କନ୍ଧମାଳ

ରାଜ୍ୟରେ ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୧୭ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ହାଡ଼ଭଙ୍ଗା ଶୀତରେ ଥରୁଛି ରାଜ୍ୟ। ଦିନକୁ ଦିନର ଶୀତର ପ୍ରକୋପ ବଢ଼ୁଥିବା ବେଳେ ଜି.ଉଦୟଗିରିରେ ଦୈନନ୍ଦିନ ପାରଦ ତଳମୁହାଁ ହେଉଛି। ଫଳରେ ଅଞ୍ଚଳବାସୀଙ୍କ ଜୀବନଜୀବିକା ପ୍ରଭାବିତ ହେଉଛି। ପ୍ରବଳ ଶୀତ ଯୋଗୁ ସକାଳ ୧୦ଟା ପର୍ଯ୍ୟନ୍ତ…

ପୁଣି ଖସିଲା ତାପମାତ୍ରା: ସର୍ବନିମ୍ନ ୭ ଡିଗ୍ରୀ ରେକର୍ଡ

ଦାରିଙ୍ଗବାଡି, ୧୫।୧୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଶୀତ ଅନୁଭୂତ ହେଉଛି। ତାପମାତ୍ରା ୨ ଦିନ ସାମାନ୍ୟ ବୃଦ୍ଧି ପାଇଥିବାବେଳେ ପୁଣି ସୋମବାର ତାପମାତ୍ରା ତଳମୁହାଁ ହୋଇ ୭ ଡିଗ୍ରୀରେ ପହଞ୍ଚିଛି। ଦାରିଙ୍ଗବାଡିକୁ ଛାଡିଦେଲେ ଆଭ୍ୟନ୍ତରୀଣ ଅଞ୍ଚଳ ତଥା ସୋନପୁର,…

ପୋଲିସ ସହାୟତାର ଆପ “ସାଥି” ଏବେ ବେସାହାରା: ଲୁଚି ଯାଇଛି …

ଦାରିଙ୍ଗବାଡି,୧୬।୧୧ (ଅରୁଣ ସାହୁ): କନ୍ଧମାଳ ପୋଲିସ ପକ୍ଷରୁ ଲୋକଙ୍କ ପାଇଁ ଏକ ଆପର ପ୍ରଚଳନ କରାଯାଇଥିଲା । ଯାହାର ନାମ ରହିଛି “ସାଥି” । କନ୍ଧମାଳ ଏସ୍‌ପି ହରିଶ ବିସିଙ୍କ ତତ୍ତ୍ୱାବଧାନରେ ଏହି ଆପ ପ୍ରସ୍ତୁତ କରାଯାଇ ଜିଲାର ବିଭିନ୍ନ ଜନଗହଳି…

ହାଡ଼ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି:ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ 

ଜି.ଉଦୟଗିରି,୧୬।୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି। ପ୍ରତିଦିନ ଶୀତ କ୍ରମଶଃ ବୃଦ୍ଧି ପାଉଥିବା ବେଳେ ଜନଜୀବନ  ଅସ୍ତବ୍ୟସ୍ତ ହୋଇପଡ଼ିଛି। ସା ହେଲା ମାତ୍ରେ ଲୋକେ ଶୀତ ଦାଉରୁ ରକ୍ଷା ପାଇବାକୁ ନିଆଁର ସାହାରା ନେଉଛନ୍ତି। ସକାଳ…

‘ସ୍ବାଧୀନତା ସଂଗ୍ରାମରେ ବିର୍ସା ମୁଣ୍ଡାଙ୍କ ବଳିଦାନ ଅନନ୍ୟ’

ଦାରିଙ୍ଗବାଡ଼ି,୧୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଡବେରୀ ଗ୍ରାମର ବାଳାପାଙ୍ଗା ଛକଠାରେ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ବିର୍ସା ମୁଣ୍ଡା ଯୁବକ ସଂଘର ସଭାପତି କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ…

ଆଜି ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି, ତାପମାତ୍ରା ରହିଛି…

ଦାରିଙ୍ଗବାଡ଼ି,୧୫ା୧୧(ଅରୁଣ ସାହୁ): ରାଜ୍ୟରେ ଶୀତର ପ୍ରଭାବ ଦେଖିବାକୁ ଅନୁଭୂତ ହେଉଥିବା ବେଳେ ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ମଧ୍ୟ ଶୀତ ଲହରି ଜାରି ରହିଛି। ତେବେ ଗତ ୩ ଦିନ ହେଲା ଅଞ୍ଚଳରେ ପାଗ…

