କନ୍ଧମାଳ

କନ୍ଧମାଳରେ ୭ ଦିନ ବ୍ୟାଙ୍କ ବନ୍ଦ

ଦାରିଙ୍ଗବାଡ଼ି,୨୨।୭(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବା ସହ ଲୋକାଲ କେସ୍‌ ମଧ୍ୟ ବଢ଼ି ଚାଲିଛି। କନ୍ଧମାଳ ଜିଲାରେ ଏକାଧିକ ବ୍ୟାଙ୍କର ଶାଖା ପରିଚାଳକ ସମେତ ଅନ୍ୟ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବା ପରେ ଜିଲାପ୍ରଶାସନ ପକ୍ଷରୁ ସମସ୍ତ ବ୍ୟାଙ୍କକୁ…

ରୋଗ ପ୍ରତିରୋଧ ପାଇଁ ପିଲାଙ୍କୁ ମଦ ଦିଆଯିବା ଚର୍ଚ୍ଚା

ମାଲକାନଗିରି,୨୨ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ସମସ୍ତେ ଚିନ୍ତିତ ଥିବା ବେଳେ ପଡ଼ିଆ ବ୍ଲକ ପରସନପାଲି ଗ୍ରାମରେ ରୋଗ ପ୍ରତିରୋଧ ଶକ୍ତି ବୃଦ୍ଧି ପାଇଁ ପିଲାଙ୍କୁ ମହୁଲି ମଦ ଦେବା ଚର୍ଚ୍ଚାର…

ଗଞ୍ଜାମ ଜିଲାରୁ କନ୍ଧମାଳକୁ ଅବାଧ ପ୍ରବେଶ କରୁଛନ୍ତି ମାଛ ବେପାରୀ

ରାଇକିଆ,୨୧।୭(ଡି.ଏନ୍‌.ଏ.): ଗଞ୍ଜାମରୁ କନ୍ଧମାଳ ଜିଲାକୁ ଆସିବା ପାଇଁ କଟକଣା ଜାରି କରାଯାଇଛି । ଗଞ୍ଜାମ ଜିଲାରେ କରୋନାସ୍ଥିତି ସଙ୍ଗୀନ ଥିବାରୁ ଜିଲାବାସୀଙ୍କୁ ଜରୁରୀ କାରଣ ନ ଥିଲେ କନ୍ଧମାଳକୁ ପ୍ରବେଶ ପାଇଁ ବାରଣ କରାଯାଇଛି । ତଥାପି ଲୁଚି ଛୁପି ମାଛ…

କାଲିଙ୍ଗା ପଞ୍ଚାୟତରେ ବାପା-ପୁଅଙ୍କୁ କରୋନା, ଗାଁ ହେଲା ସାନିଟାଇଜ୍‌

ଜି.ଉଦୟଗିରି,୨୦ା୭: କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକର କାଲିଙ୍ଗା ପଞ୍ଚାୟତରୁ ୨ କରୋନା ଅକ୍ରାନ୍ତ ଚିହ୍ନଟ ହେବା ପରେ କାଲିଙ୍ଗା ପଞ୍ଚାୟତର ତାରାବାଡ଼ି ନଦୀସାହି ସମେତ ଆଖପାଖ ଗ୍ରାମକୁ ସାନିଟାଇଜ୍‌ କରାଯିବା ସହିତ କଣ୍ଟ୍ରାକ୍ଟ ଟ୍ରେସିଂ କରାଯାଇଛି। ସେହି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌…

କନ୍ଧମାଳରେ ମାଛଚାଷ ଚାହିଦାଠାରୁ କମ୍‌

ଫୁଲବାଣୀ ଅଫିସ, ୨୦ା୭- ରାଜ୍ୟ ସରକାର ମତ୍ସ୍ୟଜୀବୀମାନଙ୍କୁ ମାଛଚାଷ ଲାଗି ପ୍ରୋତ୍ସାହନ ଦେଉଛନ୍ତି। ଏବେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଯେଭଳି ମାଛ ଚାଷ କରି ଲାଭବାନ୍‌ ହେବେ ସେ ନେଇ ବି ଯୋଜନା ହୋଇଛି। ଜୀବନ ଜୀବୀକା ମିଶନରେ କନ୍ଧମାଳ…

ତହସିଲଦାରଙ୍କୁ ଆକ୍ରମଣ, ଜେଲ ଗଲେ ଅଧ୍ୟାପକ

ବାଲିଗୁଡା,୨୦ା୭(ଡି.ଏନ୍‌.ଏ.)- କୋଭିଡ୍‌ ନିୟମ ଉଲ୍ଲଂଘନ କରି ଶୁଦ୍ଧିକ୍ରିୟା ଚାଲିଥିଲା। ତହସିଲଦାର ପହଞ୍ଚି ବାରଣ କରିବାରୁ ଜଣେ ଅଧ୍ୟାପକ ତାଙ୍କୁ ଆକ୍ରମଣ କରିଥିଲେ। ଥାନାରେ ଅଭିଯୋଗ ପରେ ପୋଲିସ ସମ୍ପୃକ୍ତ ଅଧ୍ୟାପକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବାଲିଗୁଡା…

