ମହାସିଂହ ପଞ୍ଚାୟତରେ ୨୯ଲକ୍ଷ ଟଙ୍କା ଘୋଟାଲା
ଫୁଲବାଣୀ ଅଫିସ, ୫ା୩- କନ୍ଧମାଳ ଜିଲାକୁ ଦୁର୍ନୀତି ପିଛା ଛାଡୁନାହିଁ । ସବୁଠୁ ବଡକଥା ଦୁର୍ନୀତି ନେଇ ଅଭିଯୋଗ ଆସିଲାପରେ ତଦନ୍ତ ହେଉଛି କିନ୍ତୁ କାର୍ଯ୍ୟାନୁଷ୍ଠାନ ହେଉନାହିଁ। ବାଲିଗୁଡା ବ୍ଲକରେ ୮୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି ଘଟଣା ପଦାକୁ ଆସିବା…
ଯେଉଁଠି ଚାକିରି ସେଇଠି ଅବସର: ଜୋର୍ ଧରିଲା ବଦଳି ଦାବି
ବାଲିଗୁଡ଼ା,୪।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଥିବା ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ କର୍ମଚାରୀମାନେ ଦୀର୍ଘଦିନ ଧରି ଗୋଟିଏ ସ୍ଥାନରେ ରହି ଆସୁଥିଲେ ମଧ୍ୟ ସେମାନଙ୍କର ଅନ୍ୟତ୍ର ବଦଳି ହେଉ ନ ଥିବା ଅଭିଯୋଗ ହେଉଛି। ସରକାରୀ ଚାକିରିଆମାନେ ଗୋଟିଏ ସ୍ଥାନରେ…
ବଢ଼ି ଚାଲିଛି କନ୍ଧମାଳ ପରିବାଚାଷୀଙ୍କ ଦୁଃଖ
ଫୁଲବାଣୀ ଅଫିସ, ୪ା୩ – ପନିପରିବା ଉତ୍ପାଦନ ଏବଂ ଏହାର ଗୁଣବତ୍ତା ପାଇଁ କନ୍ଧମାଳ ଜିଲା ରାଜ୍ୟରେ ପ୍ରସିଦ୍ଧ। ଏଠାରେ ଉତ୍ପାଦିତ ପନିପରିବାର ବେଶ୍ ଚାହିଦା ରହିଛି। ଏଠାରୁ ଉତ୍ପାଦିତ କୋବି ଏବଂ ବିନ୍ସର ଚାହିଦା ସବୁଠୁ ଅଧିକ। ଉତ୍ପାଦନ ଓ…
କେନ୍ଦୁପତ୍ର କର୍ମଚାରୀ ସଂଘର ଧାରଣା
ଫୁଲବାଣୀ ଅଫିସ/ ଫିରିଙ୍ଗିଆ,୩ା୩ କେନ୍ଦୁପତ୍ର ତୋଳାଳି, ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ ୭ ଦଫା ଦାବି ନେଇ କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ସୋମବାରଠାରୁ ୨ଦିନିଆ ଧାରଣା ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ କେନ୍ଦୁପତ୍ର ରେଞ୍ଜ ସମ୍ମୁଖରେ ଏହି ଧାରଣା ଦିଆଯାଇଛି।…
ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ପୁଅ
କ.ନୂଆଗଁ।,୧ା୩(ଡି.ଏନ୍.ଏ.)- କନ୍ଧମାଳ ଜିଲା କ.ନୂଆଗଁ। ବ୍ଲକ ସାରଙ୍ଗଗଡ ଥାନା ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଟାଙ୍ଗିଆରେ ହାଣି ମା’ଙ୍କୁ ହତ୍ୟା କରିଛନ୍ତି ପୁଅ। ମୃତକ ହେଲେ ପ୍ରମା ପ୍ରଧାନ (୪୫)। ପ୍ରକାଶ ଯେ, ସାରଙ୍ଗଗଡ ଥାନା…
ଦାରିଙ୍ଗବାଡି ଯୁବକ ବିହାରରେ ଆଞ୍ଚଳିକ ଲେବର କମିଶନର
ଦାରିଙ୍ଗବାଡି,୧।୩(ଡି.ଏନ.ଏ) – କଠିନ ପରିଶ୍ରମ ଏବଂ ଇଚ୍ଛାଶକ୍ତି ଆଣିଦେଇଛି ସଫଳତା। ଭଲ ପଥ ପ୍ରଦର୍ଶକ ଓ ଅର୍ଥ ନ ଥାଇ ମଧ୍ୟ ଜଣେ ଯୁବକ ସଫଳତା ପାଇ ଦାରିଙ୍ଗବାଡି ପାଇଁ ଗୌରବ ଆଣିଛନ୍ତି। ସେ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡିର କୁନିଦେବ…
ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ସତ୍ୟବ୍ରତଙ୍କ ପଦଯାତ୍ରା: ବାଲିଗୁଡ଼ାରେ ପହଞ୍ଚି ବିଡିଓଙ୍କୁ ଦେଲେ ଦାବିପତ୍ର
