କନ୍ଧମାଳ

କଣ୍ଟେନ୍‌ମେଣ୍ଟ ଜୋନ୍‌ ହେଲା ରାଇକିଆ

ରାଇକିଆ,୧୦ା୭(ଡି.ଏନ୍‌.ଏ.)- ରାଇକିଆ ସହରର ଦୁଇଟି ଅଞ୍ଚଳରୁ ଶୁକ୍ରବାର ୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ଟୁଇଟ କରି ସୂଚନା ଦେବା ସହ ଜିଲାପ୍ରଶାସନର ନିର୍ଦ୍ଦେଶକମେ ରାଇକିଆ ଓ ଏହାର ଆଖପାଖ ଅଞ୍ଚଳକୁ…

ସଙ୍ଗରୋଧ କେନ୍ଦ୍ରରୁ ଫେରିବା ମାସେ ପରେ ଯୁବତୀଙ୍କ ମୃତ୍ୟୁ

ଶଙ୍କରାଖୋଲ,୯ା୭(ଡି.ଏନ୍‌.ଏ.)- ଚକାପାଦ ବ୍ଲକ ବେହେରାଗଁା ପଞ୍ଚାୟତ ସୁନାପାଙ୍ଗା ଗ୍ରାମର ମନୀତା ମଲିକ(୨୭)ଙ୍କ ସଙ୍ଗରୋଧ କେନ୍ଦ୍ରରୁ ଫେରିବାର ମାସକ ପରେ ବୁଧବାର ସକାଳେ ମୃତ୍ୟୁ ଘଟିଛି। ବ୍ରାହ୍ମଣପାଦ ସ୍ବାସ୍ଥ୍ୟ କେନ୍ଦ୍ର ଆୟୁଷ ଡାକ୍ତର ସନ୍ତୋଷ କୁମାର ପଟ୍ଟନାୟକ, ଏଲ୍‌ଏଚ୍‌ବି ସରୋଜିନୀ ପ୍ରଧାନ, ସ୍ବାସ୍ଥ୍ୟକର୍ମୀ…

କାଲିଙ୍ଗାଠାରେ ୭୦ କିଲୋ ଗଞ୍ଜେଇ, କାର ଜବତ: ଚାଲାଣକାରୀ ଗିରଫ

ଜି.ଉଦୟଗିରି,୮।୭(ଡି. ଏନ୍‌. ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅଧୀନ କାଲିଙ୍ଗାଠାରେ ବୁଧବାର ପୋଲିସ ଏକ କାର ସହ ୭୦ କିଲୋ ଗଞ୍ଜେଇ ଜବତ କରିଛି। ଏହା ସହ ଚାଲାଣ କରୁଥିବା ବ୍ୟକ୍ତିଙ୍କୁ ଗିରଫ କରିଛି। ସେ ହେଲେ ବାଲିଗୁଡାର ଶରତ…

ସିର୍ଲାରେ ମାଓବାଦୀ-ପୋଲିସ ମୁହାଁମୁହିଁ ପରେ ହାଇଆଲର୍ଟ

ଦାରିଙ୍ଗବାଡ଼ି,୮ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ସିର୍ଲା ପଞ୍ଚାୟତ କିହାଲଗୁଡ଼ା ଜଙ୍ଗଲ କ୍ଳାଉଡଙ୍ଗା ଅଞ୍ଚଳରେ ଗତ ଶନିବାର ବିଳମ୍ବିତ ରାତିରେ ପୋଲିସ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଏଥିରେ ଉକ୍ତ ଦିନ ପୋଲିସ ଗୁଳିରେ ୪ ଜଣ ମାଓବାଦୀ ନିହତ ହୋଇଥିବା ବେଳେ ପୁଣି…

କନ୍ଧମାଳରେ ପୁଣି ଗୁଳି ବିନିମୟ, ଜଣେ ମାଓବାଦୀ ମୃତ

ଫୁଲବାଣୀ ଅଫିସ, ୮ା୭-କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତ କିହାଲଗୁଡ଼ା ଜଙ୍ଗଲ କ୍ଲାଉଡଙ୍ଗା ଅଞ୍ଚଳରେ ଗତ ଶନିବାର ବିଳମ୍ବିତ ରାତିରେ ପୋଲିସ ଗୁଳିରେ ୪ ମାଓବାଦୀ ନିହତ ହୋଇଥିଲେ। ଏହି ଘଟଣା ପରେ ମାଓବାଦୀମାନେ ପ୍ରତିହିଂସା ପରାୟଣ ହୋଇପଡ଼ିଛନ୍ତି। ସେମାନେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମ କରି ମିଳୁନି ଟଙ୍କା

ଦାରିଙ୍ଗବାଡି,୮।୭(ଡି.ଏନ.ଏ)- ଦାରିଙ୍ଗବାଡି ବ୍ଲକ ବୁଡାଗୁଡା ପଞ୍ଚାୟତ ଅଞ୍ଚଳରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମ କରି ମଜୁରି ପାଉନାହାନ୍ତି ଜବ୍‌କାର୍ଡଧାରୀ। ଉକ୍ତ ପଞ୍ଚାୟତ ଟପେରିଙ୍ଗିଆ ଗ୍ରାମର ଡିଙ୍ଗେଲି ଅଞ୍ଚଳରେ ଜମି ଉନ୍ନୟନ କାର୍ଯ୍ୟ କରି ଶ୍ରମିକଙ୍କୁ ମଜୁରୀ ମିଳୁନାହିଁ। ବରଂ ଯେଉଁମାନେ କାମ କରି ନାହାନ୍ତି…