ଫୁଲବାଣୀ ସହର କଣ୍ଟେନମେଣ୍ଟ ଜୋନ୍‌

ଫୁଲବାଣୀ ଅଫିସ, ୨୦ା୭-କନ୍ଧମାଳ ଜିଲା ଫୁଲବାଣୀ ସହରରେ କରୋନା ଚିନ୍ତା ବଢ଼ାଇଛି ା ମାତ୍ର ଜଣେ, ଦୁଇ ଜଣ ସଂକ୍ରମିତଙ୍କ ପାଇଁ ପୌର ପରିଷଦର ୨ନଂ. ୱାର୍ଡକୁ ଛାଡି ବାକି ସମସ୍ତ ୱାର୍ଡକୁ ରବିବାର କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି ା…

ତହସିଲଦାରଙ୍କୁ ଆକ୍ରମଣ ମହଙ୍ଗା ପଡିଲା : ଜେଲ ଗଲେ ଅଧ୍ୟାପକ

ବାଲିଗୁଡା,୧୯ା୭(ଡି.ଏନ୍‌.ଏ.)- କୋଭିଡ୍‌ ନିୟମ ଉଲ୍ଲଂଘନ କରି ଶୁଦ୍ଧିକ୍ରିୟା ଚାଲିଥିଲା। ତହସିଲଦାର ପହଞ୍ଚତ୍ ବାରଣ କରିବାରୁ ଜଣେ ଅଧ୍ୟାପକ ତାଙ୍କୁ ଆକ୍ରମଣ କରିଥିଲେ। ଥାନାରେ ଅଭିଯୋଗ ପରେ ପୋଲିସ ସମ୍ପୃକ୍ତ ଅଧ୍ୟାପକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବାଲିଗୁଡା…

ବିନା ସୂଚନାରେ କଣ୍ଟେନମେଣ୍ଟ ଜୋନ୍‌, ଚାଲିଛି ଥର୍ମାଲ ସ୍କ୍ରିନିଂ

ଜି.ଉଦୟଗିରି,୧୮।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ମହାଗୁଡ଼ାସାହିରୁ ଜଣେ ସ୍ଥାନୀୟ କରୋନା ପଜିଟିଭ୍‌ ଚିହ୍ନଟ ପରେ ଏହି ସାହିକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏହା ସହ ଉକ୍ତ ଜୋନ୍‌ର ଘରଘର ବୁଲି ଥର୍ମାଲ ସ୍କ୍ରିନିଂ କରାଯାଉଛି। ଏହା ସହିତ ଥଣ୍ଡା, କାଶ, ଜ୍ୱର…

ମାର୍କେଟ୍‌ ଗଲେ ମାଡ଼, ଘରେ ପରିବା ବିକୁଛନ୍ତି ଚାଷୀ

ରାଇକିଆ,୧୮ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ସହର ଏବଂ ଏହାର ଆଖପାଖ ୧୩ଟି ଗ୍ରାମ ଗତ ୮ ଦିନ ହେଲା କଣ୍ଟେନ୍‌ମେଣ୍ଟ୍‌ ଜୋନ ଘୋଷଣା ପରେ କଡ଼ା କଟକଣା ମଧ୍ୟରେ ରହିଛି। ଲୋକଙ୍କୁ ବାହାରକୁ ବାହାରିବା ମନା। ଦୋକାନ ବଜାର, ଯାନବାହନ ଚଳାଚଳ…

ଦାରିଙ୍ଗବାଡ଼ିରେ ବନ୍ଦ ହେଲା ବ୍ୟାଙ୍କ

ଦାରିଙ୍ଗବାଡ଼ି,୧୭।୭(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଭାରତୀୟ ଷ୍ଟେଟବ୍ୟାଙ୍କ ଶାଖାର ଜଣେ କର୍ମଚାରୀ କରୋନା ସଂକ୍ରମିତ ହୋଇଛନ୍ତି। ପରେ ସ୍ଥାନୀୟ ତହସିଲଦାର ବ୍ୟାଙ୍କକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହ କାର୍ଯ୍ୟରତ କର୍ମଚାରୀଙ୍କୁ ୭ ଦିନ ପାଇର୍ଁ ନିଜ ଘରେ…

ରାଇକିଆରୁ ଜଣେ କରୋନା ଯୋଦ୍ଧା ସମେତ ୪ ପଜିଟିଭ ଚିହ୍ନଟ

ରାଇକିଆ,୧୭।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲାରୁ ଶୁକ୍ରବାର ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪ଜଣ ରାଇକିଆ ବ୍ଲକର। ତିନି ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବେଳେ ଅନ୍ୟ ଜଣେ ରାଇକିଆ ଥାନାର କରୋନା ଯୋଦ୍ଧା ବୋଲି ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?