କନ୍ଧମାଳ

୪୮ କେଜି ଗଞ୍ଜେଇ ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୨୬।୧୦(ଡି.ଏନ.ଏ.): ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତ ଆଦିବାସୀ ଗ୍ରାମାଅଞ୍ଚଳରୁ ଗଞ୍ଜେଇ ଚୋରାଚାଲାଣ କରିବା ଅଭିଯୋଗରେ ପୋଲିସ ରବିବାର ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କ.ନୂଆଗାଁ ଥାନା ଗୁଞ୍ଜିବାଡ଼ିର ମିଥୁନ ଦିଗାଳ ଓ ଜଗତସିଂହପୁର ଜିଲା ଆଳିପିଙ୍ଗଳର ଉଲ୍ଲାସ ଚନ୍ଦ୍ର…

୨ଟି କାର୍‌ ମଧ୍ୟରେ ଧକ୍କା: ଚାଲିଗଲା ୨ ଜୀବନ, ୫ ଆହତ

ଜି. ଉଦୟଗିରି, ୨୬।୧୦(ଡି ଏନ ଏ ) ଜି ଉଦୟଗିରି ରାଇପଦା ନିକଟରେ ରବିବାର ସନ୍ଧ୍ୟା ୭ଟା ସମୟରେ ଦୁଇଟି କାର ମଧ୍ୟରେ ଧକ୍କା ହେବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୫ ଜଣ ଆହତ ହୋଇଛନ୍ତି। ମୃତକ…

ଦାରିଙ୍ଗବାଡ଼ି ବ୍ଲକରେ ଦଶହରା ପାଳିତ

ଦାରିଙ୍ଗବାଡ଼ି,୨୫ା୧୦(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଏବଂ ଦାରିଙ୍ଗବାଡ଼ିରେ ଦୁର୍ଗାପୂଜା ପାଳିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା କରୋନା କଟକଣା ମଧ୍ୟରେ ପୂଜାର୍ଚ୍ଚନା କରାଯାଇଛି। ଦାରିଙ୍ଗବାଡ଼ିରେ ଷଷ୍ଠୀଠାରୁ ଦୁର୍ଗାପୂଜାର ଶୁଭାରମ୍ଭ କରାଯାଇଥିଲା। ମୁଖ୍ୟ ପୂଜକ ବୁଲୁ ତ୍ରିପାଠୀ ପୂଜାର୍ଚ୍ଚନା କରିଥିବା ବେଳେ ସନ୍ତୋଷ…

ବୁଦୁଲିପଦର ଘାଟିରୁ ୨ ଯୁବକଙ୍କ ମୃତଦେହ ଉଦ୍ଧାର: ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ

ବାଲିଗୁଡା,୧୮।୧୦(ଡି.ଏନ.ଏ.)-କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ତୁମୁଡ଼ିବନ୍ଧ ଥାନା ବୁଦୁଲିପଦର ଘାଟିରୁ ରବିବାର ପୋଲିସ ଦୁଇ ଜଣ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ତୁମୁଡ଼ିବନ୍ଧର ସଙ୍କଳ୍ପ ନାୟକ ଓ ତପନ କୁମାର ବେହେରା। ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ…

ସିର୍କାବର୍ଗରେ ଜମି ବିବାଦ: ଘର ଭାଙ୍ଗି ଲୁଟ୍‌ ଅଭିଯୋଗ

ଦାରିଙ୍ଗବାଡ଼ି,୧୨ା୧୦: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିର୍କାବର୍ଗ ପଞ୍ଚାୟତର ମାଣିକଯୋଡ଼ି ଗ୍ରାମରେ ଜମି ବିବାଦ ମୁଣ୍ଡ ଟେକିଛି। ଏକ ଅନାବାଦି ଜମିରେ ଦୀର୍ଘବର୍ଷ ଧରି ସେହି ଅଞ୍ଚଳର ଶୁକଦେବ ପ୍ରଧାନ ଘର କରି ରହିଆସୁଥିବା ବେଳେ ସେହିଗ୍ରାମର ଲୋକ ଏହାକୁ ବିରୋଧ…

କରୋନାରେ ପ୍ରାଣ ହରାଇଲେ ଆଉ ଜଣେ କରୋନା ଯୋଦ୍ଧା: ଥାନା ପରିସରରେ ଦିଆଗଲା ଶେଷ ସମ୍ମାନ

ବାଲିଗୁଡା,୮।୧୦(ଡି.ଏନ.ଏ): କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ଅବସ୍ଥାରେ ପୁଣି ଜଣେ କରୋନା ଯୋଦ୍ଧାଙ୍କର ମୃତ୍ୟୁ ହୋଇଛି। ସେ କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବାଳି କହଁର (୫୩) ବୋଲି ଜଣାପଡିଛି। ଗତ ମାସ ୨୦ ତାରିଖରେ…

