କନ୍ଧମାଳ

ଶିଳ୍ପ ସ୍ଥାପନ ପାଇଁ ଚାଲିଛି ଇଡ୍‌କୋକୁ ଜମି ହସ୍ତାନ୍ତର ପ୍ରକ୍ରିୟା, ଅଞ୍ଚଳବାସୀଙ୍କ ବିରୋଧ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଏକ ୯ ହେକ୍ଟର ଜମିରେ ଶିଳ୍ପ ସ୍ଥାପନ ହେବ। ଏଥିପାଇଁ ଇଡ୍‌କୋ ଏବଂ ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ବିଭାଗ ପ୍ରସ୍ତୁତି ଚଳାଇଥିବାବେଳେ ଏହାକୁ ନେଇ ସିମନବାଡ଼ି ଅଞ୍ଚଳରେ ଏବେ ତୀବ୍ର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ ଶୁଖିଲା ଭାତ ଏବଂ ଲୁଣ ପରସାଯିବା ଘଟଣାରେ ଜିଲା ଶିକ୍ଷା ବିଭାଗ କଠୋର…

ସିଏମ୍ ଟ୍ରଫି ଖୋଖୋ ଚାମ୍ପିୟନ୍ ହେଲେ ରାଇକିଆ ଛାତ୍ରୀ, ଛୁଟିଲା ଶୁଭେଚ୍ଛା

ରାଇକିଆ,୨୧।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଏଥଲେଟିକ୍ସ ଆସୋସିଏସନ୍ ତରଫରୁ ଆୟୋଜିତ ୧୫ବର୍ଷରୁ କମ୍ “ସିଏମ୍ ଟ୍ରଫି ୨.୦” ଜିଲାସ୍ତରୀୟ ଖୋଖୋ ପ୍ରତିଯୋଗୀତାରେ ଚାମ୍ପିୟନ୍ ହୋଇଛନ୍ତି ରାଇକିଆ ସରକାରୀ ବାଳିକା ବିଦ୍ୟାଳୟର ଛାତ୍ରୀ । ଏହି ପ୍ରତିଯୋଗୀତାରେ ଭଲି ପରେ ଖୋଖୋରେ ଛାତ୍ରୀମାନେ…

ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ ଗରମ ଗୁଳଗୁଳି ବୃଦ୍ଧି ସହ ପରିବେଶ ନଷ୍ଟ ହେବାରେ ବସିଛି। ଜଙ୍ଗଲରେ ନିଆଁ…

ହଷ୍ଟେଲ ରୁମ୍‌ ଭିତରୁ ମିଳିଲା ଯୁକ୍ତ ୨ ଛାତ୍ରଙ୍କ ଝୁଲନ୍ତା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଫୁଲବାଣୀ,୨୦।୪(ରାକେଶ କୁମାର ରାଉତ): ଫୁଲବାଣୀ ନବୋଦୟ ବିଦ୍ୟାଳୟର ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ହଷ୍ଟେଲ ରୁମ୍‌ ଭିତରୁ ଉଦ୍ଧାର କରାଯାଇଛି। ମୃତକ ଜଣକ ଗୋଛାପଡ଼ା ଥାନା କୋଏରମାଣ୍ଡୁ ପଞ୍ଚାୟତ ତେତେରିପାଲା ଗ୍ରାମର ସୁରେଶ କହଁରଙ୍କ ପୁଅ ପୁଅ ଗୋକୁଳ…

ସାଙ୍ଗ ଗୁଳିରେ ଚାଲିଗଲା ସାଙ୍ଗର ଜୀବନ

ଫୁଲବାଣୀ/ଚକାପାଦ/ବାଲିଗୁଡା,୧୯ା୪(ରାକେଶ କୁମାର ରାଉତ/ପ୍ରତାପ କିଶୋର ବେହେରା/ ସଞ୍ଜୟ କୁମାର ପାଣିଗ୍ରାହୀ): ଜଙ୍ଗଲକୁ ଶିକାର କରିବାକୁ ୩ ସାଙ୍ଗ ଯାଇଥିଲେ। ହେଲେ ଶିକାର କଲାବେଳେ ବନ୍ଧୁକ ଧରିଥିବା ଯୁବକଙ୍କ ଗୁଳିରେ ଜଣେ ନାବାଳକ ସାଙ୍ଗର ଜୀବନ ଚାଲିଗଲା। ଏଭଳି ଏକ ଘଟଣା କନ୍ଧମାଳ…

ଓଲଟିଲା ମାଛ ବୋଝେଇ ଅଟୋ

ବାଲିଗୁଡ଼ା,୧୯ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ମୁସୁକୁଲିସ୍ଥିତ ବୁଲାଣି ନିକଟରେ ରବିବାର ମାଛ ବୋଝେଇ ହୋଇଥିବା ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଦୁର୍ଘଟଣା ଘଟିଛି। ଘଟଣାରୁ ପ୍ରକାଶ ଯେ, ବାଲିଗୁଡ଼ାରୁ ଅଟୋ ଯୋଗେ ବାରଖମାକୁ ମାଛ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣେ ଯୁବତୀ ରହିଛନ୍ତି। ଆହତ ବ୍ୟକ୍ତିମାନେ ହେଲେ ଅର୍ମାନ ନାୟକ,…

ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ମାଓବାଦୀ ମୁକ୍ତ ପାଇଁ ଜୋରଦାର ଅପରେଶନ କରାଯାଇ ଦାରିଙ୍ଗବାଡି ଅଞ୍ଚଳରେ ଚଳପ୍ରଚଳ କରୁଥିବା…

ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ: ଶତାଧିକ ଲୋକ ହେଲେ ଏକାଠି

ଦାରିଙ୍ଗବାଡି, ୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଅଞ୍ଚଳରେ ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ ନେଲେ ଅଞ୍ଚଳବାସୀ। ଶତାଧିକ ମହିଳା ଓ ପୁରୁଷ ଏକାଠି ହୋଇ ଚୋରାମଦ କାରବାର କରୁଥିବା ଲୋକଙ୍କ ନିକଟରେ ପହଞ୍ଚି ଖୋଲା…

ରାଇକିଆ ଆଦର୍ଶ ବିଦ୍ୟାଳୟର ୧୦ମ ପରୀକ୍ଷା ଫଳାଫଳ: ସ୍ନେହାଶିଷ ପଣ୍ଡା ଟପ୍ପର

ରାଇକିଆ,୧୬।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ସ୍ନେହାସିଶ ପଣ୍ଡା ସିବିଏସ୍‌ଇର ୧୦ମ ଶ୍ରେଣୀ ପରୀକ୍ଷାରେ ୯୭.୬% ମାର୍କ ରଖି ଟପ୍ପର ହୋଇ ବିଦ୍ୟାଳୟରେ ଏବଂ ରାଇକିଆ ଅଞ୍ଚଳରେ କୃତିତ୍ୱ ଓ ଗୌରବ ହାସଲ କରିଛନ୍ତି ।…

ଫୁଲବାଣୀ ଜେଲରେ ବିଚାରଧିନ କଏଦୀଙ୍କ ମୃତ୍ୟୁ, ଆଦର୍ଶ ଥାନା ପୋଲିସକୁ ଦାୟୀ କଲେ ପରିବାର

ଫୁଲବାଣୀ,୧୫।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରଧିନ କଏଦୀଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି । ତେବେ ଏହି ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି ପରିବାର ଲୋକେ । ଫୁଲବାଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?