରୋନା ସଂକ୍ରମଣ ନିୟନ୍ତ୍ରଣ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ୧୪୪ଧାରା ଜାରି କରିଥିବାବେଳେ ଚକାପାଦ ଓ ଟିକାବାଲି ବ୍ଲକର ବିଭିନ୍ନ ସ୍ଥାନରେ ସାପ୍ତାହିକ ହାଟ ବ୍ଲକ ପ୍ରଶାସନ ଟିକାବାଲି, ଚକାପାଦ ଥାନା ପକ୍ଷରୁ ବନ୍ଦ କରିଦିଆଯାଇଛି। ଚକାପାଦ, ଶଙ୍କରାଖୋଲ,…

ବର୍ଷା, ପବନରେ ଦାରିଙ୍ଗବାଡ଼ି ବେହାଲ : ତହସିଲଦାର, ବିଡିଓଙ୍କ ଘଟଣାସ୍ଥଳ ପରିଦର୍ଶନ

ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ହୋଇଥିବା ବର୍ଷା, ପବନ ଏବଂ କୁଆପଥର ବୃଷ୍ଟିରେ ଅଞ୍ଚଳ ବେହାଲ ହୋଇପଡ଼ିଛି । ଏଥିରେ ବହୁ ଘର ଭାଙ୍ଗିବା ସହ କୁଆପଥର ମାଡ଼ରେ ଆଜବେଷ୍ଟ ଭାଙ୍ଗି ଯାଇ ଘରେ ପାଣି…

ଏକାଧିକ ଚୋରି, ଡକାୟତିରେ ସଂପୃକ୍ତ ଫେରାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ୨୦୧୯ରୁ ଫେରାର ଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ହେଲେ ଉକ୍ତ ଥାନା ସିମନବାଡ଼ି ଗ୍ରାମର କୃପାକର ମୁଖୀ। ତାଙ୍କ ନାମରେ ପୂର୍ବରୁ ୯୩/୧୯ରେ ଏକ…

ଚିକିତ୍ସାରେ ବାଧକ ସାଜିଛି ଅର୍ଥ

ଫୁଲବାଣୀ ଅଫିସ, ୨୦ା୩ – ଖଜୁରିପଡା ବ୍ଲକ ବିଲାବାଡି ପଞ୍ଚାୟତର କିଲୁ ଗ୍ରାମର ଭାରତ ମଲ୍ଲିକ (୯)। ପାଠ ପଢ଼ିବା ବୟସରେ ଦେହ ଖରାପ ଯୋଗୁ ମା’ ବାପା ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରିସାରିଲେଣି। ହେଲେ ସ୍ବାସ୍ଥାବସ୍ଥାରେ ଉନ୍ନତି ହେଉନାହିଁ। ପୁଅକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri