ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ : ଫୁଲବାଣୀ ଭବାନୀ କ୍ଲବ ଚାମ୍ପିୟନ
ଖଜୁରିପଡା,୧୦ା୧- ଖଜୁରିପଡା ବ୍ଲକ ଆର.ନୂଆଗାଁ ପଞ୍ଚାୟତ ଗରାକୁମ୍ପାରେ (ଇନସା) କ୍ଲବ ଆନୁକୂଲ୍ୟରେ ଆୟୋଜିତ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ବୁଧବାର ଉଦ୍ଯାପିତ ହୋଇଯାଇଛି। ପ୍ରଥମ ସେମି ଫାଇନାଲ ଫୁଲବାଣୀ ଭବାନୀ କ୍ଲବ ଓ ଆର.ନୂଆଗାଁ କ୍ଲବ ସହିତ ହୋଇଥିବା ବେଳେ ଭବାନୀ କ୍ଲବ…
ଶୀତ ଉତ୍ସବର ଦ୍ୱିତୀୟ ସନ୍ଧ୍ୟା : ମନ ମୋହିଲା ଘୁମୁରା, ଛଉ, ଗୋଟିପୁଅ ନୃତ୍ୟ
ଦାରିଙ୍ଗବାଡ଼ି,୧୦।୧(ଡି.ଏନ.ଏ.)- ଦାରିଙ୍ଗବାଡିରେ ଅନୁଷ୍ଠିତ ଶୀତ ଉତ୍ସବର ଦ୍ୱିତୀୟ ଅର୍ଥାତ ଗୁରୁବାର ସନ୍ଧ୍ୟାର କାର୍ଯ୍ୟକ୍ରମକୁ କନ୍ଧମାଳ ଏମ୍ପି ଡ. ଅଚ୍ୟୁତ ସାମନ୍ତ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ। ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନ୍ୟ ଅତିଥିଙ୍କ…
ମାଛ ମାରିବାକୁ ଯାଇ ହାତରେ ଫୁଟିଲା ବୋମା
ଫୁଲବାଣୀ ଅଫିସ, ୯ା୧-ନଦୀରେ ବୋମା ଫୁଟାଇ ମାଛ ଧରିବା ଯୁବକଙ୍କ ପାଇଁ କାଳ ହୋଇଛି। ହାତରେ ବୋମା ଫୁଟିଯିବାରୁ ପାପୁଲି ଉଡିଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତିି କରାଯାଇଛି। ଗୁରୁତର ଯୁବକ ଜଣକ ହେଲେ ସଦର ଥାନା…
ଦାରିଙ୍ଗବାଡ଼ିରେ ଶୀତ ଉତ୍ସବ
ଦାରିଙ୍ଗବାଡ଼ି,୯ା୧(ଡି.ଏନ୍.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଶୀତ ଉତ୍ସବ ବୁଧବାର ଉଦ୍ଘାଟିତ ହୋଇଯାଇଛି। ଏହାକୁ ଜଙ୍ଗଲ ଓ ପରିବେଶ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ। ଉତ୍ସବର ଆବାହକ ତଥା ଅଧ୍ୟକ୍ଷ ଜି.ଉଦୟଗିରି…
ବାଲିଗୁଡ଼ାରେ ବସ ଚଳାଚଳ ବନ୍ଦ
ବାଲିଗୁଡ଼ା,୮।୧(ଡି.ଏନ୍.ଏ.) : କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ପକ୍ଷରୁ ବୁଧବାର ୧୨ ଦଫା ନେଇ ଦେଶବ୍ୟାପୀ ବନ୍ଦ ପାଳନ ଡାକରା ଦିଆଯାଇଛି। ଏଠାରେ କୌଣସି ସଂଗଠନ ବନ୍ଦ କରିବା ପାଇଁ ପ୍ରଚାର କରି ନ ଥିଲେ ମଧ୍ୟ ଧର୍ମଘଟକୁ ଦୃଷ୍ଟିରେ ରଖି ବାଲିଗୁଡା…
୭.୫ ଡିଗ୍ରୀରେ ଦାରିଙ୍ଗବାଡ଼ି
ଭୁବନେଶ୍ୱର, ୮।୧(ବ୍ୟୁରୋ): ବର୍ଷା କମିଯିବା ପରେ ଶୀତ ପୁଣି ଫେରିଛି। ମଙ୍ଗଳବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୭.୫ ଡିଗ୍ରୀ ତାପମାତ୍ରା ରହିଥିବାବେଳେ ଟିଟିଲାଗଡ଼ରେ ୭.୬, ଅନୁଗୋଳ ୮, ଫୁଲବାଣୀ ୮.୫, ସୋନପୁର ୯ ଓ କେନ୍ଦୁଝର ୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।…
ଜନସ୍ବାସ୍ଥ୍ୟ ବିଭାଗର ମନମୁଖି କାର୍ଯ୍ୟ: ଦୁଇ ଦିନ ହେଲା ସହରକୁ ଜଳଯୋଗାଣ ବନ୍ଦ