ଅକ୍ଟୋବରର ପ୍ରତ୍ୟେକ ଶନିବାର, ରବିବାର ବନ୍ଦ ରହିବ ଜି. ଉଦୟଗିରି ବଜାର

ଜି. ଉଦୟଗିରି, ୩।୧୦(ଡି. ଏନ୍‌. ଏ .): କନ୍ଧମାଳ ଜିଲା ଜି. ଉଦୟଗିରି ସହର ସମେତ ଗ୍ରାମାଞ୍ଚଳରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏ ନେଇ ଜି. ଉଦୟଗିରି ବ୍ୟବସାୟୀ ସଂଘ ଜି. ଉଦୟଗିରି ସହରରେ…

ବଢ଼ୁଛି ଆକ୍ରାନ୍ତଙ୍କ ସଂଖ୍ୟା: ଆଜିଠୁ ୭ ଦିନ ବନ୍ଦ ରହିବ ରାଇକିଆର ଦୋକାନ ବଜାର

ରାଇକିଆ,୨୬।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବଢୁଛି ପାଜିଟିଭଙ୍କ ସଂଖ୍ୟା। ଗତ ଏକ ମାସ ହେଲା ଦୋକାନ ବଜାର ଖୋଲିଲା ପରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଘଟିଛି । ଗୋଟିଏ ପଟେ ଟେଷ୍ଟ କମ୍‌ ହଉ ଥିବା ବେଳେ ବହୁ ସଂଖ୍ୟରେ…

ଦାରିଙ୍ଗବାଡ଼ି ଶାଖା ପରିଚାଳକଙ୍କୁ କରୋନା, ପୁଣି ବନ୍ଦ ହେଲା ବ୍ୟାଙ୍କ

ଦାରିଙ୍ଗବାଡ଼ି,୧୮ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଠାରେ ଥିବା ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ଶାଖା ପରିଚାଳକଙ୍କ କରୋନା ପଜିଟିଭ୍‌ ଜଣାପଡ଼ିବା ପରେ ୪୮ଘଣ୍ଟା ପାଇଁ ଶାଖାକୁ ବନ୍ଦ କରି ଦିଆଯାଇଛି। ଗତ କିଛିଦିନ ହେଲା ସେ ଜ୍ୱରରେ ପୀଡ଼ିତ ଥିବାରୁ ନିଜ ସ୍ବାବ୍‌ ଟେଷ୍ଟ…

୩ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜି ଉଦୟଗିରି ବଡ଼ସାହି ହେଲା କଣ୍ଟେନମେଣ୍ଟ ଜୋନ୍‌

ଜି ଉଦୟଗିରି, ୨।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି ଉଦୟଗିରି ସହରରେ କିଛିଦିନ ହେବ କଣ୍ଟେନମେଣ୍ଟ ଜୋନ୍‌ ହଟିଥିବା ବେଳେ ବୁଧବାର ପୁଣିଥରେ ସହରର ସବୁଠାରୁ ବଡ଼ ସାହିକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି । ଉକ୍ତ ସାହିରୁ ୩ଜଣ ଆକ୍ରାନ୍ତ ଚିହ୍ନଟ…

ବାଲିଗୁଡ଼ା ଅଞ୍ଚଳରେ ମାଓବାଦୀ ବିରୋଧୀ ପୋଷ୍ଟର: କଟୁ ସମାଲୋଚନା

ବାଲିଗୁଡା,୨୪।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ମାଓବାଦୀ ବିରୋଧୀ ପୋଷ୍ଟର ଦେଖିବାକୁ ମିଳିଛି। କଞ୍ଜାଲଗୁ ହିଂସାକୁ ବିରୋଧ କରି ଆଇଏନ୍‌ପିପିଏଫ୍‌ ପକ୍ଷରୁ ବାଲିଗୁଡା ଥାନା ଅନ୍ତର୍ଗତ ନକ୍ସଲ ପ୍ରଭାବିତ ଅଞ୍ଚଳ ରାଇପଙ୍ଗା ଗ୍ରାମରେ ଲଗାଯାଇଛି। ଏଥିରେ ମାଓବାଦୀଙ୍କୁ କଟୁ ସମାଲୋଚନା କରାଯାଇଛି।…

କରୋନା କଟକଣା: ଫିକା ପଡ଼ିଛି ଗଣେଶ ପୂଜା

ବାଲିଗୁଡ଼ା,୨୨ା୮(ଡି.ଏନ୍‌.ଏ.) : ଆଜି ପ୍ରଭୁ ଗଣେଶଙ୍କ ପୂଜା । ହେଲେ ଚଳିତ ବର୍ଷ ସମଗ୍ର କନ୍ଧମାଳ ଜିଲା ସମେତ ବାଲିଗୁଡ଼ା ଟାଉନରେ ଫିକା ପଡ଼ିଛି ଏହି ଉତ୍ସବ। ଏହାକୁ ନେଇ ନିରାଶ ହୋଇଛନ୍ତି ବାଲିଗୁଡ଼ା ବାସିନ୍ଦା। ଚଳିତ ବର୍ଷ କରୋନା କଟକଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?