ବାଲିଗୁଡ଼ା,୨୯।୨(ଡି.ଏନ୍.ଏ.): ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ସତ୍ୟବ୍ରତ ଦାସ ୨୦୧୯ ଜୁଲାଇ ୧୦ରୁ ଯାଜପୁର ଜିଲା ବଡ଼ଚଣା ବ୍ଲକରୁ ପଦଯାତ୍ରା ଆରମ୍ଭ କରିଥିଲେ। ତେବେ ଶନିବାର ସତ୍ୟବ୍ରତ ବାଲିଗୁଡା ବ୍ଲକରେ ପହଞ୍ଚି ବିଡିଓ ନରେଶ ଚନ୍ଦ୍ର ଶବରଙ୍କୁ ଭେଟି ଓଡ଼ିଶାକୁ…
ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ପୁଅ
କ.ନୂଆଗାଁ,୨୯ା୨(ଡି.ଏନ୍.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ଥାନା ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଟାଙ୍ଗିଆରେ ହାଣି ମା’ଙ୍କୁ ହତ୍ୟା କରିଛନ୍ତି ପୁଅ। ମୃତ ହେଲେ ପ୍ରମା ପ୍ରଧାନ (୪୫)। ପ୍ରକାଶ ଯେ, ସାରଙ୍ଗଗଡ଼ ଥାନା…
ମାର୍ଚ୍ଚ ପହିଲାରୁ ମୋଟରଯାନ ଆଇନ କଡ଼ାକଡ଼ି: ଟ୍ରାଫିକ ନିୟମ ଭଙ୍ଗ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ
ଦାରିଙ୍ଗବାଡ଼ି,୨୯।୨(ଡି.ଏନ୍.ଏ.): ମାର୍ଚ୍ଚ ପହିଲା ଅର୍ଥାତ୍ ରବିବାରଠାରୁ ସରକାର କଡ଼ାକଡ଼ି ଭାବେ ମୋଟରଯାନ ଆଇନ ପାଳନ କରୁଥିବା ବେଳେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ମଧ୍ୟ ଏହି ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ଏଥିପାଇଁ ସ୍ଥାନୀୟ ପୋଲିସ ପକ୍ଷରୁ ଶନିବାର ଦାରିଙ୍ଗବାଡ଼ି ଥାନା…
ବିବାହ ପୂର୍ବରୁ ନାବାଳିକା ଉଦ୍ଧାର
ଫିରିଙ୍ଗିଆ,୨୯ା୨: ବିବାହ ପାଇଁ ବରଘରେ ଥିବା ଜଣେ ନାବାଳିକାଙ୍କୁ ପୋଲିସ, ଚାଇଲ୍ଡ ଲାଇନ ଓ ଫିରିଙ୍ଗିଆ ସମନ୍ବିତ ଶିଶୁ ବିକାଶ ପକ୍ଷରୁ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ ତାଙ୍କୁ ଶିଶୁ ମଙ୍ଗଳ କମିଟି ନିକଟରେ ହାଜର କରାଯାଇଥିଲା। ଅଧ୍ୟକ୍ଷ ଅଶୋକ ବେହେରା…
ପାନୀୟଜଳ ସମସ୍ୟା ନେଇ ଦାବିପତ୍ର
ଜି.ଉଦୟଗିରି,୨୭ା୨(ଡି.ଏନ୍.ଏ.) – ମହିଳା ଜୀବିକା ସୁରକ୍ଷା ମଞ୍ଚ ଜି.ଉଦୟଗିରି ତରଫରୁ ବୁଧବାର ପାନୀୟ ଜଳ ସମସ୍ୟା ସମାଧାନ ପାଇଁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଶତାଧିକ ମହିଳା ବିଭିନ୍ନ ପ୍ଲାକାର୍ଡ ଧରି ସହର ପରିକ୍ରମା…
ବିଜୁଳି, ପାଣି ପାଇଁ ଲୋକେ ହଇରାଣ
ଫୁଲବାଣୀ ଅଫିସ, ୨୭ା୨ – ଫୁଲବାଣୀ ସହରେ ମଙ୍ଗଳବାର ସକାଳେ ତାଣ୍ଡବ ରଚାଇଥିଲା ବର୍ଷା ପବନ। ବୁଧବାର ସନ୍ଧ୍ୟାସୁଦ୍ଧା ରାସ୍ତାଘାଟରେ ଯାତାୟାତ ସ୍ବାଭାବିକ ହୋଇଥିଲେ ମଧ୍ୟ ବିଦ୍ୟୁତ୍ ଲୁଚକାଳି ଖେଳୁଛି। ଏ ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍ ସରବରାହ ସ୍ବାଭାବିକ ହୋଇନାହିଁ। ଲୋକେ…
Archives


