କନ୍ଧମାଳ

ବ୍ୟାଙ୍କ କଲୋନୀକୁ ବ୍ୟାପିଲା ସଂକ୍ରମଣ

କନ୍ଧମାଳ ଜିଲା ଜି.ଉଦୟଗିରି ସହରରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ମହାଗୁଡା ସାହି, କଚେରୀ ସାହି, ବସଷ୍ଟାଣ୍ଡ ସାହି, ବରାଳିନୀ ସାହି, ଲକ୍ଷ୍ମ୍ମୀ ବଜାର କଣ୍ଟେନମେଣ୍ଟ ଜୋନ ହେବା ପରେ ଗୁରୁବାର ବ୍ୟାଙ୍କ କଲୋନୀକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ…

ଭଞ୍ଜନଗରରେ ହେବ ୪୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ

ଭଞ୍ଜନଗର,୫।୮(ଡି.ଏନ୍‌.ଏ.)- ଭଞ୍ଜନଗର,୫।୮(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୪୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍‌ପିଟାଲ ହେବ। ସେଥିରେ ୧୦ ଆଇସିୟୁ ବେଡ୍‌ ରହିବ। ରାଜ୍ୟ ସରକାର ଏବଂ କଳିଙ୍ଗ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (କିମ୍ସ)ର ମିଳିତ…

ଦାରିଙ୍ଗବାଡ଼ି ବିଡିଓଙ୍କୁ କରୋନା

ଦାରିଙ୍ଗବାଡ଼ି,୫।୮(ଡି.ଏନ୍‌.ଏ): କନ୍ଧମାଳ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଜିଲାର ବିଭିନ୍ନ ବ୍ଲକରେ ଏହି ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଦାରିଙ୍ଗବାଡ଼ି ବିଡିଓ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହା ସହ ବୁଧବାର ଜିଲାରୁ ୨୦…

ମହାପ୍ରୟାଣ ଗାଡି ମିଳିଲାନି: ଅଟୋରେ ବୁହାହେଲା ମୃତଦେହ

ରାଇକିଆ,୨ା୮(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୁଣି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଶନିବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁପରେ ମହାପ୍ରୟାଣ ଗାଡି ନ ମିଳିବାରୁ ଅଟୋରେ ପରିବାର ଲୋକେ ମୃତଦେହ ଆଣିଛନ୍ତି। କ.ନୂଆଗଁା ବ୍ଲକ ଚାଞ୍ଚେଡି ପଞ୍ଚାୟତ କ୍ରିଟାଙ୍ଗିଆ ଗ୍ରାମର ସିକ୍‌ଲିନ୍‌…

ସାମାନ୍ୟ ଥଣ୍ଡାଜ୍ୱରକୁ ନେଇ ମାନସିକ ଚାପଗ୍ରସ୍ତ କନ୍ଧମାଳବାସୀ

କନ୍ଧମାଳ,୧ା୮: କନ୍ଧମାଳ ଜିଲାରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ସଂକ୍ରମଣ। ଏଥିରୁ ବାଦ୍‌ ପଡ଼ିନାହିଁ ଜିଲାର କୌଣସି ବ୍ଲକ। ବର୍ତ୍ତମାନ ବାଲିଗୁଡ଼ା ସହର ସମେତ ସମଗ୍ର ଅଞ୍ଚଳରେ ଥଣ୍ଡା, କାସ, ଜ୍ୱରକୁ ନେଇ ଅଞ୍ଚଳବାସୀ ଅଧିକ ମାନସିକ ଚାପରେ ରହୁଛନ୍ତି।…

ପୋଲ ତଳେ ପଡିଛି ପିପିଇ କିଟ୍‌: ଗ୍ରାମବାସୀ ଭୟଭୀତ

ଶଙ୍କରାଖୋଲ,୩୧ା୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଚକାପାଦ ବ୍ଲକ ଶଙ୍କରାଖୋଲ ନିକଟ ୧୫୭ ନଂ. ଜାତୀୟ ରାଜପଥ ନିକଟ ଗୁଡ୍ରିଗଁା ପୋଲ ତଳେ ୫ଟି ପିପିଇ କିଟ୍‌ ପଡ଼ିଥିବା ଶୁକ୍ରବାର ସକାଳେ ଗ୍ରାମବାସୀ ଦେଖିଥିଲେ। ଏନେଇ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି। କରୋନା ରୋଗୀମାନଙ୍କ ସ୍ବାବ୍‌…

