କନ୍ଧମାଳ

ଜି. ଉଦୟଗିରିରୁ ସମ୍ପୂର୍ଣ୍ଣ ହଟିଲା କଣ୍ଟେନମେଣ୍ଟ, ଜାଣନ୍ତୁ କେଉଁ ସବୁ ସାହି ଥିଲେ ଏହି ଜୋନ୍‌ରେ

ଜି.ଉଦୟଗିରି,୨୨।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ସହରରୁ ସମ୍ପୂର୍ଣ୍ଣ ରୂପେ କଣ୍ଟେନମେଣ୍ଟ ଜୋନ୍‌ ହଟାଯାଇଛି। ଅଗଷ୍ଟ ୫ ତାରିଖରେ ବ୍ୟାଙ୍କ କଲୋନୀ ଓ ଅଗଷ୍ଟ ୯ରେ ଚମ୍ପାସାହିକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିଲା । ଶନିବାର ଉକ୍ତ ଦୁଇ ସାହିରୁ କଣ୍ଟେନମେଣ୍ଟ ଉଠାଯିବା…

ଭିଜିଲାନ୍ସ ଜାଲରେ ଗ୍ରାମରୋଜଗାର ସେବକ : ୩୨ ହଜାର ଲାଞ୍ଚ ନେଉଥିବା ବେଳେ ପଡିଲେ ଧରା

ଦାରିଙ୍ଗବାଡ଼ି,୨୧।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟର ଗ୍ରାମରୋଜଗାର ସେବକ ଦିଲ୍ଲୀପ କୁମାର ସାହୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ପ୍ରକାଶ ଯେ, ଏକ କୂଅ ଖୋଳିବା ପାଇଁ ଉକ୍ତ ପଞ୍ଚାୟତ ଲାଦାମାଲା ଗ୍ରାମର ରଞ୍ଜନ ଦିଗାଳ…

ସିମନବାଡ଼ି ବଜାରରେ ଲୋକେ ମାନୁ ନାହାନ୍ତି ସାମାଜିକ ଦୂରତ୍ୱ: ଅମାନିଆଙ୍କୁ ଅଟକାଇଲେ ଏସ୍‌ଡିପିଓ

ଦାରିଙ୍ଗବାଡ଼ି,୨୧।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦିନକୁ ଦିନ କରୋନା ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ବହୁ ସମୟରେ ଦୋକାନ ବଜାରଗୁଡ଼ିକରେ ଭିଡ଼ ଜମିବା ସହ ସାମାଜିକ…

ଲକ୍ଷ୍ମୀବଜାର, ବରାଳିନୀ ସାହିରୁ ଉଠିଲା କଣ୍ଟେନ୍‌ମେଣ୍ଟ୍‌

ଜି.ଉଦୟଗିରି,୨୧ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ସହରର ଲକ୍ଷ୍ମୀବଜାର ଯାହାକି ମୁଖ୍ୟ ବଜାର ଭାବେ ପରିଚିତ ସେଠାରୁ ଗୁରୁବାର କଣ୍ଟେନମେଣ୍ଟ ଜୋନ୍‌କୁ ଉଠାଇ ଦିଆଯାଇଛି। ଏଥିସହିତ ବରାଳିନୀ ସାହିରୁ ମଧ୍ୟ ଆଜି କଣ୍ଟେନ୍‌ମେଣ୍ଟ୍‌ ହଟିଛି। ଲକ୍ଷ୍ମୀବଜାରକୁ ଜୁଲାଇ ୨୯ ଓ ବରାଳିନୀ ସାହିକୁ…

କନ୍ଧମାଳରେ ପାସ୍‌ ହାର ୬୦.୪୪%

ଫୁଲବାଣୀ ଅଫିସ, ୨୦ା୮- କନ୍ଧମାଳ ଜିଲାରେ ଯୁକ୍ତ ୨ ବାଣିଜ୍ୟରେ ପାସ୍‌ହାର ରହିଛି ୬୦.୪୪ ପ୍ରତିଶତ। ଜିଲାରେ ମୋଟ ୨୨୫ ଜଣ ପରୀକ୍ଷା ଦେଇଥିବା ବେଳେ ୧୩୬ ଜଣ ପାସ୍‌ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୪ ଜଣ ପ୍ରଥମ ଶ୍ରେଣୀରେ, ୩୫ଜଣ…

କାର୍‌ରେ ପ୍ରେସ୍‌ ଲେଖି କରୁଥିଲେ ଗଞ୍ଜେଇ ଚାଲାଣ: ୫ ଜଣଙ୍କୁ ବାନ୍ଧିଲା ପୋଲିସ

ଫୁଲବାଣୀ ଅଫିସ, ୧୯ା୮- କନ୍ଧମାଳ ଜିଲାରେ ଚୋରା ବ୍ୟବସାୟୀମାନେ ବିଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ କରୁଛନ୍ତି। ସେପଟେ ଜିଲା ଚାରିପଟେ କରୋନା ପାଇଁ ଚେକିଂ କଡାକଡି କରାଯାଉଛି। ବିନା ପାସ୍‌ରେ ଗାଡିଗୁଡିକୁ ଛଡା ଯାଉନାହିଁ। ଏଭଳି ସ୍ଥିତିରେ ମଧ୍ୟ ଗଞ୍ଜେଇ ମାଫିଆ…