ଦୁର୍ଘଟଣାରେ ଚାଲିଗଲା ବାପ, ଝିଅଙ୍କ ଜୀବନ

ବାଲିଗୁଡା,୬।୭(ଡି.ଏନ.ଏ.)-କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଜକିକିଆ ନିକଟ ୫୯ନଂ. ଜାତୀୟ ରାଜପଥରେ ସୋମବାର ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକରେ ବସିଥିବା ବାପ, ଝିଅ ପ୍ରାଣ ହରାଇଥିବାବେଳେ ଅନ୍ୟ ବାଇକ ଚାଳକ ଗୁରୁତର ହୋଇଛନ୍ତି। ଗୁରୁତର ଚାଳକଙ୍କୁ…

ପୋଲିସ ଗୁଳିରେ ଟଳିଲେ ୪ କ୍ୟାଡର ମାଓବାଦୀ

ବାଲିଗୁଡା,୫।୭.(ଡି.ଏନ୍‌.ଏ.): କନ୍ଧମାଳ ଜଙ୍ଗଲରେ ପୁଣି ପୋଲିସ-ମାଓବାଦୀ ଗୁଳିବିନମୟ। କନ୍ଧମାଳ ଜିଲା ପୋଲିସର ଏସ୍‌ଓଜି ଓ ଡିଭିଏଫ୍‌ର ମିଳିତ ଆକ୍ରମଣରେ ୪ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଶନିବାର ରାତିରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତର…

ଦାରିଙ୍ଗବାଡ଼ିରେ ବନ୍ଦ ହେଲା ସାପ୍ତାହିକ ହାଟ

ଦାରିଙ୍ଗବାଡ଼ି,୫ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନର ନିର୍ଦ୍ଦେଶ ଅନୁଯାୟୀ ଶନିବାର ଏବଂ ରବିବାର ଶଟ୍‌ଡାଉନ୍‌ ଘୋଷଣାକୁ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ଦୃଢ଼ ପଦକ୍ଷେପ ନିଆଯାଇଛି। ଶନିବାର ସମ୍ପୂଣ୍ଣର୍ର୍ ବନ୍ଦ ରହିଥିବା ବେଳେ ରବିବାର ମଧ୍ୟ ସକାଳ ୬ଟାରୁ ସ୍ଥାନୀୟ ପୋଲିସ ପକ୍ଷରୁ…

କନ୍ଧମାଳ କରୋନା ମୁକ୍ତ ଘୋଷଣା ୧୨ ଘଣ୍ଟା ପୂରିଲାନି ପୁଣି ୮ ଆକ୍ରାନ୍ତ

ଫୁଲବାଣୀ ଅଫିସ, ୫ା୭- କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକ୍ତ ଜିଲା ଘୋଷଣା ହେବାର ମାତ୍ର ୧୨ ଘଣ୍ଟା ପୂରିଲା ନାହିଁ। ଜିଲାରେ ପୁଣି ଚିହ୍ନଟ ହେଲେ ୮ ଜଣ। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୬ରେ…

କନ୍ଧମାଳରେ ଦୁଇଦିନିଆ ଶଟ୍‌ଡାଉନ୍‌: ରାସ୍ତାଘାଟ ଶୂନ୍‌ଶାନ୍‌

ବାଲିଗୁଡ଼ା,୪ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲାର ସମସ୍ତ ୧୭୮ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ପଡ଼ୋଶୀ ଗଞ୍ଜାମ ଓ ଗଜପତି ଜିଲାରେ ସଂକ୍ରମଣ ଦିନକୁଦିନ ବୃଦ୍ଧି ପାଉଛି। ଆଉ ଏହାକୁ ଦୃଷ୍ଟିରେ ରଖି ଜୁଲାଇ ମାସରୁ ପ୍ରତ୍ୟେକ ସପ୍ତାହର ଶନି…

ଦାରିଙ୍ଗବାଡ଼ିରେ ଶଟ୍‌ଡାଉନ କଡ଼ାକଡ଼ି ପାଳନ, ଦୋକାନ ବଜାର ବନ୍ଦ

ଦାରିଙ୍ଗବାଡ଼ି,୪।୭(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲାରେ ପ୍ରଶାସନ ପକ୍ଷରୁ ସପ୍ତାହକୁ ଶନିବାର ଏବଂ ରବିବାର ଶଟ୍‌ଡାଉନ ଘୋଷଣା କରାଯାଇଛି। ଏଥିସହ ବାହାର ଜିଲାରୁ ଆସୁଥିବା ଏବଂ ହଟସ୍ପଟ ସ୍ଥାନରୁ ଆସୁଥିବା ଲୋକଙ୍କ ଉପରେ ପ୍ରଶାସନ କଡ଼ା ନଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?