ଯୁବକଙ୍କୁ ନିଶାଦେଇ ୨୦ ହଜାର ଲୁଟ୍
ଫୁଲବାଣୀ ଅଫିସ, ୮ା୩- କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ରେବିଙ୍ଗିଆ ପଞ୍ଚାୟତ ଦୁଲିକିଆ ଗ୍ରାମର ଜଣେ ଯୁବକ ଲୁଟ୍ର ଶିକାର ହୋଇଛନ୍ତି। ସେ ହେଲେ ସୁରୁଡି ଦିଗାଲ। ଦୁଇ ଦୁର୍ବୃତ୍ତ ତାଙ୍କୁ କୌଣସି ନିଶାଦ୍ରବ୍ୟ ଦ୍ୱାରା ଅଚେତ କରାଇ ୨୦ ହଜାର…
୨୧୯ ଛାତ୍ରୀଛାତ୍ରଙ୍କୁ ୩ ଶିକ୍ଷକ
ଫିରିଙ୍ଗିଆ, ୮ା୩ – ସରକାର ଶିକ୍ଷାର ବିକାଶ ପାଇଁ ବହୁ ଯୋଜନା ପ୍ରଣୟନ କରୁଛନ୍ତି। ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ପ୍ରଚେଷ୍ଟା ମଧ୍ୟ ଜାରି ରଖିଛନ୍ତି। କିନ୍ତୁ ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ତୁଳନାରେ ଶିକ୍ଷକ ନିଯୁକ୍ତି କରୁ ନାହାନ୍ତି। ଏଭଳି ଘଟଣା…
ରାସ୍ତାରେ ଗଦାଗଦା ପଲିଥିନ ପଡ଼ିବା ଘଟଣା: ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ପଞ୍ଚାୟତର ତତ୍ପରତା
ଦାରିଙ୍ଗବାଡ଼ି,୭।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ପ୍ରବଳ ବର୍ଷା ପରେ ଅବସ୍ଥା ବେହାଲ ହୋଇପଡ଼ିଥିଲା। ବିଶେଷକରି ପଞ୍ଚାୟତ ଅଧୀନରେ ରହିଥିବା ସମସ୍ତ ଡ୍ରେନ ଜାମ୍ ଯୋଗୁ ବର୍ଷାଜଳ ନିଷ୍କାସିତ ହୋଇ ନ ପାରି ରାସ୍ତା ଉପରେ ପ୍ରବାହିତ ହେଉଥିଲା। ଡ୍ରେନରେ ରହିଥିବା…
ବର୍ଷାରେ ବେହାଲ ଦାରିଙ୍ଗବାଡ଼ି
ଦାରିଙ୍ଗବାଡ଼ି,୭।୩(ଡି.ଏନ୍.ଏ.) ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗି ରହିଛି। ଶୁକ୍ରବାର ୫୧ ମିମି ବର୍ଷା ରେକର୍ଡ଼ କରାଯାଇଥିବାବେଳେ ଗୁରୁବାର ୩୪ ମିମି ବର୍ଷା ରେକର୍ଡ଼ କରାଯାଇଥିଲା। ବର୍ଷା ଯୋଗୁ ହଳଦୀ ଅମଳରେ ବାଧାସୃଷ୍ଟି ହୋଇଥିବାବେଳେ ପନିପରିବା…
ବିଦେଶୀ ପର୍ଯ୍ୟଟକଙ୍କ ଉପରେ ନଜର
ଫୁଲବାଣୀ ଅଫିସ, ୭ା୩ ସାରା ବିଶ୍ୱରେ ଏବେ କରୋନା ଭୟ। ଓଡିଶାରେ ବି ଏହାର ପ୍ରଭାବ ପଡିିଛି। ଏହାର ମୁକାବିଲା ଲାଗି କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ହୋଇଛି। ଏହିକ୍ରମରେ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏକ ବୈଠକ…
ମହୁଲପଡ଼ା-ରଏନପଡ଼ା ଯୋର ପୁଲିଆ କାମ୍: ୮ ବଛର ହେଲା ଦରଖଁଡ଼ିଆ ହେଇ ପଡ଼ିଛେ
କେସିଙ୍ଗା, ୭।୩ (ଡି.ଏନ.ଏ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ପରଲସିଙ୍ଗା ପଁଚେତ୍ ମହୁଲପଡ଼ାରୁ ରଏନପଡ଼ା ମଝିରେ ଗୁଟେ ଯୋର ରହିଛେ। ଯେନ୍ଥିରଲାଗି ଗଁାବାସୀ ଇ ରାସ୍ତାରେ ଗଲାଆଏଲା ବେଲେ ବଡ଼ଭାରି ସମସିଆର ସାମନା କରୁଛନ୍। ଆଏଜ୍ ବି ରଏନପଡ଼ାବାସୀ…