ଶସ୍ତା ହେଲା କନ୍ଧମାଳ ହଳଦୀ, ଖଲିପତ୍ର

ଦାରିଙ୍ଗବାଡ଼ି,୧୯।୮(ଡି.ଏନ.ଏ)- କନ୍ଧମାଳ ଜିଲା ହଳଦୀ ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଥିବାବେଳେ ଏହାକୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିଛି। ମାତ୍ର ଚଳିତ ବର୍ଷ କରୋନା ମାଡରେ ହଳଦୀ ଚାଷୀ କ୍ଷତିଗ୍ରସ୍ତ ହୋଇପଡିଛନ୍ତି। କରୋନା ଯୋଗୁ ହଳଦୀ ମୂଲ୍ୟ ହ୍ରାସ ପାଇଛି। ପୂର୍ବ…

ମାଓବାଦୀଙ୍କ ତାଣ୍ଡବ: ପୋଡ଼ିଦେଲେ ଘରୋଇ ଠିକା ସଂସ୍ଥାର ୬ ଗାଡ଼ି

ବାଲିଗୁଡା,୧୭।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ମାଓବାଦୀମାନେ ଏକ ଘରୋଇ ଠିକା କ୍ୟାମ୍ପକୁ ଉଡାଇ ଦେଇଥିବା ଜଣାପଡ଼ିଛି। ଏହା ସହ ଠିକା ସଂସ୍ଥା ଦ୍ୱାରା ବ୍ୟବହୃତ ହେଉଥିବା ହାଇୱା, ପାଣି ଟ୍ୟାଙ୍କର ସମେତ ୬ଟି ଗାଡ଼ିକୁ ପୋଡି ଦେଇଛନ୍ତି। ତେବେ…

ପୁଣି ସ୍ଥିତି ଜାହିର କଲା ମାଓବାଦୀ ସଂଗଠନ: ପୋଷ୍ଟର ଜାରି କରି ଲେଖିଲା ଏମିତି…

ବାଲିଗୁଡ଼ା,୧୬ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଦାରିଙ୍ଗବାଡ଼ି ଛକ ନିକଟ ଧୁଙ୍ଗିଆଦିଆ ଘାଟିରେ ଦେଖିବାକୁ ମିଳିଛି ମାଓବାଦୀ ପୋଷ୍ଟର। କେକେବିଏନ୍‌ ମାଓବାଦୀ ସଂଗଠନ ପକ୍ଷରୁ ଏହି ପୋଷ୍ଟର ଜାରି କରାଯାଇଥିବା ବେଳେ ଏଥିରେ ଅଗଷ୍ଟ ୧୮ରୁ ୨୪…

କରୋନା କଟକଣା ଭିତରେ ଜି.ଉଦୟଗିରିରେ ଉଡିଲା ତ୍ରିରଙ୍ଗା

ଜି.ଉଦୟଗିରି,୧୫।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ହବାକ ହାଇସ୍କୁଲ ଖେଳ ପଡିଆରେ ଶନିବାର ନିରାଡ଼ମ୍ବର ଭାବେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ବିଡିଓ ତଥା ଭାରପ୍ରାପ୍ତ ଅତିରିକ୍ତ ଉପଜିଲାପାଳ ଶାନ୍ତନୁ କୁମାର ନାୟକ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଗୋଷ୍ଠୀ ଜନସାସ୍ଥ୍ୟ…

କନ୍ଧମାଳ: ଦିନକରେ ୭୪ ପଜିଟିଭ ଚିହ୍ନଟ

ଫୁଲବାଣୀ ଅଫିସ, ୬ା୮-କନ୍ଧମାଳ ଜିଲାରେ ଗୁରୁବାର ଗୋଟିଏ ଦିନରେ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଜିଲାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ୬୧ ବର୍ଷୀୟ ଏହି ମୃତକ ଜଣକ ଫୁଲବାଣୀ ସହର କେନ୍ଦୁପଦର ଅଞ୍ଚଳର ବୋଲି ଜଣାପଡ଼ିଛି।…

ଏହି ବ୍ଲକରେ ୧୦ କରୋନା ଯୋଦ୍ଧାଙ୍କ ସମେତ ୧୪ ପଜିଟିଭ୍‌ ଚିହ୍ନଟ

ଦାରିଙ୍ଗବାଡ଼ି,୬ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ପ୍ରଶାସନ ସୂତ୍ରରୁ ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ଦାରିଙ୍ଗବାଡ଼ି ବ୍ଲକର ୧୦ ଜଣ କରୋନା ଯୋଦ୍ଧା ରହିଛନ୍ତି। କରୋନା ଯୋଦ୍ଧାଙ୍କ ମଧ୍ୟରେ ଏକାଧିକ କନିଷ୍ଠଯନ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?