ଜି. ଉଦୟଗିରିରେ ବଢି ଚାଲିଛି କଣ୍ଟେନ୍‌ମେଣ୍ଟ ଜୋନ ଅଞ୍ଚଳ: ଚିନ୍ତାରେ ସହରବାସୀ

ଜି.ଉଦୟଗିରି, ୩୧।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରିରେ କଣ୍ଟେନମେଣ୍ଟ ଜୋନ ଦିନକୁ ଦିନ ବଢି ଚାଲିଛି। ଅନେକ ସାହିରୁ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ପ୍ରଥମେ କିଛି ବ୍ୟାଙ୍କ କର୍ମଚାରୀ ଚିହ୍ନଟ ହେବା ପରେ ଷ୍ଟେଟ ବ୍ୟାଙ୍କ ସିଲ କରାଯାଇଥିଲା। ଏହାପରେ ମହାଗୁଡା…

ସାପ କାମୁଡିବା ପରେ ଜଣାପଡିଲା କରୋନା ପଜିଟିଭ

ଶଙ୍କରାଖୋଲ,୩୦ା୭(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଚକାପାଦ ବ୍ଲକ ଚକାପାଦ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ରାତିରେ ଘରେ ଶୋଇଥିବାବେଳେ ସାପ କାମୁଡି ଦେଇଥିଲା। ପରିବାର ଲୋକେ ତାଙ୍କୁ ବ୍ରାହ୍ମଣପାଦ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ବୁଧବାର ଜିଲା ମୁଖ୍ୟ ଚିକିତ୍ସାଳୟ…

ବରାଳିନୀ ସାହି କଣ୍ଟେନମେଣ୍ଟ ଜୋନ

ଜି.ଉଦୟଗିରି, ୩୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ସହର ବିଭିନ୍ନ ସାହିରେ କରୋନା କାୟା ବିସ୍ତାର କରିଚାଲିଛି। ମହାଗୁଡା ସାହି, କଚେରୀ ସାହି, ଓ ବସ୍‌ଷ୍ଟାଣ୍ଡ ସାହି ପରେ ବରାଳିନୀ ସାହି ଏବେ କରୋନା କବଳରେ। ବୁଧବାର ବରାଳିନୀ ସାହିରେ କରୋନା…

ପାହାଡ଼ ଖୋଳି ଜମିକୁ ପାଣି ଆଣିଲେ ଗ୍ରାମବାସୀ

ଫୁଲବାଣୀ ଅଫିସ, ୨୯ା୭: ପାଣି ଅଭାବରୁ ଯେଉଁ ଜମି ପଡ଼ିଆ ପଡ଼ୁଥିଲା ତାହା ଏବେ ଫସଲରେ ଭରିଯିବ ବୋଲି ଆଶା ସଞ୍ଚାର ହୋଇଛି। ଜଣେ ଯୁବ ସରପଞ୍ଚ ଜମିକୁ ଯେପରି ହେଲେ ପାଣି ନେବେ ବୋଲି ପ୍ରୟାସ ଆରମ୍ଭ କରି ସେଥିରେ…

କନ୍ଧମାଳ ୧୦ ଦିନ ଲକ୍‌ଡାଉନ୍‌: ଜାଣନ୍ତୁ..

ଫୁଲବାଣୀ ଅଫିସ,୨୮।୭: କନ୍ଧମାଳ ଜିଲାକୁ ୧୦ ଦିନ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ୨୯ ତାରିଖ ସକାଳ ୫ଟାରୁ ୭ ତାରିଖ ମଧ୍ୟରାତ୍ରୀ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କରାଯିବାକୁ ଜିଲାପାଳ ମଙ୍ଗଳବାର ଘୋଷଣା କରିଛନ୍ତି।ଏହି ଦିନଗୁଡ଼ିକରେ ସକାଳ ୭ରୁ ଦିନ ୧ଟା ଯାଏ ରାସନ୍‌,…

ବୁଧବାରରୁ କନ୍ଧମାଳ ଲକ୍‌ଡାଉନ

ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍‌.ଏ): କନ୍ଧମାଳ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ଯୋଗୁ ଜିଲା ପ୍ରଶାସନ ବୁଧବାର ସନ୍ଧ୍ୟା ୫ଟାରୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଜିଲାକୁ ଲକ୍‌ଡାଉନ ଘୋଷଣା କରିଛନ୍ତିି। ଏହି ସମୟରେ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯେପରି ରାସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?