ପୋଖରୀରୁ ଅଖାରେ ବନ୍ଧା ମୁଣ୍ଡବିହୀନ ମୃତଦେହ ଉଦ୍ଧାର, ଯୋଜନାବଦ୍ଧ ଭାବେ ହତ୍ୟା ସନ୍ଦେହ
ବାଲିଗୁଡ଼ା,୬।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଖଡ଼ଗ ନଦୀସେତୁ ନିକଟ ଏକ ପୋଖରୀରୁ ଶୁକ୍ରବାର ଅଖାରେ ବନ୍ଧା ହୋଇଥିବା ଏକ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ହୋଇଛି। ମୃତକ କିଲୁପଡ଼ା ଗ୍ରାମର ଯୁଧିଷ୍ଠିର ମଲ୍ଲିକ। ଯୁଧିଷ୍ଠିରଙ୍କ ସ୍ତ୍ରୀ ମୃତଦେହ ଚିହ୍ନଟ କରିବା ପରେ…
ଦୁର୍ଦ୍ଦିନରେ ବାଉଁଶ କାରିଗର
ଫୁଲବାଣୀ ଅଫିସ, ୬ା୩- ଜେଜେ ବାପାଙ୍କ ସମୟରୁ କାମ କରି ଆସୁଛୁ। ଆଉ ବୟସ ନାହିଁ ମୂଳ ପେସାକୁ ଛାଡି ଅନ୍ୟ କୌଣସି କାର୍ଯ୍ୟ କରିବୁ। ମନ ଭିତରେ ଆଶା ଭରି ରହିଛି ଆମର ଉତ୍ପାଦିତ ସାମଗ୍ରୀକୁ ଲୋକେ ଆଦରରେ କିଣିବେ।…
ପୂର୍ବତନ ଏସ୍ଇଓଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ
ଫୁଲବାଣୀ ଅଫିସ, ୬ା୩-ଏକ ଲାଞ୍ଚ ମାମଲାର ବିଚାର କରି ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ସତ୍ୟପୀର ମିଶ୍ର କ.ନୂଆଗାଁ ବ୍ଲକର ପୂର୍ବତନ ସାମାଜିକ ଶିକ୍ଷା ସଙ୍ଗଠକ (ଏସ୍ଇଓ) ନବକେଶି ଦେଶୀନାୟକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ତାଙ୍କୁ…
ଦାରିଙ୍ଗବାଡ଼ିରୁ ଝାରସୁଗୁଡ଼ାକୁ ଗଡ଼ିଲା ସରକାରୀ ବସ୍
ଦାରିଙ୍ଗବାଡ଼ି,୫।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ ଏବେ ଯାତ୍ରୀ ପରିବହନ ଦିଗରେ ସୁଧାର ଆସିଛି ା ରାଜ୍ୟ ସରକାରଙ୍କ ପରିବହନ ବିଭାଗ ପକ୍ଷରୁ ପ୍ରଥମଥର ପାଇଁ ପଶ୍ଚିମ ଓଡ଼ିଶାକୁ ଯୋଗାଯୋଗ ପାଇଁ ଏକ ଯାତ୍ରୀବାହୀ ବସ୍ ଚଳାଚଳର ସୁବିଧା କରାଯାଇଛି।…
ମହାସିଂହ ପଞ୍ଚାୟତରେ ୨୯ଲକ୍ଷ ଟଙ୍କା ଘୋଟାଲା
ଫୁଲବାଣୀ ଅଫିସ, ୫ା୩- କନ୍ଧମାଳ ଜିଲାକୁ ଦୁର୍ନୀତି ପିଛା ଛାଡୁନାହିଁ । ସବୁଠୁ ବଡକଥା ଦୁର୍ନୀତି ନେଇ ଅଭିଯୋଗ ଆସିଲାପରେ ତଦନ୍ତ ହେଉଛି କିନ୍ତୁ କାର୍ଯ୍ୟାନୁଷ୍ଠାନ ହେଉନାହିଁ। ବାଲିଗୁଡା ବ୍ଲକରେ ୮୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି ଘଟଣା ପଦାକୁ ଆସିବା…
ଯେଉଁଠି ଚାକିରି ସେଇଠି ଅବସର: ଜୋର୍ ଧରିଲା ବଦଳି ଦାବି
ବାଲିଗୁଡ଼ା,୪।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଥିବା ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ କର୍ମଚାରୀମାନେ ଦୀର୍ଘଦିନ ଧରି ଗୋଟିଏ ସ୍ଥାନରେ ରହି ଆସୁଥିଲେ ମଧ୍ୟ ସେମାନଙ୍କର ଅନ୍ୟତ୍ର ବଦଳି ହେଉ ନ ଥିବା ଅଭିଯୋଗ ହେଉଛି। ସରକାରୀ ଚାକିରିଆମାନେ ଗୋଟିଏ ସ୍ଥାନରେ…
Archives