ଖୋଲିଲା ଇକୋ ରିଟ୍ରିଟ: ଭିଡିଓ କନଫରେନ୍ସରେ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୧୫।୧୧ (ଅରୁଣ ସାହୁ):ଆଜି ରାଜ୍ୟରେ ୬ଟି ଇକୋ ରିଟ୍ରିଟକୁ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଭିଡିଓ କନଫରେନ୍ସ ମାଧ୍ୟମରେ ଶୁଭ ଉଦଘାଟନ କରିଥିବାବେଳେ ଏଥିରେ ଦାରିଙ୍ଗବାଡି ଇକୋ ରିଟ୍ରିଟର ମଧ୍ୟ ଉଦଘାଟନ ହୋଇଯାଇଛି। ଏହି ଅବସରରେ ଦାରିଙ୍ଗବାଡି ଇକୋ ରିଟ୍ରିଟ…

ଗଞ୍ଜେଇ ଚାଷ ନଷ୍ଟ କଲା ପୋଲିସ-ଅବକାରୀ ବିଭାଗ: ସଚେତନତାକୁ ନେଇ ଉଠୁଛି ପ୍ରଶ୍ନ

ଦାରିଙ୍ଗବାଡି, ୧୫/୧୧ (ଅରୁଣ ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦତିଙ୍ଗବାଡି ପୋଲିସ ଏବଂ ଅବକାରୀ ବିଭାଗ ମିଳିତ ଗଞ୍ଜେଇ ଚାଷକୁ ସମୂଳ ନଷ୍ଟ କରିବାକୁ ଜୋରଦାର ପଦକ୍ଷେପ ଆରମ୍ଭ ହୋଇଛି। ଚଳିତ ବର୍ଷ ଦିତୀୟ ଥର ପାଇଁ ଗଞ୍ଜେଇ…

ନିଆରା ଢଙ୍ଗରେ ଶିଶୁ ଦିବସ ପାଳିତ

ତୁମୁଡିବନ୍ଧ,୧୪।୧୧: (ଦୀପକ କୁମାର ପରାସେଠ)-ଆଜି ପଲ୍ଲୀରୁ ସହର ସବୁ ଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଜନ୍ମ ଜୟନ୍ତୀ ଦିବସକୁ ଶିଶୁ ଦିବସ ଭାବେ ପାଳନ କରାଯାଉଛି। ସେହିପରି କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଭିତର ଅଂଚଳ ଭାବେ ପରିଚିତ ଝିରିପାଣି…

ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକ ଆଣିବା ଲକ୍ଷ୍ୟ

ଦାରିଙ୍ଗବାଡି, ୧୪/୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ରାପଡାବାଡ଼ି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଏବିଇଓ ବନମାଳୀ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।…

ଦୀର୍ଘ ବର୍ଷ ହେବ ଯାହା ହୋଇ ନ ଥିଲା, ଗୋଟିଏ ମାସରେ କରିଦେଖାଇଲେ ବିଡ଼ିଓ: ହସୁଛି କଫି ବଗିଚା

ଦାରିଙ୍ଗବାଡି, ୧୪।୧୧ (ଅରୁଣ ସାହୁ): ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚାର ରୂପରେଖ ଗୋଟିଏ ମାସରେ ବଦଳି ଯାଇଛି । କଫିବଗିଚା ପରିସର ମଧ୍ୟରେ ଇଟା, ସିମେଣ୍ଟରେ ଦୁଇ ପାଖ ଅତି ସୁନ୍ଦରରେ ପାର୍କ ଡିଜାଇନ…

ମିଥ୍ୟା ସତ୍ୟପାଠ ଦାଖଲକରି ପଦ ହରାଇଲେ ମାର୍ଲାଙ୍ଗା ସରପଞ୍ଚ

କୋଟଗଡ଼,୧୩ା୧୧ (ସରୋଜ ବଳିୟାରସିଂ): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ମାର୍ଲାଙ୍ଗା ପଞ୍ଚାୟତର ସରପଞ୍ଚ ଅଯୋଗ୍ୟ ଘୋଷିତ ହୋଇଛନ୍ତି। ୨୦୨୨ରେ ପଞ୍ଚାୟତ ନିର୍ବାଚନ ବେଳେ ଅଶୋକ ମୁଠା ମାଝୀଙ୍କର ୨ରୁ ଅଧିକ ପିଲା ଥିବାବେଳେ ମାତ୍ର ୨ଜଣ ସନ୍ତାନ ଥିବାକଥା ମିଥ୍ୟାରେ ଉଲ୍ଲେଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri