କନ୍ଧମାଳ

ଜିଲାପାଳଙ୍କ ନିୟମ ନ ମାନି ଘରକୁ ପଳାଇଥିଲେ: ବିଇଓଙ୍କୁ ସଙ୍ଗରୋଧରେ ରଖିଲେ ତହସିଲଦାର

ଦାରିଙ୍ଗବାଡି,୧୬।୭(ଡି.ଏନ୍‌.ଏ.)-ଜିଲା ପ୍ରଶାସନର ନିୟମ ନ ମାନି ଘରକୁ ପଳାଇବା ମହଙ୍ଗା ପଡିଛି ଜଣେ ଶିକ୍ଷା ବିଭାଗ ଅଧିକାରୀଙ୍କୁ। ସୀମା ସିଲ୍‌ ସତ୍ତ୍ୱେ ଗଳାବାଟ ଦେଇ ଘରକୁ ପଳାଇଥିଲେ। ଫେରିବାବେଳେ ଧରାପଡିବାରୁ ସମ୍ପୃକ୍ତ ଅଧିକାରୀ ଓ ସହଯୋଗୀଙ୍କୁ ସଙ୍ଗରୋଧ କେନ୍ଦ୍ରରେ ରଖିଛନ୍ତି ତହସିଲଦାର।…

କୋଭିଡ ନିୟମ ଉଲ୍ଲଂଘନ, ଦାରିଙ୍ଗବାଡ଼ିର ଚାରିଛକରେ ତେଜରାତି ଦୋକାନ ସିଲ୍‌

ଦାରିଙ୍ଗବାଡ଼ି,୧୬।୭(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଚାରିଛକଠାରେ କୋଭିଡ ନିୟମ ଉଲ୍ଲଂଘନ ହୋଇଛି। ଏନେଇ ଗୁରୁବାର ଏକ ତେଜରାତି ଦୋକାନକୁ ସ୍ଥାନୀୟ ମାଜିଷ୍ଟ୍ରେଟ ତଥା ତହସିଲଦାର ନିତିସ କୁମାର ତ୍ରିପାଠୀ ଅନିର୍ଦ୍ଦିଷ୍ଟକାଳ ପାଇଁ ସିଲ୍‌ କରିଦେଇଛନ୍ତି । ପରବର୍ତ୍ତୀ ସମୟରେ କନ୍ଧମାଳ ଜିଲାପାଳଙ୍କ…

ନୂତନ ବିଡିଓଙ୍କ ଦାୟିତ୍ୱ ଗ୍ରହଣ

ଦାରିଙ୍ଗବାଡ଼ି,୧୬ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିରେ ନୂତନ ବିଡିଓ ଭାବେ ଅଭିମନ୍ୟୁ ବେହେରା ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଟିକାବାଲି ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ। ଦାରିଙ୍ଗବାଡ଼ି ବିଡିଓ ଭାବେ ଡେପୁଟେଶନରେ ଆସିଥିବା ଡେପୁଟି କଲେକ୍ଟର ଡ.ଜଗଦୀଶ…

ବ୍ୟାରିକେଡ୍‌ ଡେଉଁଛନ୍ତି ଅମାନିଆ: ତାଗିଦ୍‌ କରିବାରୁ ବିଡିଓଙ୍କୁ ଦୁର୍ବ୍ୟବହାର

ଆର.ଉଦୟଗିରି,୧୫ା୭(ଡି.ଏନ୍‌.ଏ.)-ଗଜପତି ଜିଲା ଆର୍‌.ଉଦୟଗିରି ପଞ୍ଚାୟତର ଜଣେ ଆୟୁଷ ଡ଼ାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ହୋମ୍‌ଗାର୍ଡ କରୋନା ସଂକ୍ରମିତ ହେବାପରେ ସେମାନେ ରହୁଥିବା ପଞ୍ଚାୟତର ୩ ସାହିକୁ ୭ଦିନ ପାଇଁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିଥିଲା ପ୍ରଶାସନ। ପ୍ରବେଶ ପଥରେର ବ୍ୟାରିକେଡ୍‌ କରି ସିଲ୍‌…

୧୭ରୁ ଫୁଲବାଣୀ, ବାଲିଗୁଡ଼ା ୪ ଦିନ ଶଟ୍‌ଡାଉନ୍‌: ସିଲ୍‌ ହେବ ପ୍ରବେଶ ପଥ

ବାଲିଗୁଡା,୧୫।୭(ଡି.ଏନ.ଏ.): କନ୍ଧମାଳ ଜିଲା ଫୁଲବାଣୀ ପୌରପରିଷଦ ଓ ବାଲିଗୁଡା ଏନ୍‌ଏସି ଅଞ୍ଚଳକୁ ଆସନ୍ତା ୧୭ ତାରିଖ ସନ୍ଧ୍ୟା ୭ଟାରୁ ୨୨ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ଶଟଡାଉନ କରାଯିବ। ଏ ନେଇ ଜିଲା ପ୍ରଶାସନ ନିଷ୍ପତି ନେଇଛି। ମଙ୍ଗଳବାର ରାତିରେ ଜିଲାପାଳ…

କର୍ମଚାରୀ କରୋନା ଅକ୍ରାନ୍ତ ଚିହ୍ନଟ ପରେ ସିଲ୍‌ ହେଲା ବ୍ୟାଙ୍କ

ଜି ଉଦୟଗିରି, ୧୫।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି ଉଦୟଗିରିସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାର ଜଣେ କର୍ମଚାରୀ ମଙ୍ଗଳବାର କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହା ପରେ ବୁଧବାରଠାରୁ ଉକ୍ତ ବ୍ୟାଙ୍କକୁ ସିଲ୍‌ କରାଯାଇଛି। ଏ ନେଇ ବିଡିଓ ତଥା…

ମେଡିକାଲରୁ ଶିଶୁ ମୃତଦେହ ବାଇକରେ ନେଲେ ପରିବାର ଲୋକେ

ରାଇକିଆ,୧୩ା୭(ଡି ଏ ନ ଏ)- କନ୍ଧମାଳ ଜିଲା ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ଯାଇଥିବା ଜଣେ ଶିଶୁଙ୍କ ମୃତ୍ୟୁପରେ ମୃତଦେହକୁ ପରିବାର ଲୋକେ କୌଣସି ସୁବିଧା ନ ପାଇ ବାଇକରେ ଘରକୁ ଆଣିଛନ୍ତି। ପ୍ରକାଶ ଯେ, ଶୁଗଡବଡ଼ି ଗ୍ରାମର…

ରାଇକିଆରେ ୨ ଲୋକାଲ କରୋନା ପଜିଟିଭ୍‌ ଚିହ୍ନଟ: ୧୩ ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା

ରାଇକିଆ,୧୨।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଉଭୟ ଲୋକାଲ କେସ ହୋଇଥିବାରୁ ରାଇକିଆ ସହର ସମେତ ଆଖ ପାଖ ୧୩ଟି ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରାଯାଇଛି। ଏହି ସବୁ ଅଞ୍ଚଳକୁ ସିଲ୍‌ କରି…

ଦାରିଙ୍ଗବାଡ଼ିରେ ଶଟଡାଉନ ଦ୍ୱିତୀୟ ସପ୍ତାହ: ବେଧଡ଼କ ବ୍ୟବସାୟ ନେଇ ଜନଅସନ୍ତୋଷ

ଦାରିଙ୍ଗବାଡ଼ି,୧୨।୭(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜିଲାପ୍ରଶାସନର ନିର୍ଦ୍ଦେଶକ୍ରମେ କନ୍ଧମାଳ ଜିଲା ପ୍ରତି ଶନିବାର ଏବଂ ରବିବାର ଦୁଇଦିନ ଧରି ଶଟଡାଉନ ଘୋଷଣା କରାଯାଇଛି । ଏହା ମାସର ଶେଷ ଶନିବାର, ରବିବାର ପର୍ଯ୍ୟନ୍ତ ପାଳନ ପାଇଁ ନିର୍ଦ୍ଦେଶ ରହିଛି…

ଡାକ୍ତରଙ୍କୁ କରୋନା ପରେ ସ୍ବାସ୍ଥ୍ୟକେନ୍ଦ୍ର ସିଲ୍‌  

ଆର.ଉୟଦଗିରି,୧୧ା୭(ଡି.ଏନ.ଏ.)- ଆର୍‌.ଉଦୟଗିରି ବ୍ଲକରେ ଶୁକ୍ରବାର ୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଛେଲାଗଡ଼ ସଙ୍ଗରୋଧ କେନ୍ଦ୍ରରୁ ୩ ଏବଂ ଆର୍‌.ଉଦୟଗିରି ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଆୟୁଷ ଡ଼ାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଅନ୍ୟଜଣେ ହୋମଗାର୍ଡ ରହିଛନ୍ତି। ଡାକ୍ତରଙ୍କୁ କରୋନା ପରେ ସ୍ବାସ୍ଥ୍ୟକେନ୍ଦ୍ରକୁ ୪୮ ଘଣ୍ଟା…

ପଜିଟିଭ୍‌ ଚିହ୍ନଟ ପରେ ସାନିଟାଇଜ ହେଲା ରାଇକିଆ

ରାଇକିଆ,୧୧ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ସହରରୁ ଶୁକ୍ରବାର ୨ଜଣ ପଜିଟିଭ୍‌ ଚିହ୍ନଟ ପରେ ଶନିବାର ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଲୋକାଲ କେସ ହୋଇଥିବାରୁ ରାଇକିଆ ସମେତ ୧୩ଟି ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ବିଭିନ୍ନ ସ୍ଥାନରେ ବ୍ୟାରିକେଟ୍‌…

ପେଟ୍ରୋଲ ପମ୍ପରେ ଚଢ଼ାଉ: ୪ ନୋଜଲରେ କମ୍‌ ତେଲ,ବିଭାଗୀୟ ଅଧିକାରୀଙ୍କୁ ଦାୟୀକଲେ ମାଲିକ

ଦାରିଙ୍ଗବାଡ଼ି,୧୧ା୭(ଡି.ଏନ୍‌.ଏ.) – ଦାରିଙ୍ଗବାଡ଼ି ସନୋଜ ଫିଲିଂ ଷ୍ଟେଶନରେ ଗୁରୁବାର ସନ୍ଧ୍ୟାରେ ଡାଇରେକ୍ଟର ଅଫ୍‌ ଲିଗାଲ ମେଟ୍ରୋଲୋଜି ବିଭାଗ ଚଢାଉ କରିଛି। ୬ମାସ ହେଲା ଏଠାରେ ମାପରେ ଠକେଇ ହେଉଥିବା ଚଢାଉରୁ ଜଣାପଡିବା ପରେ ବିକ୍ରି ବନ୍ଦ କରାଯାଇଛି। ଶୁକ୍ରବାର ସକାଳୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?