ଫୁଲବାଣୀ ଅଫିସ, ୮ା୧-ଫୁଲବାଣୀ ସହରରେ ଦୁଇ ଦିନ ହେଲା ଜନସ୍ବାସ୍ଥ୍ୟ ଉପବିଭାଗ ପକ୍ଷରୁ ଜଳ ଯୋଗାଣ ହେଉ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ନଦୀରୁ ପାଣି ଉଠିବା ପାଇଁ ପମ୍ପ ହାଉସରେ ଥିବା ଦୁଇଟି ମୋଟରରୁ…
ପଥର କ୍ୱାରି କଲେ ଆତ୍ମହତ୍ୟା କରିବୁ
ଚନ୍ଦ୍ରଗିର,୮ା୧ -ପଥର କ୍ୱାରୀ କଲେ ଆତ୍ମହତ୍ୟା କରିବୁ। ଏଭଳି ଚେତାବନୀ ଦେଇଛନ୍ତି ମୋହନା ତହସିଲ ବାଘମାରୀ ପଞ୍ଚାୟତର ପେଜପାଣୀ, ଫଟାଚାଞ୍ଚଡା ଓ ସର୍ଗୀସାହି ଗ୍ରାମବାସୀ। ସୂଚନାଯୋଗ୍ୟ ଯେ, ଫଟାଚାଞ୍ଚଡା ମୌଜା ଖାତା ନଂ.୧୮ ପ୍ଲଟ ନମ୍ବର ୧୭୨ରେ ୧.୮୦୦ହେକ୍ଟର ପର୍ବତ କିସମ…
ଡ୍ୟାମ୍ରେ ଡଙ୍ଗା ବୁଡ଼ି ଯୁବତୀ ନିଖୋଜ ଘଟଣା ୪ ଦିନ ପରେ ମୃତଦେହ ଉଦ୍ଧାର
ଫୁଲବାଣୀ ଅଫିସ/ବଲସକୁମ୍ପା, ୭ା୧-ନୂଆବର୍ଷ ଉପଲକ୍ଷେ ଗତ ୨ ତାରିଖରେ ପିଲା ସାଲୁଙ୍କି ଡ୍ୟାମକୁ ଭୋଜି କରିବାକୁ ଯାଇଥିବା ବେଳେ ଡଙ୍ଗା ବୁଡ଼ି ନିଖୋଜ ହୋଇଥିବା ସୁନୀତା ଝାଙ୍କରଙ୍କ ଗଳିତ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ଯେଉଁ ସ୍ଥାନରେ ଡଙ୍ଗା ବୁଡ଼ିଥିଲା ଅଗ୍ନିଶମ…
ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ : ୨ ମାସରେ ଭାଙ୍ଗିଲା ପାନୀୟ ଜଳ ପ୍ରକଳ୍ପ
ଫିରିଙ୍ଗିଆ, ୭ା୧-କନ୍ଧମାଳ ଜିଲା ପିରିଙ୍ଗିଆ ବ୍ଲକରେ ଆରଡବ୍ଲ୍ୟୁଏସ୍ଏସ୍ ବିଭାଗ ଅଧିନରେ ହେଉଥିବା କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହେଉଛି। ପ୍ରକଳ୍ପ ତିଆରି ହେବାର ମାସେ ନ ପୁରୁଣୁ ତାହା ଭାଙ୍ଗି ଯାଉଛି। ଲୋକଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ପାଇଁ ସରକାର ଯେଉଁ…
୧୩ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ
ବାଲିଗୁଡା,୬।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ୧୩୫ ଏକର ଜମିରେ ଚାଷ କରାଯାଇଥିବା ବେଆଇନ ଗଞ୍ଜେଇ ଗଛକୁ ସୋମବାର ପୋଲିସ କାଟି ନଷ୍ଟ କରିଛି। କନ୍ଧମାଳ ଏସ୍ପିଙ୍କ ନିର୍ଦ୍ଦେଶ କ୍ରମେ ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗର…
କନ୍ଧମାଳରେ ଗଣଶିକ୍ଷା ମନ୍ତ୍ରୀ: ମାଟ୍ରିକ ପରୀକ୍ଷା ଠିକ୍ରେ କରିବାକୁ ନିର୍ଦ୍ଦେଶ
ଫୁଲବାଣୀ ଅଫିସ, ୬ା୧-ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର କନ୍ଧମାଳ ଜିଲା ଗସ୍ତରେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା ସଭାଗୃହରେ ସମୀକ୍ଷା କରିଛନ୍ତି। ଚଳିତବର୍ଷ ମାଟ୍ରିକ୍ ପରୀକ୍ଷା ପ୍ରଶ୍ନପତ୍ରର ଢାଞ୍ଚା ବଦଳିବ। ଛାତ୍ରୀଛାତ୍ରଙ୍କୁ ଏଥିପାଇଁ ଅଭ୍ୟସ୍ତ କରିବାକୁ…
Archives


